Browsing Category

ଦେଶ

ତୁର୍କୀ କମ୍ପାନି ଉପରୁ ସୁରକ୍ଷା ମଂଜୁରୀ ହଟାଇଲା ଭାରତ

ନୂଆଦିଲ୍ଲୀ : ଯୁଦ୍ଧ ବେଳେ ପାକିସ୍ତାନକୁ ସହାୟତା କରିବା ତୁର୍କୀକୁ ମହଙ୍ଗା କରିଛି । ଭାରତ ସରକାର ଭାରତୀୟ ଏୟାରପୋର୍ଟଗୁଡ଼ିକରେ ଗ୍ରାଉଣ୍ଡ ହାଣ୍ଡେଲିଂ କରୁଥିବା ତୁର୍କୀ କମ୍ପାନି ସେଲେବିର ସୁରକ୍ଷା କ୍ଲିୟରାନ୍ସ ବାତିଲ କରିଦେଇଛନ୍ତି । ଏହି ନିଷ୍ପତ୍ତି ବ୍ୟୁରୋ ଅଫ୍ ସିଭିଲ ଏଭିଏସନ୍…

ପ୍ରବେଶ ପାଇଁ ଅନୁମତି ଦେଉ ନଥିଲା ପ୍ରଶାସନ; ପଛପାର୍ଶ୍ବ ଦ୍ବାର ଦେଇ ଭିତରକୁ ପ୍ରବେଶ କରିଛି: ରାହୁଲ ଗାନ୍ଧି

ନୂଆଦିଲ୍ଲୀ: ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଗୁରୁବାର ବିହାରର ଦରଭଙ୍ଗାରେ ପହଞ୍ଚିଥିଲେ।ଦରଭଙ୍ଗାଗସ୍ତ କରି ରାହୁଲ ଆମ୍ବେଦକର ହଷ୍ଟେଲରେ ଏକ କାର୍ଯ୍ୟକ୍ରମରେ ଛାତ୍ରମାନଙ୍କୁ ସମ୍ବୋଧିତ କରିବାକୁ ଚାହିଁଥିଲେ କିନ୍ତୁ ପ୍ରଶାସନ ତାଙ୍କୁ ଅନୁମତି ଦେଇ ନଥିଲେ।…

ଆମ ପାରମ୍ପରିକ ଶକ୍ତି ଭାରତ ପାଇଁ ଯଥେଷ୍ଟ : ପାକ୍ ବୈଦେଶିକ ମନ୍ତ୍ରାଳୟ

ଇସ୍ଲାମାବାଦ : ପାକିସ୍ତାନରେ ଆଣବିକ ଅସ୍ତ୍ର ସୁରକ୍ଷିତ ନୁହେଁ ବୋଲି ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିବା ପରେ ତାହାର ଜବାବ ଦେଇଛି ପାକିସ୍ତାନ । ପାକିସ୍ତାନର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ରାଜନାଥଙ୍କ ବୟାନକୁ ନିନ୍ଦା କରାଯାଇଛି । ତାଙ୍କର ଏହି ବୟାନ ପାକିସ୍ତାନର ଆଣବିକ…

ଜେଲରେ ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଇମ୍ରାନ ଖାଁ, ଟ୍ରମ୍ପଙ୍କ ହସ୍ତକ୍ଷେପ ଲୋଡିଲେ ଇମ୍ରାନଙ୍କ ପୁଅ

ଲାହୋର : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ଜେଲରେ ଅଛନ୍ତି। ରିପୋର୍ଟ ଅନୁଯାୟୀ, ତାଙ୍କୁ ଡେଥ୍ ସେଲରେ ରଖାଯାଇଛି ଏବଂ ବର୍ତ୍ତମାନ ତାଙ୍କୁ ତାଙ୍କ ଓକିଲଙ୍କ ସହ କଥା ହେବାକୁ ମଧ୍ୟ ଅନୁମତି ନାହିଁ। ନିକଟରେ ତାଙ୍କ ମୃତ୍ୟୁର ଏକ ଗୁଜବ ମଧ୍ୟ…

ସିନ୍ଧୁ ନଦୀ ଜଳ ଚୁକ୍ତି ରଦ୍ଦ ନିଷ୍ପତ୍ତି ବଳବତ୍ତର ରହିଛି: ଜୟଶଙ୍କର

ନୂଆଦିଲ୍ଲୀ : ପହଲଗାଓଁ ଆତଙ୍କବାଦୀ ଆକ୍ରମର ପରେ ଭାରତ ସିନ୍ଧୁ ନଦୀ ଜଳ ଚୁକ୍ତିକୁ ରଦ୍ଦ କରିଦେଇଥିଲା। ଚୁକ୍ତି ଅନୁସାରେ ଭାରତ ପକ୍ଷରୁ ପାକିସ୍ତାନକୁ ପାଣି ଛଡ଼ାଯିବ ନାହିଁ ବୋଲି ନିଷ୍ପତ୍ତି ହୋଇଥିଲା। ଅପରେସନ ‘ସିନ୍ଦୂର’ ସ୍ଥଗିତ ରହିବା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି…

