Browsing Category

ଦେଶ

ପ୍ରଧାନମନ୍ତ୍ରୀ ମୋଦି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଜେପି ମୁଖ୍ୟ ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

ନୂଆଦିଲ୍ଲୀ : ହରିୟାଣାରେ ଐତିହସିକ ବିଜୟ ପରେ ରାଜ୍ୟର ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଲ୍ଲୀ ଯାଇ ଭେଟିଛନ୍ତି। ତାଙ୍କ ସହ ରାଜ୍ୟରେ ସରକାର ଗଠନ ନେଇ ମଧ୍ୟ ସୈନି ଆଲୋଚନା କରିଥିବା ଜଣାପଡ଼ିଛି। ରାଜ୍ୟରେ ବିଜେପି ସରକାର ଦଶହରାରେ ଶପଥ ନେବ ବୋଲି

ହରିୟାଣା ନିର୍ବାଚନର ସାଇଡ ଇଫେକ୍ଟ: କଂଗ୍ରେସକୁ ଝଟକା ଦେଲେ ଅଖିଲେଶ ଯାଦବ

ନୂଆଦିଲ୍ଲୀ :ହରିୟାଣାରେ ନିଶ୍ଚିତ ବିଜୟକୁ ହାତ ଛଡ଼ା କରିଥିବା କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଇଣ୍ଡିଆ ମେଣ୍ଟ ଝଟକା ଦେବାରେ ଲାଗିଛନ୍ତି। କଂଗ୍ରେସ ହରିୟାଣାରେ ୩୭ ଆସନ ଜିତିଥିବା ବେଳେ ବିଜେପି ହ୍ୟାଟ୍ରିକ ବିଜୟ ହାସଲ କରିଛି।ଏପରି ପରାଜୟ ପରେ ପ୍ରଥମେ ଆପ ପରେ ଉଦ୍ଧବ ଠାକରେଙ୍କ ଶିବସେନା

ସରକାରଙ୍କ ବଡ଼ ଘୋଷଣା: ୨୦୨୮ ଯାଏ ମିଳିବ ପୋଷଣଯୁକ୍ତ ମାଗଣା ଚାଉଳ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଖାଦ୍ୟ ଆଇନ ଓ ଅନ୍ୟାନ୍ୟ ସରକାରୀ ଯୋଜନା ଅଧୀନରେ ଦିଆଯାଉଥିବା ମାଗଣା ପୋଷଣଯୁକ୍ତ ଚାଉଳ ବଣ୍ଟନ ପ୍ରକ୍ରିୟା ଜାରି ରହିବ। ଆସନ୍ତା ୨୦୨୮ ଯାଏ ଲୋକମାନେ ମାଗଣାରେ ଏହି ଚାଉଳ ପାଇପାରିବେ।ଏଥିପାଇଁ ୧୭,୦୨୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।

ରସାୟନ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ

ନୂଆଦିଲ୍ଲୀ : ରସାୟନ ବିଜ୍ଞାନ କ୍ଷେତ୍ରରେ ଉତ୍କୃଷ୍ଠତା ପାଇଁ ମିଳିତ ଭାବେ ତିନି ଜଣ ବୈଜ୍ଞାନିକଙ୍କୁ ମିଳିବ ଚଳିତ ବର୍ଷର ନୋବେଲ ପୁରସ୍କାର। ଡାଭିଡ ବାକେର, ଡେମିସ ହାସାବିସ ଓ ଜନ ଜମ୍ପରଙ୍କୁ ନୋବେଲ ପୁରସ୍କାର ମିଳିବ। କମ୍ପ୍ୟୁଟେସନାଲ ପ୍ରୋଟିନ ଡିଜାଇନ ପାଇଁ ଏହି ୩ ଜଣଙ୍କୁ ନୋବେଲ

ପରାଜୟ ଲାଗି ଭୂପିନ୍ଦର ସିଂହ ହୁଡ୍ଡାଙ୍କୁ ତୀବ୍ର ସମାଲୋଚନା କଲେ ଲୋକସଭା ସାଂସଦ କୁମାରୀ ସେଲଜା

ଚଣ୍ଡୀଗଡ : ଭୁଲ୍ ହେଲା ଏକଜିଟ୍ ପୋଲ୍‌। ହରିୟାଣାରେ ଲଗାତାର ତୃତୀୟ ଥର ପାଇଁ ବହୁମତ ପାଇଲା ବିଜେପି। ଆଉ ନିଶ୍ଚିତ ବିଜୟ ଆଶା ରଖିଥିବା କଂଗ୍ରେସ ୩୭ଟି ଆସନ ପାଇବା ପରେ ଏହାର ପ୍ରମୁଖ ନେତାମାନେ ଖୋଲାଖୋଲି ପରସ୍ପର ବିରୋଧରେ ଟିପ୍ପଣୀ ଦେବା ଆରମ୍ଭ କରି ଦେଇଛନ୍ତି।ଫଳାଫଳ ଆସିବା ପରେ ଦଳର

