Browsing Category

ଦେଶ

ଭାରତ ପାକିସ୍ତାନ ଉପରେ ଆକ୍ରମଣ କଲେ ବାଙ୍ଗଲାଦେଶ ଭାରତ ସହ ଯୁଦ୍ଧ କରିବ

ଢାକା, ୧।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ତୀବ୍ର ହୋଇଥିବା ଉତ୍ତେଜନା ମଧ୍ୟରେ ବାଂଲାଦେଶର ଜଣେ ଅବସରପ୍ରାପ୍ତ ମେଜର ଜେନେରାଲ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଭାରତ ପାକିସ୍ତାନ ଉପରେ ଆକ୍ରମଣ କରେ, ତେବେ…

ହାଫିଜ ସଇଦକୁ ତ୍ରିସ୍ତରୀୟ ସୁରକ୍ଷା ଯୋଗାଉଛି ପାକିସ୍ତାନ

ନୂଆଦିଲ୍ଳୀ: ଆତଙ୍କବାଦୀଙ୍କୁ ସୁରକ୍ଷା ଦେଉଛି ପାକିସ୍ତାନ। ଭାରତ ଆକ୍ରମଣ ଭୟରେ ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ହାଫିଜ ସଇଦକୁ ତ୍ରିସ୍ତରୀୟ ସୁରକ୍ଷା ଯୋଗାଉଛି ପାକିସ୍ତାନ । ପାକସେନା, ଗୁଇନ୍ଦା ସଂସ୍ଥା ଏଏସଆଇ ଓ ଆତଙ୍କୀ ସଙ୍ଗଠନ ଲସ୍କର-ଏ-ତୋଇବା ମିଳିତ ଭାବେ ଆତଙ୍କୀ ହାଫିଜକୁ…

ପାକିସ୍ତାନରେ ଅଣ୍ଡର ଗ୍ରାଉଣ୍ଡ ହେଉଛନ୍ତି ଆତଙ୍କୀ: ଆକ୍ରମଣ ଭୟରେ ଆତଙ୍କବାଦୀଙ୍କୁ ବଙ୍କରରେ ଲୁଚାଉଛି ପାକିସ୍ତାନ

ନୂଆଦିଲ୍ଲୀ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ପାକିସ୍ତାନ ଉପରେ ହେବ ଆକ୍ରମଣ । ପହଲଗାମ ଘଟଣାର ପ୍ରତିଶୋଧ ନେବ ଭାରତ । ଏକଥା ଆମେ କହୁନୁ । ଖୋଦ ପାକିସ୍ତାନ ଗୁଇନ୍ଦା ସଂସ୍ଥା ଏଭଳି ଦାବି କରିଛି । ୩୬ ଘଣ୍ଟା ମଧ୍ୟରେ ଭାରତ ପାକିସ୍ତାନ ଉପରେ ଆକ୍ରମଣ କରିପାରେ ବୋଲି ଆଶଙ୍କା କରିଛନ୍ତି…

ଜନଗଣନା ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ ହେବ ଜାତିଗଣନା, କ୍ୟାବିନେଟରେ ହେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ କରିବାକୁ ସରକାର ଆଜି ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଏ ନେଇ ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି…

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ସୁପ୍ରିମକୋର୍ଟରେ ଆସନ୍ତାକାଲି ଶୁଣାଣି

ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାକୁ ନେଇ ସୁପ୍ରିମକୋର୍ଟ ଆସନ୍ତାକାଲି (ଗୁରୁବାର) ଏକ ଜନସ୍ବାର୍ଥ ମାମଲା (ପିଆଇଏଲ) ଉପରେ ଶୁଣାଣି କରିବେ। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ। ଏହି ମାମଲାରେ…

