Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଭାରତ-ଚାଇନା ସମ୍ପର୍କକୁ ନେଇ ଲୋକସଭାରେ ବଡ଼ ବୟାନ ଦେଲେ ବୈଦେଶିକ ମନ୍ତ୍ରୀ
ଏଲଏସିରେ ଦୀର୍ଘ ଦିନ ଧରି ଭାରତ ଓ ଚାଇନା ମଧ୍ୟରେ ତିକ୍ତତା ଚାଲିଥିବା ବେଳେ ନିକଟରେ ଦୁଇଟି ପଏଣ୍ଟରେ ସେନା ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇଛି। ସେହିପରି ଦୁଇ ଦେଶ ପରସ୍ପର ସହ ଆଲୋଚନା କରି ବିବାଦୀୟ ସ୍ଥଳରେ ପ୍ୟାଟ୍ରୋଲିଂ ମଧ୍ୟ କରୁଛନ୍ତି।
ଏସବୁ ଭିତରେ ପ୍ରଥମଥର ପାଇଁ ଶୀତ!-->!-->!-->…
ଉପ ମୁଖ୍ୟମନ୍ତ୍ରୀ ହେବାକୁ ରାଜି ହେଲେ ଏକନାଥ ସିନ୍ଦେ, ଗୁରୁବାର ଶପଥ ଉତ୍ସବ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଗୋଡ଼ ଟେକି ବସିଥିବା ଶିବସେନା ମୁଖ୍ୟ ଏକନାଥ ସିନ୍ଦେ ଶେଷରେ ମୁଣ୍ଡ ନୁଆଁଇଛନ୍ତି। ରେଜଲ୍ଟ ବାହାରିବାକୁ ୧୧ ଦିନ ବିତି ଯାଇଥିଲେ ହେଁ ସଂଖ୍ୟା ଥାଇ ମଧ୍ୟ ମହାୟୁତି(ବିଜେପି-ଶିବସେନା ଓ ଏନସିପି) ସରକାର ଗଠନ!-->…
ବିଗିଡ଼ିଲା ଏକନାଥ ସିନ୍ଦେଙ୍କ ସ୍ୱାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି
ବିଗିଡିଲା ଶିବସେନା ନେତା ତଥା ମହାରାଷ୍ଟ୍ରର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସ୍ୱାସ୍ଥ୍ୟ। ମହାରାଷ୍ଟ୍ରରେ ନୂଆ ସରକାର ଶପଥ ଗ୍ରହଣ ସମାରୋହ ପୂର୍ବରୁ ସେ ଆଜି ଅସୁସ୍ଥ ହୋଇପଡିଛନ୍ତି। ତୁରନ୍ତ ତାଙ୍କୁ ମୁମ୍ବାଇ ଥାଣେ ସ୍ଥିତ ଜୁପିଟର ହସ୍ପିଟାଲରେ ଭର୍ତ୍ତି!-->…
ହସ୍ପିଟାଲ ପରେ ଏବେ ହୋଟେଲ୍, ବାଂଲାଦେଶୀଙ୍କ ଏଣ୍ଟ୍ରି ଉପରେ ଲାଗିଲା ବ୍ୟାନ୍
ପ୍ରଥମେ ହସ୍ପିଟାଲ ଆଉ ଏବେ ହୋଟେଲ। ବାଂଲାଦେଶୀଙ୍କୁ ପାଇଁ ଲାଗିଲା ନୋ-ଏଣ୍ଟ୍ରି ବୋର୍ଡ। ବାଂଲାଦେଶ ନାଗରିକଙ୍କ ଉପରେ ବ୍ୟାନ୍ ଲଗାଇଲେ ତ୍ରିପୁରା ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକ ସଂଘ। ଏଣିକି ଆଉ ବାଂଲାଦେଶୀଙ୍କୁ ହୋଟେଲ୍ରେ ମିଳିବନି ରୁମ୍। ରେଷ୍ଟୁରାଣ୍ଟରେ ସେମାନଙ୍କୁ ଆଉ ପରସା!-->…
ମହଙ୍ଗା ହେବ କୋଲ୍ଡ ଡ୍ରିଂକ୍ସ, ସିଗାରେଟ ଓ ତମାଖୁ; ୩୫% ଲାଗିବ GST
କେଲ୍ଡ ଡ୍ରିଂକ୍ସ ବା ମୃଦୁ ପାନୀୟ, ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ସାମଗ୍ରୀ ଉପରେ ବୃଦ୍ଧି ପାଇବ GST। ଏସବୁ ସାମଗ୍ରୀ ଉପରେ GST ୩୫%କୁ ବୃଦ୍ଧି କରିବାକୁ GST ହାର ନିର୍ଦ୍ଧାରଣ କମିଟି ଆଲୋଚନା କରିଛି। ବର୍ତ୍ତମାନ ୨୮% GST ଆଦାୟ କରାଯାଉ ଥିବାବେଳେ ରାଜସ୍ୱ ଆଦାୟ ବଢାଇବା ପାଇଁ!-->…
