Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବିଜେପି ବିରୋଧରେ ମୋହନ ଭାଗବତଙ୍କୁ ଚିଠି ଲେଖିଲେ କେଜ୍ରିୱାଲ, ଦଳ ଦେଲା ଜବାବ
ଦୁଇ ଦିନ ତଳେ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ଆରଏସଏସ ମୁଖ୍ୟ ମୋହନ ଭାଗବତଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଏଥିରେ ସେ ବିଜେପି ନାଁରେ କିଛି ଅଭିଯୋଗ ଆଣିଥିବା ବେଳେ ସେଗୁଡ଼ିକୁ ଆରଏସଏସ କେମିତି ନଜରରେ ଦେଖୁଛି ବୋଲି ମୋହନ ଭାଗବତଙ୍କୁ ପ୍ରଶ୍ନ କରିଛନ୍ତି କେଜ୍ରିୱାଲ। ଅନ୍ୟପକ୍ଷରେ!-->…
ପାରିବାରିକ କଳହର କରୁଣ ପରିଣତି; ମା’ ଓ ୪ ଭଉଣୀଙ୍କୁ ମାରିଦେଲେ ଯୁବକ
ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଏକ ହୋଟେଲରେ ମଙ୍ଗଳବାର ଜଣେ ଯୁବକ ତାଙ୍କ ମା’ ଓ ୪ ଭଉଣୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ନାଁ ଅର୍ଶଦ (୨୪)। ତାଙ୍କୁ ପୁଲିସ ଗିରଫ କରିଛି। ଅର୍ଶଦଙ୍କ ବାପା ବଦରଙ୍କର ମଧ୍ୟ ଏହି ହତ୍ୟାକାଣ୍ଡରେ ସଂପୃକ୍ତି ଥିବା ପୁଲିସ ସନ୍ଦେହ!-->…
ଦେଶବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନବବର୍ଷର ପ୍ରଥମ ସୂର୍ଯ୍ୟୋଦୟ। ନୂଆ ଆଶା ଓ ନୂଆ ସମ୍ଭାବନା ନେଇ ଦିଗବଳୟରେ ଉଇଁଛନ୍ତି ନୂତନ ସୂର୍ଯ୍ୟ। ଇଂରାଜୀ ନବବର୍ଷ ୨୦୨୫କୁ ସ୍ୱାଗତ ଜଣାଇବା ପରେ ଆଜି ନୂଆ ସକାଳରେ ନୂଆ ଆଶା ଓ ଆକାଂକ୍ଷା ନେଇ ବିଭିନ୍ନ ସ୍ଥାନରେ ସକାଳର ପ୍ରଥମ ସୂର୍ଯ୍ୟକୁ ଦର୍ଶନ କରିଛନ୍ତି ଲୋକେ। ଏହି ଅବସରରେ!-->…
ମହିଳାଙ୍କ ECG କରୁଥିଲେ ସଫେଇ କର୍ମଚାରୀ, ମାଡ଼ି ବସିଲେ ପୂର୍ବତନ କର୍ପୋରେଟର
ମୁମ୍ବାଇ : ସରକାରୀ ସ୍ୱାସ୍ଥ୍ୟ ସେବାର ଆଉ ବିକଳ ଚେହେରା ସାମ୍ନାକୁ ଆସିଛି। ମୁମ୍ବାଇର ଏକ ସରକାରୀ ହସ୍ପିଟାଲରେ ସଫେଇ କର୍ମଚାରୀ କରୁଛନ୍ତି ECG। ସଫେଇ କର୍ମଚାରୀ ଜଣଙ୍କ ଜଣେ ମହିଳାଙ୍କ ECG କରୁଥିବା ବେଳେ ତାଙ୍କୁ ହଠାତ୍ ଧରିଛନ୍ତି ଜଣେ ପୂର୍ବତନ ମହିଳା କର୍ପୋରେଟର। ଘଟଣାର ଭିଡିଓ!-->…
୨୦୨୫କୁ ନେଇ ସମାନ ଭବିଷ୍ୟବାଣୀ କରିଛନ୍ତି ବାବା ଭେଙ୍ଗା ଓ ନୋଷ୍ଟ୍ରାଡାମସ
ନୂଆଦିଲ୍ଲୀ : ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ନୂଆ ବର୍ଷକୁ ନେଇ ସମସ୍ତେ ଉତ୍ସାହିତ। ଏହାରି ଭିତରେ ସଠିକ୍ ଭବିଷ୍ୟବାଣୀ ପାଇଁ ଜଣାଶୁଣା ବାବା ଭେଙ୍ଗା ଏବଂ ନୋଷ୍ଟ୍ରାଡାମସଙ୍କର କିଛି ଭବିଷ୍ୟବାଣୀ ସମସ୍ତଙ୍କୁ ଚକିତ କରିଛି। ଆଶ୍ଚର୍ଯ୍ୟଜନକ କଥା ହେଉଛି, ଉଭୟଙ୍କ ଭବିଷ୍ୟବାଣୀରେ ଅନେକ କଥା!-->…
