Browsing Category

ଦେଶ

କଂଗ୍ରେସକୁ ତାୱଡେଙ୍କ ନୋଟିସ୍

କଂଗ୍ରେସକୁ ଏକ ଲିଗାଲ୍ ନୋଟିସ୍ ପଠାଇଛନ୍ତି ମହାରାଷ୍ଟ୍ର ବିଜେପି ସାଧାରଣ ସମ୍ପାଦକ ବିନୋଦ ତାୱଡେ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ସୁପ୍ରିୟା ଶ୍ରୀନେଟ ଏବଂ ରାହୁଲ ଗାନ୍ଧିଙ୍କୁ ଏହି ନୋଟିସ୍ ପଠାଇଛନ୍ତି। ତାଙ୍କ ବିରୁଦ୍ଧରେ ଭୋଟ୍ ପାଇଁ ଟଙ୍କା ବାଣ୍ଟିଥିବାର ମିଛ ଅଭିଯୋଗ

ନିର୍ବାଚନ ପୂର୍ବରୁ ଆପ୍‌ର ‘ରାବିଡି ପେ ଚର୍ଚ୍ଚା’, ଦେଲା ୭ ପ୍ରତିଶ୍ରୁତି

ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କ୍ଷମତାସୀନ ଆପ୍‌ର ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଶୁକ୍ରବାର ରାବିଡି ପେ ଚର୍ଚ୍ଚା ଆରମ୍ଭ କରିଛନ୍ତି। ଏହି ପ୍ରଚାର କାର୍ଯ୍ୟକ୍ରମ ମାଧ୍ୟମରେ ସେ ଦିଲ୍ଲୀବାସୀଙ୍କ ନିକଟରେ ପହଞ୍ଚିବାକୁ ଲକ୍ଷ୍ୟ ରଖିଛନ୍ତି। ଦିଲ୍ଲୀର ଆପ୍‌ ସରକାର ବିଭିନ୍ନ

ଶୁଫି ଧର୍ମପୀଠରେ ଆତଙ୍କୀ ହମଲା, ୧୦ ମୃତ

ଶୁଫି ଧର୍ମପୀଠରେ ହୋଇଛି ଆତଙ୍କବାଦୀ ହମଲା। ଜଣେ ଆତଙ୍କବାଦୀ ଆଫଗାନିସ୍ତାନର ନାହରିନ ସ୍ଥିତ ଶୁଫି ଧର୍ମପୀଠରେ ଥିବା ଲୋକଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ କରିଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଧର୍ମପୀଠରେ ଆଜି ଶତାଧିକ ଶୁଫି

ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ…!

୨୦୨୧ରେ ତତ୍କାଳୀୟ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ଭେଟି ଲାଞ୍ଚ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ ଗୌତମ ଆଦାନୀ। ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି। SEC ଅଭିଯୋଗ କରିଛି ଯେ ଗୌତମ ଆଦାନୀ ୨୦୨୧ରେ ଜଗନ ରେଡ୍ଡୀଙ୍କୁ

ବଦଳିଲା କାନାଡାର ସ୍ୱର; ମୋଦିଙ୍କ ବିରୁଦ୍ଧରେ ଆଣିଥିବା ଅଭିଯୋଗକୁ କଲା ଖଣ୍ଡନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ବିରୁଦ୍ଧରେ ଆଣିଥିବା ଅଭିଯୋଗକୁ ଖଣ୍ଡନ କରିଛି କାନାଡା। କାନାଡାରେ ହରଦୀପ ସିଂହ ନିଜ୍ଜାର ହତ୍ୟା ସହ ଏକାଧିକ ଅପରାଧିକ କାର୍ଯ୍ୟକଳାପ ସହ ମୋଦି, ଜୟଶଙ୍କର ଏବଂ