ସୁପ୍ରିମକୋର୍ଟଙ୍କୁ ରାଷ୍ଟ୍ରପତିଙ୍କ ୧୪ଟି ପ୍ରଶ୍ନ

ନୂଆଦିଲ୍ଲୀ : ରାଷ୍ଟ୍ରପତି କିମ୍ବା ରାଜ୍ୟପାଳଙ୍କ ପାଇଁ ବିଲ୍‍ ଅନୁମୋଦନ ପାଇଁ କୌଣସି ସମୟସୀମା କ’ଣ ସୁପ୍ରିମକୋର୍ଟ ସ୍ଥିର କରିପାରିବେ । କିଛି ଏଭଳି ପ୍ରଶ୍ନ ପଚାରିଛନ୍ତି ରାଷ୍ଟ୍ରପତି । ପ୍ରକୃତରେ ତାମିଲନାଡୁ ସରକାରଙ୍କ ରାଜ୍ୟପାଳଙ୍କ ବିରୋଧରେ ଦାୟର ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ…

କର୍ଣ୍ଣେଲ ସୋଫିୟା କୁରେଶିଙ୍କୁ ନେଇ ବିବାଦୀୟ ବୟାନ, ବିଜେପି ମନ୍ତ୍ରୀଙ୍କ ବିରୋଧରେ କୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: କର୍ଣ୍ଣେଲ ସୋଫିୟା କୁରେଶିଙ୍କ ମାମଲାରେ ଜବଲପୁର କୋର୍ଟ ମଧ୍ୟପ୍ରଦେଶର ମନ୍ତ୍ରୀ ବିଜୟ ଶାହଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତାଙ୍କର ଏକ ବିବାଦୀୟ ବୟାନକୁ ନେଇ କୋର୍ଟ ସରକାରଙ୍କୁ ୪ ଘଣ୍ଟା ମଧ୍ୟରେ ଏଫଆଇଆର ଦାୟର କରି ରିପୋର୍ଟ ଦାଖଲ କରିବାକୁ …

ବାତ୍ୟା ଖବରକୁ ଖଣ୍ଡନ କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ବାତ୍ୟା ଖବରକୁ ଖଣ୍ଡନ କରିଛି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)। ଏବେ ବାତ୍ୟାର ସୂଚନା ନଥିବା ବିଭାଗ ସ୍ପଷ୍ଟ କରିଛି। ମେ’ ୨୩ରୁ ୨୮ ମଧ୍ୟରେ ‘ବାତ୍ୟା ଶକ୍ତି’ ହେବା ନେଇ କେତେକ ଗଣମାଧ୍ୟମରେ ପ୍ରସାରିତ ଖବରକୁ ଆଇଏମଡି ଦୃଢ ଭାବରେ ଖଣ୍ଡନ କରିଛି। ଏକ ସରକାରୀ ସୂଚନାରେ ଆଇଏମଡି…

ରୁଷ୍‌ରୁ ଅଧିକ ଏସ୍‌-୪୦୦ କିଣିବ ଭାରତ

ନୂଆଦିଲ୍ଲୀ : ପାକିସ୍ତାନ ବିରୋଧରେ ଭାରତର ସାମରିକ କାର୍ଯ୍ୟାନୁଷ୍ଠାନ ‘ଅପରେସନ ସିନ୍ଦୂର’ରେ ଏସ୍‌-୪୦୦ର ସଫଳ ପ୍ରଦର୍ଶନ ପରେ ଭାରତ ଆକାଶ ପ୍ରତିରକ୍ଷାକୁ ସୁଦୃଢ଼ ​​କରିବା ପାଇଁ ଋଷଠାରୁ ଅଧିକ ଏସ୍‌-୪୦୦ କିଣିବାକୁ ଅନୁରୋଧ କରିଥିବା ଜଣାପଡ଼ିଛି। ପାକିସ୍ତାନୀ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌କୁ…

ବିଏସ୍‌ଏଫ୍‌ ଯବାନଙ୍କୁ ଭାରତକୁ ହସ୍ତାନ୍ତର କଲା ପାକିସ୍ତାନ, ୩ ସପ୍ତାହ ହେଲା ଅଟକ ରଖିଥିଲା

ନୂଆଦିଲ୍ଲୀ: ଭାରତ ଫେରିଲେ ପାକିସ୍ତାନରେ ଅଟକ ଥିବା ବିଏସ୍‌ଏଫ୍‌ ଯବାନ। ବିଏସଏଫ କନଷ୍ଟେବଳ ପୂର୍ଣ୍ଣମ ଶ’ଙ୍କୁ ପ୍ରାୟ ୩ ସପ୍ତାହ ପରେ ଛାଡ଼ିଲା ପାକିସ୍ତାନ। ଭୁଲ୍‌ବଶତଃ ସୀମା ପାର୍‌ କରିଥିବାରୁ ପାକିସ୍ତାନ ତାଙ୍କୁ ଅଟକ ରଖିଥିଲା। ଏପ୍ରିଲ ୨୩ ତାରିଖରେ ପଞ୍ଜାବର ଅଟାରୀ ସୀମାରେ ପାକ୍‌…