Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ରାଷ୍ଟ୍ରପତିଙ୍କୁ ଭେଟିଲେ ୩ସେନା ମୁଖ୍ୟ
ଅପରେସନ ସିନ୍ଦୂର ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ୩ସେନାର ମୁଖ୍ୟ । ବୁଧବାର ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ, ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ବାୟୁସେନା ମୁଖ୍ୟ ଏ.ପି ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଦିନେଶ କେ.ତ୍ରିପାଠୀ ରାଷ୍ଟ୍ରପତିଙ୍କୁ!-->…
୧୭ ଦିନ ମଧ୍ୟରେ ଭାରତ ପୁଣି ଆକ୍ରମଣ କରିବ: ପାକିସ୍ତାନୀ ନେତାଙ୍କ ଭବିଷ୍ୟବାଣୀ
ଇସଲାମାବାଦ: ଅପରେସନ ସିନ୍ଦୁର ପରେ ଭାରତ ପାକିସ୍ତାନର ଆକ୍ରମଣର କଡ଼ା ଜବାବ ଦେଇଛି । ପାକିସ୍ତାନ ସେହି ଯନ୍ତ୍ରଣାକୁ ଭୁଲି ପାରୁନାହିଁ। ଏପରିସ୍ଥଳେ ପାକିସ୍ତାନୀ ନେତାମାନେ ଭାରତ ପୁଣି ଆକ୍ରମଣ କରିବ ବୋଲି ଭୟ କରିବା ଆରମ୍ଭ କରିଛନ୍ତି। ଯୁଦ୍ଧବିରତି ପରେ ମଧ୍ୟ ପାକିସ୍ତାନୀ ନେତାମାନେ!-->…
ଚୀନ ପରେ ତୁର୍କୀ ଉପରେ ଭାରତର ଡିଜିଟାଲ୍ ଷ୍ଟ୍ରାଇକ୍
ନୂଆଦିଲ୍ଲୀ: ଚୀନ ପରେ ଏବେ ତୁର୍କୀ ଉପରେ ଡିଜିଟାଲ୍ ଷ୍ଟ୍ରାଇକ୍ କରିଛି ଭାରତ। ଭାରତର ‘ଅପରେସନ୍ ସିନ୍ଦୂର’କୁ ଭୁଲ୍ ଭାବେ ଚିତ୍ରଣ କରୁଥିବା ଚୀନର ଗଣମାଧ୍ୟମ ସଂସ୍ଥା ‘ଗ୍ଲୋବାଲ୍ ଟାଇମ୍ସ’ର ଏକ୍ସ ଆଉଉଣ୍ଟ୍କୁ ଭାରତରେ ବନ୍ଦ୍ କରିବା ପରେ ଏବେ ତୁର୍କୀର ପାଳି ପଡ଼ିଛି।
ତୁର୍କୀର!-->!-->!-->…
ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍ ବି.ଆର. ଗବାଇ
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍ ବି.ଆର . ଗବାଇ । ପ୍ରଧାନ ବିଚାରପତି ଭାବେ ତାଙ୍କର କାର୍ଯ୍ୟକାଳ!-->…
କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଗ୍ରହଣ କରିବ ନାହିଁ ଭାରତ: ପିଓକେ ଭାରତର, ତୁରନ୍ତ ଖାଲିକରୁ ପାକିସ୍ତାନ
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ସହିତ ଜଡ଼ିତ ଯେକୌଣସି ପ୍ରସଙ୍ଗ ଦ୍ୱିପାକ୍ଷିକ। କାଶ୍ମୀରକୁ ନେଇ ମଧ୍ୟସ୍ତତା କରାଯିବ ନାହିଁ। ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)କୁ ପାକିସ୍ତାନ ଖାଲିକରୁ। କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଭାରତ ଗ୍ରହଣ କରିବ ନାହିଁ। ଆମର ଏକ ଦୀର୍ଘକାଳୀନ ନୀତି ଅଛି।!-->…
ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ମୃତ, ୬ ଗୁରୁତର
ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି ।
ପୋଲିସ ମୁତାବକ, ସୋମବାର ରାତିରେ ଅମୃତସର ଜିଲ୍ଲା!-->!-->!-->…
ଦଶନ୍ଧି ପରେ ବଦଳିଲା ଗୁଗଲ୍ ଲୋଗୋ
ବଦଳିଲା ଗୁଗଲ୍ ଲୋଗୋ। ଦୀର୍ଘ ୧୦ ବର୍ଷ ପରେ ପ୍ରଥମ ଥର ପାଇଁ ଗୁଗଲ୍ ଏହାର ପ୍ରତିଷ୍ଠିତ ‘G’ ଲୋଗୋରେ ପରିବର୍ତ୍ତନ କରିଛି। ବର୍ଷ ୨୦୧୫ ପରେ ଏହା ପ୍ରଥମ ବଡ଼ ଭିଜୁଆଲ ପରିବର୍ତ୍ତନ। ଏପର୍ଯ୍ୟନ୍ତ ଲୋଗୋରେ ସଲିଡ୍ ଲାଲ, ହଳଦିଆ, ସବୁଜ ଏବଂ ନୀଳ ରଙ୍ଗ ଥିଲା, ଯାହାକୁ ବର୍ତ୍ତମାନ ଏକ!-->…
ଅପରେସନ ‘ସିନ୍ଦୂର’ ପରେ ୧୫ ଲକ୍ଷ ସାଇବର ଆଟାକ କଲେଣି ପାକିସ୍ତାନୀ ହ୍ୟାକର୍ସ
ପହଲଗାଓଁ ଆକ୍ରମଣ ପରେ ଆତଙ୍କବାଦୀଙ୍କ ବିରୋଧରେ ଭାରତ ଆରମ୍ଭ କରିଥିବା ଅପରେସନ ‘ସିନ୍ଦୂର’ ପାକିସ୍ତାନ ସରକାରଙ୍କ ନିଦ ହଜାଇ ଦେଇଛି। ଅସ୍ତ୍ର ଯୁଦ୍ଧରେ ପାକିସ୍ତାନ ଭାରତକୁ ପରାସ୍ତ କରିବାରେ ବିଫଳ ହୋଇଛି। ତେଣୁ ଭାରତକୁ ଦୁର୍ବଳ କରିବା ଲାଗି ପାକିସ୍ତାନ ବର୍ତ୍ତମାନ ହ୍ୟାକର୍ସଙ୍କ ସାହାରା!-->…
ନିଖୋଜ କୃଷି ବୈଜ୍ଞାନିକଙ୍କ ମୃତଦେହ ନଦୀରୁ ଉଦ୍ଧାର, ୨୦୨୨ ମସିହାରେ ପାଇଥିଲେ ପଦ୍ମଶ୍ରୀ ପୁରସ୍କାର
ପୂର୍ବତନ କୃଷି ବୈଜ୍ଞାନିକ ତଥା ପଦ୍ମଶ୍ରୀ ବିଜେତା ଡ.ସୁବନ୍ନା ଆୟାପ୍ପନ ମୃତଦେହ ନଦୀରୁ ଉଦ୍ଧାର । ଗତ ୬ ଦିନ ହେଲାଣି ବୈଜ୍ଞାନିକ ଜଣକ ନିଖୋଜ ରହିଥିଲେ । କର୍ଣ୍ଣାଟକର ଶ୍ରୀରଙ୍ଗପାଟଣାରେ ଥିବା ସାଇ ଆଶ୍ରମ ନିକଟ କାବେରୀ ନଦୀ କୂଳରୁ ପୋଲିସ ଉଦ୍ଧାର କରିଛି । ପୋଲିସ ବର୍ତ୍ତମାନ ଏହାର!-->…
ପ୍ରଧାନ ବିଚାରପତି ଭାବେ ଆସନ୍ତାକାଲି ଶପଥ ନେବେ ବିଆର ଗବଇ
ନୂଆଦିଲ୍ଲୀ: ଆସନ୍ତାକାଲି ଶପଥ ଗ୍ରହଣ କରିବେ ଦେଶର ନୂତନ ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବାଇ ତଥା ବିଆର ଗବାଇ। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବେ। ସେ ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ। ଏହା ପୂର୍ବରୁ ଆଜି ପ୍ରଧାନ ବିଚାରପତି ପଦରୁ ଅବସର ନେଇଛନ୍ତି!-->…