Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମହିଳା କଂଗ୍ରେସ କର୍ମୀଙ୍କୁ ହତ୍ୟା, ସୁଟ୍କେସ ଭିତରୁ ମିଳିଲା ମୃତଦେହ
ଭାରତ ଯୋଡ଼ୋ ଯାତ୍ରାରେ ରାହୁଲ ଗାନ୍ଧୀଙ୍କ ସହିତ ନଜର ଆସିଥିବା ୨୨ ବର୍ଷୀୟା ମହିଳା କଂଗ୍ରେସ କର୍ମୀ ହିମାନୀ ନରୱାଲଙ୍କୁ ହତ୍ୟା କରାଯାଇଛି। ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଦିନକ ପୂର୍ବରୁ ହିମାନୀଙ୍କୁ ହତ୍ୟା କରାଯିବାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହରିୟାଣାର ରୋହତକସ୍ଥିତ ଏକ!-->…
ସଡ଼କ ମଝିରୁ ୫ କେଜିର ଆଇଇଡି ଜବତ ଏବଂ ନିଷ୍କ୍ରିୟ କଲା ସୁରକ୍ଷା ବାହିନୀ…
ମାଲକାନଗିରି,୨୮।୨ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ସୁକୁମା ଜିଲ୍ଲାରେ ଯବାନଙ୍କ ମାଓ ଦମନ ତଲାସି ଅଭିଯାନ ବେଳେ ଗୋଟିଏ ଆଇଇଡି ବୋମାକୁ ଜବତ କରି ନିଷ୍କ୍ରିୟ କରାଯାଇଛି। ସୂଚନା ଅନୁଯାୟୀ ଛତିଶଗଡର କୋଣ୍ଟା ଥାନା ଅନ୍ତର୍ଗତ ଗୋଲ୍ଲାପାଲି ରାସ୍ତାର ବନ୍ଦା ଗ୍ରାମ ନିକଟରେ!-->…
ପୋକ୍ସୋ ମାମଲାରେ ଚାର୍ଜଶିଟ୍ ଦାଖଲ ପରେ ୟେଦିୟୁରପ୍ପାଙ୍କୁ ସମନ କଲେ କୋର୍ଟ
ନୂଆଦିଲ୍ଲୀ: ପୋକ୍ସୋ ମାମଲାରେ ସିଆଇଡିର ନୂଆ ଚାର୍ଜସିଟ୍ ପରେ ୟେଦିୟୁରପ୍ପାଙ୍କୁ କୋର୍ଟଙ୍କ ସମନ। ଗୁରୁବାର କର୍ଣ୍ଣାଟକର ଏକ ସ୍ୱତନ୍ତ୍ର କୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ୟେଦିୟୁରପ୍ପାଙ୍କୁ ଏନେଇ ସମନ କରିଛି। ପୂର୍ବରୁ ମଧ୍ୟ ୟେଦିୟୁରପ୍ପାଙ୍କ ବିରୋଧରେ ଏନେଇ ମାମଲା ବିଚାରାଧୀନ ଥିଲା।!-->…
ମହାକୁମ୍ଭ ଯୋଗୁଁ ବଢିବ ଭାରତର ଅର୍ଥନୈତିକ ଅଭିବୃଦ୍ଧି : ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା
ନୂଆଦିଲ୍ଲୀ: ଅର୍ଥନୈତିକ କ୍ଷେତ୍ରରୁ ଭାରତ ପାଇଁ ସନ୍ତୋଷଜନକ ଖବର । ୨୦୨୫ ଆର୍ଥିକ ବର୍ଷର ତୃତୀୟ ତ୍ରୟମାସରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର ୬.୨%କୁ ବୃଦ୍ଧି ପାଇଛି। ପୂର୍ବ ତ୍ରୈମାସରେ ଏହା ୫.୪% ଥିଲା। ଭଲ ମୌସୁମୀ ପରେ ଅର୍ଥନୀତିକୁ ଦୃଢ଼ ଗ୍ରାମୀଣ ବ୍ୟବହାର ଏବଂ ସରକାରୀ ଖର୍ଚ୍ଚ!-->…
ଉତ୍ତରାଖଣ୍ଡରେ ହିମସ୍ଖଳନ: ଫସିଛନ୍ତି ୪୭ ଶ୍ରମିକ
ଡେରାଡୁନ: ଉତ୍ତରାଖଣ୍ଡ ଚାମୋଲିରେ ଘଟିଛି ବଡ଼ ଦୁର୍ଘଟଣା । ହିମସ୍ଖଳନ କାରଣରୁ ବଡ ଅଘଟଣ ଘଟିଛି । ମାଣା ଗାଁ ଗ୍ଲେସିୟର ତରଳିବା ଦ୍ୱାରା ୪୭ ଜଣ ଶ୍ରମିକ ବରଫ ତଳେ ପୋତି ହୋଇଯାଇଛନ୍ତି । ଏଥିସହ ବ୍ୟାପକ କ୍ଷୟକ୍ଷତି ମଧ୍ୟ ହୋଇଛି । ବରଫ ତଳେ ୫୭ ଶ୍ରମିକ ଦବି ଯାଇଥିବା ବେଳେ ୧୦ ଜଣଙ୍କ!-->…