ବାତ୍ୟା ପରେ ବନ୍ୟା ସ୍ଥିତି, ରାସ୍ତାରେ ଭାସୁଛି ବସ୍
ବାତ୍ୟା 'ଫେଙ୍ଗଲ୍' ଶନିବାର ରାତିରେ ତାମିଲନାଡ଼ୁ ଓ ପୁଡୁଚେରୀ ଉପକୂଳ ଅତିକ୍ରମ କରିସାରିଛି। ହେଲେ ଉଭୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଯାହା ଭୟଙ୍କର ବନ୍ୟାର ରୂପ ନେଲାଣି। ତେବେ ତାମିଲନାଡ଼ୁର କ୍ରିଷ୍ଣାଗିରି ଜିଲ୍ଲା ଗତ ଦୁଇଦିନରେ ସବୁଠାରୁ ବେଶୀ!-->…
ଦେହ ଅସୁସ୍ଥ ଥିବା ଦର୍ଶାଇ ମହାୟୁତି ବୈଠକକୁ ଆସିଲେନି ସିନ୍ଦେ
ମହାରାଷ୍ଟ୍ରରେ ବିଜେପି ନେତୃତ୍ଵାଧୀନ ମହାୟୁତି ମେଣ୍ଟରେ ସରକାର ଗଠନ ପାଇଁ ଏପର୍ଯ୍ୟନ୍ତ ଅଙ୍କ ଛିଡ଼ୁନି। ଯଦିଓ ବିଜେପି ମେଣ୍ଟରେ ଥିବା ଏନସିପି ମୁଖିଆ ଅଜିତ ପାୱାର ବିଜେପିକୁ ବହୁ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ସମର୍ଥନ କରିଛନ୍ତି, ହେଲେ ବିଜେପିର ମୁଣ୍ଡ ବିନ୍ଧାର କାରଣ!-->…
କୃଷକଙ୍କ ‘ଦିଲ୍ଲୀ ଚଲୋ’ ଯାତ୍ରା ସ୍ଥଗିତ
'ଦିଲ୍ଲୀ ଚଲୋ' ଯାତ୍ରା ସ୍ଥଗିତ ରଖିଛନ୍ତି କୃଷକ। ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା କୃଷକମାନେ 'ଦିଲ୍ଲୀ ଚଲୋ' ଯାତ୍ରା ସ୍ଥଗିତ ରଖିବାକୁ ରାଜି ହୋଇଛନ୍ତି। ଆଜି ଦିଲ୍ଲୀ-ନୋଏଡା ସୀମା ଏବଂ ଯମୁନା ଏକ୍ସପ୍ରେସୱେରେ ନୋଏଡା ପ୍ରଶାସନ ଏବଂ କୃଷକଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।
!-->!-->!-->…
ସଂସଦରେ ସମ୍ବିଧାନ ଉପରେ ହେବ ବିତର୍କ
ସଂସଦକୁ ଆସିବ ସମ୍ବିଧାନ ପ୍ରସଙ୍ଗ। ସମ୍ବିଧାନ ଉପରେ ବିତର୍କ ପାଇଁ ଲୋକସଭା ଓ ରାଜ୍ୟସଭାର ସମସ୍ତ ବିରୋଧୀ ଓ ଶାସକ ଦଳର ସାଂସଦମାନେ ଏକମତ ହୋଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁସାରେ ଡିସେମ୍ବର ୧୩ରୁ ୧୭ ମଧ୍ୟରେ ଚାରିଦିନ ଧରି ସଂସଦର!-->…
ଆଦାନୀ ପ୍ରସଙ୍ଗକୁ ନେଇ ‘ଇଣ୍ଡି’ ମେଣ୍ଟରେ ଫାଟ, ବୈଠକକୁ ବଏକଟ୍ କଲା ଟିଏମ୍ସି
ସାଂସର ଶୀତକାଳିନ ଅଧିବେଶ ଚାଲିଛି। ଗୃହରେ ଗତ ଦୁଇ ଦିନ ହେଲା ବିରେଧୀ ଆଦାନୀ ପ୍ରସଙ୍ଗକୁ ନେଇ ଜୋରଦାର ହଙ୍ଗମା କରୁଛନ୍ତି। ଏହାରି ଭିତରେ ଆଦାନୀ ପ୍ରସଙ୍ଗକୁ ନେଇ 'ଇଣ୍ଡି' ମେଣ୍ଟରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗରୁ ଟିଏମ୍ସି ନିଜକୁ ଦୂରେଇ ରଖିଛି।
ଅଦାନୀ!-->!-->!-->…