Browsing Category

ଦେଶ

ଦିଲ୍ଲୀ ରାଜ୍ୟପାଳଙ୍କୁ ଭେଟିଲେ ମୌଲବୀ; ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ତଡ଼ିବାକୁ ଦାବି

ନୂଆଦିଲ୍ଲୀ : ବାଂଲାଦେଶରେ ଜାରି ରହିଥିବା ହିନ୍ଦୁ ବିରୋଧୀ ହିଂସାକୁ ଭାରତରେ ଜୋରଦାର ବିରୋଧ ହେଉଛି। ଏହି କ୍ରମରେ ବାଂଲାଦେଶ ହିଂସାକୁ ବିରୋଧ କରି ଦିଲ୍ଲୀ ଉପରାଜ୍ୟପାଳଙ୍କୁ ଭେଟିଛନ୍ତି ହଜରତ ନିଜାମୁଦ୍ଦିନ ଦର୍ଘା ଅଞ୍ଚଳର ମୌଲବୀ ଓ ସ୍ଥାନୀୟ ବାସିନ୍ଦା। ଏହି ପ୍ରତିନିଧୀ ଦଳ ଶନିବାର

‘ଇଣ୍ଡିଆ’ ମେଣ୍ଟର ନେତୃତ୍ୱ ନେବେ ମମତା ! ସମର୍ଥନ କଲା ସପା, କଂଗ୍ରେସ ଛାନିଆ

ନୂଆଦିଲ୍ଲୀ : ବିରୋଧୀ ମେଣ୍ଟ 'ଇଣ୍ଡିଆ'ର ନେତୃତ୍ୱ ନେବାକୁ ମମତା ବାନାର୍ଜୀଙ୍କ ଆଗ୍ରହ ଦେଖି କଂଗ୍ରେସ ଛାନିଆ। ସେପଟେ ଦିଦିଙ୍କ ସମର୍ଥନରେ ବାହାରିଛି ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି। କେବଳ କଂଗ୍ରେସ କି ସପା ନୁହେଁ, ମମତାଙ୍କ ବୟାନ ପରେ ବିରୋଧୀ ମେଣ୍ଟରେ ଥିବା ଆରଜେଡି, ବାମଦଳ ଓ

ଯକ୍ଷ୍ମା ମୁକ୍ତ ଭାରତ ନିମନ୍ତେ ସ୍ୱତନ୍ତ୍ର ୧୦୦ ଦିନିଆ ଅଭିଯାନ ଆରମ୍ଭ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଯକ୍ଷ୍ମା ବିରୋଧରେ ଭାରତର ଲଢ଼େଇ ଆହୁରି ଶକ୍ତିଶାଳୀ ହୋଇଛି ବୋଲି ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅଧିକ ପ୍ରଭାବିତ ଯକ୍ଷ୍ମା ଜିଲ୍ଲାଗୁଡ଼ିକ ଉପରେ ଧ୍ୟାନ ଦେଇ ଏକ ସ୍ୱତନ୍ତ୍ର ୧୦୦ ଦିନିଆ ଅଭିଯାନ ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କେନ୍ଦ୍ର

ଛାତ୍ରଙ୍କୁ ବେଲ୍ଟରେ ପିଟୁଛନ୍ତି କୋଚିଂ ସେଣ୍ଟର ପ୍ରତିଷ୍ଠାତା, ଭିଡିଓ ଭାଇରାଲ ହେବା ପରେ ଏମିତି କହିଲେ ମନ୍ତ୍ରୀ

ହାଇଦ୍ରାବାଦ : ଗୋଟିଏ ଘରୋଇ କୋଚିଂ ସେଣ୍ଟରର ପ୍ରତିଷ୍ଠା ଜଣେ ଛାତ୍ରଙ୍କୁ ଅତ୍ୟନ୍ତ ନିର୍ମମ ଭାବେ ବେଲ୍ଟରେ ମାଡ଼ ମାରୁଥିବାର ପୁରୁଣା ଭିଡିଓ ଭାଇରାଲ ହେବାରେ ଲାଗିଛି। ଆନ୍ଧ୍ର ପ୍ରଦେଶର ଏହି ଭିଡିଓ ଭାଇରାଲ ହେବାରେ ପରେ ବିବାଦ ସୃଷ୍ଟି ହୋଇଛି। ଭିଡିଓରେ ଦେଖିବାକୁ ମିଳୁଛି ଯେ ଇଣ୍ଡିଆ

ବିରୋଧୀ ମେଣ୍ଟରୁ ଓହରି ଗଲା ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି

ମୁମ୍ବାଇ : ମହାରାଷ୍ଟ୍ରର ବିରୋଧୀ ମେଣ୍ଟ ମହା ବିକାଶ ଅଘାଡ଼ି(ଏମଭିଏ)କୁ ଶକ୍ତ ଝଟକା ଲାଗିଛି। ଏମଭିଏରେ ଥିବା ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ଆଜି ମେଣ୍ଟରୁ ଓହରି ଯାଇଛି। ଉଦ୍ଧବ ଠାକରେଙ୍କ ଜଣେ ଘନିଷ୍ଠ ସହଯୋଗୀ ବାବ୍ରୀ ମସଜିଦ ଭଙ୍ଗା ଯିବା ଘଟଣାରେ ବିବାଦୀୟ ବୟାନ ଦେବାକୁ ସପା

