Browsing Category

ଦେଶ

ମେହୁଲ ଚୋକସିଙ୍କ ପ୍ରତ୍ୟର୍ପଣ ପାଇଁ ପ୍ରସ୍ତୁତ ହେଉଛି ଭାରତ, ବେଲଜିୟମ ଯିବ ଇଡି-ସିବିଆଇ ଟିମ୍‌

ନୂଆଦିଲ୍ଲୀ,୧୫।୪: ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ଭାରତ ଆଣିବା ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (CBI) ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଦଳ ବେଲଜିୟମ ଯିବ। ଉଭୟ ଏଜେନ୍ସିରୁ ଦୁଇରୁ ତିନି ଜଣ ଅଧିକାରୀଙ୍କୁ ବେଲଜିୟମ ପଠାଯାଇପାରେ ବୋଲି ବିଶ୍ୱାସ…

ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କୋର୍ଟ କହିଛନ୍ତି। ପ୍ରଥମତଃ, ଯେଉଁ ହସ୍ପିଟାଲରୁ ନବଜାତ ଶିଶୁ ଚୋରି ହୁଏ, ସେହି…

ୱାକଫ୍ ବିଲ୍ ପରେ ୟୁନିଫର୍ମ ସିଭିଲ୍ କୋଡ୍ ପାଇଁ ପ୍ରସ୍ତୁତ ହେଉଛନ୍ତି ମୋଦି ସରକାର

ନୂଆଦିଲ୍ଲୀ,୧୫।୪: ୱାକଫ୍ ସଂଶୋଧନ ବିଲ୍‌ରେ ସଂସଦରେ ସମର୍ଥନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ଏବେ ୟୁନିଫର୍ମ ସିଭିଲ୍ କୋଡ୍ (ୟୁସିସି) ପ୍ରଣୟନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, ଏହା ସରକାରଙ୍କ ପ୍ରାଥମିକତା ତାଲିକାରେ…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଧକ୍କା, ମୁଡା ଦୁର୍ନୀତି ମାମଲାରେ ତଦନ୍ତ ଜାରି ରଖିବାକୁ କୋର୍ଟଙ୍କ…

ବେଙ୍ଗାଲୁରୁ : କର୍ଣ୍ଣାଟକର ଏକ ସ୍ୱତନ୍ତ୍ର କୋର୍ଟ ଏମୟୁଡିଏ (ମୁଡା) ଜମି ଆବଣ୍ଟନ ମାମଲାର ତଦନ୍ତ ଜାରି ରଖିବାକୁ ଲୋକାୟୁକ୍ତ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜଡିତ ଥିବା ଅଭିଯୋଗ ହୋଇଛି। ମୁଡା ମାମଲାରେ ଲୋକାୟୁକ୍ତ ପୋଲିସ ଦ୍ୱାରା ଦାଖଲ…

ଲୋକେ ଚାହୁଁଛନ୍ତି ମୁଁ ରାଜନୀତିକୁ ଆସେ କିନ୍ତୁ ବିଜେପି ମତେ ଆସିବାକୁ ଦେଉନି – ରବର୍ଟ ଭଦ୍ରା

ନୂଆଦିଲ୍ଲୀ: ଇଡିରେ ହାଜର ହେବାକୁ ଯିବା ବେଳେ ବିଜେପି ଉପରେ ବର୍ଷିଲେ ରବର୍ଟ ଭଦ୍ରା । ବିଜେପି ଏବଂ ତାର ନିମ୍ନ ମାନସିକତା ନେଇ ଟାର୍ଗେଟ୍ କରିଛନ୍ତି ରବର୍ଟ । ମାମଲାରେ କିଛି ନାହିଁ ଏହା କେବଳ ରାଜନୈତିକ ପ୍ରତିଶୋଧ ବୋଲି କହି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ରବର୍ଟ । ଏଥିସହ ତାଙ୍କ…

ହାଇଜାକ୍ ହୋଇ ସାରିଛନ୍ତ ନୀତୀଶ ଜୀ…. – ତେଜସ୍ବୀ ଯାଦବ

ନୂଆଦିଲ୍ଲୀ: ନୀତୀଶ କୁମାରଙ୍କ ଉପରେ ବର୍ଷିଲେ ତେଜସ୍ବୀ ଯାଦବ । ରାହୁଲ ଗାନ୍ଧୀଙ୍କୁ ଭେଚିବା ପରେ ନୀତୀଶଙ୍କୁ କଲେ ନିଶାନା । କହିଲେ ହାଇଜାକ୍ ହୋଇ ସାରିଛନ୍ତ ନୀତୀଶ ଜୀ… ବିହାର ନିର୍ବାଚନ ଚଳିତ ବର୍ଷ ଶେଷ ଆଡକୁ ଥିବା ବେଳେ ତାଆଗରୁ ବିହାର ନେତାଙ୍କ ମୁହଁରୁ ଶୁଣିବାକୁ ମିଳୁଛି ବଡ ବଡ…