ଏକ୍‌ଜିଟ୍‌ ପୋଲ ଫଳାଫଳ ଭୁଲ୍ ପ୍ରମାଣିତ, ହରିୟାଣାରେ ତୃତୀୟଥର ଲାଗି ବିଜେପି ସରକାର

ଚଣ୍ଡିଗଡ,୮।୧୦: ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। ଏହି ଫଳାଫଳ ହରିୟାଣା ସମ୍ବନ୍ଧୀୟ ସମସ୍ତ ଏକଜିଟ ପୋଲ ମଧ୍ୟ ଭୁଲ ପ୍ରମାଣିତ କରିଛି। ଏକଜିଟ ସର୍ଭେରେ କଂଗ୍ରେସର ପ୍ରଚଣ୍ଡ ବିଜୟ ନଜର

ପଦାର୍ଥ ବିଜ୍ଞାନରେ ନୋବେଲ୍ ପୁରସ୍କାର ପାଇବେ ଜନ୍ ଜେ ହପଫିଲଡ ଓ ଜେଫ୍ରି ଇ. ହିଣ୍ଟନ

ନୂଆଦିଲ୍ଲୀ : ନୋବେଲ କମିଟି ଆଜି ପଦାର୍ଥ ବିଜ୍ଞାନ ପାଇଁ ବିଜେତାଙ୍କ ନାମ ଘୋଷଣା କରିଛି। ଜନ୍ ଜେ ହପଫିଲଡ ଏବଂ ଜେଫ୍ରି ଇ. ହିଣ୍ଟନ ୨୦୨୪ ପାଇଁ ପାଇବେ ପଦାର୍ଥ ବିଜ୍ଞାନରେ ନୋବେଲ୍ ପୁରସ୍କାର। କୃତ୍ରିମ ନ୍ୟୁରାଲ ନେଟୱାର୍କ ସହିତ ମେସିନ୍ ଲର୍ଣ୍ଣିଂକୁ ସକ୍ଷମ କରୁଥିବା ମୌଳିକ ଆବିଷ୍କାର

ବିଜେପି ପ୍ରାର୍ଥୀଙ୍କୁ ମାତ ଦେଲେ ଭାରତର ୧ନଂ ଧନୀ ମହିଳା

ଚଣ୍ଡୀଗଡ : ସ୍ୱାଧୀନ ପ୍ରାର୍ଥୀ ଭାବେ ହରିୟାଣା ବିଧାନସଭା ନିର୍ବାଚନ ଲଢ଼ୁଥିବା ଭାରତର ୧ନଂ ଧନୀ ମହିଳା ସାବିତ୍ରୀ ଜିନ୍ଦଲ ଦମଦାର ବିଜୟ ହାସଲ କରିଛନ୍ତି। ସେ ହରିୟାଣାର ହିସ୍ରା ଆସନରୁ ନିର୍ବାଚନ ଲଢ଼ୁଥିଲେ।ଏଠାରେ ସେ ୧୮,୯୪୧ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସାବିତ୍ରୀ ଜିନ୍ଦଲ

ହରିୟାଣା ନିର୍ବାଚନ ଫଳାଫଳ: ଜୁଲାନା ଆସନରୁ ଜିତିଲେ ଭିନେଶ ଫୋଗାଟ

ଚଣ୍ଡୀଗଡ : କଂଗ୍ରେସ ପ୍ରାର୍ଥୀ ତଥା ରେସଲେର୍ ଭିନେଶ ଫୋଗାଟ ଜିତିଛନ୍ତି ବିଧାନସଭା ନିର୍ବାଚନ। କୁସ୍ତି ମୈଦାନ ପରେ ରାଜନୀତି ମୈଦାନରେ ବି ଭିନେଶଙ୍କୁ ମିଳିଛି ବଡ଼ ସଫଳତା।ହରିୟାଣାର ଜୁଲାନା ଆସନରୁ ବିଜୟୀ ହୋଇଛନ୍ତି ଭିନେଶ ଫୋଗାଟ। ନିର୍ବାଚନ କମିଶନଙ୍କ ରିପୋର୍ଟ ଅନୁସାରେ, ୬,୦୦୦ ଭୋଟ୍

ଅତୁଳନୀୟ ଅବଦାନ ପାଇଁ ଅଭିନେତା ମିଥୁନଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀଠାରେ ୨୦୨୨ ବର୍ଷ ପାଇଁ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ସୂଚନା ଓ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଡ. ଏଲ୍ ମୁରୁଗାନ୍ ମଧ୍ୟ ଏହି ଅବସରରେ ଉପସ୍ଥିତ