Browsing Category

ଦେଶ

ଦୁଇ ଦେଶ ମଧ୍ୟରେ ଚାଲିଥିବା ଉତ୍ତେଜନା ସହ ଆମେରିକାର କୌଣସି ସମ୍ପର୍କ ନାହିଁ : ଉପରାଷ୍ଟ୍ରପତି ଜେଡି ଭାନ୍ସ

ନୂଆଦିଲ୍ଲୀ : ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଛି । ଭାରତର ଅନେକ ସ୍ଥାନରେ ପାକିସ୍ତାନ ଆକ୍ରମଣ କରିବାକୁ ବାରମ୍ବାର ଚେଷ୍ଟା କରୁଛି । ଡ୍ରୋନ୍‌ ଓ କ୍ଷେପଣାସ୍ତ୍ର ମାଡ କରିବା ପାଇଁ ଉଦ୍ୟମ କରୁଥିବା ବେଳେ ଭାରତୀୟ ସେନା ଏହାର ସବୁ ଉଦ୍ୟମ ପଣ୍ଡ କରିଛି। ଏହାମଧ୍ୟରେ ଆମେରିକା…

୩୦୦-୪୦୦ ତୁର୍କି ଡ୍ରୋନ୍‌ ବ୍ୟବହାର କରି ଭାରତର ୩୬ ସ୍ଥାନକୁ ଟାର୍ଗେଟ କରିଥିଲା ପାକିସ୍ତାନ

ନୂଆଦିଲ୍ଲୀ,୯।୫: ଅପରେଶନ ‘ସିନ୍ଦୂର’ର ଜବାବ ଦେବାକୁ ଯାଇ ପାକିସ୍ତାନ ଗୁରୁବାର ଭାରତ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ଏହାକୁ ଭାରତ ବିଫଳ କରିଥିଲା। ତେବେ ପାକିସ୍ତାନ ତୁର୍କୀ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରିଥିବା ଶୁକ୍ରବାର MEA ର ଏକ ପ୍ରେସ ବ୍ରିଫିଂରେ କର୍ଣ୍ଣେଲ ସୋଫିଆ…

ଏଲଓସିରେ ପ୍ରବଳ ଗୁଳିବର୍ଷା, ୧୪ଟି ଟେରିଟୋରିଆଲ ଆର୍ମୀଙ୍କୁ ସକ୍ରିୟ କଲା ଭାରତ

ନୂଆଦିଲ୍ଲୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଉତ୍ତେଜନା ମଧ୍ୟରେ ଭାରତୀୟ ସେନା ପାକିସ୍ତାନର ମିସାଇଲ ଓ ଡ୍ରୋନ ଆକ୍ରମଣକୁ ବିଫଳ କରିଛି। ଏହା ସହିତ ଭାରତ ନିଜର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ପାଇଁ ୧୪ଟି ଇନ୍ଫାଣ୍ଟ୍ରୀ ବାଟାଲିୟନ ଏବଂ ଟେରିଟୋରିଆଲ ଆର୍ମୀକୁ…

ପାକିସ୍ତାନକୁ ବଡ଼ ଝଟକା: ସିନ୍ଧୁ ଜଳ ଚୁକ୍ତି ମାମଲାରେ ଦୂରେଇ ରହିଲା ବିଶ୍ୱ ବ୍ୟାଙ୍କ

ନୂଆଦିଲ୍ଲୀ: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିଥିଲା। ପାକିସ୍ତାନ ଏହି ମାମଲାରେ ବହୁତ ଖପ୍ପା ହୋଇଥିଲା ଏବଂ ପାକିସ୍ତାନର ଅନେକ ବଡ଼ ନେତା ମଧ୍ୟ ଜଳ ଚୁକ୍ତିନାମା ସମ୍ପର୍କରେ ଧମକ…

