Browsing Category

ଦେଶ

ଚେକିଂ ବେଳେ କନଷ୍ଟେବଳଙ୍କ ଉପରେ ମାଡ଼ିଗଲା ଟ୍ରକ୍‌, ଭିତରେ ଥିଲା ୪ କୋଟିର ଡ୍ରଗ୍ସ

ଟ୍ରକ୍‌ରେ ଚାଲାଣ ହେଉଥିଲା ୪ କୋଟି ମୂଲ୍ୟର ଡ୍ରଗ୍ସ । ଖବର ପାଇ ପୁଲିସ୍‌ ଯାଞ୍ଚ କରୁଥିବା ବେଳେ ଘଟିଲା ଅଘଟଣ। ଫେରାର ହେବାକୁ ଉଦ୍ୟମ କରୁଥିବା ଡ୍ରଗ୍ସ ମାଫିଆ ଜଣେ କନଷ୍ଟେବଳଙ୍କ ଉପରେ ଟ୍ରକ୍‌ ଚଢ଼ାଇ ଦେଇଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏପରି ଏକ ଅଘଟଣ ଆସାମର ଶ୍ରୀଭୂମି

କୋଚିଂ ସେଣ୍ଟରରେ ବିଷାକ୍ତ ଗ୍ୟାସ ଲିକ୍, ୧୨ରୁ ଅଧିକ ଛାତ୍ରଛାତ୍ରୀ ଅଚେତ୍

ରାଜସ୍ଥାନର ଜୟପୁରର ଗୋପାଳପୁରା ଥିବା ଏକ ଘରୋଇ କୋଚିଂ ସେଣ୍ଟରରେ ବିଷାକ୍ତ ଗ୍ୟାସ ଲିକ୍ ହେବା ଯୋଗୁ ୧୨ରୁ ଅଧିକ ଛାତ୍ରଛାତ୍ରୀ ଅଚେତ ହୋଇପଡିଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । ଅନ୍ୟମାନଙ୍କୁ ନିକଟସ୍ଥ

କାଳକାଜିରୁ ଆତିଶୀ ଓ ନୂଆ ଦିଲ୍ଲୀରୁ ଭାଗ୍ୟ ପରୀକ୍ଷା କରିବେ କେଜ୍ରିଓ୍ୱାଲ୍‌

ନୂଆ ଦିଲ୍ଲୀରୁ ନିର୍ବାଚନ ଲଢ଼ିବେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟିର ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ। ସେ ପୁଣି ଥରେ ଏଠୁ କରିବେ ନିଜ ଭାଗ୍ୟ ପରୀକ୍ଷା। ସେହିପରି କାଳକାଜିରୁ ମୈଦାନକୁ ଓହ୍ଲାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ। ସେ ମଧ୍ୟ ପୁଣି ଏଠୁ ହିଁ

ନକ୍ସଲ ଦମ୍ପତିଙ୍କ ସହ ୫ ହାର୍ଡକୋର ନକ୍ସଲଙ୍କ ଆତ୍ମସମର୍ପଣ, ୯ ମାଓବାଦୀ ଗିରଫ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ ସୁକମା ପୁଲିସକୁ ମିଳିଛି ପୁଣି ଏକ ବଡ ସଫଳତା। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆଗମନ ପୂର୍ବରୁ ୫ ଜଣ ଦୁର୍ଦାନ୍ତ ନକ୍ସଲଙ୍କ ଆତ୍ମସମର୍ପଣ ଏକ ବଡ଼ ସଫଳତା ବୋଲି ପୁଲିସ କହିଛି। ସୁକମା ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର

ଫଡନବୀସ ମନ୍ତ୍ରିମଣ୍ଡଳର ସଂପ୍ରସାରଣ, ଶପଥ ନେଲେ ମନ୍ତ୍ରୀ

ମୁମ୍ବାଇ: ରବିବାର ଫଡନାଭିସ କ୍ୟାବିନେଟ ସମ୍ପ୍ରସାରଣ କରାଯାଇଥିଲା । ବିଜେପି, ଏନସିପି ଓ ଶିବସେନାର ବିଧାୟକମାନେ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଅଜିତ ପାଓ୍ବାରଙ୍କ ଉପସ୍ଥିତିରେ ରାଜ୍ୟପାଳ ସିପି ରାଧାକୃଷ୍ଣନ

ନିକିତାଙ୍କ ଗିରଫ ପରେ ପ୍ରଶ୍ନ କଲେ ଅତୁଲଙ୍କ ବାପା, ମୋ ନାତି ବଞ୍ଚିଛି ନା ମାରିଦେଲ?

