Browsing Category

ଦେଶ

ଝାଡ଼ଖଣ୍ଡ‌ରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ

ରାଞ୍ଚି: ଝାଡ଼ଖଣ୍ଡ‌ରେ ଆଜି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଆରମ୍ଭ ହୋଇ ଏହା ସନ୍ଧ୍ୟା ୫ଟା ଯାଏ ଚାଲିବ।। ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାର ୪୩ ବିଧାନସଭା ଆସନରେ ଭୋଟ୍‌ ଗ୍ରହଣ ହେଉଛି। ଭୋଟରମାନେ ୬୮୩ ପ୍ରାର୍ଥୀଙ୍କର

ଝାଡ଼ଖଣ୍ଡରେ ପ୍ରଚାର ବେଳେ ଅଭିନେତା ମିଥୁନଙ୍କ ପକେଟମାର୍

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଯାଇଥିବା ବିଜେପି ନେତା ତଥା ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀଙ୍କ ପକେଟମାର୍ ହୋଇଛି। ମିଥୁନ ପ୍ରଚାର କରିବାକୁ ପହଞ୍ଚିଥିବା ମଞ୍ଚରୁ ତାଙ୍କ ପର୍ସ ଚୋରି ହେବା ନେଇ ଘୋଷଣା କରାଯାଉଥିବା ଏକ ଭିଡିଓ ସୋଶାଲ ମିଡିଆରେ ଖୁବ ଭାଇରାଲ ହେଉଛି। ତାଙ୍କ

ଶରଦ ପାୱାରଙ୍କ ଫଟୋ ବ୍ୟବହାର କରିପାରିବେନି ଅଜିତ ପାୱାର ଗୋଷ୍ଠୀ

ମହାରାଷ୍ଟ୍ରରେ ଆସନ୍ତା ସପ୍ତାହରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାରଙ୍କ ନେତୃତ୍ୱାଧୀନ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିକୁ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଚାର ସମୟରେ ପାର୍ଟି ପ୍ରତିଷ୍ଠାତା ଶରଦ ପାୱାରଙ୍କ ଫଟୋ କିମ୍ବା ଭିଡିଓ ବ୍ୟବହାର ନକରିବାକୁ

ପୁଣିଥରେ ପାଦ ଛୁଇଁବାକୁ ଗଲେ ନୀତୀଶ, ହାତ ଧରିପକାଇଲେ ମୋଦି

ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦ ଛୁଇଁବାକୁ ଗଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ବିହାରର ଦରଭଙ୍ଗାଠାରେ ରାଜ୍ୟର ଦ୍ୱିତୀୟ ଏମ୍ସର ଶିଳାନ୍ୟାସ ସମୟରେ ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁବାକୁ ଯାଇଥିଲେ ନୀତୀଶ କୁମାର। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ସମେତ ଜେଡିୟୁ ଓ ବିଜେପିର ଅନେକ

ବୁଲଡୋଜର୍‌ ଆକ୍ସନ ଉପରେ ବ୍ରେକ୍‌

'ବୁଲଡୋଜର ନ୍ୟାୟ ସ୍ୱୀକାରଯୋଗ୍ୟ ନୁହେଁ। କେବଳ ଅଭିଯୋଗ ଆଧାରରେ ଭଙ୍ଗା ଯାଇପାରିବନି ଘର। ଘର ଭାଙ୍ଗିବା ମୌଳିକ ଅଧିକାରକୁ କ୍ଷୂର୍ଣ୍ଣ କରୁଛି। ସରକାରୀ କ୍ଷମତାର ମନମାନି ଚଳିବ ନାହିଁ।' ବୁଲଡୋଜର ଆକ୍ସନକୁ ନେଇ ଏକ ମାମଲାର ଶୁଣାଣି କରି ଏଭଳି କିଛି ରାୟ ଶୁଣାଇ ବର୍ଷିଛନ୍ତି ସୁପ୍ରିମକୋର୍ଟ।

ଘନ କୁହୁଡ଼ି କବଳରେ ରାଜଧାନୀ, ଭୟଙ୍କର ପ୍ରଦୂଷଣ

ବଦଳୁଛି ପାଗର ମିଜାଜ। ଖସୁଛି ପାରଦ, ବଢ଼ି ଚାଲିଛି ଥଣ୍ଡା। ତା'ସହ ତାଳ ଦେଇ ବଢ଼ି ଚାଲିଛି ପ୍ରଦୂଷଣ। ଚାରିଆଡେ ଧୂଆଁ ଧୂଆଁ। କିଛି ବି ହେଉନି ଦୃଶ୍ୟମାନ। ଗ୍ୟାସ୍‌ ଚାମ୍ପର ପାଲଟିଛି ଦେଶର ରାଜଧାନୀ ଦିଲ୍ଲୀ। ଚାରିଆଡେ ଘନ କୁହୁଡିର ଚାଦର ଢ଼ାଙ୍କି ହୋଇ ରହିଛି। ଲୋକେ ପ୍ରଦୂଷଣ ଯୋଗୁ

