Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ପ୍ରଧାନମନ୍ତ୍ରୀଙ୍କ ଭିଡିଓ ହଟାଇଥିଲା ମେଟା, କ୍ଷମା ମାଗି ପୁଣି ରିଷ୍ଟୋର କଲା
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଟ୍ ପେପର ଲିକ୍ ପ୍ରସଙ୍ଗରେ ଦେଶର ଯୁବଶକ୍ତିକୁ ସମ୍ବୋଧିତ କରି ଏକ ସେଲଫି ଭିଡିଓ ପୋଷ୍ଟ କରିଥିଲେ । ଯାହା ରେକର୍ଡ କରିଥିଲା । ଏହି ଭିଡିଓକୁ ମେଟା ଫେସବୁକରୁ ହଟାଇ ଏବେ ଭୁଲ୍ ମାଗିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଫେସବୁକ୍!-->…
ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ଦୁଇ ଦିନ ଯାଏଁ ଚାରଧାମ ଯାତ୍ରା ସ୍ଥଗିତ
ଉତ୍ତରାଖଣ୍ଡ : ଚାରଧାମ ଯାତ୍ରା କରିବାକୁ ଥିବା ଶ୍ରଦ୍ଧାଳୁଙ୍କ ପାଇଁ ବଡ଼ ଖବର । ଉତ୍ତରାଖଣ୍ଡରେ ହେଉଥିବା ଚାରଧାମ ଯାତ୍ରାକୁ ୨ ଦିନ ଯାଏଁ ସ୍ଥଗିତ କରାଯାଇଛି । ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯାତ୍ରା ମଙ୍ଗଳବାର ଏବଂ ବୁଧବାର ବନ୍ଦ ରହିବ ବୋଲି!-->…
ଜାପାନରେ ୭.୧ ତୀବ୍ରତାର ଭୂକମ୍ପ, ସୁନାମୀ ଆଲର୍ଟ
ନୂଆଦିଲ୍ଲୀ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ଜାପାନ । ମଙ୍ଗଳବାର ଦିନ ଜାପାନର କ୍ୟୁଶୁ ଦ୍ବୀପ କୁମାମୋଟୋ ପ୍ରଦେଶରେ ଏକ ଶକ୍ତିଶାଳୀ ୭.୧ ତୀବ୍ରତାର ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଏନେଇ ସୁନାମୀ ଚେତାବନୀ ଜାରି କରାଯାଇଛି । ଜାପାନ ପାଣିପାଗ ବିଭାଗ ଅନୁଯାୟୀ, ଭୂମିକମ୍ପର ତୀବ୍ରତା!-->…
ପିଓକେରେ ଉତ୍ତେଜନା, ପାକିସ୍ତାନୀ ସେନାର ଗୁଳିମାଡ଼ରେ ୧୯ ମୃତ
ନୂଆଦିଲ୍ଲୀ : ପାକିସ୍ତାନ ରାୱଲକୋଟରେ ବିକ୍ଷୋଭକାରୀଙ୍କ ଉପରେ ପାକିସ୍ତାନୀ ସୁରକ୍ଷା ବାହିନୀର ଗୁଳିମାଡ଼କୁ ନେଇ ଉତ୍ତେଜନା ବଢିବାରେ ଲାଗିଛି । ଗୁଳିମାଡ଼ରେ ୧୯ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଦାବି କରାଯାଉଛି । ଏହାପରେ ସମଗ୍ର ଅଞ୍ଚଳରେ ଭୟ ଓ ଅସନ୍ତୋଷର ପରିବେଶ ଦେଖାଦେଇଛି ।!-->…
ଇ-୨୦ ଇନ୍ଧନ ନୀତି ବିରୋଧରେ ୪ରେ ଦିଲ୍ଲୀ ପରିବହନ ସଂଘର ସଂସଦ ଅଭିମୁଖେ ବିଶାଳ ପ୍ରତିବାଦ ଶୋଭାଯାତ୍ରା
ନୂଆଦିଲ୍ଲୀ : ଦିଲ୍ଲୀର ଟ୍ୟାକ୍ସି ଓ ପରିବହନ ସଂଘଗୁଡ଼ିକ ପକ୍ଷରୁ ଇ-୨୦ ଇନ୍ଧନ (ଇଥାନଲ୍-ମିଶ୍ରିତ ପେଟ୍ରୋଲ) ନୀତି ବିରୋଧରେ ଆସନ୍ତା ଅଗଷ୍ଟ ୪ ତାରିଖରେ ସଂସଦ ଭବନ ଅଭିମୁଖେ ଏକ ବିଶାଳ ପ୍ରତିବାଦ ଶୋଭାଯାତ୍ରା କରାଯିବ ବୋଲି ଘୋଷଣା କରାଯାଇଛି। ସାଂସଦମାନେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ!-->…
