Browsing Category

ଦେଶ

ଇସ୍ରାଏଲ ଉପରେ ୟେମେନ ସେନାର ବଡ଼ ଆକ୍ରମଣ, ବିମାନ ଚଳାଚଳ ବାଧାପ୍ରାପ୍ତ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଅଶାନ୍ତି ଜାରି ରହିଥିବାବେଳେ ୟେମେନ ସେନା ଇସ୍ରାଏଲ ଉପରେ ବଡ଼ ଧରଣର ଆକ୍ରମଣ କରିଛି। ଇସ୍ରାଏଲର ବିମାନବନ୍ଦର ଏବଂ ପାୱାର ଷ୍ଟେସନ ଉପରେ ମିଶାଇଲ ମାଡ କରିଛି ୟେମେନ ସେନା। ଅପରପକ୍ଷେ ଇସ୍ରାଏଲ ସେନା ଦାବି କରିଛି ଯେ, ୟେମେନ ସେନା ପକ୍ଷରୁ ନିକ୍ଷେପ

ବିଜେପି ନେତାଙ୍କ ‘କେରଳ ମିନି ପାକିସ୍ତାନ’ ବୟାନକୁ ନିନ୍ଦା କଲେ ପିନରାୟି ବିଜୟନ

ତ୍ରିଭେନ୍ଦ୍ରମ : କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ଟାର୍ଗେଟ କରି କେରଳକୁ ମିନି ପାକିସ୍ତାନ କହିବା ପରେ ବିବାଦରେ ବିଜେପି ନେତା ତଥା ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ନୀତେଶ ରାଣେ। ଏହାକୁ ନେଇ ଜାତୀୟ ରାଜନୀତି ତେଜିଥିବାବେଳେ ଚାରିଆଡ଼ୁ ନୀତେଶଙ୍କୁ

ବିଜେପିର ବଡ଼ ଦାବି: ବେଆଇନ ଭାବେ ଦିଲ୍ଲୀରେ ଭୋଟ ଦେଇଛନ୍ତି ଆପ୍‌ ସାଂସଦଙ୍କ ପତ୍ନୀ

ନୂଆଦିଲ୍ଲୀ : ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବା ବେଳେ କ୍ଷମତାସୀନ ଆପ୍‌ ଓ ବିଜେପି ମଧ୍ୟରେ ଭୋଟର ତାଲିକାକୁ ନେଇ ବାକଯୁଦ୍ଧ ଆରମ୍ଭ ହୋଇଯାଇଛି। ଦିଲ୍ଲୀ ଭୋଟର ତାଲିକାରୁ ବିଜେପି ଆପ୍‌ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂହଙ୍କ ପତ୍ନୀଙ୍କ ନାଁ ଡିଲେଟ କରିବାକୁ ଉଦ୍ୟମ କରିଥିଲା ବୋଲି

୨୦୨୪ର ଶେଷ ଦିନରେ ରାଜ୍ୟବାସୀଙ୍କୁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହ

ଇମ୍ଫାଲ : ଦୀର୍ଘ ଦେଢ଼ ବର୍ଷରୁ ଅଧିକ ଦିନ ହେଲା ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷକୁ ନେଇ ମଣିପୁର ସ୍ଥିତି ଅତ୍ୟନ୍ତ ଖରାପ ରହିଛି। ଏସବୁ ଭିତରେ ୨୦୨୪ର ଶେଷ ଦିନରେ ରାଜ୍ୟବାସୀଙ୍କୁ କ୍ଷମା ମାଗିଛନ୍ତି ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହ। ଚଳିତ ବର୍ଷ ନୂଆ ସମ୍ଭାବନା ସହ ଶେଷ ହୋଇଛି ଓ ୨୦୨୫ରେ

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ପରଲୋକ

ନୂଆଦିଲ୍ଲୀ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଆମେରିକା ଇତିହାସରେ ସବୁଠୁ ଅଧିକ ବର୍ଷ ଯାଏ ଜୀବିତ ଥିବା ରାଷ୍ଟ୍ରପତି ଥିଲେ ଜିମି କାର୍ଟର । ମାତ୍ର ଦୀର୍ଘ ଦିନ ହେଲା ସେ ବୟସାଧୀକ ରୋଗ ସମେତ

ଗୋଟିଏ ସିଗାରେଟ ଟାଣିବା ଦ୍ୱାରା ମହିଳାମାନେ ୨୨ ମିନିଟ ଓ ପୁରୁଷମାନେ ୧୭ ମିନିଟ ଆୟୁଷ ହରାଉଛନ୍ତି