ସାର କାରଖାନାରେ ବିସ୍ଫୋରଣ; ୩ ମୃତ, ୯ ଆହତ

ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାର କାରଖାନାରେ ଦୁଣ ଜଣ ମହିଳାଙ୍କ ସମେତ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ଏଥିସହ ୯ ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କାରଖାନାରେ ପ୍ରଥମେ ବିସ୍ଫୋରଣ ଘଟି ଗ୍ୟାସ୍ ଲିକ୍ ହେବା କାରଣରୁ ଏହି ଅଘଟଣ ଘଟିଥିବା ପ୍ରାଥମିକ

ଭାରତ-ଆମେରିକା ପ୍ରତିରକ୍ଷା ସହଯୋଗକୁ ରାଜନାଥ ଓ ଲଏଡଙ୍କ ପ୍ରଶଂସା

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଆମେରିକାର ପ୍ରତିରକ୍ଷା ସଚିବ ଲଏଡ୍ ଅଷ୍ଟିନ୍ ଭାରତ-ଆମେରିକା ପ୍ରତିରକ୍ଷା ଭାଗିଦାରୀରେ ବୃଦ୍ଧି ପାଇଥିବା ଅଗ୍ରଗତିକୁ ପ୍ରଶଂସା କରିଛନ୍ତି। ଗୁରୁବାର ଲାଓସର ଭିଏଣ୍ଟିଆନେଠାରେ ଅନୁଷ୍ଠିତ ଏକାଦଶ ଆସିଆନ ପ୍ରତିରକ୍ଷା ମନ୍ତ୍ରୀଙ୍କ

ମାଲି ପ୍ରଧାନମନ୍ତ୍ରୀ ପଦବୀରୁ ବହିଷ୍କୃତ

ନୂଆଦିଲ୍ଲୀ : ଦେଶର ସାମରିକ ଶାସନକୁ ସମାଲୋଚନା କରିବାର କିଛି ଦିନ ପରେ ମାଲିରେ ପ୍ରଧାନମନ୍ତ୍ରୀ ଚୋଗୁଏଲ ମାଇଗାଙ୍କୁ ଶାସକ ଜୁନ୍ତା ପଦବୀରୁ ବହିଷ୍କାର କରିଛି। ଗତକାଲି ସେଠାକାର ସରକାରୀ ଟେଲିଭିଜନରେ ଏହି ବିଷୟ ପ୍ରସାରିତ ହୋଇଛି। ଗଣତନ୍ତ୍ର ପୁନସ୍ଥାପନ କରିବା ଏବଂ ଚଳିତ ବର୍ଷ ମାର୍ଚ୍ଚ

ୟୁକ୍ରେନ୍ ଉପରକୁ ଆନ୍ତଃମହାଦେଶୀୟ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ କଲା ରୁଷ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ମସ୍କୋର ପରମାଣୁ ନୀତି ବଦଳାଇବାର ଗୋଟିଏ ଦିନ ପରେ ରୁଷ୍ ୟୁକ୍ରେନ୍ ଉପରକୁ ଏକ ଆନ୍ତଃମହାଦେଶୀୟ ବ୍ୟାଲିଷ୍ଟିକ୍ କ୍ଷେପଣାସ୍ତ୍ର ଆଇସିବିଏମ୍ ନିକ୍ଷେପ କରିଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟେନ ପ୍ରଧାନମନ୍ତ୍ରୀ କିର ଷ୍ଟାରମର

ରାହୁଲ ଗାନ୍ଧିଙ୍କ ଦାବି: ଗୌତମ ଆଦାନୀଙ୍କୁ ତୁରନ୍ତ ଗିରଫ କରାଯାଉ

ନୂଆଦିଲ୍ଲୀ : ଭାରତର କୋଟିପତି ବ୍ୟବସାୟୀ ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଓ ଠକେଇ ଅଭିଯୋଗ ଆଣିଛି ଆମେରିକା। ସେ କଣ୍ଟ୍ରାକ୍ଟ ହାସଲ ପାଇଁ ୨୬୫ ମିଲିଅନ୍‌ ଡଲାରର ଲାଞ୍ଚ ଦେଇଥିବା ଅଭିଯୋଗ ଉଠିଛି। ଏହି ଅଭିଯୋଗ ସାମ୍ନାକୁ ଆସିବା ପରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧି