Browsing Category

ଦେଶ

ଦୁଇ ଦିନରେ ୨୨ଟି ହତ୍ୟା ଏହା କ’ଣ ମଙ୍ଗଳ ରାଜ୍ୟ: ରାବ୍ରୀ ଦେବୀ

ନୂଆଦିଲ୍ଲୀ: ବିହାରର ଆଇନ ବ୍ୟବସ୍ଥାକୁ ନେଇ ସୋମବାର ବିଧାନସଭା ପରିଷଦରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ନୀତିଶ କୁମାରଙ୍କୁ ଟାଗେର୍ଟ କରିଥିଲେ।ରାଜ୍ୟରେ ବଢ଼ୁଥିବା ଅପରାଧ ଏବଂ ପୁଲିସ ଉପରେ ହେଉଥିବା ଆକ୍ରମଣ ଘଟଣାକୁ ନେଇ ରାବ୍ରୀ ଦେବୀ କହିଛନ୍ତି, ‘ ନୀତିଶ କୁହନ୍ତି ଯେ ଏହା ଏକ…

ଔରଙ୍ଗଜେବଙ୍କ ସମାଧି ବୀରତ୍ବର ପ୍ରତୀକ : ସଂଜୟ ରାଉତ

ମୁମ୍ବାଇ: ମହାରାଷ୍ଟ୍ରରେ ଔରଙ୍ଗଜେବଙ୍କ ସମାଧିକୁ ନେଇ ରାଜନୀତି ବଢିଚାଲିଛି ଏବଂ ଏହାର ଉତ୍ତାପ ସମଗ୍ର ଦେଶରେ ଅନୁଭୂତ ହେଉଛି । ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ସମେତ ବିଭିନ୍ନ ହିନ୍ଦୁ ସଂଗଠନ ଔରଙ୍ଗଜେବଙ୍କ ସମାଧି ହଟାଇବାକୁ ଦାବି କରୁଛନ୍ତି ଏବଂ ଏଥିପାଇଁ ବିକ୍ଷୋଭ ପ୍ରଦର୍ଶନ…

ସୁନା ପରେ ବେଙ୍ଗାଲୁରୁ ବିମାନବନ୍ଦରରୁ ଜବତ ହେଲା ଡ୍ରଗ୍ସ; ୨ ମହିଳା ଗିରଫ

ମାଙ୍ଗାଲୁରୁ,୧୬ା୩: ବେଙ୍ଗାଲୁରୁ ବିମାନବନ୍ଦରରୁ ୩୭ କିଲୋଗ୍ରାମ୍‌ ଡ୍ରଗ୍ସ ସହ ନାଇଜେରିଆର ୨ ମହିଳାଙ୍କୁ ଗିରଫ କରାଯାଇଛି। ଜବତ ନିଶାଦ୍ରବ୍ୟର ମୂଲ୍ୟ ୭୫ କୋଟି ଟଙ୍କା ହେବ। କର୍ନାଟକରେ ଏହା ସର୍ବାଧିକ ଡ୍ରଗ୍ସ ଜବତ ବୋଲି ପୋଲିସ କହିଛି। ଗିରଫ ମହିଳା ହେଲେ ବାମ୍ବା ଫାଣ୍ଟା (୩୧) ଏବଂ…

“ଭାଷା ଘୃଣାଯୋଗ୍ୟ ନୁହେଁ, ଦିଲ୍ଲୀରେ ଯୋଗାଯୋଗ ପାଇଁ ହିନ୍ଦୀ ଉପଯୋଗୀ”: ଚନ୍ଦ୍ରବାବୁ ନାଇଡୁ

ନୂଆଦିଲ୍ଲୀ,୧୭।୩: ସୋମବାର ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ଏମକେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ତାମିଲନାଡୁ ସରକାର ଏବଂ କେନ୍ଦ୍ର ମଧ୍ୟରେ ଚାଲିଥିବା ଭାଷା ବିବାଦ ଉପରେ ଗୁରୁତ୍ୱାରୋପ କରି କହିଛନ୍ତି ଯେ “ଜାତୀୟ ଭାଷା” ଦିଲ୍ଲୀରେ ହିନ୍ଦୀରେ ସରଳ କଥାବାର୍ତ୍ତା…

