Browsing Category

ଦେଶ

ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ

ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ ଜେ.ବି. ପର୍ଦ୍ଦିୱାଲା ଓ ଜଷ୍ଟିସ ଆର. ମହାଦେବନଙ୍କ ଖଣ୍ଡପୀଠ ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ କରି ୭୩ଟି ଆବେଦନର ଶୁଣାଣି କରୁଥିଲା, ଯାହା ଅନେକ ରାଜ୍ୟରେ ବିରୋଧ ସୃଷ୍ଟି କରିଛି। ମୁଖ୍ୟ ବିଚାରପତି…

ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମହାରାଷ୍ଟ୍ରର ଏକ ପୌରପାଳିକାର ସାଇନ୍ ବୋର୍ଡରେ ଉର୍ଦ୍ଦୁ ବ୍ୟବହାର କରିବାର ଚ୍ୟାଲେଞ୍ଜକୁ ପ୍ରତ୍ୟାଖ୍ୟାନ କରି ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି ଯେ ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ ଏବଂ ଭାରତର ଭାଷାଗତ ବିବିଧତାକୁ ପ୍ରଶଂସା କରାଯିବା ଉଚିତ। …

ବଢିପାରେ ଦିଗବିଜୟଙ୍କ ଅଡୁଆ, ପୁଣି ଖୋଲିବ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟସଭା ସାଂସଦ ଦିଗବିଜୟ ସିଂହଙ୍କ ସମସ୍ୟା ବଢ଼ିପାରେ, କାରଣ ୨୮ ବର୍ଷ ପରେ କଂଗ୍ରେସ ନେତ୍ରୀ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା ପୁଣି ଥରେ ଖୋଲିବାକୁ ଯାଉଛି। ଏହି ମାମଲାରେ, ସରଳା ମିଶ୍ରଙ୍କ ଭାଇ ଦିଗବିଜୟ ସିଂହଙ୍କ ବିରୋଧରେ…

ବିହାରରେ ମୁଣ୍ଡ ଟେକିଲେଣି ନୂଆଦଳ, ବଦଳାଇ ଦେଇପାରନ୍ତି ରାଜନୀତିର ଦୃଶ୍ୟପଟ୍ଟ

ପାଟଣା: ଚଳିତ ବର୍ଷ ଶେଷ ସୁଦ୍ଧା ବିହାରରେ ବିଧାନସଭା ନିର୍ବାଚନରେ ଭାଗ୍ୟ ପରଖିବେ ସବୁ ରାଜନୈତିକ ଦଳ । ଏହି ନିର୍ବାଚନରେ ଗୋଟିଏ ପଟେ ବିଜେପି, ଜନତା ଦଳ ୟୁନାଇଟେଡ୍‌, ଆରଜେଡି ଏବଂ କଂଗ୍ରେସ ପରି ପୁରୁଣା ଦଳଗୁଡ଼ିକ ପ୍ରତିଦ୍ୱନ୍ଦିତା କରିବେ । ଅନ୍ୟପଟେ ନିର୍ବାଚନ ରଣନୀତିକାରରୁ ରାଜନେତା…

ଜିନପିଙ୍ଗଙ୍କୁ ଶକ୍ତ ଧକ୍କା: ମହିଳା ଅଧିକାରୀ ତାଇୱାନକୁ ପଠାଇଲେ ୩ ଲକ୍ଷ ଗୁପ୍ତ ଫାଇଲ୍!

