Browsing Category

ଦେଶ

ଇତିହାସରେ ପ୍ରଥମ, ସାବରୀମାଳା ମନ୍ଦିର ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମେ’ ୧୯ ତାରିଖରେ କେରଳର ସାବରୀମାଳା ମନ୍ଦିରରେ ଭଗବାନ ଆୟପ୍ପାଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ଦେଶର ଇତିହାସରେ ସେ ହେଉଛନ୍ତି ପ୍ରଥମ ରାଷ୍ଟ୍ରପତି, ଯିଏ ସାବରୀମାଳା ମନ୍ଦିର ଯିବେ। ମନ୍ଦିର ପରିଚାଳନା ସଂସ୍ଥା ତ୍ରାଭଣକୋର ଦେବସ୍ଵୋମ…

ସିବିଆଇ ନିର୍ଦ୍ଦେଶକ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ନିର୍ଦ୍ଦେଶକଙ୍କ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ନିଯୁକ୍ତି ନେଇ ବୈଠକ ଆରମ୍ଭ ହୋଇଛି। ତିନି ଜଣିଆ ନିଯୁକ୍ତି କମିଟିର…

ମୁର୍ସିଦାବାଦ ହିଂସା ପାଇଁ ବିଏସଏଫ ଓ ବିଜେପିକୁ ଦାୟୀ କଲେ ମମତା

ଓ୍ବାକଫ୍ ଆଇନକୁ ନେଇ ପଶ୍ଚିମବଙ୍ଗର ମୁର୍ସିଦାବାଦରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ଏଥିପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରି ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ରାଜ୍ୟପାଳ ସିଭି ଆନନ୍ଦ ବୋ​‌ଷ ରିପୋର୍ଟ ଦେଇଛନ୍ତି। ତେବେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି…

ପାକିସ୍ତାନରେ ହେବ ଆବର୍ଜନାର ବନ୍ୟା!

ଜମ୍ମୁକଶ୍ମୀର: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନକୁ ଚାରିପାଖରୁ ଘେରିଯିବାକୁ ପ୍ରସ୍ତୁତି ଜୋରସୋର କରିଛି। ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ ରଖିବା ପରେ ଭାରତସରକାର ପାକିସ୍ତାନରେ ଚେନାବ ନଦୀର ପାଣିକୁ ବନ୍ଦ କରିଦେଇଛନ୍ତି। ଜମ୍ମୁ କାଶ୍ମୀର ରାମବନ ଅଞ୍ଚଳରେ ଥିବା…

ଭାରତର କୂଟନୈତିକ ଚାପ: ପରମାଣୁ ବୋମା ଧମକ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ: ଦୋଷ ଦୁର୍ବଳତା ଲୁଚାଇବାକୁ ମତିଗତି ଭୁଲି ଗଲାଣି ପାକିସ୍ତାନ । ପହଲଗାମ ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ କୂଟନୈତିକ ଚାପ ପକାଉଛି ଭାରତ । ସିନ୍ଧୁ ନଦୀ ଜଳଚୁକ୍ତି ରଦ୍ଦ କରିବା ସହ ସମସ୍ତ ପ୍ରକାର ବ୍ୟବାସାୟିକ ସମ୍ପର୍କ ଛିନ୍ନ କରିଛି ଭାରତ । ପହଲଗାମ…

ବିଏସଏଫରେ ଯୋଡ଼ିହେବ ୧୬ ନୂଆ ବାଟାଲିଅନ, ସୃଷ୍ଟି ହେବ ୧୭ ହଜାର ପଦବୀ

ସୀମା ସୁରକ୍ଷା ବଳ (ବିଏସଏଫ)ରେ ଯୋଡ଼ି ହେବ ୧୬ ନୂଆ ବାଟାଲିଅନ। ଏଥିପାଇଁ ସୃଷ୍ଟି ହେବ ୧୭ ହଜାର ନୂଆ ପଦବୀ। ପାକିସ୍ତାନ ଏବଂ ବାଂଲାଦେଶ ପଟୁ ଭାରତ ପ୍ରତି ଅଧିକ ବିପଦ ସୃଷ୍ଟି ହେଉଥିବାରୁ ବିଏସଏଫ ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହା ସହିତ ପଶ୍ଚିମାଞ୍ଚଳ ଏବଂ ପୂର୍ବାଞ୍ଚଳରେ…

ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ପୂର୍ଣ୍ଣ ସମର୍ଥନ ଜଣାଇଲା ରୁଷ

ପହଲଗାଓଁ ଆକ୍ରମଣ ପରେ ବିଭିନ୍ନ ରାଷ୍ଟ୍ର ଭାରତକୁ ମାପିଚୁପି ନିଜର ସମର୍ଥନ ଜଣାଉଛନ୍ତି। କିନ୍ତୁ ଏହି ସମୟରେ ଭାରତର ପ୍ରକୃତ ବନ୍ଧୁ ରୁଷ ଖୋଲାଖୋଲି ସମର୍ଥନ ଜଣାଇଛି। ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ ରହିଛି ବୋଲି ରୁଷ ଘୋଷଣା କରିଛି। ସୋମବାର ରୁଷ ରାଷ୍ଟ୍ରପତି…

ଡାକ୍ତରଖାନାରେ ପବନଦୀପ, ଅବସ୍ଥା ଗୁରୁତର

ଅମରୋହା: ଦୁର୍ଘଟଣାର ଶିକାର ହେଲେ ଲୋକପ୍ରିୟ ଟିଭି ଶୋ’ ଇଣ୍ଡିଆନ୍‌ ଆଇଡଲ ବିଜେତା ଗାୟକ ପବନଦୀପ ରାଜନ୍‌। ଉତ୍ତରାଖଣ୍ଡରୁ ନୋଏଡ଼ା ଯାଉଥିବା ସମୟରେ ସଡ଼କ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଭାବେ ଆହତ ହୋଇଛନ୍ତି ପବନଦୀପ। ତାଙ୍କ କାର୍‌ ନିୟନ୍ତ୍ରଣ ହରାଇ ଗଜରୌଲାରେ ରାଜପଥ ପାର୍ଶ୍ୱରେ ଛିଡ଼ା…

ଧାମ ବିବାଦ : ଫଳକ ହଟାଇଲେ, ହେଲେ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ ମମତା

ଭୁବନେଶ୍ଵର: ଧାମ ବିବାଦରେ ମୁହଁ ଖୋଲିଲେ, ହେଲେ ଭୁଲ ମାନିବେ କ’ଣ, ଓଲଟା ବିତଣ୍ଡା ଯୁକ୍ତି କଲେ। ଖାଲି ଯୁକ୍ତି କଲେନି, ମୂଳ ପୀଠ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ। ଦୀଘାର ‘ଜଗନ୍ନାଥ ଧାମ’ ବିବାଦ ଉପରେ କିଛି ଏପରି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପୁରୀ, ଦୀଘା…

ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି । ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ ଦମକଳ କର୍ମଚାରୀ ଘଟଣାସ୍ଥଳରେ ୩ଟି ଗାଡି ସହ…