‘ଚନ୍ଦ୍ରାୟାନ-୫ ମିଶନ’କୁ ମଞ୍ଜୁରୀ ଦେଲେ କେନ୍ଦ୍ର ସରକାର, ଜାପାନ କରିବ ସହଯୋଗ

ନୂଆଦିଲ୍ଲୀ,୧୭।୩: କେନ୍ଦ୍ର ସରକାର ମହତ୍ୱାକାଂକ୍ଷୀ ‘ଚନ୍ଦ୍ରାୟାନ-୫ ମିଶନ’କୁ ଅନୁମୋଦନ କରିଛନ୍ତି। ଏହି ମିଶନ ଅଧୀନରେ, ଚନ୍ଦ୍ରପୃଷ୍ଠର ଅଧ୍ୟୟନ ପାଇଁ ୨୫୦ କିଲୋଗ୍ରାମର ଏକ ରୋଭର ପଠାଯିବ। ଇସ୍ରୋ ଅଧ୍ୟକ୍ଷ ଭି. ନାରାୟଣନ ଏହି ଖବରକୁ ନିଶ୍ଚିତ କରିଛନ୍ତି ଏବଂ କହିଛନ୍ତି ଯେ ଏହି ମିଶନ…

ବ୍ୟାଙ୍କ ଧର୍ମଘଟ ଡାକରା: ୪ ଦିନ ବ୍ୟାଙ୍କ ସେବା ବନ୍ଦ ରହିବ

ନୂଆଦିଲ୍ଲୀ/ଭୁବନେଶ୍ବର: ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ (ଆଇବିଏ) ସହିତ ଆଲୋଚନା ବିଫଳ ହେବା ପରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫବିୟୁ ) ମାର୍ଚ୍ଚ ୨୪ ଏବଂ ୨୫ ରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ୟୁଏଫବିୟୁର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ନିଯୁକ୍ତି, ଚାକିରି…

ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରି ୮୫୫କୋଟିର କ୍ଷତି ସହିଲା ପିସିବି

ନୂଆଦିଲ୍ଲୀ: ଆୟୋଜକ ହୋଇ କ୍ଷତି ସହିଲା ପାକିସ୍ତାନ। ଲାଭ ଆଶା ରଖି ସହିଲା କ୍ଷତି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବହୁତ ଆଶା ଏବଂ ବଡ଼ ସ୍ୱପ୍ନ ସହିତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ କରିଥିଲା। କିନ୍ତୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁଦେଶ ଦୁଇଗୁଣ କ୍ଷତି ସହିଛି। ପ୍ରଥମତଃ,…

୧୪୦ କୋଟି ଭାରତୀୟ ମୋ ଶକ୍ତି : ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ପ୍ରସିଦ୍ଧ ପଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ଏହି ପୋଡକାଷ୍ଟରେ ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କର ଯାତ୍ରା ସମେତ ବିଭିନ୍ନ ବିଷୟ ଉପରେ ସେ କହିଥିଲେ ।…

ଖୁବ୍‌ଶୀଘ୍ର ମହାକାଶରୁ ଫେରିବେ ସୁନିତା ୱିଲିୟମ୍ସ, ମହାକାଶ ଷ୍ଟେସନରେ ପହଞ୍ଚିଲା ନାସାର କ୍ରୁ-୧୦ ମିଶନ୍

ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍ ୱିଲମୋର ଆଉ କିଛି ଦିନ ପରେ ପୃଥିବୀକୁ ଫେରିବେ। ସେମାନଙ୍କୁ ଫେରାଇ ଆଣିବା ପାଇଁ 'ନାସା' ଓ 'ସ୍ପେସ ଏକ୍ସ' ଦ୍ୱାରା ପ୍ରକ୍ଷେପଣ କରାଯାଇଥିବା କ୍ରୁ-୧୦ ର ସଦସ୍ୟମାନେ ମହାକାଶର ସେହି ସ୍ୱତନ୍ତ୍ର…

ଜଳନ୍ଧରରେ ଗ୍ରେନେଡ୍ ଆକ୍ରମଣ, ନିଜକୁ ଦାୟୀ କଲା ପାକିସ୍ତାନୀ ଗ୍ୟାଙ୍ଗଷ୍ଟର

ଜଳନ୍ଧର: ପଞ୍ଜାବର ଜଳନ୍ଧରରେ ଏକ ଘର ଉପରେ ଗ୍ରେନେଡ୍ ଆକ୍ରମଣ ହୋଇଛି । ପାକିସ୍ତାନୀ ଗ୍ୟାଙ୍ଗଷ୍ଟର ଶାହଜାଦ ଭଟ୍ଟି ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି । ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ସେୟାର କରି ଆକ୍ରମଣର ଦାୟିତ୍ୱ ନେଇଛନ୍ତି । ଶହଜାଦ ଭଟ୍ଟି କହିଛନ୍ତି,…