ଡ୍ରଗ୍ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରି ନିଜେ ଫସିଗଲେ ମାକ୍ରନ୍: ଜେଲ୍ ଉପରେ ଆକ୍ରମଣ

ପ୍ୟାରିସ୍: ଫ୍ରାନ୍ସର ଡ୍ରଗ୍ ମାଫିଆମାନେ ସରକାରଙ୍କ ବିରୋଧରେ ବନ୍ଧୁକ ଉଠାଇଛନ୍ତି। ଦେଶରେ ନିଶା ନିବାରଣ ବିରୋଧରେ ଏକ କଠୋର ଅଭିଯାନ ଆରମ୍ଭ ହୋଇଛି। ଅନେକ ଡ୍ରଗ୍ସ ମାଫିଆଙ୍କୁ ମଧ୍ୟ ଗିରଫ କରାଯାଇଛି। ସରକାରଙ୍କ କଠୋର କାର୍ଯ୍ୟାନୁଷ୍ଠାନ ଏବେ ନିଜ ପାଇଁ ମହଙ୍ଗା ପଡ଼ିଛି। ପ୍ରକୃତରେ, ଏହି…

ପ୍ରଥମ ଥର ପାଇଁ ମହାକାଶ ଯାତ୍ରା କରିବେ ୬ ମହିଳା

ଏକ ସାଙ୍ଗରେ ୬ ମହିଳା ଯିବେ ମହାକାଶ । ପପ୍ ଗାୟିକା, ସାମ୍ବାଦିକ, ବୈଜ୍ଞାନିକ, ଫିଲ୍ମ ନିର୍ମାତା ଏପରି ଭିନ୍ନ ଭିନ୍ନ କ୍ଷେତ୍ରର ୬ ଜଣ ମହିଳା ଗ୍ରୁପ୍ ହୋଇ ମହାକାଶ ଯାତ୍ରା କରିବେ । ଆଜି ଏହି ୬ ମହିଳାଙ୍କ ଟିମ୍ ଜେଫ୍ ବେଜୋସଙ୍କ କମ୍ପାନୀ ବ୍ଲୁ ଓରିଜିନର ନ୍ୟୁ ସେପର୍ଡ ରକେଟ୍ ଜରିଆରେ…

ପ୍ରଶଂସକଙ୍କ ପାଇଁ ଶାହରୁଖଙ୍କ ବଙ୍ଗଳାରେ ରାତି ବିତାଇବାର ସୁଯୋଗ

ମୁମ୍ବଇ: ଶାହରୁଖ ଖାନ ତାଙ୍କ ପ୍ରଶଂସକମାନଙ୍କୁ ଏକ ନିଆରା ଉପହାର ଦେଉଛନ୍ତି। ଏବେ ଆପଣ ତାଙ୍କ ରାଜକୀୟ ଜୀବନଶୈଳୀକୁ ଗୋଟିଏ ରାତି ପାଇଁ ବଞ୍ଚିପାରିବେ। କାଲିଫର୍ଣ୍ଣିଆର ବେଭର୍ଲି ହିଲ୍ସରେ ତାଙ୍କ ବିଳାସପୂର୍ଣ୍ଣ ବଙ୍ଗଳା ଭଡ଼ା ପାଇଁ ଉପଲବ୍ଧ। ଏହି ବିଳାସପୂର୍ଣ୍ଣ ଘର ପ୍ରସିଦ୍ଧ ରୋଡିଓ…

ହିସାରରୁ ଅଯୋଧ୍ୟାକୁ ଉଡ଼ିବ ବିମାନ: ନୂତନ ଟର୍ମିନାଲ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ,…

ହିସର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ହିସାରରୁ ଅଯୋଧ୍ୟାକୁ ଏକ ବ୍ୟବସାୟିକ ବିମାନ ଉଡ଼ାଣ ପାଇଁ ବିମାନବନ୍ଦରରେ ନୂତନ ଟର୍ମିନାଲ ବିଲ୍ଡିଂର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ତାଙ୍କ ଦଳ ଦ୍ୱାରା ରାଜ୍ୟର ଦାୟିତ୍ୱ…