Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ପାକିସ୍ତାନକୁ କୁହ ଆତଙ୍କବାଦ ବନ୍ଦ କରୁ : ତୁର୍କୀକୁ କହିଲା ଭାରତ
ନୂଆଦିଲ୍ଲୀ : ଭାରତ ବିରୋଧରେ ପାକିସ୍ତାନକୁ ସମର୍ଥନ କରୁଥିବା ତୁର୍କୀକୁ ଏକ କଡ଼ା ବାର୍ତ୍ତା ଦେଇଛି । ତୁର୍କୀକୁ ଭାରତ କହିଛି ଯେ ପାକିସ୍ତାନକୁ କୁହ ସେ ଆତଙ୍କବାଦକୁ ସମର୍ଥନ କରିବା ବନ୍ଦ କରୁ।ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ ଗୁରୁବାର କହିଛନ୍ତି ଯେ ଭାରତ ଆଶା କରୁଛି!-->…
ପୁଣି ନିମ୍ନଗାମୀ ସେୟାର୍ ମାର୍କେଟ: ସେନ୍ସେକ୍ସ ୧୦୦୦ ପଏଣ୍ଟ୍ ଖସିଲା
ନୂଆଦିଲ୍ଳୀ: ଗତ କିଛି ଦିନ ହେବ ଭାରତୀୟ ସେୟାର୍ ବଜାର ଉପର ମୁହାଁ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ପୁଣି ନିମ୍ନଗାମୀ ହୋଇଛି।ବୁଧବାର ଦିନ ଘରୋଇ ଷ୍ଟକ୍ ବଜାର ଗଭୀର ନାଲି ରଙ୍ଗରେ ଖୋଲିଥିଲା। ମଙ୍ଗଳବାରର ଲାଭ ପରେ ଏହା ଏକ ତୀବ୍ର ପରିବର୍ତ୍ତନକୁ ସୂଚିତ କରିଛି। ଗୁରୁବାର ଦିନ ମଧ୍ୟ!-->…
ୟୁଟ୍ୟୁବରଙ୍କୁ ଅସ୍ତ୍ର କରିଥିଲା ପାକିସ୍ତାନ, ଭାରତୀୟ ଏଜେଣ୍ଟଙ୍କୁ ଧରାଉଥିଲେ ଜ୍ୟୋତି
ନୂଆଦିଲ୍ଲୀ : ନାମ ଯେମିତି କାମ ତା’ର ବୀପରିତ। ଦେଶକୁ ଜ୍ୟୋତି ଦେଖାଇବା ପରିବର୍ତ୍ତେ ଅନ୍ଧାରରେ ରଖିଥିଲେ। ଶତ୍ରକୁ ଗୁପ୍ତ ସୂଚନା ଦେଇ ଦେଶ ସହ ବିଶ୍ବାସଘାତ କରିଥିଲେ। ଭାରତର ସୁରକ୍ଷାକୁ ବିପଦରେ ପକାଇ ଟଙ୍କା ଏବଂ ବିଳାଶପୂର୍ଣ୍ଣ ଜୀବନଯାପନ ପାଇଁ ପାକିସ୍ତାନର ଗୁପ୍ତଚର ସାଜିଥିଲେ!-->…
ଇଡ଼ିର ବୟାନ ବୃଦ୍ଧି କଲା ରାହୁଲ ଓ ସୋନିଆଙ୍କ ସମସ୍ୟା
ନୂଆଦିଲ୍ଲୀ: ନୂଆଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟରେ ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାର ଶୁଣାଣି ଚାଲିଛି। କୋର୍ଟରେ ଶୁଣାଣି ସମୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ( ଇଡି) ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ପାଇଁ ସମସ୍ୟା ସୃଷ୍ଟି କରିଥିବା ଜଣାପଡ଼ିଛି।
ବୁଧବାର ଦିନ କୋର୍ଟରେ!-->!-->!-->…
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ୧୪ ହଜାର ଶିଶୁ ମୃତ୍ୟୁବରଣ କରିବେ!