ନୂଆଦିଲ୍ଲୀ : ଧୂମପାନ ସ୍ୱାସ୍ଥ୍ୟ ପକ୍ଷେ କ୍ଷତି କାରକ। ତଥାପି ଅନେକ ଲୋକ ଧୂଆଁ ପ୍ରେମରେ ପଡ଼ିଛନ୍ତି। ଘଣ୍ଟାକୁ ଘଣ୍ଟା ସେମାନେ ସିଗାରେଟ ଟାଣିବାରେ ଲାଗିଛନ୍ତି। ହେଲେ ଆପଣମାନେ ଜାଣିଛନ୍ତି କି ଗୋଟିଏ ସିଗାରେଟ ଜଣେ ଲୋକକର ମୋଟ ଆୟୁଷକୁ ପ୍ରାୟ ୨୦ ମିନିଟ କମାଇ ଦେଇଥାଏ। ଆଜ୍ଞା ହଁ, ନୂଆ

୧୧ କୋଟି ଟଙ୍କା ଓ ୫୨ କେଜି ସୁନା ଜବତର ମାଷ୍ଟର ମାଇଣ୍ଡ ସୌରଭ ଶର୍ମା କିଏ ? ଖୋଜୁଛନ୍ତି ୩ ତଦନ୍ତକାରୀ ସଂସ୍ଥା

ନୂଆଦିଲ୍ଲୀ: ୩ ତଦନ୍ତକାରୀ ସଂସ୍ଥା- ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ଆୟକର ବିଭାଗ(ଆଇଟି) ଓ ମଧ୍ୟପ୍ରଦେଶ ଲୋକାୟୁକ୍ତର ସ୍ପେଶାଲ ପୁଲିସ୍‌ ଏଷ୍ଟାବ୍ଲିଶମେଣ୍ଟ(ଏସପିଇ) ସୌରଭ ଶର୍ମା ନାମକ ଜଣେ ବ୍ୟକ୍ତିଙ୍କୁ ବେଶ କିଛି ଦିନ ହେଲା ଖୋଜୁଛନ୍ତି। ଡିସେମ୍ବର ୧୯ରେ ଭୋପାଲର ଗୋଟିଏ ଗାଁ ନିକଟରୁ

କେରଳରେ ଏନସିସି କ୍ୟାମ୍ପରେ ଫୁଡ ପଏଜନିଂ ଅଭିଯୋଗ, ସେନା ଅଧିକାରୀଙ୍କୁ ଆକ୍ରମଣ

ନୂଆଦିଲ୍ଲୀ: କେରଳର ତ୍ରିକ୍କକାରାରେ କେଏମଏମ କଲେଜ ଅଫ୍‌ ଆର୍ଟସ ଆଣ୍ଡ୍‌ ସାଇନ୍ସରେ ଏନସିସି କ୍ୟାମ୍ପରେ ସେନାର ଜଣେ ଅଧିକାରୀଙ୍କୁ ମାଡ଼ ଘଟଣା ସାମ୍‌ନାକୁ ଆସିଛି। ଘଟଣା ଡିସେମ୍ବର ୨୩ ତାରିଖ ବିଳମ୍ବିତ ରାତିରେ ଘଟିଥିବା କୁହାଯାଉଛି। ସୂଚନା ଅନୁଯାୟୀ, ସିପିଆଇଏମ/ ଏସଏଫଆଇର

ଆମ୍ବେଦକର ବିବାଦରେ ଏନଡିଏ ଓ ଇଣ୍ଡି ମେଣ୍ଟ ମଧ୍ୟରୁ କାହାକୁ ମିଳିବ ଅଧିକ ଫାଇଦା ?

ନୂଆଦିଲ୍ଲୀ: ସମ୍ବିଧାନ ନିର୍ମାତା ବାବା ସାହେବ ଡ. ଭୀମରାଓ ଆମ୍ବେଦକରଙ୍କ ପ୍ରତି କଥିତ ଅପମାନକୁ ନେଇ ଗତ ଦୁଇ ସପ୍ତାହ ସମଗ୍ର ଦେଶର ରାଜନୀତି ସରଗରମ ରହିଛି। କଂଗ୍ରେସ ସମେତ ଅନେକ ବିରୋଧୀ ଦଳ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଇସ୍ତଫା ଦାବି କରିଛନ୍ତି। ଆମ୍ବେଦକରଙ୍କ ଅପମାନ ପାଇଁ

‘କେରଳ ମିନି ପାକିସ୍ତାନ’ ବୟାନ ପାଇଁ ବିବାଦରେ ମନ୍ତ୍ରୀ ରାଣେ

ମୁମ୍ବାଇ : ବିବାଦରେ ମହାରାଷ୍ଟ୍ରର କ୍ଷମତାସୀନ ମହାୟୁତି ସରକାରର ମନ୍ତ୍ରୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ। ସେ ଦେଇଥିବା ବୟାନ ବିବାଦର କେନ୍ଦ୍ରବିନ୍ଦୁ ପାଲଟିଛି। କଂଗ୍ରେସର ରାହୁଲ ଗାନ୍ଧି ଓ କେରଳର ୱାୟନାଡରୁ ସାଂସଦ ହୋଇଥିବା ପ୍ରିୟଙ୍କା ଗାନ୍ଧି