Browsing Category

ଦେଶ

ଆଦମପୁର ଏୟାର ବେସ୍ ଯାଇ ସାରା ଦୁନିଆକୁ ସତ ଦେଖାଇଲେ ମୋଦୀ

ଅମୃତସର: ପଦାରେ ପଡିଲା ପାକିସ୍ତାନର ମିଛ, ଗାଲୁଆ ପାକିସ୍ତାନ ଯେଉଁ ଅଭିଯୋଗ କରୁଥିଲା ତାହା ଆଜି ଧରାପଡିଲା । ଆଉ ସତ କଣ ସାରା ଦୁନିଆ ଦେଖିଲା । ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଭିତରେ ଯେତବେଳେ ଅପରେସନ ସିନ୍ଦୂର ଜରିଆରେ ଭାରତ ପାକିସ୍ତାନକୁ ନାକରେ ପାଣି ପିଆଇଦେଲା ଠିକ୍ ସେତେବେଳେ…

ଭାରତମାତା ପାଇଁ ଗୌରବ ଆଣିଛନ୍ତି ସେନା: ପ୍ରଧାନମନ୍ତ୍ରୀ

ଆଦମପୁର : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପରେ, ସୀମାରେ ଆପେକ୍ଷିକ ଶାନ୍ତି ରହିଛି। 'ଅପରେସନ୍ ସିନ୍ଦୂର' ଏବଂ ଅସ୍ତ୍ରବିରତି ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ରାତିରେ ଜାତି ଉଦ୍ଦେଶ୍ୟରେ ତାଙ୍କ ଅଭିଭାଷଣରେ ସଶସ୍ତ୍ର ବାହିନୀର ପ୍ରଶଂସା କରିଥିଲେ ଏବଂ…

ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଙ୍କ ସମୀକ୍ଷା ବୈଠକ

ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ମଧ୍ୟ ଘନ ଘନ ସମୀକ୍ଷା ବୈଠକ ଜାରି ରହିଛି । ଆଜି ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ସିଡିଏସ୍‍, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ ରହିଥିଲେ । ସୀମାରେ ବର୍ତ୍ତମାନର ସ୍ଥିତିକୁ…

ଆଣ୍ଡାମାନ ଛୁଇଁଲା ମୌସୁମୀ, ଦୁଇ ସପ୍ତାହ ମଧ୍ୟରେ କେରଳ ଛୁଇଁବ

ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆଇଏମଡିର…

ସୋପିଆନରେ ୩ ଲଶ୍କର ଆତଙ୍କୀଙ୍କୁ ନିପାତ କଲା ସେନା

ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ସେନାକୁ ବଡ଼ ସଫଳତା ମିଳିଛି। ଗୁଳିବିନିମୟ ସମୟରେ ଭାରତୀୟ ଯବାନମାନେ ଲଶ୍କର-ଏ-ତଇବା ସଂଗଠନତ ୩ ଆତଙ୍କୀଙ୍କୁ ନିପାତ କରିଛନ୍ତି। ସୋପିଆନର ଜମ୍ପାଥରି ଅଞ୍ଚଳରେ ଏହି ଗୁଳିବିନିମୟ ଜାରି ରହିଛି। ପହଲଗାଓଁ ଆକ୍ରମଣ ପରେ ସେନା ପକ୍ଷରୁ ଅପରେସନ ‘ସିନ୍ଦୂର’…

ସୀମାନ୍ତରେ ସୈନ୍ୟ ସଂଖ୍ୟା ହ୍ରାସ କରିବେ ଭାରତ-ପାକିସ୍ତାନ, ଫୁଟିବନି ଗୋଟିଏ ବି ଗୁଳି

ନୂଆଦିଲ୍ଲୀ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଡିଜିଏମଓ ସ୍ତରୀୟ ବୈଠକ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ଅସ୍ତ୍ରବିରତି ପରେ ଦୁଇ ଦେଶ ମଧ୍ୟରେ ଡିଜିଏମଓ ସ୍ତରରେ ଏହା ପ୍ରଥମ ଆଲୋଚନା ଥିଲା। ଆଲୋଚନା ସମୟରେ ଦୁଇ ପକ୍ଷ ଗୋଟିଏ ବି ଗୁଳି ଚଳାଇବେ ନାହିଁ ବୋଲି ସହମତି ପ୍ରକାଶ କରିଛନ୍ତି।…