ନ୍ୟୁୟର୍କ: ଇସ୍ରାଏଲୀ ସେନା ଗାଜାରେ ଏକ ନୂତନ ବଡ଼ ଧରଣର ସ୍ଥଳ ସାମରିକ ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ଜାତିସଂଘ ଚେତାବନୀ ଦେଇଛି ଯେ, ଯଦି ଗାଜାର ଯୁଦ୍ଧ ପ୍ରଭାବିତ ଅଞ୍ଚଳକୁ ଅଧିକ ସହାୟତା ପହଞ୍ଚା ନ ଯାଏ, ତେବେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରାୟ ୧୪,୦୦୦ ଶିଶୁଙ୍କ ମୃତ୍ୟୁ!-->…
ଆସିବ ନୂଆ ୨୦ ଟଙ୍କିଆ ନୋଟ୍
ମୁମ୍ବାଇ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଘୋଷଣା ଅନୁଯାୟୀ ଖୁବ୍ ଶୀଘ୍ର ନୂତନ ୨୦ ଟଙ୍କିଆ ନୋଟ୍ ଜାରି ହେବାକୁ ଯାଉଛି। ତେବେ ଏବେ ପ୍ରଚଳିତ ୨୦ ଟଙ୍କିଆ ନୋଟଗୁଡ଼ିକ ବୈଧ ରହିବ ।ଆରବିଆଇ ପକ୍ଷରୁ ମଙ୍ଗଳବାର ଜାରି ସୂଚନା ଅନୁସାରେ ମହାତ୍ମା ଗାନ୍ଧୀ (ନୂତନ) ସିରିଜ୍ ଅନ୍ତର୍ଗତ ଆରବିଆଇ!-->…
ଜ୍ୟୋତି ମଲହୋତ୍ରାଙ୍କ ସମସ୍ତ ଫଟୋକୁ ଘର କାନ୍ଥରୁ ହଟାଇଦେଲେ ପରିବାର ଲୋକେ
ଚଣ୍ଡିଗଡ: ନିଜ ଘରୁ ଜ୍ୟୋତିଙ୍କୁ ଝଟକା । ଘରୁ କଢାଗଲା ଜ୍ୟୋତିଙ୍କ ଫଟୋ । କାନ୍ଥରେ ଲାଗିଥିବା ସବୁ ଫଟୋକୁ ହଟାଇଦେଲେ ପରିବାର ଲୋକେ । ନିଜ ରୁମ ସହ ଘରର ବିଭିନ୍ନ ସ୍ଥାନରେ ଲାଗିଥିବା ଜ୍ୟୋତି ମଲହୋତ୍ରାଙ୍କ ଫଟୋକୁ ହଟାଇ ଦିଆଯାଇଛି । ଜ୍ୟୋତି ଦେଶ ବିଦେଶ ବୁଲି ଯେଉଁ ସବୁ ଫଟୋ ଉଠାଇଥିଲେ!-->…
ଉତ୍ତରାଖଣ୍ଡ ସରକାରଙ୍କ ବଡ଼ ନିଷ୍ପତ୍ତି; ମଦ୍ରାସା ପାଠ୍ୟକ୍ରମରେ ସାମିଲ ହେବ ଅପରେସନ ‘ସିନ୍ଦୂର’
ନୂଆଦିଲ୍ଲୀ: ଅପରେସନ ‘ସିନ୍ଦୂର’କୁ ନେଇ ଉତ୍ତରାଖଣ୍ଡ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ମଦ୍ରାସାଗୁଡ଼ିକର ପାଠ୍ୟକ୍ରମରେ ଅପରେସନ ‘ସିନ୍ଦୂର’କୁ ସାମିଲ କରାଯିବ। ଯେଉଁଥିରେ ଭାରତୀୟ ସେନାର ବୀରତା ଏବଂ ଦେଶ ପ୍ରତି ସମର୍ପଣର ପ୍ରେରଣାଦାୟକ କାହାଣୀ ସାମିଲ ରହିବ। ରାଜ୍ୟର ୪୫୧!-->…
୪-୫ ଦିନରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ
ଭୁବନେଶ୍ବର : ଆଉ ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା ରହିଛି । ଏବେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଆଡେ ମୁହାଁଇଛି । ପ୍ରାୟତଃ ଜୁନ୍ ମାସ ପ୍ରାରମ୍ଭରେ ମୌସୁମୀ କେରଳ ଛୁଇଁଥାଏ ।
କିନ୍ତୁ ଚଳିତ ବର୍ଷ ସମୟ ପୂର୍ବରୁ ମୌସୁମୀ କେରଳ ଛୁଇଁବା ଆକଳନ କରାଯାଉଛି ।!-->!-->!-->…
୧୯୬ ଔଷଧ ନମୁନା ଗୁଣବତ୍ତା ପରୀକ୍ଷାରେ ବିଫଳ
ନୂଆଦିଲ୍ଲୀ: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (ସିଡିଏସସିଓ) ଦ୍ୱାରା କରାଯାଇଥିବା ଏକ ତଦନ୍ତରେ, ଏପ୍ରିଲ ମାସରେ ୧୯୬ଟି ଔଷଧ ନମୁନା ମାନକ ଗୁଣବତ୍ତା ଯୋଗ୍ୟ ନୁହେଁ ବୋଲି ଜଣାପଡିଥିଲା। ଏଥିରେ କେନ୍ଦ୍ରୀୟ ପରୀକ୍ଷାଗାରରେ ୬୦ଟି ଏବଂ ରାଜ୍ୟ ପରୀକ୍ଷାଗାରରେ ୧୩୬ଟି ଔଷଧର ନମୁନା!-->…