ଚାଲିଲାନି ‘ପୁଷ୍ପା ୨’, ଥିଏଟରରେ ଭଙ୍ଗାରୁଜା କଲେ ଯୁବକ, ମାଲିକଙ୍କୁ ଦେଲେ ଜୀବନରୁ ମାରିଦେବାକୁ ଧମକ

ପାନ୍ ଇଣ୍ଡିଆ ଷ୍ଟାର୍ ଅଲୁ ଅର୍ଜୁନଙ୍କ ଫିଲ୍ମ ‘ପୁଷ୍ପା ୨’ ଗତକାଲି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା । ପ୍ରଥମ ଦିନରୁ ହିଁ ଲୋକଙ୍କ କ୍ରେଜ୍ ଦେଖିବାକୁ ମିଳିଛି । ଗୁରୁବାର ଦେଶର କୋଣ ଅନୁକୋଣରେ ଅନେକ ପ୍ରେକ୍ଷାଳୟରେ ବହୁ ଜନସମାଗମ ହୋଇଥିଲା । ଗୋଟିଏ ପଟେ ଅଲୁ ଅର୍ଜୁନଙ୍କ ଫିଲ୍ମ ପାଇଁ

ରାହୁଲ ଗାନ୍ଧିଙ୍କ ନାଗରିକତା ମାମଲା: କେନ୍ଦ୍ରକୁ ଜବାବ ମାଗିଲେ ଦିଲ୍ଲୀ ହାଇକୋର୍ଟ

କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ନାଗରିକତା ମାମଲାରେ କେନ୍ଦ୍ରକୁ ଜବାବ ମାଗିଛନ୍ତି ଦିଲ୍ଲୀ ହାଇକୋର୍ଟ। ରାହୁଲ ଗାନ୍ଧିଙ୍କ ଭାରତୀୟ ନାଗରିକତାର ସ୍ଥିତାବସ୍ଥା ଉପରେ ସ୍ପଷ୍ଟୀକରଣ ଦେବାକୁ ବିଜେପି ନେତା ସୁବ୍ରମଣିୟନ ସ୍ୱାମୀ ଗୋଟିଏ ଆବେଦନ ହାଇକୋର୍ଟରେ ଦାଖଲ କରିଥିଲେ। ଏହାର ଶୁଣାଣି କରି

ଚାଷୀଙ୍କ ଉପରକୁ ଟିୟର ଗ୍ୟାସ୍‌ ମାଡ଼ କଲା ପୁଲିସ୍‌, ଆଲୋଚନା ପାଇଁ ଡାକିଲେ ସରକାର

ନିଜର ଉତ୍ପାଦ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମସି ଦାବି କରି ଦିଲ୍ଲୀ ଚାଲୋ ଡାକରା ଦେଇଥିବା ଚାଷୀଙ୍କ ଉପରେ ହୋଇଛି ଟିୟର ଗ୍ୟାସ ମାଡ଼। ଆଜି ଶତାଧିକ ଚାଷୀ ହରିୟାଣାର ଶମ୍ଭୁ ସୀମାରେ ଲାଗିଥିବା ବ୍ୟାରିକେଡ ଡେଇଁ ଆଗକୁ ବଢ଼ୁଥିବା ବେଳେ ପୁଲିସ୍‌ ସେମାନଙ୍କୁ ଅଟକାଇବା ପାଇଁ ଲୁହ ବୁହା

‘କଂଗ୍ରେସ ସାଂସଦଙ୍କ ସିଟ୍‌ରୁ ମିଳିଲା ଟଙ୍କା ବିଡ଼ା, ତଦନ୍ତ ନିର୍ଦ୍ଦେଶ’

କଂଗ୍ରେସ ସଦସ୍ୟ ଅଭିଷେକ ମନୁ ସିଂହଭିଙ୍କ ପାଇଁ ଆବଣ୍ଟିତ ରାଜ୍ୟସଭା ଆସନରୁ ଟଙ୍କା ବିଡ଼ା ବାହାରିଲା ବୋଲି କହିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନକର। ରାଜ୍ୟସଭା ନିରାପତ୍ତା ରକ୍ଷୀମାନେ ସ୍ୱାଭାବିକ ଭାବେ ସିଟ୍‌ ସବୁ ଯାଞ୍ଚ କରୁଥିବାବେଳେ ଅଭିଷେକ ମନୁ ସିଂହଭିଙ୍କ

ଅଭିବୃଦ୍ଧି ହାର ୫.୪%କୁ କମାଇଲା ରିଜର୍ଭ ବ୍ୟାଙ୍କ, ରେପୋ ରେଟ୍‌ ସ୍ଥିର

ମୁଦ୍ରାସ୍ଫୀତି ଦୃଷ୍ଟିକୋଣରୁ କ୍ରମାଗତ ଏକାଦଶ ଥର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ତା’ର ଋଣ ହାର ଅପରିବର୍ତ୍ତିତ ରଖିଛି। କିନ୍ତୁ ଚଳିତ ବର୍ଷର ଅଭିବୃଦ୍ଧି ହାର କମାଇ ଦେଇଛି। ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସେ କହିଛନ୍ତି ଯେ ରିଜର୍ଭ ବ୍ୟାଙ୍କର ୬