୩୦ ବର୍ଷର ରେକର୍ଡ ଭାଙ୍ଗିଲା ଶେୟାର ବଜାର, କ୍ଷତି ହେଲାଣି ୯୨ ଲକ୍ଷ କୋଟି
ଭାରତୀୟ ଶେୟାର ବଜାରରେ ଶୁକ୍ରବାର ବଡ଼ ଧରଣର ହ୍ରାସ ଘଟିଛି। ଯାହାଫଳରେ ଶେୟାର ବଜାର ପ୍ରାୟ ୩୦ ବର୍ଷର ରେକର୍ଡ ଭାଙ୍ଗିଛି। ନିବେଶକମାନଙ୍କ ମଧ୍ୟରେ ଆହୁରି ଭୟ ବୃଦ୍ଧି ପାଇଲାଣି। ଆଗକୁ କ’ଣ ହେବ ତାହା କହିବା ମୁସ୍କିଲ ହୋଇପଡ଼ିଛି। ୨୦୨୪ ଅକ୍ଟୋବର ମାସରୁ ନିଫ୍ଟି ପ୍ରତିମାସରେ ଖସିବାରେ!-->…
ଶେଷ ହେଲା ମହାକୁମ୍ଭ: ଶିବରାତ୍ରି ପାଇଁ ଦିନକରେ ବୁଡ଼ ପକାଇଲେ ୨ କୋଟି ଶ୍ରଦ୍ଧାଳୁ
ପ୍ରୟାଗରାଜ: ସରିଲା ମହାକୁମ୍ଭ । ଗଙ୍ଗା ନଦୀ କୂଳରେ ଶେଷ ହେଲା ଦୁନିଆର ସବୁଠୁ ବଡ ଆଧ୍ୟାତ୍ମିକ ମେଳା । ଯେଉଁଠି ଲାଗିଥିଲା ସାଧୁସନ୍ଥ ଓ ଭକ୍ତଙ୍କ ମିଳନ । ମହାଶିବରାତ୍ରିରେ ଶେଷ ହୋଇଛି ମହାକୁମ୍ଭ । ଅନ୍ତିମ ଅମୃତ ସ୍ନାନ ସହ ମହାକୁମ୍ଭର ମଧ୍ୟ ସରିଛି ।ଶେଷ ଦିନରେ ସଙ୍ଗମ ସ୍ଥଳରେ ଲକ୍ଷାଧିକ!-->…
ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ
ଖୋଲିବ ବାବା କେଦାରନାଥଙ୍କ ଧାମ । ପବିତ୍ର ମହାଶିବରାତ୍ରି ଅବସରରେ ସ୍ଥିର ହେଲା ତାରିଖ ଓ ସମୟ । ମହାଦେବ ବାବା କେଦାରନାଥଙ୍କ କପାଟ ଖୋଲିବାର ଦିନ ଓ ମୁହୂର୍ତ୍ତର ସ୍ଥିର ହୋଇଛି । ଚଳିତ ବର୍ଷ ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ ।
ମେ’ ୨ରେ ଠିକ୍ ସକାଳ ୭ଟାରେ ଏହି ଦିବ୍ୟ କାର୍ଯ୍ୟର!-->!-->!-->…
ସେନା ଗାଡ଼ିକୁ ଆତଙ୍କବାଦୀଙ୍କ ଗୁଳିମାଡ଼
ଜାମ୍ମୁ-କାଶ୍ମୀରର ରଜୌରୀ ଅନ୍ତର୍ଗତ ସୁନ୍ଦରବନି ଅଞ୍ଚଳରେ ବୁଧବାର ସେନା ଗାଡ଼ି ଉପରେ ଆକ୍ରମଣ ହୋଇଛି। ସୁନ୍ଦରବନିର ଫଲ ଗ୍ରାମ ନିକଟ ନେଇ ଯବାନମାନେ ଗାଡ଼ିରେ ଯାଉଥିବାବେଳେ ଆତଙ୍କବାଦୀମାନେ ଗାଡ଼ି ଉପରକୁ ଗୁଳିମାଡ଼ କରିଥିଲେ। ଏହି ଘଟଣାରେ କେହି ମୃତାହତ ହୋଇଥିବା ନେଇ ସୂଚନା!-->…
ନୀତିଶ ସରକାରରେ ବଢ଼ିଲା ବିଜେପିର ଦବଦବା, ମନ୍ତ୍ରୀ ଭାବେ ଶପଥ ନେଲେ ୭ ବିଧାୟକ
ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଗୋଟିଏ ପରେ ଗୋଟିଏ ଅନେକ ରାଜ୍ୟ ଜିତିବା ପରେ, କେନ୍ଦ୍ରରେ କ୍ଷମତାରେ ଥିବା ବିଜେପି ଏବେ ବିହାରରେ ସକ୍ରିୟ ହୋଇ ଉଠିଛି। ଏହି ସମୟରେ, ଆଜି ନୀତିଶ କ୍ୟାବିନେଟର ବିସ୍ତାର ହୋଇଛି | ବିଜେପି କୋଟାରୁ!-->…