Browsing Category

ଦେଶ

ଏଆଇଏମଆଇଏମ ଘୋଷଣାକୁ ନେଇ ଚିନ୍ତାରେ ଟିଏମସି

ନୂଆଦିଲ୍ଲୀ: ଅସଦୁଦ୍ଦିନ ଓୱେସିଙ୍କ ଦଳ ଅଲ୍ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦ-ଉଲ୍-ମୁସଲିମିନ୍ (AIMIM) ଦାବି କରିଛି ଯେ ପଶ୍ଚିମବଙ୍ଗର ମୁସଲିମ୍ ଜନସଂଖ୍ୟା ୪୦% ଅତିକ୍ରମ କରିଛି। ଦଳ ୨୦୨୬ ବିଧାନସଭା ନିର୍ବାଚନରେ ​​ସମସ୍ତ ଆସନରେ ଲଢ଼ିବାକୁ ଘୋଷଣା କରିଛି।ସାମ୍ବାଦିକ ସମ୍ମିଳନୀରେ ଦଳ…

‘ଯେଉଁମାନଙ୍କୁ ରଙ୍ଗ ଭଲ ଲାଗେନି, ସେମାନେ ଘର ନୁହେଁ ଦେଶ ଛାଡ଼ି ଚାଲି ଯାଆନ୍ତୁ’

ଲକ୍ଷ୍ନୌ,୧୩।୩: ଉତ୍ତରପ୍ରଦେଶରେ ହୋଲି ଏବଂ ଜୁମାର ନମାଜ୍‌କୁ ନେଇ ଆଲର୍ଟରେ ପ୍ରଶାସନ। ଉଭୟ ଗୋଟିଏ ଦିନରେ ପଡ଼ୁଥିବାରୁ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ନେଇ ପୋଲିସକର୍ମୀମାନଙ୍କୁ ନିୟୋଜିତ କରାଯାଇଛି। ଏହି ସମୟରେ ଯୋଗୀ ସରକାରଙ୍କ ମନ୍ତ୍ରୀ ତଥା ନିଷାଦ ପାର୍ଟିର ଅଧ୍ୟକ୍ଷ ସଞ୍ଜୟ…

ବିଜେପି ନୁହେଁ କଂଗ୍ରେସ ଆରମ୍ଭ କରିଥିଲା ହିନ୍ଦୀର ବ୍ୟବହାର: ଏଆଇଏଡିଏମକେ ନେତା

ଚେନ୍ନାଇ: ନୂଆ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ କାର୍ଯ୍ୟକାରୀ କରିବା ସହ ଭାଷା ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାର ଓ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିବାଦ ଚରମସୀମାରେ ପହଂଚିଛି | ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ର ସରକାରଙ୍କୁ କଡା ସମାଲୋଚନା କରୁଥିବାବେଳେ ଏବେ…

ୟୁକ୍ରେନ ସହ ଯୁଦ୍ଧ ବନ୍ଦ କରିବା ଚୁକ୍ତିକୁ ସହମତି ଦେବା ପୂର୍ବରୁ ଦୁଇଟି ସର୍ତ୍ତ ରଖିଛନ୍ତି ପୁଟିନ୍

ନୂଆଦିଲ୍ଳୀ: ଦୀର୍ଘ ୩ ବର୍ଷ ହେବ ଚାଲିଆସିଥିବା ଯୁଦ୍ଧରେ ବିରାମ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋରଦାର ପ୍ରୟାସ କରୁଛନ୍ତି । ଉଭୟ ୟୁକ୍ରେନ୍ ଓ ଋଷ ରାଷ୍ଟ୍ରପତିଙ୍କୁ ଆଲୋଚନା କରି ଯୁଦ୍ଧ ବନ୍ଦ କରିବା ପାଇଁ ବାରମ୍ୱାର ବୁଝାଇଆସିଛନ୍ତି ଟ୍ରମ୍ପ । ଏହାରି ଭିତରେ…

ଷ୍ଟାଲିନ ତୁମେ କେତେ ବଡ ମୂର୍ଖ: ଅନ୍ନାମଲାଇ

ଚେନ୍ନାଇ: ଏମକେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମକେ ସରକାରଙ୍କର ଜାତୀୟ ଶିକ୍ଷା ନୀତି, ସୀମା ନିର୍ଦ୍ଧାରଣ ଏବଂ ତିନି ଭାଷା ସୂତ୍ର ଭଳି ଅନେକ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହିତ ନିରନ୍ତର ବିବାଦ ଲାଗିରହିଛି । ତାମିଲନାଡୁର ଡିଏମକେ ସରକାର ତାମିଲନାଡୁ ବଜେଟର ଲୋଗୋରେ ଟଙ୍କାର ପ୍ରତୀକ…

ହୋଲି ରଙ୍ଗ ଲଗାଇବାକୁ ବାରଣ କରିବାରୁ 25 ବର୍ଷୀୟ ଯୁବକଙ୍କ ଗଳାକାଟି ହତ୍ୟା

ଜୟପୁର,୧୩ା୩: ରାଜସ୍ଥାନର ଦୌସା ଜିଲାରେ ହୋଲି ପୂର୍ବରୁ ରଙ୍ଗ ଲଗାଇବାକୁ ତିନି ଜଣ ବ୍ୟକ୍ତିଙ୍କୁ ବାରଣ କରିବାରୁ ଜଣେ ୨୫ ବର୍ଷୀୟ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିବା ପୋଲିସ କହିଛି। ବୁଧବାର ସନ୍ଧ୍ୟାରେ ରାଲୱାସ ଗ୍ରାମରେ ଏହି ଘଟଣା ଘଟିଥିବା ବେଳେ ଅଶୋକ, ବବଲୁ…

ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ଶୁକ୍ରବାର (୧୪ ମାର୍ଚ୍ଚ, ୨୦୨୫) ରଙ୍ଗର ପର୍ବ ହୋଲି ପାଳନ କରିବାକୁ ସାରା ଦେଶ ପ୍ରସ୍ତୁତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର (୧୩ ମାର୍ଚ୍ଚ) ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରି…

ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଭୂସ୍ଖଳନ, ଫସିଗଲେ ଡଜନେରୁ ଅଧିକ ଲୋକ

ଜମ୍ମୁ,୧୩।୩: ଗୁରୁବାର ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ଅଞ୍ଚଳରେ ମୁଖ୍ୟ ଟ୍ୟାକ୍ସି ଷ୍ଟାଣ୍ଡର ୧୫ ଫୁଟ ଉଚ୍ଚ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଅତି କମରେ ତିନି ଜଣ ଆହତ ହୋଇଥିବା ବେଳେ ଅନ୍ୟ ନଅ ଜଣଙ୍କୁ ଉଦ୍ଧାର କରାଯାଇଛି।ସ୍ଥାନୀୟ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ଗୁରୁବାର…

ବଜେଟରୁ ‘₹’ ର ପ୍ରତୀକ ହଟାଇଦେଲେ ଷ୍ଟାଲିନ ସରକାର, ଭାଷା ବିବାଦ ମଧ୍ୟରେ ବଡ଼ ପଦକ୍ଷେପ

ଚେନ୍ନାଇ,୧୩।୩: ତାମିଲନାଡ଼ୁରେ ଚାଲିଥିବା ଭାଷା ବିବାଦ ମଧ୍ୟରେ ଷ୍ଟାଲିନ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବଜେଟ ସମୟରେ ସରକାର ଟଙ୍କାର ପ୍ରତୀକକୁ ହଟାଇ ଦେଇ ‘ரூ’ ରଖିଛନ୍ତି। ସାରା ଦେଶରେ ଟଙ୍କାର ପ୍ରତୀକକୁ ଆଧିକାରୀକ ଭାବେ ଆପଣାଯାଇଛି। ହେଲେ ଷ୍ଟାଲିନ ସରକାର ଭିନ୍ନ ପ୍ରତୀକ…

ଭାରତର ‘ଅସ୍ତ୍ର’ ଦେଖି ଚାଇନା-ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୧୩।୩: ଭାରତର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଯୁଦ୍ଧ ବିମାନ ତେଜସ ଆକାଶରୁ ଆକାଶ ସ୍ବଦେଶୀ କ୍ଷେପଣାସ୍ତ୍ର ‘ଅସ୍ତ୍ର’ର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ପଡ଼ୋଶୀ ଦେଶ ଚାଇନା ଏବଂ ପାକିସ୍ତାନ ପାଇଁ ଉତ୍ତେଜନା ସୃଷ୍ଟି କରିପାରେ। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ,…