ବେଜିଂ: ଚୀନ୍‌ର ଜଣେ ମହିଳା ଗୁପ୍ତଚର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଶକ୍ତ ଧକ୍କା ଦେଇଛନ୍ତି। କୁହାଯାଉଛି ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ଏହି ମହିଳା ୩ ଲକ୍ଷ ଗୁପ୍ତ ଫାଇଲ୍ ଗାଏବ କରିଦେଇଛନ୍ତି। ଏହି ଖବର ପ୍ରକାଶ ପାଇବା ମାତ୍ରେ ଚୀନ୍‌ରେ ଆତଙ୍କ ସୃଷ୍ଟି ହୋଇଛି। ସେନା ଅଧିକାରୀମାନେ…

ନଦୀ ଭିତରକୁ ଯାଇ ରିଲ୍ କରୁଥିବା ବେଳେ ଭାସିଗଲେ ମହିଳା, ଏପର୍ଯ୍ୟନ୍ତ ମିଳୁନି ପତ୍ତା

ନୂଆଦିଲ୍ଲୀ: ଉତ୍ତରକାଶୀର ମଣିକର୍ଣ୍ଣିକା ଘାଟରେ ଏକ ଦୁଃଖଦ ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ୧୪ ଏପ୍ରିଲର ଏହି ଘଟଣାରେ, ଜଣେ ମହିଳା ରିଲ୍ ତିଆରି କରୁଥିବା ସମୟରେ ଗଙ୍ଗା ନଦୀରେ ଭାସି ଯାଇଥିଲେ। ଭିଡିଓରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ମହିଳା ଜଣକ କ୍ୟାମେରା ଆଡ଼କୁ…

ବିହାରକୁ ପଶ୍ଚିମବଙ୍ଗ ଭଳି ଅବସ୍ଥା କରିବାକୁ ଚାଁହୁଛନ୍ତି ରାହୁଲ-ତେଜସ୍ୱୀ: ପ୍ରମୋଦ କୃଷ୍ଣମ

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ଆଡକୁ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ବିଜେପି, ଜେଡିୟୁ, କଂଗ୍ରେସ, ଆରଜେଡି ସମେତ ବିଭିନ୍ନ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ଦିନ, ରାଷ୍ଟ୍ରୀୟ ଜନତା ଦଳ (RJD) ଏବଂ କଂଗ୍ରେସ ନେତାମାନେ ଜାତୀୟ ରାଜଧାନୀ…

ନ୍ୟାସନାଲ ହେରାଲ୍ଡ ମାମଲା : ରାହୁଲ, ସୋନିଆଙ୍କ ବିରୋଧରେ ଚାର୍ଜସିଟ୍

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡି ଅଭିଯୋଗପତ୍ର ବା ଚାର୍ଜସିଟ୍ ଦାଖଲ କରିଛି। ଚାର୍ଜସିଟରେ କଂଗ୍ରେସ ଓଭରସିଜ୍ ମୁଖ୍ୟ ସାମ ପିଟ୍ରୋଡାଙ୍କ ନାମ ମଧ୍ୟ ସାମିଲ ଅଛି। ଏଥିରେ ସୁମନ ଦୁବେ…

ବିକ୍ରି ହୋଇପାରେ ହ୍ୱାଟ୍ସଆପ୍‌ ଓ ଇନଷ୍ଟାଗ୍ରାମ୍‌

ମୁମ୍ବାଇ: ସୋସିଆଲ ମିଡିଆ ଆପ୍‌ ଇନଷ୍ଟାଗ୍ରାମ ଓ ହ୍ୱାଟ୍ସଆପ୍‌କୁ ନେଇ ଏକ ବଡ଼ ଖବର ହସ୍ତଗତ ହୋଇଛି। ଅଡୁଆରେ ଫସି ଯାଇଛନ୍ତି ଏହାର ମାଲିକ ମାର୍କ ଜୁକରବର୍ଗ। ସୂଚନା ରହିଛି ଯେ ବିକ୍ରି କରିବାକୁ ପଡ଼ିପାରେ ସବୁଠୁ ବଡ଼ ଆପ୍‌ ହ୍ୱାଟ୍ସଆପ୍‌ ଓ ଇନଷ୍ଟାଗ୍ରାମ । ବିଶ୍ୱର ଦୁଇ ବିଶାଳ ସୋସିଆଲ…