ଯୁବ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ମାମଲାକୁ ନେଇ ଦିନକୁ ଦିନ ନୂଆ ନୂଆ ମୋଡ ସାମ୍ନାକୁ ଆସୁଛି। ଆତ୍ମହତ୍ୟା କରିବା ପାଇଁ ଉସ୍‌କାଇବା ଓ ନିର୍ଯାତନା ଦେବା ଅଭିଯୋଗରେ ବେଙ୍ଗାଲୁରୁ ପୁଲିସ ତାଙ୍କ ପତ୍ନୀ ନିକିତା, ଶାଶୁ ଓ ଶଳାକୁ ଗିରଫ କରିଛି। ଏହି ଗିରଫଦାରୀ ପରେ ତାଙ୍କ ୪ ବର୍ଷର

ଅତୁଲ ସୁଭାଷ ଆତ୍ମହତ୍ୟା ମାମଲା, ପତ୍ନୀ ନିକିତାଙ୍କ ସମେତ ୩ ଗିରଫ

ବେଙ୍ଗାଲୁରୁର AI ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ମମଲାରେ ପୁଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇଞ୍ଜିନିୟରଙ୍କ ପତ୍ନୀ ନିକିତା ସିଙ୍ଘାନିଆ ତାଙ୍କ ମା' ନିଶା ସିଙ୍ଘାନିଆ ଓ ଭାଇକୁ ବେଙ୍ଗାଲୁରୁ ପୁଲିସ ଗିରଫ କରିଛି। ନିକିତାଙ୍କୁ ଗୁରୁଗ୍ରାମରୁ ଓ ମା' ଏବଂ ଭାଇକୁ

ମଣିପୁରରେ ପୁଣି ହିଂସା, ୨ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା

ମଣିପୁରରେ ପୁଣି ହିଂସା। ଉଗ୍ରବାଦୀମାନେ ପୁଣି ଏଠାରେ ଘଟାଇଛନ୍ତି ବର୍ବର କାଣ୍ଡ। କାମରୁ ଘରକୁ ଫେରୁଥିବା ବେଳେ ଦୁଇ ଜଣ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମଣିପୁରର କାକଚିଙ୍ଗ ଜିଲ୍ଲାରେ ଏହି ଘଟଣା ଘଟିଛି। ଏହାକୁ ନେଇ ପୂରା ଅଞ୍ଚଳରେ ଆତଙ୍କ ଖେଳି ଯାଇଛି। ଉଭୟ ପ୍ରବାସୀ

ଇଭିଏମକୁ ଦୋଷ ଦେବା ଛାଡ଼: କଂଗ୍ରେସକୁ କହିଲେ ଓମାର

ଶ୍ରୀନଗ: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ରବିବାର କଂଗ୍ରେସ ଦଳକୁ ଏକ ବଡ଼ ପରାମର୍ଶ ଦେଇଛନ୍ତି। ଅବଦୁଲ୍ଲା କଂଗ୍ରେସ ଦଳକୁ ଇଭିଏମ ବିଷୟରେ ବାରମ୍ବାର ଅଭିଯୋଗ କରିବା ବନ୍ଦ କରିବାକୁ ଏବଂ ନିର୍ବାଚନ ଫଳାଫଳକୁ ଗ୍ରହଣ କରିବାକୁ କହିଛନ୍ତି। ସୂଚନାଯୋଗ୍ୟ, ନିକଟରେ ଅନୁଷ୍ଠିତ

ସମ୍ବିଧାନ ନିର୍ମାଣରେ ମହିଳା ଶକ୍ତିର ବଡ଼ ଅବଦାନ ରହିଛି – ମୋଦୀ

ଲୋକସଭାରେ ଆଜି ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ହୋଇଥିବା ବିତର୍କର ଜବାବ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସଂସଦର ନିମ୍ନ ସଦନରେ ସମ୍ବିଧାନ ଗ୍ରହଣର ୭୫ ବର୍ଷ ପୂର୍ତ୍ତି ଅବସରରେ ଡିସେମ୍ବର ୧୩ ତାରିଖରେ ଏହା ଉପରେ ଦୁଇ ଦିନିଆ ବିତର୍କ ଆରମ୍ଭ ହୋଇଥିଲା। ଏହା ପୂର୍ବରୁ