Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଦିଲ୍ଲୀରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ କରିବା ପାଇଁ ଆଠଟି କମିଟି ଗଠନ
ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) କାର୍ଯ୍ୟକାରୀ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି । ଏ ନେଇ ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଏହି ଯୋଜନାର ପ୍ରଭାବଶାଳୀ ଏବଂ ସୁଗମ ପାଇଁ!-->…
କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନୂଆ ଖେଳ, ଛଡ଼ାଇନେଲା ଅପିଲ କରିବାର ଅଧିକାର
ନୂଆଦିଲ୍ଲୀ: କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନାଟକ ପୁଣି ଥରେ ସାମ୍ନାକୁ ଆସିଛି। ପାକିସ୍ତାନ ଯାଦବଙ୍କ ପରିବାରଠାରୁ ଆବେଦନ କରିବାର ଅଧିକାର ମଧ୍ୟ ଛଡ଼ାଇ ନେଇଛି। ଇସ୍ଲମାବାଦ ନିଜେ ପାକିସ୍ତାନ ସୁପ୍ରିମକୋର୍ଟରେ ଏହା ସ୍ୱୀକାର କରିଛି। ୨୦୧୯ ମସିହାରେ ଯାଦବଙ୍କ ସହ ଜଡିତ ମାମଲାର!-->…
ଜମ୍ମୁ-କାଶ୍ମୀରରେ ପ୍ରକୃତିର ତାଣ୍ଡବଲୀଳା, ରାମବନ ଛାରଖାର
ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ପ୍ରକୃତିର ତାଣ୍ଡବଲୀଳା ପରେ ଛାରଖାର ହୋଇଛି ରାମବନ । ବିପର୍ଯ୍ୟୟରେ ସବୁଠୁ ଅଧିକ ରାମବନରେ କ୍ଷୟକ୍ଷତି ହୋଇଥିବା ବେଳେ ଧୋଇ ଯାଇଛି ରାସ୍ତାଘାଟ । ବାଦଲଫଟା ବର୍ଷା ଏବଂ ତତ୍ ଜନିତ ଭୂସ୍ଖଳନ ଫଳରେ ଅନେକ ସ୍ଥାନରେ ଧସିଯାଇଛି ପାହାଡ ଓ ଘର । ସାଧାରଣ ରାସ୍ତା ଘାଟ!-->…
ସାଂସଦ ନିଶିକାନ୍ତ ଦୁବେଙ୍କ ବିରୋଧରେ ଚାଲିବ ଅଦାଲତ ଅବମାନନା ମାମଲା !
ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଏବଂ ମୁଖ୍ୟ ବିଚାରପତିଙ୍କ ସମ୍ପର୍କରେ ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ବୟାନକୁ ନେଇ ଅବମାନନା ମାମଲା ରୁଜୁ ପାଇଁ ଦାବି ଆରମ୍ଭ ହୋଇଛି। ସୁପ୍ରିମକୋର୍ଟର ଜଣେ ଓକିଲ ରେକର୍ଡରେ ଥିବା ଓକିଲ ଆଟର୍ଣ୍ଣି ଜେନେରାଲଙ୍କୁ ଏକ ଚିଠି ଲେଖି ଅବମାନନା ମାମଲା ଦାୟର!-->…
ଦିଲ୍ଲୀରେ ଭୁଶୁଡ଼ି ପଡ଼ିଲା କୋଠା, ୧୧ ମୃତ
ନୂଆଦିଲ୍ଲୀ: ଦିଲ୍ଲୀର ମୁସ୍ତାଫାବାଦ ଅଞ୍ଚଳର ଶକ୍ତି ବିହାରରେ ଶନିବାର (୧୯ ଏପ୍ରିଲ) ପ୍ରତ୍ୟୁଷରେ ଏକ ଚାରି ମହଲା କୋଠା ଭୁଶୁଡ଼ି ପଡ଼ିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୨ ଜଣଙ୍କୁ ଭଗ୍ନାବଶେଷରୁ ଉଦ୍ଧାର କରାଯାଇଛି। କୋଠା ଭୁଶୁଡ଼ିବା ସମ୍ପର୍କରେ ଏକ!-->…
