Browsing Category

ଦେଶ

ସଂସଦ ହିଁ ସୁପ୍ରିମ୍ ! ନିଜ କଥା ଦୋହରାଇଲେ ଧନଖଡ଼

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ପୁଣି ଥରେ ନ୍ୟାୟପାଳିକା ଏବଂ କାର୍ଯ୍ୟପାଳିକାର ଅଧିକାର କ୍ଷେତ୍ର ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ସେ ମଙ୍ଗଳବାର ଦିନ କହିଛନ୍ତି ଯେ ସମ୍ବିଧାନର ମୌଳିକ ଭାବନାର 'ସର୍ବୋଚ୍ଚ ରକ୍ଷକ' ହେଉଛନ୍ତି ନିର୍ବାଚିତ ଜନପ୍ରତିନିଧି ଏବଂ କେହି…

ଆମରେଲିରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ

ଆମରୋଲି : ମଙ୍ଗଳବାର (୨୨ ଏପ୍ରିଲ) ଗୁଜୁରାଟର ଆମରେଲିରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପାଇଲଟଙ୍କ ଜୀବନ ଯାଇଛି। ଡେପୁଟି ଏସପି ଚିରାଗ ଦେଶାଇ ଏହାକୁ ନିଶ୍ଚିତ କରିଛନ୍ତି। ଦେଶାଇ କହିଛନ୍ତି ଯେ ଭିଜନ୍ ଫ୍ଲାଇଂ ଇନଷ୍ଟିଚ୍ୟୁଟର ଏକ ତାଲିମ ବିମାନ ଆମରେଲିରେ…

ମନି ଲଣ୍ଡରିଂ ମାମଲା, ମହେଶବାବୁଙ୍କୁ ଇଡି ସମନ

ହାଇଦ୍ରାବାଦ : ମନି ଲଣ୍ଡରିଂ ମାମଲାରେ ଏପ୍ରିଲ ୨୮ ତାରିଖରେ ହାଜର ହେବାକୁ ଲଗୁ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମନ ଜାରି କରିଛି। ହାଇଦ୍ରାବାଦରେ ଏକ ରିଅଲ୍ ଇଷ୍ଟେଟ୍ ଠକେଇ ମାମଲାରେ ଟଲିଉଡ୍ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ…

ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍‌ ଡାକ୍ତରଖାନାରେ ଭର୍ତ୍ତି

ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍‌ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ସୋମବାର ତାଙ୍କୁ ଇଷ୍ଟର୍ଣ୍ଣ କମାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଭବନର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ତାଙ୍କୁ ପୂର୍ବାହ୍ନ ପ୍ରାୟ ୧୦ଟା…

ପୋପ୍‌ଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ଭାଟିକାନ ସିଟିର ପୋପ୍‌ ଫ୍ରାନ୍‌ସିସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ଏହି ଅବସରରେ ପୋପ୍‌ଙ୍କ ସହ ସାକ୍ଷାତ ସମୟର ମୁହୂର୍ତ୍ତକୁ ମନେ ପକାଇ ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ସାମାଜିକ…

ପୂର୍ବତନ ପୁଲିସ ଡିଜିଙ୍କୁ ହତ୍ୟା: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭଲ ନଥିଲା ସଂପର୍କ

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ଓମ୍‌ପ୍ରକାଶଙ୍କ କ୍ଷତବିକ୍ଷତ ମୃତଦେହ ରବିବାର ବେଙ୍ଗାଲୁରୁ ଏଚ୍ଏସ୍ଆର୍ ଲେଆଉଟ୍‌ସ୍ଥିତ ବାସଭବନରୁ ମିଳିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଓମ୍‌ପ୍ରକାଶଙ୍କୁ ହତ୍ୟା କରାଯାଇଥିବାବେଳେ ପତ୍ନୀ ପଲ୍ଲବୀଙ୍କୁ ପୁଲିସ ଅଟକ ରଖିଛି।…

ଦିଲ୍ଲୀ ମେୟର ନିର୍ବାଚନରୁ ଦୂରେଇ ରହିବ ଆପ୍‌

ଦିଲ୍ଲୀ ମେୟର ନିର୍ବାଚନରୁ ଦୂରେଇ ରହିବ ଆମ ଆଦମୀ ପାର୍ଟି(ଆପ୍‌)। ଦଳ ନିର୍ବାନରେ ଅଂଶଗ୍ରହଣ କରିବ ନାହିଁ ବୋଲି ସୋମବାର ଘୋଷଣା କରିଛି। ଆପ୍‌ର ଏହି ଘୋଷଣା ପରେ ଦିଲ୍ଲୀ ମହାନଗର ନିଗମ(ଏମସିଡି)ର ନିୟନ୍ତ୍ରଣ ବିଜେପି କବଜାକୁ ଯିବା ସ୍ପଷ୍ଟ ହୋଇଛି। ଆପ୍‌ର ଦିଲ୍ଲୀ ମୁଖ୍ୟ ସୌରଭ ଭରଦ୍ଵାଜ…

୪ ଦିନିଆ ଭାରତ ଗସ୍ତରେ ଆସି ଦିଲ୍ଲୀରେ ପହଞ୍ଚିଲେ ଆମେରିକାର ଉପ ରାଷ୍ଟ୍ରପତି

ୱାଶିଂଟନ୍‌: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ସୋମବାର ଦିନ ଭାରତ ଗସ୍ତରେ ଆସି ଦିଲ୍ଲୀରେ ଅବତରଣ କରିଛନ୍ତି। ଏହା ହେଉଛି ତାଙ୍କର ପ୍ରଥମ ସରକାରୀ ଭାରତ ଗସ୍ତ। ସେ ଭାରତ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସଂଗରେ ଆଲୋଚନା କରିବାର ଯୋଜନା…

ପୁଣି ଭାରତକୁ ଆସିବ ୮ ଚିତା; ଆସନ୍ତା ମେ’ରେ ପ୍ରଥମ ପର୍ଯ୍ୟାୟରେ ଆସିବେ ୪

ଭୋପାଳ: ଆଗାମୀ ଦିନରେ ଦକ୍ଷିଣ ଆଫ୍ରିକାର ବୋତସୱାନାରୁ ଆଠଟି ଚିତା ଦୁଇଟି ପର୍ଯ୍ୟାୟରେ ଭାରତର ମଧ୍ୟପ୍ରଦେଶକୁ ଅଣାଯିବ। ମେ ମାସରେ ଚାରୋଟି ଚିତାବାଘ ଆସିବ, ତା’ପରେ ଆଉ ଚାରୋଟି ଚିତାବାଘ ଭାରତକୁ ଅଣାଯିବ। ପ୍ରୋଜେକ୍ଟ ଚିତା ଅଧୀନରେ, ସେମାନଙ୍କୁ ଏବେ ପର୍ଯ୍ୟାୟକ୍ରମେ ଗାନ୍ଧୀ ସାଗର…

୨୨ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାଉଦି ଆରବ ଗସ୍ତ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୨ରେ ସାଉଦି ଆରବ ଗସ୍ତରେ ଯିବେ ବୋଲି ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ସାଉଦି ଯୁବରାଜ ମହମ୍ମଦ ବିନ୍‌ ସଲମାନଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ସେଠାକୁ ଯାଉଛନ୍ତି। ଦୁଇ ଦିନିଆ ଗସ୍ତ କାଳରେ ମୋଦୀ ଓ ସଲମାନଙ୍କ ମଧ୍ୟରେ ବିଭିନ୍ନ…