ଷ୍ଟକବଜାର ଉପରେ ଯୁଦ୍ଧ ପ୍ରଭାବ : ୨ ଦିନରେ ସେନସେକ୍ସ କମିଲା ୧୨୦୦ ପଏଣ୍ଟ

ମୁମ୍ବାଇ : ଭାରତ ପାକିସ୍ତାନ ଉତ୍ତେଜନାର ପ୍ରଭାବର ଷ୍ଟକ ବଜାର ଉପରେ ପଡ଼ିଛି । ଶୁକ୍ରବାର ବିଏସଇ ସେନସେକ୍ସ ଏବଂ ଏନଏସଇ ନିଫଟି ୫୦ ପ୍ରାରମ୍ଭିକ ସେସନରୁ ହିଁ ନିମ୍ନଗାମୀ ଧାରା ଦେଖିଥିଲା। ସନ୍ଧ୍ୟାରେ କାରବାର ବନ୍ଦ ହେବା ବେଳକୁ, ସେନସେକ୍ସ ୮୮୦.୩୪ ପଏଣ୍ଟ ହ୍ରାସ ପାଇ ୭୯,୪୫୪.୪୭…

ପ୍ରଚୁର ଔଷଧ ମହଜୁଦ୍‌ ରଖ- କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ନୂଆଦିଲ୍ଲୀ : ଭାରତ-ପାକ୍‌ ମଧ୍ୟରେ ଲାଗିଥିବା ଉତ୍ତେଜନା ମଧ୍ୟରେ ହେଉଛି ଘନ ଘନ ବୈଠକ । ଶୁକ୍ରବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ବରିଷ୍ଠ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକ ପରେ କିଛି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଜେପି ନଡ୍ଡା ।…

ରଜୌରୀରେ ପାକ୍ ମିସାଇଲରେ ଭାଙ୍ଗିଲା ଘର

ନୂଆଦିଲ୍ଲୀ : ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି । ଭାରତର ଜବରଦସ୍ତ ପ୍ରହାରରେ ପାକିସ୍ତାନର ଅଣ୍ଟା ଭାଙ୍ଗିଯାଇଛି । ଭାରତୀୟ ସେନା ପାକିସ୍ତାନର ୨ ଜେଏଫ୍-୧୭ ଓ ଗୋଟିଏ ଏଫ-୧୬ ଫାଇଟର ଜେଟ୍ ମାରି ଖସାଇଛି । ଏହା ସହିତ ପାକିସ୍ତାନ ଏୟାରଫୋର୍ସର ଏଡବ୍ଲୁଏସିଏସ୍…

ସବୁ ସେନାଧିକାରୀଙ୍କ ଛୁଟି ବାତିଲ

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସିଡିଏସ୍‌ ଓ ୩ ସେନା ପ୍ରମୁଖଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ଏହି ବୈଠକରେ ଅନେକ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ସରକାରଙ୍କ ସମୀକ୍ଷା ବୈଠକ ପରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଆସିଛି। ବାତିଲ ହୋଇଛି ସବୁ…

ପାକିସ୍ତାନ ସଂସଦରେ ମୋଦିଙ୍କୁ ପ୍ରଶଂସା କଲେ ଶେହବାଜଙ୍କ ଏମପି, କହିଲେ ପାକ୍‌ ପ୍ରଧାନମନ୍ତ୍ରୀ ଶୃଗାଳ

ଇସଲାମବାଦ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ସଂସଦରେ ଜଣେ ଏମପି ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ସାରା ବିଶ୍ୱରେ ଚହଳ ପକାଇଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କୁ ‘କାପୁରୁଷ’ ଓ ‘ଶୃଗାଳ’ ବୋଲି ଆଖ୍ୟା ଦେଇ ଜଣେ ଏମପି…

ପାକିସ୍ତାନକୁ କଡ଼ା ସମାଲୋଚନା କଲେ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି କାଟଜୁ

ନୂଆଦିଲ୍ଲୀ,୯।୫: ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ମାର୍କଣ୍ଡେୟ କାଟଜୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ବିବାଦ ଉପରେ କଟାକ୍ଷ କରିଛନ୍ତି। ସେ ଫେସବୁକରେ ଦୁଇଟି ପୋଷ୍ଟ ଲେଖିଛନ୍ତି ଏବଂ ପାକିସ୍ତାନକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଆମେ ଖୁବ ଶୀଘ୍ର ଲାହୋରରେ…