Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଏହା ଆବଶ୍ୟକତା ଥିଲା, ସେନାକୁ ଅଭିନନ୍ଦନ: ମୋହନ ଭାଗବତ
ନାଗପୁର: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ଏକ ବିବୃତ୍ତି ମଧ୍ୟ ଜାରି କରାଯାଇଛି। ଏହି ପରିସ୍ଥିତିରେ ସେ ସରକାର ଏବଂ ସଶସ୍ତ୍ର ବାହିନୀ ସହିତ ଠିଆ ହେବେ ବୋଲି ଆରଏସଏସ ମୁଖ୍ୟ ମୋହନ ଭାଗବତ କହିଛନ୍ତି। ମୋହନ ଭାଗବତ!-->…
ଆଇପିଏଲ ଏକ ସପ୍ତାହ ଲାଗି ସ୍ଥଗିତ
ନୂଆଦିଲ୍ଲୀ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଏଭଳି ସ୍ଥିତିରେ ଦେଶରେ ଚାଲିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ କୁ ୧ ସପ୍ତାହ ଲାଗି ସ୍ଥଗିତ ରଖିଛି ବିସିସିଆଇ | ବିସିସିଆଇ ପକ୍ଷରୁ କୁହାଯାଇଛି ବର୍ତ୍ତମାନ ପରିସ୍ଥିତିରେ ଆମେ ସରକାର ଓ ସେନାଙ୍କ ସହିତ!-->…
ଅଚାନକ ପାଣି ଛାଡିଦେଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା
ନୂଆଦିଲ୍ଲୀ : ପାକିସ୍ତାନ ଉପରେ ଘନ ଘନ କ୍ଷେପଣାସ୍ତ୍ର ମାଡ଼ ପରେ ଭାରତ ନୂଆ ଚାଲ୍ ଖେଳିଛି। ସାମରିକ ଆକ୍ରମର ସହିତ ପାକିସ୍ତାନ ଉପରେ ପାଣି ମାଡ଼ କରିଛି ଭାରତ। ଅର୍ଥାତ ଭାରତ ଚେନାବ ନଦୀ ଜଳକୁ ଅଚାନକ ପାକିସ୍ତାନକୁ ଛାଡ଼ି ଦେଇଛି। ଯାହାଫଳରେ ପାକ୍ରେ ବନ୍ୟା ହେବାର ଆଶଙ୍କା!-->…
ଓଟିଟି ପ୍ଳାଟଫର୍ମରୁ ହଟିବ ପାକିସ୍ତାନୀ ବିଷୟବସ୍ତୁ, କେନ୍ଦ୍ର ସରକାରଙ୍କ କଡା ନିର୍ଦ୍ଦେଶ
ନୂଆଦିଲ୍ଲୀ : ଜାତୀୟ ନିରାପତ୍ତାକୁ ଦୃଷ୍ଟିରେ ରଖି ଭାରତରେ କାର୍ଯ୍ୟ କରୁଥିବା ସମସ୍ତ ଓଟିଟି ପ୍ଲାଟଫର୍ମ, ମିଡିଆ ଷ୍ଟ୍ରିମିଂ ପ୍ଲାଟଫର୍ମ ଏବଂ ମଧ୍ୟସ୍ଥମାନଙ୍କୁ ପାକିସ୍ତାନର ସମସ୍ତ ୱେବ୍-ସିରିଜ୍, ଚଳଚ୍ଚିତ୍ର, ଗୀତ, ପଡକାଷ୍ଟ ଏବଂ ଅନ୍ୟାନ୍ୟ ଷ୍ଟ୍ରିମିଂ ମିଡିଆ ବିଷୟବସ୍ତୁକୁ ତୁରନ୍ତ!-->…
ଲାହୋରରେ ପାକ୍ ଏୟାର ଡିଫେନ୍ସ ସିଷ୍ଟମ ନଷ୍ଟ କଲା ଭାରତ
ନୂଆଦିଲ୍ଲୀ: ପହଲଗାମ ଆକ୍ରମଣର ଜବାବରେ ଭାରତର ଏୟାର ଷ୍ଟ୍ରାଇକ୍ ପରେ ପାକିସ୍ତାନ ଆତଙ୍କିତ ହୋଇପଡ଼ିଛି। ବିଳିବିଳେଇ ହୋଇଉଠି ସେ ଭାରତର ଅନେକ ସୀମାବର୍ତ୍ତୀ ଅଞ୍ଚଳରେ ଗୁଳିବର୍ଷା କରିଛି। ତେବେ ଭାରତୀୟ ସେନାର ପ୍ରତିଜବାବରେ ପାକିସ୍ତାନକୁ ବହୁତ କ୍ଷତି ସହିବାକୁ ପଡ଼ିଛି। ଭାରତ!-->…
ପାକ୍ ଉପରେ ଉଚିତ କାର୍ଯ୍ୟାନୁଷ୍ଠାନ, ସର୍ବଦଳୀୟ ବୈଠକ ପରେ ଆଗାମୀ ଯୋଜନା ବିଷୟରେ କହିଲେ ଓଓ୍ବୈସି
ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଗୁରୁବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସରକାର ରାଜନୈତିକ ଦଳଗୁଡ଼ିକୁ ‘ଅପରେସନ ସିନ୍ଦୂର’ ବିଷୟରେ ସୂଚନା ଦେଇଛନ୍ତି। ଏହି ବୈଠକ ପରେ ଅଲ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦୁଲ-ମୁସ୍ଲିମିନ୍ର ଅଧ୍ୟକ୍ଷ!-->…
ଲାହୋର ଛାଡ଼ିବାକୁ ଆମେରିକା ନାଗରିକଙ୍କୁ ନିର୍ଦେଶ ଦେଲେ ଟ୍ରମ୍ପ
ନୂଆଦିଲ୍ଲୀ : ପହଲଗାଓଁ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧସ୍ଵରୂପ ଭାରତର ଅପରେସନ ‘ସିନ୍ଦୂର’ର ୨ୟ ଦିନରେ ପାକିସ୍ତାନ ଉପରେ ପ୍ରଚଣ୍ଡ ଆକ୍ରମଣ ହୋଇଛି। ପାକିସ୍ତାନ ପ୍ରତିଆକ୍ରମଣ କରିବା ପରେ ଭାରତ ଏହାର କଡ଼ା ଜବାବ ଦେଇଛି। ୨ୟ ଦିନରେ ଭାରତ ପାକିସ୍ତାନର ରାଓ୍ବଲପିଣ୍ଡି ଓ ଲାହୋର ସମେତ ଅନ୍ୟ!-->…
ପାକିସ୍ତାନ ଟାର୍ଗେଟ୍ରେ ଭାରତର ଏହି ୧୫ ସହର, କେଉଁ ମୁହୂର୍ତ୍ତରେ ବି କରିପାରେ ଆକ୍ରମଣ
ନୂଆଦିଲ୍ଲୀ,୮ା୫: ଭାରତର ୧୫ଟି ସହରକୁ ପାକିସ୍ତାନ ଟାର୍ଗେଟ୍ କରିଛି। ଏନେଇ ଗୁରୁବାର ସ୍ପଷ୍ଟ କରିଛି ପ୍ରତିରକ୍ଷା ମନ୍ତ୍ରଣାଳୟ। ଉତ୍ତର ଓ ପଶ୍ଚିମ ପ୍ରାନ୍ତରରେ ଥିବା ସହରକୁ ଶତ୍ରୁଦେଶ ଟାର୍ଗେଟ କରିଛି।
ଏଥିମଧ୍ୟରେ ଅବନ୍ତିପୁର, ଶ୍ରୀନଗର, ଜମ୍ମୁ, ପଠାନକୋଟ, ଅମୃତସର, କପୁରତାଲା,!-->!-->!-->…
ପାକିସ୍ତାନକୁ ଘାଇଲା କଲା ଭାରତର ଦେଶୀ ‘ଆତ୍ମଘାତୀ ଡ୍ରୋନ’, ଶତ୍ରୁଙ୍କୁ ନିଶାନା କରିବାରେ ଏକ୍ସପର୍ଟ
ନୂଆଦିଲ୍ଲୀ,୮।୫: ପାକିସ୍ତାନରେ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ପାଇଁ ଭାରତର ପସନ୍ଦଯୋଗ୍ୟ ଅସ୍ତ୍ର ସ୍କାଲ୍ପ କ୍ରୁଜ ମିସାଇଲ ଏବଂ ହାମର ବୋମା ସହିତ, ଭାରତୀୟ ସେନା ମଧ୍ୟ ଦେଶୀୟ ନିର୍ମିତ ‘ସ୍କାଇଷ୍ଟ୍ରାଇକର’ ଆତ୍ମଘାତୀ ଡ୍ରୋନକୁ ସଠିକ ଆକ୍ରମଣ ପାଇଁ ମୁତୟନ କରିଥିଲା ବୋଲି ସୂତ୍ରରୁ!-->…
ହାଇଆଲର୍ଟ ଘୋଷଣା ପରେ ପାଦରେ ଚାଲିଚାଲି ଲୋକଙ୍କ ଭଲମନ୍ଦ ପଚାରି ବୁଝିଲା ପୁଲିସ
ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ପରେ ଆଗ୍ରାରେ ହାଇ ଆଲର୍ଟ ଘୋଷଣା କରାଯାଇଛି। ପୁଲିସ ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ସେନା ଅଧିକାରୀଙ୍କ ସହିତ ଯୋଗାଯୋଗରେ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।ଏହି କ୍ରମରେ ମକ୍ ଡ୍ରିଲ୍ ସିରିଜ୍ ଆରମ୍ଭ ହୋଇଯାଇଥିବା ବେଳେ ଜନସାଧାରଣଙ୍କୁ ସଚେତନ କରିବା!-->…