ବାଂଲାଦେଶରେ ହିନ୍ଦୁ ନେତାଙ୍କୁ ହତ୍ୟାର ଦୃଢ଼ ନିନ୍ଦା କଲା ଭାରତ
ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ନେତା ଭବେଶ ଚନ୍ଦ୍ର ରଏଙ୍କୁ ହତ୍ୟା କରାଯାଇଛି। ଭବେଶଙ୍କୁ ଅପହରଣ କରାଯିବା ପରେ ଅତି ନିର୍ମମ ଭାବେ ତାଙ୍କୁ ହତ୍ୟା କରାଯିବା ଘଟଣାର ଦୃଢ଼ ନିନ୍ଦା କରିଛି ଭାରତ। ଏହା ମହମ୍ମଦ ୟୁନୁସଙ୍କ ନେତୃତ୍ଵାଧୀନ ଅନ୍ତରୀଣ ସରକାରର ଏକ ବ୍ୟବସ୍ଥାଗତ ଅତ୍ୟାଚାରର ଢାଞ୍ଚା!-->…
‘ସୁପ୍ରିମକୋର୍ଟ ଯଦି ଆଇନ ତିଆରି କରିବେ, ତେବେ ସଂସଦକୁ ବନ୍ଦ କରିଦିଆଯାଉ’
ଓ୍ବାକଫ ସଂଶୋଧନ ଆଇନକୁ ନେଇ ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କ ଲାଗି ସମୟସୀମା ଧାର୍ଯ୍ୟ କରିବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ସୁପ୍ରିମକୋର୍ଟଙ୍କୁ ଭର୍ତ୍ସନା କରିବା ପରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଅନୁରୂପ ମନ୍ତବ୍ୟ!-->…
ଓ୍ବାକଫ ଆଇନ: ମୋଦୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ମୁସଲମାନ ସମ୍ପ୍ରଦାୟ
ଓ୍ବାକଫ ସଂଶୋଧନ ଆଇନ ୨୦୨୫ର ଦୁଇଟି ଗୁରୁତ୍ଵପୂର୍ଣ୍ଣ ପ୍ରାବଧାନ ଉପରେ ସୁପ୍ରିମକୋର୍ଟ ଗୁରୁବାର ସ୍ଥିତାବସ୍ଥା ଜାରି କରିଛନ୍ତି। ଆଗାମୀ ଶୁଣାଣି ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଓ୍ବାକଫ ଆଇନକୁ ନେଇ ବିବାଦ ଆରମ୍ଭ ହୋଇଥିବାବେଳେ କିଛି ମୁସଲମାନ ସମ୍ପ୍ରଦାୟ ଗୁରୁବାର ପ୍ରଧାନମନ୍ତ୍ରୀ!-->…
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
‘ଭଗବଦ ଗୀତା’ ଏବଂ ଭରତ ମୁନିଙ୍କ ‘ନାଟ୍ୟଶାସ୍ତ୍ର’କୁ ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ କରାଯାଇଛି। କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତ ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଏହାକୁ ନେଇ!-->…
ହିଂସାକାଣ୍ଡ ପରେ ଟ୍ରେନରେ ଯାଇ ମୁର୍ଶିଦାବାଦରେ ପହଞ୍ଚିଲେ ପଶ୍ଚିମବଙ୍ଗ ରାଜ୍ୟପାଳ
କୋଲକାତା: ମୁର୍ଶିଦାବାଦରେ ପହଞ୍ଚିଲେ ପଶ୍ଚିମବଙ୍ଗ ରାଜ୍ୟପାଳ । ହିଂସାସ୍ଥଳ ବୁଲି ଦେଖିବା ସହ ପୀଡିତଙ୍କ ସହ କଥା ହେବେ ରାଜ୍ୟପାଳ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହିଂସାସ୍ଥଳକୁ ନଯିବାକୁ ଅନୁରୋଧ କରିବା ପରେ ବି ତାଙ୍କ କଥାକୁ ଏଡାଇ ଦେଇ ଶେଷରେ ହିଂସାସ୍ଥଳରେ ପହଞ୍ଚିଛନ୍ତି ପଶ୍ଚିମବଙ୍ଗ!-->…