ମାଟି ଖୋଳୁ ଖୋଳୁ ଖସିଲା ଅତଡ଼ା; ୪ ମୃତ, ଫସିଛନ୍ତି ବହୁ ମହିଳା ଓ ଶିଶୁ

ଊକ୍ଷ୍ନୌ : ଉତ୍ତରପ୍ରଦେଶରେ ଆଜି ବେଶ୍‌ ଧୁମଧାମରେ ପାଳିତ ହେଉଛି ଦେବଠାନ ପର୍ବ। ମାତ୍ର ଏହା ପୂର୍ବରୁ କାସଗଞ୍ଜରେ ଘଟିଛି ଅଘଟଣ । ମାଟି ଅତଡ଼ା ଖସି ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ମହିଳା ଓ ଜଣେ ଯୁବତୀ ଅଛନ୍ତି। ଏବେ ବି ବହୁ ମହିଳା ଓ ଶିଶୁ

ଏକୁଜଟ୍ ନରହିଲେ କଂଗ୍ରେସ ଛଡ଼ାଇ ନେବ ସଂରକ୍ଷଣ; ମହାରାଷ୍ଟ୍ରରେ ଇଣ୍ଡି ମେଣ୍ଟକୁ ଘେରିଲେ ପିଏମ୍ ମୋଦୀ

ନୂଆଦିଲ୍ଲୀ: ବିଜେପି ୪୦୦ ଆସନ ଜିତିଲେ ସମ୍ୱିଧାନ ବଦଳାଇ ଦେବ ଏବଂ ସଂରକ୍ଷଣ ଛଡ଼ାଇ ନେବ ବୋଲି ଇଣ୍ଡି ମେଣ୍ଟ ଲୋକସଭା ନିର୍ବାଚନ ବେଳେ ପ୍ରଚାର କରିଥିଲା । ଯାହାର ପ୍ରଭାବ ମହାରାଷ୍ଟ୍ର, ୟୁପି ପରି ରାଜ୍ୟରେ ଦେଖିବାକୁ ମିଳିଥିଲା । ଯେଉଁଥି ପାଇଁ ବିଜେପି ଏବଂ ଅନ୍ୟ ସହଯୋଗୀ ଦଳଙ୍କୁ କମ ଆସନ

ମଣିପୁର ଅଶାନ୍ତ, କୁକି ସଙ୍ଗଠନର ବନ୍ଦ ଡାକରା, କର୍ଫ୍ୟୁ ଲାଗୁ

ଇମ୍ଫାଲ : ପୁଣି ଅଶାନ୍ତ ହୋଇପଡିଛି ମଣିପୁର। ଗତ ବର୍ଷ ମେ' ୩ ତାରିଖରେ ଆରମ୍ଭ ହୋଇଥିବା ହିଂସା ଥମିବାର ନା ନେଉ ନାହିଁ। ଗତ ଚାରି ଦିନ ମଧ୍ୟରେ ରାଜ୍ୟରେ ୮ ଟି ବିଭିନ୍ନ ହିଂସା ଘଟଣା ସାମ୍ନାକୁ ଆସିଛି। ଗତକାଲି ସିଆର୍‌ଏଫ୍ ଗୁଳିରେ ୧୧ ସନ୍ଦିଗ୍ଧ କୁକି ଉଗ୍ରବାଦୀ ନିହତ ହୋଇଥିଲେ।

‘ମିଛର‘ ପ୍ରଚାର କରୁଛନ୍ତି ରାହୁଲ ଗାନ୍ଧି, କାର୍ଯ୍ୟାନୁଷ୍ଠାନ ପାଇଁ ଇସିଙ୍କୁ କହିଲା ବିଜେପି

ନୂଆଦିଲ୍ଲୀ : କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ବିରୋଧରେ ଭାରତୀୟ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିଛି ବିଜେପି। ଭାରତୀୟ ସମ୍ବିଧାନକୁ ନେଇ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ମହାରାଷ୍ଟ୍ରରେ ରାହୁଲ ଗାନ୍ଧି ମିଛର ପ୍ରଚାର କରୁଛନ୍ତି। ରାଜ୍ୟ ରାଜ୍ୟ ମଧ୍ୟରେ ବିଭେଦ ସୃଷ୍ଟି