Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ସିନ୍ଧୁ ଜଳଚୁକ୍ତି ଉପରୁ ନିଲମ୍ବନ ହଟାଯାଉ : ମେହେବୁବା
ଶ୍ରୀନଗର : ୨୨ ଏପ୍ରିଲ୍ ୨୦୨୫ରେ ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ସହିତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ କରିଥିଲା। ଏହି ମାମଲାକୁ ନେଇ ବହୁତ ରାଜନୀତି ଚାଲିଛି। ସଦ୍ୟତମ ଘଟଣାକ୍ରମରେ, ପିଡିପି ମୁଖ୍ୟ ଏବଂ ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି!-->…
ଜ୍ଞାନପୀଠ ପୁରସ୍କାରରେ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ସମ୍ମାନିତ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀରେ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ୨୦୨୩ ବର୍ଷ ପାଇଁ ୫୮ତମ ଜ୍ଞାନପୀଠ ପୁରସ୍କାର ପ୍ରଦାନ କରିଛନ୍ତି। ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ଏବଂ ବିଶିଷ୍ଟ ଉର୍ଦ୍ଦୁ କବି ଏବଂ ଗୀତିକାର ଗୁଲଜାରଙ୍କୁ ୨୦୨୩ ପାଇଁ ଏହି ସମ୍ମାନଜନକ!-->…
ଦୁର୍ବଳ ହୋଇଗଲାଣି ଇଣ୍ଡିଆ ମେଣ୍ଟ: ପି ଚିଦାମ୍ବରମ
ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଏବଂ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ 'ଇଣ୍ଡିଆ' ମେଣ୍ଟ ଉପରେ ଚିନ୍ତା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ବିରୋଧୀ ଦଳଗୁଡ଼ିକର ଏହି ମେଣ୍ଟ ଏବେ ବି ସମ୍ପୂର୍ଣ୍ଣ ଏକଜୁଟ ଅଛି କି ନାହିଁ ସେ ସମ୍ପୂର୍ଣ୍ଣ ନିଶ୍ଚିତ ନୁହଁନ୍ତି। ସଲମାନ!-->…
ଆତଙ୍କବାଦୀ ବିରୋଧୀ ଲଢେଇର ନେତୃତ୍ୱ ନେଉଛି ବାୟୁସେନା
ଗୁଜରାଟ ଭୁଜ୍ ଏୟାରବେସରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଅପରେସନ ସିନ୍ଦୂରରେ ବାୟୁସେନାର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ଥିବାରୁ ସେନାର ବୀରତ୍ୱକୁ ସଲାମ କରିଛନ୍ତି ରାଜନାଥ । ଭୁଜ ଏୟାରବେସରୁ ଉଡାଣ ଆରମ୍ଭ କରି ଲଢୁଆ ବିମାନ ପରାକ୍ରମ ଦେଖାଇଛି। ପାକିସ୍ତାନ ମାଟିରେ ଆତଙ୍କୀଙ୍କ!-->…
ଆହୁରି ଥରିବ ପାକିସ୍ତାନ, ମୋଦୀ ସରକାର ବଢାଇବେ ପ୍ରତିରକ୍ଷା ବଜେଟ୍
ପାକିସ୍ତାନ ବିରୋଧରେ ଅପରେସନ ସିନ୍ଦୂରର ସଫଳତା ପରେ ବଢିପାରେ ପ୍ରତିରକ୍ଷା ବଜେଟ । ଭାରତୀୟ ସେନାକୁ ଅଧିକ ସଶକ୍ତ କରିବା ଲାଗି ମୋଦୀ ସରକାର ପ୍ରତିରକ୍ଷା ବଜେଟକୁ ୫୦ହଜାର କୋଟିକୁ ବୃଦ୍ଧି କରିପାରନ୍ତି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ସ୍ୱତନ୍ତ୍ର ସହାୟତା ମିଶିଲେ!-->…
