Browsing Category

ଦେଶ

ସାଧାରଣ ନାଗରିକ ଓ ଡାକ୍ତରଖାନାକୁ ଟାର୍ଗେଟ କରୁଛି ପାକିସ୍ତାନ: ବିଦେଶ ମନ୍ତ୍ରଣାଳୟ

ଭାରତର ଆକ୍ରମଣରେ ପାକିସ୍ତାନ ବହୁ କ୍ଷତି ଘଟିଛି। ହେଲେ ପାକିସ୍ତାନ ସାମାଜିକ ଗଣମାଧ୍ୟମ ଓ ନିଜର ଗଣମାଧ୍ୟମ ଜରିଆରେ ଅନ୍ତର୍ଜାତୀୟ ସ୍ତରରେ ଭାରତ ବିରୋଧରେ ବହୁ ମିଥ୍ୟା ଖବର ଏବଂ ଗୁଜବ ପ୍ରସାରଣ କରୁଛି ବୋଲି ଭାରତୀୟ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଶନିବାର କୁହାଯାଇଛି। ଅପରେସନ…

ଚାରି ଧାମ ଯାତ୍ରା ହେଲିକପ୍ଟର ସେବା ବନ୍ଦ

ଡେରାଡୁନ: ଉତ୍ତରାଖଣ୍ଡ ବେସାମରିକ ବିମାନ ଚଳାଚଳ ବିକାଶ ପ୍ରାଧିକରଣ (ୟୁସିଏଡିଏ) ଉତ୍ତରାଖଣ୍ଡରେ ଚାରି ଧାମ ଯାତ୍ରା ହେଲିକପ୍ଟର ସେବାକୁ ତୁରନ୍ତ ସ୍ଥଗିତ ରଖିଛି। ରିପୋର୍ଟ ଅନୁଯାୟୀ, ହେଲିକପ୍ଟର ସେବା କେବଳ ଚାରିଧାମ ଯାତ୍ରା ସ୍ଥାନରୁ ତୀର୍ଥଯାତ୍ରୀମାନଙ୍କୁ ସ୍ଥାନାନ୍ତର କରିବା ପାଇଁ…

ମୋତେ ‘ଅନ୍‌ଫଲୋ’ କଲେ କିଛି ଲାଭ ମିଳିବନି; ପାକିସ୍ତାନୀଙ୍କୁ ଏଭଳି କହିଲେ ରୂପାଲି

ମୁମ୍ବାଇ: ଭାରତର 'ଅପରେସନ ସିନ୍ଦୂର' ପରେ, ପାକିସ୍ତାନ ଏବେ ଆତଙ୍କିତ ଅବସ୍ଥାରେ ଅଛି। ପହଲଗାମରେ ଆତଙ୍କବାଦୀମାନେ ଧର୍ମ ପଚାରି ଆକ୍ରମଣ କରିଥିବା ବେଳେ ଏବେ ଏହାର ପ୍ରତିଶୋଧ ନେଉଛି ଭାରତ। ପାକିସ୍ତାନ ମଧ୍ୟ ଭାରତକୁ ‌ଜବାବ ଦେବାକୁ ଚେଷ୍ଟା କରୁଛି। ହେଲେ ଶତ୍ରୁ ଦେଶର ସବୁପ୍ରକାଶ ଚେଷ୍ଟା…

ଭାରତ ଓ ପାକିସ୍ତାନ ଯୁଦ୍ଧ ବିରତି ପାଇଁ ରାଜି : ଡୋନାଲ୍ଡ ଟ୍ରମ୍ପ

ଓ୍ବାସିଂଟନ : ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷର ଅବସାନ ପାଇଁ ଆଶା ସୃଷ୍ଟି ହୋଇଛି । ଆମେରିକାର ମଧ୍ୟସ୍ଥତାରେ ଏହି ଯୁଦ୍ଧ ବିରତି ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ସୂଚନା ଦେଇଛନ୍ତି । ଏକ୍ସରେ ସେ ଲେଖଛନ୍ତି “ସାରା…

ଅପରେସନ ସିନ୍ଦୂରରେ ସଫା ହୋଇଯାଇଥିଲେ ଏସବୁ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀ

ନୂଆଦିଲ୍ଲୀ: ମେ ୬-୭ ମଧ୍ୟରାତ୍ରିରେ ଭାରତୀୟ ସେନା ଅପରେସନ ସିନ୍ଦୂର ଅଧୀନରେ ପାକିସ୍ତାନ ଏବଂ ପିଓକେରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ୯ଟି ଆତଙ୍କବାଦୀ ଲଞ୍ଚ ପ୍ୟାଡ୍ ଟାର୍ଗେଟ କରାଯାଇଥିଲା, ଯେଉଁଥିରେ ଭାରତ ସରକାର ୧୦୦ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା…

ସୀମାରେ ଗୁଳିମାଡ଼: ପାକ୍ ଗୁଳିରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଶ୍ରୀନଗର: ପାକିସ୍ତାନର ଗୁଳିମାଡରେ ପ୍ରାଣ ହରାଇଥିବା ସାଧାରଣ ନାଗରିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା । ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନ ସେନାର ଗୁଳିରେ ଜୀବନ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ଜାମ୍ମୁ…

ଭବିଷ୍ୟତରେ ଯେକୌଣସି ଆତଙ୍କବାଦୀ ଆକ୍ରମଣକୁ ଯୁଦ୍ଧ ବୋଲି ବିବେଚନା କରାଯିବ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଭଳି ପରିସ୍ଥିତିରେ, ଭାରତ ସରକାର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ନିଷ୍ପତ୍ତି ନେଇଛନ୍ତି ଯେ ଯଦି ଭବିଷ୍ୟତରେ କୌଣସି ଆତଙ୍କବାଦୀ ଘଟଣା ଘଟେ, ତେବେ ଏହାକୁ ଯୁଦ୍ଧ କାର୍ଯ୍ୟ ଭାବରେ ବିବେଚନା…

ଏୟାର ସାଇରନ୍ ଶବ୍ଦ ବ୍ୟବହାର ନକରିବାକୁ ସମାଚାର ଚ୍ୟାନେଲଗୁଡ଼ିକୁ ପରାମର୍ଶ

ନୂଆଦିଲ୍ଲୀ: ସରକାର ସମସ୍ତ ନ୍ୟୁଜ୍ ଚ୍ୟାନେଲଗୁଡ଼ିକୁ ସେମାନଙ୍କ କାର୍ଯ୍ୟକ୍ରମରେ 'ସିଭିଲ୍ ଡିଫେନ୍ସ ଏୟାର ରେଡ୍ ସାଇରନ୍' ଶବ୍ଦ ବ୍ୟବହାର କରିବାରୁ ନିବୃତ୍ତ ରହିବାକୁ ଏକ ପରାମର୍ଶ ଜାରି କରିଛନ୍ତି। କାରଣ ଏହି ଶବ୍ଦ କେବଳ ସାମୁଦାୟିକ ସଚେତନତା ଅଭିଯାନ ପାଇଁ ବ୍ୟବହୃତ ହୁଏ, ବୋଲି ଶନିବାର…

ଦିଲ୍ଲୀ ଏମ୍ସରେ ସମସ୍ତ ଛୁଟି ବାତିଲ, ଯେତେ ଶୀଘ୍ର ସମ୍ଭବ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । ଦିଲ୍ଲୀ ଏମ୍ସରେ ଛୁଟି ବାତିଲ । ଭାରତ-ପାକିସ୍ତାନ ଉତ୍ତେଜନା ଭିତରେ ନିଆଗଲା ବଡ଼ ନିଷ୍ପତ୍ତି । ଛୁଟି ବାତିଲ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା ।ତେବେ ବାତିଲ ହେଲା ଦିଲ୍ଲୀ ଏମ୍ସର ସମସ୍ତ ଅଧିକାରୀଙ୍କ…

ଆଜି ହେବ ବଡ଼ ଆକ୍ରମଣ; ବଡ଼ ଯୁଦ୍ଧ ପାଇଁ ବଡ଼ ପ୍ରସ୍ତୁତି

ନୂଆଦିଲ୍ଲୀ: ଆଜି ହୋଇପାରେ ବଡ଼ ଆକ୍ରମଣ। ବଡ଼ ଯୁଦ୍ଧ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି। ଭାରତ-ପାକ ଉତ୍ତେଜନା ଭିତରେ ହେଉଛି ଗୁଳିବର୍ଷା। ସୀମା ଆରପଟୁ ଜୋରଦାର ଗୁଳିଗୋଳା ମାଡ଼ କରାଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ସେନା ମୁଖ୍ୟଙ୍କ ସହ ଆଲୋଚନା କରିଛନ୍ତି।…