Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଦିଲ୍ଲୀ ଆରବିଆଇ ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ
ନୂଆଦିଲ୍ଲୀ : ଦିଲ୍ଲୀ ଆରବିଆଇ ବିଲିଡିଂରେ ଭୟଙ୍କର ଅଗ୍ନିକାଣ୍ଡ । ସୂଚନା ମିଳିବା ପରେ ଦମକଳ ବିଭାଗର ୬ଟି ଗାଡି ନିୟୋଜିତ ହୋଇଛି । ଦିଲ୍ଲୀର ଫାୟାର ସର୍ଭିସର ଜଣେ ଅଧିକାରୀଙ୍କ କହିବା ମୁତାବକ, ପାର୍ଲିଆମେଣ୍ଟ ଷ୍ଟ୍ରିଟ ସ୍ଥିତ ଭାରତୀୟ ରିଜର୍ଭ ବ୍ୟାଙ୍କ ବିଲିଡିଂରେ ନିଆଁ ଲାଗିଛି,!-->…
ୟୁଏଇ ଉପରେ ଇରାନର ଭୟାବହ ମିସାଇଲ୍ ଓ ଡ୍ରୋନ୍ ମାଡ଼, ୩ ଭାରତୀୟ ଆହତ
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଯୁଦ୍ଧର କଳାବାଦଲ । ୟୁଏଇ ଉପରେ ଇରାନର ଭୟାବହ ମିସାଇଲ୍ ଓ ଡ୍ରୋନ୍ ମାଡ଼। ମଧ୍ୟପ୍ରାଚ୍ୟରେ ସଙ୍କଟ ଘନେଇବାରେ ଲାଗିଛି । UAE ଉପରେ ଇରାନର ଆକସ୍ମିକ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ ପରେ ସମଗ୍ର ଅଞ୍ଚଳରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି । ଏହି!-->…
ଘରୋଇ ସହାୟିକାରୁ ବିଧାୟିକା ହେଲେ କଳିତା ମାଝୀ
ପଶ୍ଚିମବଙ୍ଗ : ବିଜେପି ଭାଙ୍ଗିଲା ଦିଦିଙ୍କ ଗର୍ବ । ପଶ୍ଚିମବଙ୍ଗରେ ଟିଏମସି ଦେଲା ଚିତପଟାଙ୍ଗ । ଆଉ ବାଜିମାରିନେଲା ବିଜେପି । ପଶ୍ଚିମବଙ୍ଗ ନିର୍ବାଚନରେ ଅନେକ ଇମୋସନର ବିଜୟ ଦେଖିବାକୁ ମିଳିଛି । ଆରଜି କର ମେଡିକାଲ ଦୁଷ୍କର୍ମ ପୀଡିତାଙ୍କ ମା’ ହୁଅନ୍ତୁ ଅବା କଳିତା ମାଝୀ ।
!-->!-->!-->…
ଆସନ୍ତା ୯ରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହ, କିଏ ହେବେ ମୁଖ୍ୟମନ୍ତ୍ରୀ ଚାଲିଛି ଅଙ୍କକଷା
କୋଲକତା : ପଶ୍ଚିମବଙ୍ଗରେ ମମତାଙ୍କୁ ହରାଇ ମୋଦିଙ୍କ ବିଶାଳ ବିଜୟ । ଏବେ ସରକାର ଗଠନ ପାଇଁ ପ୍ରକ୍ରିୟା ଜୋରଦାର ଚାଲିଛି । ୯ ତାରିଖରେ ଶପଥ ନେବେ ନୂଆ ସରକାର । ରବିନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ ହୋଇଥିବାରୁ ୯ ତାରିଖରେ ଶପଥ ଗ୍ରହଣ ଉତ୍ସବ ହୋଇପାରେ ବୋଲି ଜଣାପଡିଛି ।
୨୦୦ରୁ ଅଧିକ!-->!-->!-->…
ଟ୍ରକ ତଳେ ଚାପିହେଲା କାର୍, ଚାଲିଗଲା ସ୍ବାମୀ-ସ୍ତ୍ରୀଙ୍କ ସମେତ ୩ ଜୀବନ
ଉତ୍ତରପ୍ରଦେଶ : ଗ୍ରେଟର ନୋଏଡା ଇଷ୍ଟର୍ଣ୍ଣ ପେରିଫେରଲ ଏକ୍ସପ୍ରେସ ଓେ୍ବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ସ୍ବାମୀ ସ୍ତ୍ରୀଙ୍କ ସମେତ ୩ ଜଣଙ୍କ ଜୀବନ ଚାଲିଯାଇଛି । ଘଟଣାରେ ୭ ବର୍ଷର ପିଲା ମଧ୍ୟ ଆହତ ହୋଇଛି । ଘଟଣାସ୍ଥଳରେ କୋତୱାଲି ପୋଲିସ ପହଞ୍ଚି ଆହତଙ୍କୁ ହସପିଟାଲରେ!-->…