୪୮ ଘଣ୍ଟାରେ ନିପାତ ହୋଇଛନ୍ତି ୬ ଆତଙ୍କୀ; ସେନା
ଜାମ୍ମୁ-କାଶ୍ମୀରରେ ବିଗତ ୪୮ ଘଣ୍ଟା ମଧ୍ୟରେ ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଭାରତୀୟ ସେନା ୨ଟି ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତାର ସହ ଶେଷ କରିବା ସହିତ ୬ ଆତଙ୍କୀଙ୍କୁ ନିପାତ କରିଥିବା ସେନା ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି।
କାଶ୍ମୀର!-->!-->!-->…
ଭାରତକୁ ସମର୍ଥନ କଲା ତାଲିବାନ
ପହଲଗାଓଁ ଆକ୍ରମଣ ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା । ସରକାରଙ୍କ ପକ୍ଷରୁ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଆଡ୍ଡା ଧ୍ୱଂସ କରିବା ସହ ଅନେକ ଆତଙ୍କୀଙ୍କୁ ନିପାତ କରାଯାଇଛି । ଏହି ସମୟରେ ଚୀନ ଓ ତୁର୍କୀ ଭଳି ଦେଶ ପାକିସ୍ତାନକୁ ସହଯୋଗ କରି ଭାରତକୁ ବଦନାମ!-->…
ତେଲେଙ୍ଗାନାରେ ମିସ୍ ୱାର୍ଲ୍ଡ ପ୍ରତିଯୋଗୀଙ୍କ ପାଦ ଧୋଇବା ଘଟଣାକୁ ନେଇ ରାଜନୈତିକ ବିବାଦ
ହାଇଦ୍ରାବାଦ,୧୫।୫: ତେଲେଙ୍ଗାନାରେ ମିସ୍ ୱାର୍ଲ୍ଡ ୨୦୨୫ ପ୍ରତିଯୋଗୀଙ୍କ ପାଦ ଧୋଇବା ଘଟଣାକୁ ନେଇ ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। ସ୍ଥାନୀୟ ମହିଳାମାନଙ୍କୁ ଦ୍ୱାରା ପ୍ରତିଯୋଗୀଙ୍କ ପାଦ ଧୋଇ ତାହାକୁ ଗାମୁଛାରେ ପୋଛାଯିବାର ଏକ କାର୍ଯ୍ୟକ୍ରମ ସାମାଜିକ ଗଣମାଧ୍ୟମରେ ତୀବ୍ର ବିରୋଧ ଓ ବିଭିନ୍ନ!-->…
ମନ୍ତ୍ରୀ ବିଜୟ ଶାହାଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : କର୍ଣ୍ଣେଲ ସୋଫିୟା କୁରେଶୀଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡିଛନ୍ତି ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହା । ପୂର୍ବରୁ ଜବଲପୁର ହାଇକୋର୍ଟ ମନ୍ତ୍ରୀଙ୍କ ବିରୋଧରେ ଦେଶଦ୍ରୋହର ମାମଲା ରୁଜୁ କରିବାକୁ ନିର୍ଦେଶ ଦେଇଥିବା ବେଳେ ଏବେ ତାଙ୍କୁ ସୁପ୍ରିମକୋର୍ଟରୁ ଲାଗିଛି!-->…
ଅରୁଣଭା ଘୋଷ ସିଓପି-୩୦ର ଦକ୍ଷିଣ ଏସିଆ ପ୍ରତିନିଧି ନିଯୁକ୍ତ
ନୂଆଦିଲ୍ଲୀ : ଏସିଅର ଅଗ୍ରଣୀ ଥିଙ୍କ ଟ୍ୟାଙ୍କ୍ କାଉନସିଲ ଅନ୍ ଏନର୍ଜୀ, ଏନଭାଇରନମେଣ୍ଟ ଆଣ୍ଡ ଓ୍ବାଟର(ସିଇଇଡବ୍ଲ୍ୟୁ)ର ସିଇଓ ଡ. ଅରୁଣଭା ଘୋଷ ସିଓପି-୩୦(କୋଅପରେସନ ଅଫ୍ ପାର୍ଟିଜ)ର ଦକ୍ଷିଣ ଏସିଆ ପ୍ରତିନିଧି ଭାବେ ନିଯୁକ୍ତ ହୋଇଛନ୍ତି। ସିଓପି-୩୦ ଆସନ୍ତା ନଭେମ୍ବରରେ ବ୍ରାସିଲଠାରେ!-->…