ପୁଣି ଆନ୍ଦୋଳନ କରିବ ସିଜେପି; ଛାତ୍ରଙ୍କ ଉପରୁ ମାମଲା ପ୍ରତ୍ୟାହାର ଚୁକ୍ତି ଭଙ୍ଗ କରୁଛନ୍ତି ସରକାର
ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ପକ୍ଷରୁ ପୁଣି ଥରେ ଆନ୍ଦୋଳନ କରାଯିବା ନେଇ କେନ୍ଦ୍ର ସରକାରଙ୍କୁ ଧମକ ଦିଆଯାଇଛି। ସିଜେପି ଏହାର ୩୬ଦିନିଆ ଆନ୍ଦୋଳନ ପ୍ରତ୍ୟାହାର ପୂର୍ବରୁ ସରକାରଙ୍କ ସହିତ ତିନିଟି ପ୍ରସଙ୍ଗରେ ଚୁକ୍ତି କରିଥିଲା। ତେବେ ସରକାର ଏବେ ଏହି ଚୁକ୍ତି ଭଙ୍ଗ!-->…
ବିଜୟଙ୍କୁ ଝଟ୍କା: କରୁର୍ ଦଳଚକଟା ପୀଡ଼ିତ ପରିବାରକୁ ସରକାରୀ ଚାକିରି ବାତିଲ କଲେ ହାଇକୋର୍ଟ
ଚେନ୍ନାଇ: ମାଡ୍ରାସ ହାଇକୋର୍ଟଙ୍କ ମଦୁରାଇ ବେଞ୍ଚ କରୁର୍ ଦଳାଚକଟା ଘଟଣାର ପୀଡ଼ିତଙ୍କ ପରିବାରକୁ ତାମିଲନାଡୁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସରକାରୀ ଚାକିରି ବାତିଲ କରିଦେଇଛନ୍ତି। ନିଯୁକ୍ତିକୁ ଅନୁମୋଦନ କରିଥିବା ସରକାରୀ ନିର୍ଦ୍ଦେଶକୁ କୋର୍ଟ ଖାରଜ କରିଦେଇଛନ୍ତି।!-->…
E20 ନୀତିକୁ ନେଇ ମିଥ୍ୟା ପ୍ରଚାର, ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନୀତିନ ଗଡକରୀ
ନୂଆଦିଲ୍ଲୀ : କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ E20 ଇଥାନଲ୍ ମିଶ୍ରଣ ନୀତିକୁ ନେଇ ସୋସିଆଲ ମିଡିଆରେ ପ୍ରସାରିତ ହେଉଥିବା କଥିତ AI ଡିପ୍ ଫେକ୍ ଭିଡିଓ ଏବଂ ଭ୍ରମକ ପୋଷ୍ଟ ବିରୋଧରେ ବମ୍ବେ ହାଇକୋର୍ଟରେ ମାନହାନି ମାମଲା ଦାୟର କରିଛନ୍ତି । ବମ୍ବେ ହାଇକୋର୍ଟ!-->…
ଇଣ୍ଡିଗୋ ବିମାନ କାର୍ଗୋରେ ଧୂଆଁ, ରାଜକୋଟ ଏୟାରପୋର୍ଟରେ କଲା ଏମରଜେନ୍ସି ଲ୍ୟାଣ୍ଡିଂ
ନୂଆଦିଲ୍ଲୀ : ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏମଜେନ୍ସି ଲ୍ୟାଣ୍ଡଂ କଲା ଇଣ୍ଡିଗୋ ବିମାନ । ବିମାନର କାର୍ଗୋ ହୋଲ୍ଡରୁ ଧୂଆଁ ବାହାରିବାରୁ ଏହି ସତର୍କତାମୂଳକ ପଦକ୍ଷେପ ନିଆଯାଇଥିବା ସୂଚନା ମିଳୁଛି । ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବିମାନରୁ ଉଦ୍ଧାର କରାଯିବା ସହ ଧୂଆଁ!-->…
‘ଆନ୍ଦୋଳନ ହେଉଛି ବୋଲି ଲାଠିଚାର୍ଜ କରିପାରିବେନି ପୋଲିସ’: ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ
ନୂଆଦିଲ୍ଲୀ: ଦେଶରେ ଛାତ୍ର ଆନ୍ଦୋଳନ ସମୟରେ ପୋଲିସର କଥିତ ଅତ୍ୟଧିକ ବଳପ୍ରୟୋଗକୁ ନେଇ ଦାଖଲ ହୋଇଥିବା ବିଭିନ୍ନ ଆବେଦନର ଶୁଣାଣି ବେଳେ ସୁପ୍ରିମକୋର୍ଟ ସୋମବାର ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ରଖିଛନ୍ତି। ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱାଧୀନ ତିନିଜଣିଆ ଖଣ୍ଡପୀଠ!-->…