Browsing Category

ଦେଶ

ଜେଲରୁ ଇମ୍ରାନଙ୍କ ମୁକ୍ତି ଦାବି କଲେ ଆମେରିକୀୟ ସାଂସଦ

ନୂଆଦିଲ୍ଲୀ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜେଲରୁ ମୁକ୍ତି କରିବା ଲାଗି ଦାବି କରିଛନ୍ତି ଆମେରିକୀୟ ସାଂସଦ। ଏଥିଲାଗି ୪୬ ସାଂସଦ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟି ଦାବି ଜଣାଇଛନ୍ତି। ଇମ୍ରାନଙ୍କ ସହିତ ଜେଲରେ ବନ୍ଦୀ ଥିବା ଅନ୍ୟ ନେତାମାନଙ୍କୁ ବି ମୁକ୍ତ

‘ମିସ୍‌ ୟୁନିଭର୍ସ ୨୦୨୪’: ଇତିହାସ ରଚିଲା ଡେନମାର୍କ

ମୁମ୍ବାଇ : ୨୦୨୪ ମିସ୍ ୟୁନିଭର୍ସ ଘୋଷିତ। ଚଳିତ ବର୍ଷର ଏହି ସମ୍ମାନଜନକ ଟାଇଟଲ୍ ହାତେଇଛି ଡେନମାର୍କ। ଡେନମାର୍କର ୨୧ ବର୍ଷୀୟ ଭିକ୍ଟୋରିଆ କେଜର ଥେଲବିଗ୍ ହୋଇଛନ୍ତି ମିସ୍ ୟୁନିଭର୍ସ ୨୦୨୪। ୧୨୫ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ ସେ ଡେନମାର୍କକୁ ମିସ୍ ୟୁନିଭର୍ସ ଟାଇଟଲ୍ ଭେଟି

ପୂର୍ବତନ ସିଜେଆଇ ବିଚାରପତି ନ ହୋଇ ଅଧ୍ୟାପକ ହେବା ଉଚିତ ଥିଲା: ଉଦ୍ଧବ ଠାକରେ

ମୁମ୍ବାଇ : ନିକଟରେ ଅବସର ଗ୍ରହଣ କରିଥିବା ପୂର୍ବତନ ସିଜେଆଇ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଶିବ ସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ। ଚନ୍ଦ୍ରଚୂଡ଼ ଶିବ ସେନା ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା ମାମଲାର ଶୁଣାଣି କରି ନ ଥିବାରୁ ସେ ଅସନ୍ତୋଷ ଥିବା

‘ଦ ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ରକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଶୁକ୍ରବାର ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ଦ ସାବରମତୀ ରିପୋର୍ଟ’କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସତ୍ୟ ସାମ୍ନାକୁ ଆସୁଛି, ଯାହାକୁ ଜନସାଧାରଣ ଦେଖିବାକୁ ସକ୍ଷମ ହେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଅଭିନେତା ବିକ୍ରାନ୍ତ ମାସେଙ୍କ ଅଭିନୀତ ଏହି

ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ

ନୂଆଦିଲ୍ଲୀ : ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ସରଗରମ ରାଜନୀତି। ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା। ଦିଲ୍ଲୀର ପୂର୍ବତନ ବିଧାୟକ ତଥା ଆପର ଆବାହକ ଅରବିନ୍ଦ କେଜ୍ରିୱାଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି।ଅନିଲ ଝା

ନିର୍ବାଚନ ପୂର୍ବରୁ କେଜ୍ରିଓ୍ୱାଲଙ୍କୁ ଝଟ୍‌କା, ଦଳ ଛାଡ଼ିଲେ କୈଳାଶ ଗେହଲଟ୍‌

ନୂଆଦିଲ୍ଲୀ : ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ତେବେ ଏହା ପୂର୍ବରୁ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଆମ୍‌ ଆଦମୀ ପାର୍ଟିକୁ ଲାଗିଛି ଜୋରଦାର ଝଟ୍‌କା। ଦଳ ଛାଡ଼ିଲେ ଦିଲ୍ଲୀ ସରକାରର ପରିବହନ ମନ୍ତ୍ରୀ କୈଳାଶ ଗେହଲଟ। ସେ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କେବଳ ସେତିକି ନୁହେଁ ସେ ଆମ

ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁ ମୃତ୍ୟୁ ଘଟଣା, ଜଣାପଡିଲା ଅଗ୍ନିକାଣ୍ଡର କାରଣ

ଲକ୍ଷ୍ନୌ : ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗିବାର କାରଣ ଜଣାପଡିଛି। ଏହି ଅଗ୍ନିକାଣ୍ଡ କୌଣସି ଷଡ଼ଯନ୍ତ୍ର କିମ୍ବା ମନୁଷ୍ୟକୃତ ନୁହେଁ, ସ୍ୱିଚବୋର୍ଡରୁ ନିଆଁ ବ୍ୟାପି ଏତେ ବଡ଼ ଅଘଟଣ ଘଟିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡିଛି। ଏଥିରେ କୌଣସି ଅବହେଳା କିମ୍ବା ମନୁଷ୍ୟକୃତ

ମଣିପୁର ହିଂସା: ରାଜ୍ୟ ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ୍‌ ଦେଲା ମେତେଇ ସମ୍ପ୍ରଦାୟ

ଇମ୍ଫାଲ : ମଣିପୁରରେ ପୁଣି ଉଗ୍ର ହେବାରେ ଲାଗିଛି ହିଂସା। ବ୍ୟାପକ ପୋଡାଜଳା ସାଙ୍ଗକୁ ଭଙ୍ଗାରୁଜା କରୁଛନ୍ତି ବିକ୍ଷୋଭକାରୀ। ବିଭିନ୍ନ ନେତାଙ୍କ ଘରକୁ ଉପରକୁ କରାଯାଉଛି ଆକ୍ରମଣ। ଗୋଟିଏ ସମ୍ପ୍ରଦାୟ ଅନ୍ୟ ସମ୍ପ୍ରଦାୟକୁ ହତ୍ୟା କରୁଥିବା ବେଳେ ନେତାମନ୍ତ୍ରୀଙ୍କୁ ବି ଆକ୍ରମଣ କରୁଛନ୍ତି

‘ବାଇଡେନଙ୍କ ପରି ମୋଦିଙ୍କ ମେମୋରି ଲସ୍ ହୋଇଗଲାଣି’

ମହାରାଷ୍ଟ୍ରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି। ମୋଦି ଏବେ ଆମେ ଯାହା କହୁଛୁ ତାହା

ଜମ୍ମୁ-କଶ୍ମୀରରେ ବେକାରୀ ହାର ଦେଶରେ ସର୍ବାଧିକ

ଜମ୍ମୁ କଶ୍ମୀରରେ ବେକାରୀ ହାରରେ ବହୁମାତ୍ରାରେ ବୃଦ୍ଧି ଘଟିଛି। ଜମ୍ମୁ କଶ୍ମୀର ସରକାରଙ୍କ ନିଯୁକ୍ତି ନିର୍ଦ୍ଦେଶାଳୟ (DoE)ର ୨୦୨୪ ପ୍ରଥମ ତ୍ରୟମାସିକ ତଥ୍ୟ ଅନୁଯାୟୀ ରାଜ୍ୟରେ ୩.୫୨ ଲକ୍ଷ ଯୁବକ ବେକାର ଅଛନ୍ତି। ଏମାନଙ୍କ ମଧ୍ୟରୁ ୧.୦୯ ଲକ୍ଷ ଯୁବକ ସ୍ନାତକ ଏବଂ ସ୍ନାତକୋତ୍ତର ଶିକ୍ଷା