ଭାରତ-ପାକିସ୍ତାନ ବିବାଦରୁ ଶ୍ରେୟ ଖୋଜୁଛି ଆମେରିକା: ଟ୍ରମ୍ପ କହିଲେ-ପରମାଣୁ ଯୁଦ୍ଧ ରୋକିଦେଲୁ

ନୂଆଦିଲ୍ଲୀ : ଆମେରିକାର ଦୋମୁହାଁ ନୀତି କାହାକୁ ଅଛପା ନାହିଁ। ଦୁଇ ଦେଶ ମଧ୍ୟରେ ଯୁଦ୍ଧ କରାଇବା ଏବଂ ସେମାନଙ୍କୁ ଅସ୍ତ୍ରଶସ୍ତ୍ର ବିକି ନି​‌ଜେ ଫାଇଦା ଉଠାଇବା ହେଉଛି ଆମେରିକାର ପ୍ରବୃତ୍ତି। ଭାରତ-ପାକିସ୍ତାନ ବିବାଦରେ ବି ନିଜର ଫାଇଦା ଉଠାଇବାକୁ ଲାଗି ପଡ଼ିଛି ଆମେରିକା। ଯଦିଓ…

ପରମାଣୁ ଅସ୍ତ୍ର ବ୍ଲାକମେଲିଂକୁ ସହିବୁ ନାହିଁ: ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ଏବଂ ପାକିସ୍ତାନର ଡିଜିଏମଓଙ୍କ ମଧ୍ୟରେ ନିର୍ଦ୍ଧାରିତ ଆଲୋଚନା ପରେ ଦେଶକୁ ସମ୍ବୋଧିତ କରିଛନ୍ତି। ଅପରେସନ ସିନ୍ଦୂର ପରେ, ସେ ପ୍ରଥମ ଥର ପାଇଁ ଦେଶର ଜନତାଙ୍କ ସମ୍ମୁଖରେ ପାକିସ୍ତାନ, ପିଓକେ, ଅସ୍ତ୍ରବିରତି, ଆତଙ୍କବାଦକୁ ନେଇ…

ବସ ଚଳାଚଳର ଶୁଭାରମ୍ଭ କରି ପ୍ରସଂଶିତ ହେଲେ ଲବ ଦତ୍ତ

ଉମରକୋଟ : ଉମରକୋଟ ବ୍ଲକର ଇନ୍ଦ୍ରପୁର ଡିଏନକେ ଗ୍ରାମର ସମାଜ ସେବକ ଲବ ଦତ୍ତଙ୍କୁ ତାଙ୍କର ସମାଜ ପ୍ରତି ନିଷ୍ଠାପର ସେବା କୁ ବିଚାର କରି ଉମରକୋଟ ନିର୍ବାଚନ ମଣ୍ଡଳୀର ବିଧାୟକ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ତାଙ୍କର ପ୍ରତିନିଧି ଭାବରେ ପୂଜାରୀଗୁଡ଼ା ଗୋଷ୍ଟୀ…

ମୋତେ ଯେତେଶୀଘ୍ର ପାରୁଛନ୍ତି ସୀମାକୁ ପଠାଇ ଦିଅନ୍ତୁ: ମୁଖ୍ୟ କନଷ୍ଟେବଳ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଉତ୍ତରପ୍ରଦେଶର ଲକ୍ଷ୍ନୌରୁ ଏକ ହୃଦୟସ୍ପର୍ଶୀ ଘଟଣା ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶର ପୁଲିସ ହେଡ୍ କନଷ୍ଟେବଳ ଚମନ ସିଂହ ପାକିସ୍ତାନ ବିରୋଧରେ ଚାଲିଥିବା ଲଢ଼େଇରେ ଯୋଗ ଦେବାକୁ ଇଚ୍ଛା ବ୍ୟକ୍ତ କରିଛନ୍ତି।ଉତ୍ତରପ୍ରଦେଶ ପୁଲିସର ହେଡ…