Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗରେ ଆଜି ଆହ୍ଲାବାଦ ହାଇକୋର୍ଟ କେନ୍ଦ୍ରକୁ ଜବାବ ମାଗିଛନ୍ତି। ଭାରତ ବ୍ୟତୀତ ରାହୁଲ ଗାନ୍ଧି ନିଜ ପାଖରେ ବ୍ରିଟେନର ନାଗରିକତା ରଖିଥିବା ଅଭିଯୋଗ ହୋଇଛି। ତାଙ୍କ ପାଖରେ ଦୁଇଟି ଦେଶର ନାଗରିକତା ରହିଥିବାରୁ ଏହା ବିରୋଧରେ!-->…
ଇସ୍କନ ସାଧୁ ଗିରଫ ଘଟଣା: ବାଂଲାଦେଶକୁ ବଡ଼ କଥା କହିଲା ଭାରତ
ହିନ୍ଦୁ ଧର୍ମର ନେତା ତଥା ଇସ୍କନ ପୁଣ୍ଡରିକ ଧାମର ଅଧ୍ୟକ୍ଷ ଚିନ୍ମୟ କୃଷ୍ଣ ଦାସ ବ୍ରହ୍ମଚାରୀଙ୍କୁ ବାଂଲାଦେଶରେ ଗିରଫ କରାଯିବା ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଭାରତ ସରକାର। ଏଥିସହ ବାଂଲାଦେଶରେ ରହୁଥିବା ସଂଖ୍ୟାଲଘୁ(ହିନ୍ଦୁ)ଙ୍କ ସୁରକ୍ଷାକୁ ନିଶ୍ଚିତ କରିବା ପାଇଁ ବୈଦେଶିକ!-->…
ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ
ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ। ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ସେ ନିଜ ଇସ୍ତଫାପତ୍ର ଦେଇଛନ୍ତି।
ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପରେ ବର୍ତ୍ତମାନ ନୂଆ ସରକାର ଗଠନ ପାଇଁ ଚାଲିଛି ପ୍ରସ୍ତୁତି। ଏହାପରେ ଆଜି!-->!-->!-->…
ଓଡ଼ିଶାର ଗୋଟିଏ ସମେତ ୬ଟି ଆସନ ଲାଗି ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ
ଭୁବନେଶ୍ବର: ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭାରୁ ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରେ ଏହି ଉପନିର୍ବାଚନ ଅନୁଷ୍ଠିତ!-->…
RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଅସୁସ୍ଥ ହୋଇପଡିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ତଥା ଆର୍ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଚେନ୍ନାଇର ଆପୋଲ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଶକ୍ତିକାନ୍ତ ଦାସ ଏସିଡିଟି ଅନୁଭବ କରିବା ପରେ ତାଙ୍କୁ ଆପୋଲୋ ହସ୍ପିଟାଲ୍କୁ!-->…
ରାପର୍ ବାଦଶାହଙ୍କ ନାଇଟ୍ କ୍ଲବ୍ ବାହାରେ ବିସ୍ଫୋରଣ
ସକାଳୁ ସକାଳୁ ବିସ୍ଫୋରଣରେ ଦୋହଲିଲା ନାଇଟ୍ କ୍ଲବ୍। ଚଣ୍ଡିଗଡର ଦୁଇଟି ନାଇଟ୍ କ୍ଲବ ବାହାରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ନାଇଟ୍ କ୍ଲବ ଗୁଡିକ ବଲିଉଡ ସିଙ୍ଗର ତଥା ରାପର୍ ବାଦଶାହଙ୍କର ବୋଲି ଜଣାପଡିଛି।
ଚଣ୍ଡିଗଡର ସେକ୍ଟର ୨୬ରେ ଥିବା ରାପର୍ ବାଦଶାହଙ୍କ ଦୁଇଟି ନାଇଟ୍!-->!-->!-->…
ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ ଶିବସେନା (ଉଦ୍ଧବ ଠାକରେ, UBT) ନେତା ସଞ୍ଜୟ ରାଉତ ବିସ୍ଫୋରକ ବୟାନ ଦେଇଛନ୍ତି। ମହାବିକାଶ ଅଘାଡି ଦଳର ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ଦାୟୀ ବୋଲି ସେ ଦାବି କରିଛନ୍ତି।
!-->!-->!-->…
‘ଓଡ଼ିଶାରେ ୩ ଦିନ ରହିବେ ପ୍ରଧାନମନ୍ତ୍ରୀ’
ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ସେ କହିଛନ୍ତି, ଡିଜିପି ସମ୍ମିଳନୀରେ!-->!-->!-->…
ମାଛଧରା ଡଙ୍ଗାରୁ ୫ ଟନ୍ ଡ୍ରଗ୍ସ ଜବତ
ଭାରତୀୟ ତଟରକ୍ଷୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଆଣ୍ଡାମାନରୁ ୫ ଟନର ଡ୍ରଗ୍ସ ଜବତ କରିଛନ୍ତି ତଟରକ୍ଷୀ ବାହିନୀ। ଏକ ମାଛଧରା ଡଙ୍ଗାରେ ଚାଲାଣ ବେଳେ ହୋଇଥିଲା ଚଢାଉ।
ଆଜି ଆଣ୍ଡାମାନ ଦ୍ୱୀପ ନିକଟରେ ଲାଗିଥିବା ବୋଟ୍ ଓ ଜାହାଜର ତଲାସୀ କରିଥିଲେ ତଟରକ୍ଷୀ ବାହିନୀ। ଏହି ସମୟରେ ଏକ ମାଛଧରା!-->!-->!-->…
ମସଜିଦ ସର୍ଭେକୁ ନେଇ ହିଂସା, ସାଂସଦ ଓ ବିଧାୟକଙ୍କ ପୁଅ ବିରୋଧରେ FIR
ଅଶାନ୍ତ ହୋଇପଡିଛି ଉତ୍ତରପ୍ରଦେଶର ସମ୍ଭଲ ଜିଲ୍ଲା। ଏଠାରେ ଥିବା ଜାମା ମସଜିଦର ସର୍ଭେକୁ ନେଇ ହିଂସା ଜାରି ରହିଛି। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ସେହିପରି ୨୦ରୁ ଅଧିକ ଆହତ ହେଇଛନ୍ତି। ଏହି ମାମଲାରେ ଏବେ ସାମାଜବାଦୀ ପାର୍ଟି ସାଂସଦ ଓ ବିଧାୟକଙ୍କ ପୁଅ!-->…