Browsing Category

ଦେଶ

ରେଖା ଗୁପ୍ତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ । ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକରେ ନାମ ଘୋଷଣା । ନାଁ ଘୋଷଣା ପରେ ରେଖା ଗୁପ୍ତାଙ୍କ ହାତରେ ରହିବ ଦିଲ୍ଲୀର ଶାସନ ଭାର । ବହୁ କଳ୍ପନା ଜଳ୍ପନା ପରେ ଶେଷରେ ରେଖାଙ୍କ ନାଁରେ ବାଜିଲା ମୁଖ୍ୟମନ୍ତ୍ରୀ ମୋହର ।

ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେଲେ ସେନାମୁଖ୍ୟ – ସେନାକୁ ରାଜନୀତିରେ ଟାଣିବା ଉଚିତ୍ ନୁହେଁ

ନୂଆଦିଲ୍ଲୀ,୧୯।୨: ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଭାରତ-ଚୀନ ସୀମା ବିବାଦ ଏବଂ ଦେଶ ଭିତରେ ସେନାକୁ ନେଇ ଚାଲିଥିବା ରାଜନୀତି ଉପରେ ଏକ ବିବୃତ୍ତି ଦେଇଛନ୍ତି। ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେବା ସମୟରେ ସେ କହିଥିଲେ ଯେ ସେନାକୁ ରାଜନୀତିରେ

ସୁରକ୍ଷା ଦିଗରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମକୁ ଦେଲେ ଏପରି ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯।୨: ସାଇବର ଠକେଇକୁ ରୋକିବା ପାଇଁ, କେନ୍ଦ୍ର ସରକାର ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ଏକ୍ସ ସମେତ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ନୋଟିସ କରିଛନ୍ତି କେନ୍ଦ୍ର ସରକାର। ଯେଉଁଥିରେ ସେମାନଙ୍କୁ ଏପରି ଆପ୍ଲିକେସନ୍ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ଯାହା

ମେସିନ ଦ୍ବାରା ସଫା ହେଉଛି ତ୍ରିବେଣୀ ସଙ୍ଗମ ଜଳ

ପ୍ରୟାଗରାଜ: ମହାକୁମ୍ଭକୁ ପ୍ରତିଦିନ କୋଟି କୋଟି ଭକ୍ତ ବୁଡ଼ ପକାଇବାକୁ ପହଞ୍ଚୁଛନ୍ତି। ଏଥିପାଇଁ ତ୍ରିବେଣୀ ସଙ୍ଗମରେ ପୂଜା ପାଇଁ ବ୍ୟବହୃତ ନଡ଼ିଆ, ଫୁଲ ଇତ୍ୟାଦି ପୂଜା ସାମଗ୍ରୀ ପଡ଼ି ରହୁଛି। ପ୍ରତିଦିନ ଆସୁଥିବ ଭକ୍ତଙ୍କୁ ନିର୍ମାଳ ପାଣି ଦେବା ପାଇଁ ୟୁପି ସରକାର ଏକ ଅଭିନବ ବାଟ

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ ଚୟନ କମିଟି ବୈଠକରେ ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାରଙ୍କୁ ନିଯୁକ୍ତି ମିଳିଛି । ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୮

ମହାକୁମ୍ଭ ନଦୀରୁ ମିଳିଲା ମଣିଷ ଓ ପଶୁ ମଳରେ ଥିବା ଜୀବାଣୁ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ। ସେଠାରେ ଥିବା ନଦୀର ଏକାଧିକ ସ୍ଥାନରେ କୋଟି କୋଟି ଲୋକ ପୁଣ୍ୟ ଅର୍ଜନ କରିବା ଆଶାରେ ବୁଡ଼ ପକାଉଛନ୍ତି। ହେଲେ ଲୋକମାନେ ବୁଡ଼ ପକାଉଥିବା ନଦୀର ପାଣିରୁ ମିଳିଛି ମଣିଷ ଓ ପଶୁ ମଳର ଥିବା ଜୀବାଣୁ। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ

ଶିକ୍ଷା, ସ୍ୱାସ୍ଥ୍ୟ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଅତୁଳନୀୟ କାର୍ଯ୍ୟ ପାଇଁ ନୀତା ଅମ୍ବାନୀ ମାସାଚୁସେଟ୍ସର…

ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଆମେରିକାର ମାସାଚୁସେଟ୍ସର ଗଭର୍ଣ୍ଣର ମୌରା ହେଲି ସମ୍ମାନଜନକ ଗଭର୍ଣ୍ଣର ପ୍ରଶଂସାପତ୍ରରେ ସମ୍ମାନିତ କରିଛନ୍ତି। ଏହି ପ୍ରଶଂସାପତ୍ରରେ ନୀତା ଅମ୍ବାନୀଙ୍କୁ ଜଣେ ଦୂରଦର୍ଶୀ ନେତ୍ରୀ, ସମାଜସେବୀ ଏବଂ ପ୍ରକୃତ ବିଶ୍ୱ

ମହାକୁମ୍ଭରେ ପୁଣି ଅଘଟଣ, ସେକ୍ଟର ୮ରେ ଥିବା ଏକ ଶିବିରରେ ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଛି ପବିତ୍ର ମହାକୁମ୍ଭ ମେଳା । ଏଠାକୁ ଦେଶ ବିଦେଶରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଘଟିବା ପରେ ତୁରନ୍ତ ଆୟତ୍ତ କରିବା ପାଇଁ

କର୍ମଚାରୀଙ୍କୁ ୧୪ କୋଟି ଟଙ୍କା ବୋନସ୍‌

ନୂଆଦିଲ୍ଲୀ:  କୋଏମ୍ବାଟୁରର ଏକ ଏଆଇ ଷ୍ଟାର୍ଟଅପ୍‌ କମ୍ପାନୀ ବର୍ତ୍ତମାନ ବେଶ୍‌ ଚର୍ଚ୍ଚାରେ ରହିଛି। କୋଭାଇ.କୋ ନାମକ ଏହି କମ୍ପାନୀ ନିଜର ୧୪୦ଜଣ କର୍ମଚାରୀଙ୍କୁ ବୋନସ ବାବଦରେ ୧୪ କୋଟି ଟଙ୍କା ପ୍ରଦାନ କରିଥିବା ଜଣାପଡ଼ିଛି। ଏହି କମ୍ପାନୀ ବିବିସି, ବୋଇଂ ଓ ସେଲ୍‌ ଭଳି ବଡ଼ ସଂସ୍ଥାକୁ

ଅମିତାଭଙ୍କ ଜ୍ବାଇଁଙ୍କ ଉପରେ ଲାଗିଲା ଜୀବନ ହାରିବା ପାଇଁ ପ୍ରବର୍ତ୍ତାଇଥିବାର ଅଭିଯୋଗ

ଲକ୍ଷ୍ନୌ: ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଜ୍ବାଇଁ ନିଖିଲ ନନ୍ଦାଙ୍କ ବିରୋଧରେ ରୁଜୁ ହେଲା ମାମଲା। ଉତ୍ତର ପ୍ରଦେଶର ବଦାୟୁଁ ଜିଲ୍ଲାର ଦାନଗଞ୍ଜ ପୁଲିସ ଷ୍ଟେସନରେ ନିଖିଲ ନନ୍ଦାଙ୍କ ସମେତ ଟ୍ରାକ୍ଟର କମ୍ପାନର ଅନେକ ଅଧିକାରୀଙ୍କ ବିରୋଧରେ ଠକେଇ ଏବଂ ଆତ୍ମହତ୍ୟା ପାଇଁ