Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଭାରତର ଆକ୍ରମଣରେ ଜୈସ ମୁଖ୍ୟ ରୌଫ ଆଝାର ମୃତ
ନୂଆଦିଲ୍ଲୀ : ମଇ ୭ ରାତିରେ ପାକିସ୍ତାନ ଉପରେ ଭାରତ କରିଥିବା ସାମରିକ କାର୍ଯ୍ୟାନୁଷ୍ଠାନରେ ଭାରତର ମୋଷ୍ଟ ଓ୍ବାଣ୍ଟେଡ୍ ଆତଙ୍କବାଦୀ ତଥା ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦର ପ୍ରତିଷ୍ଠାତା ମାସୁଦ ଆଝାରର ପରିବାର ସଫା ହୋଇଯାଇଛି । ଆଝାର ପରିବାରର ମୋଟ ୧୦ ଜଣ ସଦସ୍ୟ ମୃତ୍ୟୁବରଣ କରିଛନ୍ତି।!-->…
ଅତିକମ୍ରେ ନିପାତ ହୋଇଛନ୍ତି ୧୦୦ ଆତଙ୍କୀ : ରାଜନାଥ
ନୂଆଦିଲ୍ଲୀ: ଦିଲ୍ଲୀ ସଂସଦ ଭବନରେ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ ସୂଚନା ଦେଇଛନ୍ତି। ସେ କହିଛନ୍ତି ଅପରେସନ୍ ସିନ୍ଦୂରରେ ଅତିକମ୍ରେ ୧୦୦ ଆତଙ୍କବାଦୀ ନିପାତ ହୋଇଛନ୍ତି।
୨୫ ମିନିଟ୍ ଭିତରେ ୯ଟି ଆତଙ୍କୀ ଆଡ୍ଡା ଉପରେ ୨୪!-->!-->!-->…
ଗୁଗଲ୍ରେ ପାକିସ୍ତାନୀ ସର୍ଚ୍ଚ କରୁଛନ୍ତି ସୋଫିଆଙ୍କ ଧର୍ମ କ’ଣ !
ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ପାକିସ୍ତାନ ଓ ପାକ୍ ଅଧିକୃତ ଜମ୍ମୁ କାଶ୍ମୀରରେ ଏୟାର ଷ୍ଟ୍ରାଇକ୍ କରିଛି । ଏହି ବଡ ପଦକ୍ଷେପ ନିଆଯିବା ପରେ ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। ଭାରତୀୟ ସେନା ଦ୍ୱାରା!-->…
ଓଡ଼ିଶା ଆସିବେନି ଶାହା, ସ୍ଥଗିତ ରହିଲା କାର୍ଯ୍ୟକ୍ରମ
ଭୁବନେଶ୍ୱର,୮ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ସମ୍ବଲପୁର ଜିଲାପାଳ। ଚଳିତମାସ ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ଶାହା। ତେବେ ଏହି କାର୍ଯ୍ୟକ୍ରମକୁ ବାତିଲ!-->…
ପାକିସ୍ତାନ ପରେ ବାଂଲାଦେଶ ସୀମାରେ ବଡ଼ ହଲଚଲ, ସେନା ନେଲା ବଡ଼ ଆକ୍ସନ
ନୂଆଦିଲ୍ଲୀ,୮।୫: ଏପଟେ, ପହଲଗାମ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ଏକ ବଡ଼ ଜବାବ ଦେଇଛି। ଅନ୍ୟପକ୍ଷରେ, ପାକିସ୍ତାନ ସହିତ ଡେଇଁପଡ଼ିଥିବା ବାଂଲାଦେଶକୁ ମଧ୍ୟ ଏକ ଛୋଟ ଇଞ୍ଜେକ୍ସନ ଦିଆଯାଇଛି। ପ୍ରକୃତରେ, ବୁଧବାର ଭାରତ ୧୨୩ ଜଣ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ଫେରାଇ ଦେଇଥିଲା। ସେମାନଙ୍କ!-->…
ପୁଲିସକର୍ମୀଙ୍କ ଛୁଟି ରଦ୍ଦ, ବନ୍ଦ ହେଲା ସ୍କୁଲ; ‘ଅପରେସନ ସିନ୍ଦୂର’ ପରେ ପଞ୍ଜାବ-ରାଜସ୍ଥାନରେ…
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବରେ, ଭାରତ କ୍ଷେପଣାସ୍ତ୍ର ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲା। ସେବେଠାରୁ ହତାଶ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗୁଳିମାଡ଼ କରିଚାଲିଛି। ଏହାକୁ ଦୃଷ୍ଟିରେ!-->…
ପାକ୍ ଗୋଳାମାଡ଼ରେ ୪ ଶିଶୁଙ୍କ ସମେତ ୧୫ ଭାରତୀୟଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ପିଓକେରେ ‘ଅପରେସନ୍ ସିନ୍ଦୂର’ ସଫଳ ହେବାର କିଛି ସମୟ ପରେ ପାକିସ୍ତାନ ଏଲ୍ଓସି ଏବଂ ଅନ୍ତର୍ଜାତୀୟ ସୀମା ନିକଟରେ ଭାରତୀୟ ଅଞ୍ଚଳକୁ ଟାର୍ଗେଟ୍ କରି ପ୍ରବଳ ଗୁଳିଗୋଳା ମାଡ଼ ଜାରି ରଖିଛି। ପାକିସ୍ତାନର ଗୁଳିଗୋଳା ମାଡ଼ରେ ପୁଞ୍ଚ ଏବଂ ତଙ୍ଗଧର ଅଞ୍ଚଳରେ ୪ ଶିଶୁଙ୍କ ସମେତ ୧୫!-->…
ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ, କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଲେ ଗୃହ ମନ୍ତ୍ରୀ
ନୂଆଦିଳ୍ଳୀ : ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି।ସିନ୍ଦୂର ଅପରେସନ୍ ଅନ୍ତର୍ଗତ ଭାରତର ରାତିସାରା ସୀମାପାର ଆକ୍ରମଣ ପରେ ଗୃହମନ୍ତ୍ରୀ!-->…
ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀ ସହ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବୈଠକ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦେଶକ ବି…
ନୂଆଦିଲ୍ଲୀ: ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ଜରୁରୀକାଳିନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନସିଂ(ଭିସି) ଜରିଆରେ ଗୃହମନ୍ତ୍ରୀ ଅମିତ ଶାହ ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ବୈଠକ କରିଥିିଲେ। ଜମ୍ମୁ-କାଶ୍ମୀର, ପଞ୍ଜାବ,!-->…
ପାକିସ୍ତାନରେ କୌଣସି ଆତଙ୍କବାଦୀ ଶିବିର ନାହିଁ, ଆମେ ଆତଙ୍କବାଦୀଙ୍କ ବିରୋଧୀ: ପାକ୍ ମନ୍ତ୍ରୀ
ନୂଆଦିଲ୍ଲୀ: ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଏୟାରଷ୍ଟ୍ରାଇକ୍ କରିଛି। ପହଲଗାମରେ ହୋଇଥିବା ଆକ୍ରମଣର ପ୍ରତିଶୋଧ ନେବା ପାଇଁ 'ଅପରେସନ୍ ସିନ୍ଦୂର' ଅଧୀନରେ ଏୟାରଷ୍ଟ୍ରାଇକ୍ କରିଛି ଭାରତ। ଏହା ପରେ ପାକିସ୍ତାନରେ ଆତଙ୍କ!-->…