ଏନ୍‌ଏସ୍‌ଏବିରେ ବଡ଼ ପରିବର୍ତ୍ତନ: ପୂର୍ବତନ ‘ର’ ମୁଖ୍ୟ ହେଲେ ଅଧ୍ୟକ୍ଷ

ନୂଆଦିଲ୍ଲୀ: ସରକାର ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ(ଏନ୍‌ଏସ୍‌ଏବି)କୁ ପୁନର୍ଗଠିତ କରିଛନ୍ତି। ପୂର୍ବତନ ‘ର’ ମୁଖ୍ୟ ଆଲୋକ ଜୋଶୀଙ୍କୁ ଏହାର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ବୋର୍ଡରେ ପୂର୍ବତନ ପଶ୍ଚିମ ବାୟୁସେନା କମାଣ୍ଡର ଏୟାର ମାର୍ଶାଲ ପିଏମ୍ ସିହ୍ନା, ପୂର୍ବତନ ଦକ୍ଷିଣ ସେନା…

ଭାରତ ଭୟରେ ବଙ୍କର୍ ଭିତରେ ଲୁଚିଛନ୍ତି ପାକ୍ ସେନା ମୁଖ୍ୟ ! ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି #ମୁନିର_ମିସିଙ୍ଗ୍

ନୂଆଦିଲ୍ଲୀ: କୁଆଡେ ଗଲେ ପାକିସ୍ତାନ ସେନା ମୁଖ୍ୟ ? କେଉଁଠି ଲୁଚିଛନ୍ତି ପାକ୍ ସେନା ମୁଖ୍ୟ ଆସିମ ମୁନିର ? ପାକିସ୍ତାନରେ ଅଛନ୍ତି ନା କୁଆଡେ ଦେଶ ଛାଡି ପଳାଇଗଲେଣି ? ଆସିମ ମୁନିରଙ୍କ ନିଖୋଜ ଖବର ନେଇ ଏବେ ସୋସିଆଲ ମିଡିଆ ସହ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । କୁହାଯାଉଛି ଭାରତର…

ଅନଲାଇନ୍ ଶିଶୁ ଯୌନ ଶୋଷଣର ବଡ଼ ରାକେଟକୁ ଧରିଲା ସିବିଆଇ

ନୂଆଦିଲ୍ଲୀ : କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଆନ୍ତର୍ଜାତିକ ସଂସ୍ଥା ଜଡିତ ଥିବା ଅନଲାଇନ୍ ଶିଶୁ ଯୌନ ଶୋଷଣର ସାଇବର କ୍ରାଇମ ନେଟୱାର୍କକୁ ଠାବ କରିଛି। ଆମେରିକାରୁ ମିଳିଥିବା ସୂଚନା ଆଧାରରେ ଆରମ୍ଭ ହୋଇଥିବା ଅପରେସନ ହକ୍ ଅଧୀନରେ ସିବିଆଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।ସିବିଆଇ ଏହାର…

ମୋଦୀଙ୍କ ଋଷ୍‌ ଗସ୍ତ ବାତିଲ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ରୁଷ୍ ଗସ୍ତ ବାତିଲ କରିଛନ୍ତି। ମେ’ ୯ ତାରିଖରେ ପ୍ରଧାନମନ୍ତ୍ରୀ ମସ୍କୋରେ ହେବାକୁ ଥିବା ବିଜୟ…

ମାର୍ଚ୍ଚରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୩.୭୩%କୁ ହ୍ରାସ: ଖାଦ୍ୟ ମୂଲ୍ୟ ବଦଳାଇଲା ସ୍ଥିତି

ନୂଆଦିଲ୍ଲୀ,୩୦।୪: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମାର୍ଚ୍ଚ ୨୦୨୫ରେ ୩.୭୩%କୁ ହ୍ରାସ ପାଇଛି, ଯାହା ଫେବୃଆରୀର ୪.୦୧% ତୁଳନାରେ କମ୍ ଅଟେ। ଏହା ଗତ ପାଞ୍ଚ ବର୍ଷରେ ସର୍ବନିମ୍ନ ସ୍ତର ବୋଲି ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡ଼ିଛି। ଖାଦ୍ୟ…