୨୦୨୪ ବର୍ଷ ଲାଗି ଭାରତୀୟ ରାଜନୀତି ପରିକ୍ରମା
ନୂଆଦିଲ୍ଲୀ : ୨୦୨୪ ବର୍ଷ ଭାରତୀୟ ରାଜନୀତି ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା କାରଣ ନିର୍ବାଚନ ଆୟୋଗ ବିଶ୍ୱର ସର୍ବବୃହତ ନିର୍ବାଚନୀ ଆୟୋଜନ କରିଥିଲେ ଏବଂ ଆଗାମୀ ପାଞ୍ଚ ବର୍ଷ ପାଇଁ ଦେଶରେ କିଏ ଶାସନ କରିବ ତାହା ସ୍ଥିର କରିବା ପାଇଁ ୬୪୨ ନିୟୁତ ଲୋକ ଭୋଟ୍ ଦେଇଥିଲେ। ଏପ୍ରିଲରୁ ଜୁନ୍ ମଧ୍ୟରେ!-->…
କେରଳ ନର୍ସଙ୍କ ମୃତ୍ୟୁ ଦଣ୍ଡକୁ ୟେମେନ ରାଷ୍ଟ୍ରପତିଙ୍କ ଅନୁମୋଦନ, ପ୍ରତିକ୍ରିୟା ରଖିଲା ଭାରତ
ନୂଆଦିଲ୍ଲୀ : ୟେମେନରେ ଜଣେ ନାଗରିକଙ୍କ ହତ୍ୟା ମାମଲାରେ କେରଳର ନର୍ସ ନିମିଷା ପ୍ରିୟାଙ୍କୁ ସେଠାରେ ମୃତ୍ୟୁ ଦଣ୍ଡାଦେଶ ମିଳିଛି। ନିମିଷାଙ୍କ ପରିବାର ନିଜ ଝିଅକୁ ବଞ୍ଚାଇବାକୁ ସମସ୍ତ ପ୍ରକାର ପ୍ରୟାସ କରୁଛନ୍ତି। ହେଲେ ସୋମବାର ୟେମେନ ରାଷ୍ଟ୍ରପତି ଅଲ-ଅଲିମି ନିମିଷାଙ୍କ ମୃତ୍ୟୁ ଦଣ୍ଡକୁ!-->…
କନ୍ୟାକୁମାରୀଠାରେ ସମୁଦ୍ର ଉପରେ ଦେଶର ପ୍ରଥମ କାଚ ବ୍ରିଜ୍ ଉଦଘାଟିତ
ଚେନ୍ନାଇ : ତାମିଲନାଡୁର କନ୍ୟାକୁମାରୀଠାରେ ସମୁଦ୍ର ଉପରେ ଦେଶର ପ୍ରଥମ କାଚ ବ୍ରିଜ ନିର୍ମାଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଏହି ଗ୍ଲାସ ବ୍ରିଜକୁ ଉଦଘାଟନ କରିଛନ୍ତି। ଏହି ବ୍ରିଜ ଦେଇ ପର୍ଯ୍ୟଟକମାନେ ବର୍ତ୍ତମାନ ବିବେକାନନ୍ଦ ସ୍ମାରକୀରୁ ଥିରୁଭଲ୍ଲୁଭରଙ୍କ ପ୍ରତିମୂର୍ତ୍ତି!-->…
କେଜ୍ରିୱାଲଙ୍କୁ ‘ନିର୍ବାଚନୀ ହିନ୍ଦୁ’ କହି ଫଟୋ ପୋଷ୍ଟ କଲା ବିଜେପି
ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ମନ୍ଦିର ପୂଜକଙ୍କୁ ମାସିକ ୧୮ ହଜାର ଟଙ୍କା ଦରମା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ। ଯାହାକୁ ନେଇ ତେଜିଛି ରାଜନୀତି। କେଜ୍ରିୱାଲଙ୍କୁ 'ଚୁନାବି ହିନ୍ଦୁ' (ନିର୍ବାଚନୀ ହିନ୍ଦୁ) ବୋଲି କହି କଟାକ୍ଷ କରିଛି!-->…
ବନ୍ଦ ହେବ ବିଚାରପତିଙ୍କ ସମ୍ପର୍କୀୟ ବିଚାରପତି ହେବା !
ନୂଆଦିଲ୍ଲୀ : ବିଚାରପତିଙ୍କ ସମ୍ପର୍କୀୟ ବିଚାରପତି ହେବା ଭଳି ଧାରାକୁ ବନ୍ଦ କରିବା ଦିଗରେ ସୁପ୍ରିମକୋର୍ଟ ବିଚାର କରୁଛନ୍ତି। ଏଥିପାଇଁ ସୁପ୍ରିମକୋର୍ଟ କଲେଜିୟମ୍ ହାଇକୋର୍ଟ କଲେଜିୟମ୍ ଗୁଡିକ ଆବଶ୍ୟକ ଅସ୍ଥାୟୀ ନିର୍ଦେଶାବଳୀ ଜାରି କରିବାକୁ ଯାଉଛନ୍ତି। ନିର୍ଦେଶାବଳୀରେ ଯେଉଁ ଓକିଲ!-->…