ଖରାପ ପାଗ ଯୋଗୁଁ ୩ ଜିଲ୍ଲାରେ ୧୨ ଜଣଙ୍କର ମୃତ୍ୟୁ
ବିହାର : ବିହାରର ୩ଟି ଜିଲ୍ଲାରେ ଖରାପ ପାଗ ଯୋଗୁଁ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଥିଲା । ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ କ୍ଷତିପୂରଣ ଘୋଷଣା କରିଛନ୍ତି ।
ସୂଚନାନୁଯାୟୀ, ବିହାରର ପାଟନା ସମତେ ଅନେକ!-->!-->!-->…
ବାଣ କାରଖାନାରେ ବିସ୍ଫୋରଣ: ୨୧ ମୃତ, ୬୧ ଆହତ
ନୂଆଦିଲ୍ଲୀ: ଚୀନରୁ ଆସିଛି ବଡ଼ ଖବର । ଆଜି ଚୀନର ହୁନାନ୍ ପ୍ରଦେଶର ଲିୟୁୟାଙ୍ଗ ସହରରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟିଛି । ଏହି ଦୁର୍ଘଟଣାରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୬୧ ଜଣ ଆହତ ହୋଇଥିବା ଜଣାପଡ଼ିଛି । ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ୍ ଏବଂ!-->…
ଭବାନୀପୁରରେ ଦିଦିଙ୍କ ପରାଜୟ
କଲକାତା: ଦିଦିଙ୍କ ଗଡରେ ଧସେଇ ପସିଲେ ଶୁଭେନ୍ଦୁ ଅଧିକାରୀ।ପଶ୍ଚିମବଙ୍ଗର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ତଥା ଟିଏମସିର ଗଡ଼ ଭବାନୀପୁରରେ ଲଢ଼େଇ ରୋମାଞ୍ଚକ ହେବାରେ ଲାଗିଛି। ଗଣତି ଆରମ୍ଭରୁ ଆଗରେ ଥିବା ବିଜେପିର ଶୁଭେନ୍ଦୁ ଅଧିକାରୀ ମଧ୍ୟାହ୍ନ ବେଳକୁ ପଛରେ ପଡ଼ି ଯାଇଥିଲେ। ଟିଏମସି ସୁପ୍ରିମୋ!-->…
ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସ୍ୱପ୍ନ ଆଜି ସାର୍ଥକ ହେବାକୁ ଯାଉଛି: ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ପ୍ରଚଣ୍ଡ ଜନାଦେଶ ସହ ପଶ୍ଚିମବଙ୍ଗରେ ସରକାର ଗଢିବାକୁ ଯାଉଛି ବିଜେପି। ପ୍ରଥମ ଥର ପାଇଁ ବଙ୍ଗରେ ବିଜେପିର ଏହି ବିପୁଳ ବିଜୟ ପାଇଁ ଦଳୀୟ କର୍ମକର୍ତ୍ତା, ନେତାଙ୍କୁ ଏହାର ଶ୍ରେୟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ପ୍ରକାଶ ପରେ ନୂଆଦିଲ୍ଲୀସ୍ଥିତ!-->…
ଦିଦିଙ୍କୁ ଶକ୍ତ ଧକ୍କା, ପଶ୍ଚିମବଙ୍ଗରେ ପ୍ରଥମ ଥର ଫୁଟିଲା ପଦ୍ମ
କୋଲକତା : ପଶ୍ଚିମବଙ୍ଗ ରାଜନୀତିରେ ବିଜେପିର ଐତିହାସିକ ବିଜୟ । ପ୍ରଥମ ଥର ପାଇଁ ବଙ୍ଗରେ ବିଜେପି ସରକାର ଗଠନ କରିବାକୁ ଯାଉଥିବାରୁ ଦଳୀୟ ଶିବିର ଉତ୍ସବ ମୁଖର ।
୧୫ ବର୍ଷ ପରେ କ୍ଷମତା ପରିବର୍ତ୍ତନ । ପଶ୍ଚିମବଙ୍ଗରେ ପ୍ରଥମ ଥର ଫୁଟିଲା ପଦ୍ମ। ୨୯୪ ଆସନ ବିଶିଷ୍ଟ ବିଧାନସଭାରେ ବିଜେପି!-->!-->!-->…