Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମରିସସ୍ ରାଷ୍ଟ୍ରପତିଙ୍କୁ ଗଙ୍ଗାଜଳ ଉପହାର ଦେବାରୁ ମୋଦୀଙ୍କୁ ପ୍ରଶଂସା କଲେ ଯୋଗୀ
ଲକ୍ଷ୍ନୌ: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ମରିସସର ରାଷ୍ଟ୍ରପତି ଧରମବୀର ଗୋଖୁଲଙ୍କୁ ଉପହାର ମାଧ୍ୟମରେ ଭାରତର ସାଂସ୍କୃତିକ ଐତିହ୍ୟକୁ ଉଜ୍ଜ୍ୱଳ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ଏକ ପୋଷ୍ଟରେ!-->…
ଏଣିକି ଟଙ୍କା ପରି ଏଟିଏମ୍ରୁ କାଢିପାରିବେ ସୁନା
ନୂଆଦିଲ୍ଲୀ,୧୨।୩: ଏଟିଏମରୁ ନୋଟ ବାହାରୁଥିବା କଥା ତ ସମସ୍ତେ ଜାଣନ୍ତି। କିନ୍ତୁ ସୁନା ଓ ରୂପା ବାହାରିବା କେବେ ଶୁଣିଛନ୍ତି କି? ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ତିରୁପତି ମନ୍ଦିର ଦର୍ଶନ କରିବାକୁ ଯାଉଥିବା ଭକ୍ତମାନଙ୍କୁ ଏବେ ଏଠାରେ ଏକ ନୂଆ ସୁବିଧା ମିଳିବ। ଏଠାରେ ସେମାନେ ଏଟିଏମ ମେସିନ!-->…
ସ୍ତ୍ରୀଙ୍କ ସହ ଭାରତ ଆସିବେ ଜେଡି ଭାନ୍ସ, ଶ୍ୱଶୁର ଘରେ ହେବ ଚର୍ଚ୍ଚା
ନୂଆଦିଲ୍ଲୀ,୧୨।୩: ନୂତନ ଆମେରିକୀୟ ପ୍ରଶାସନର ଦୁଇଜଣ ଶୀର୍ଷ ଅଧିକାରୀ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆମେରିକାର ଜାତୀୟ ଗୁଇନ୍ଦା ନିର୍ଦ୍ଦେଶକ ତୁଳସୀ ଗବାର୍ଡ ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିବେ। ତାଙ୍କ ବ୍ୟତୀତ, ଆମେରିକାରେ ଟ୍ରମ୍ପଙ୍କ ବିଶ୍ୱସ୍ତ ଅର୍ଥାତ!-->…
ବିଶ୍ବର ସବୁଠୁ ପ୍ରଦୂଷିତ ଦେଶ ମଧ୍ୟରେ ପଞ୍ଚମ ସ୍ଥାନରେ ଭାରତ
ନୂଆଦିଲ୍ଲୀ: ଦୁନିଆର ସବୁଠୁ ଅଧିକ ୨୦ଟି ପ୍ରଦୂଷିତ ସହର ମଧ୍ୟରେ ଭାରତ ୧୩ଟି ସହର ସ୍ଥାନ ପାଇଛି । ତେବେ ବିଶେଷଜ୍ଞଙ୍କ ମତରେ ଏଣିକି ଭାରତକୁ ୫ଟି ଦିଗ ଉପରେ ବିଶେଷ ଧ୍ୟାନ ଦେବାକୁ ହେବ । ବାୟୁକୁ ନିର୍ମଳ ରଖିବା ପାଇଁ ଯଥାସମ୍ଭବ ଚେଷ୍ଟା , ପବ୍ଲିକ ଟ୍ରାନପୋର୍ଟ ବଢ଼ାନ୍ତୁ,ନିର୍ମାଣ କାମରେ!-->…
ମରିସସକୁ ମିଳିଲା ଭାରତର ସହଯୋଗ, ମୋଦି କହିଲେ ଶିକ୍ଷା, ସ୍ବାସ୍ଥ୍ୟ, ପର୍ଯ୍ୟଟନ କ୍ଷେତ୍ରରେ କରିବେ ସାହାଯ୍ୟ
ନୂଆଦିଲ୍ଲୀ/ପୋର୍ଟ ଲୁଇସ,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ମରିସସ ଗସ୍ତରେ ଅଛନ୍ତି। ବୁଧବାର ସେ ମରିସସର ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହା ପରେ, ପ୍ରଧାନମନ୍ତ୍ରୀ ମୋଦି ଏବଂ ମରିସସ ପ୍ରଧାନମନ୍ତ୍ରୀ ନବୀନଚନ୍ଦ୍ର ରାମଗୁଲାମ ଏକ ମିଳିତ!-->…
ଜମ୍ମୁ-କଶ୍ମୀରରେ ପାକିସ୍ତାନୀ ବେଲୁନ: ଲୋକେ ଭୟଭୀତ,ଆଲର୍ଟରେ ସୁରକ୍ଷା ଏଜେନ୍ସି
ଜମ୍ମୁ,୧୨।୩: ବୁଧବାର (୧୨ ମାର୍ଚ୍ଚ) ସକାଳେ ଜମ୍ମୁ ଓ କାଶ୍ମୀରର ସାମ୍ବା ଜିଲାର ଘଗୱାଲ ସେକ୍ଟରରେ ଅନ୍ତର୍ଜାତୀୟ ସୀମା (ଆଇବି) ନିକଟରେ ଏକ ସନ୍ଦିଗ୍ଧ ବେଲୁନ ମିଳିବା ପରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଅଧିକାରୀଙ୍କ ଅନୁଯାୟୀ, ଏହି ବେଲୁନଟି ପାଲୌନା ଗାଁର କ୍ଷେତରେ ପଡ଼ିଥିବା ଦେଖିବାକୁ!-->…
ଆସିଗଲା ଟ୍ରିପଲ ଇଞ୍ଚିନ ସରକାର, ୧୦ରୁ ୯ ସହରରେ ଭାଜପା ମେୟର
ଚଣ୍ଡିଗଡ଼,୧୨।୩: ହରିୟାଣା ବିଧାନସଭା ନିର୍ବାଚନ ପରେ, ସ୍ଥାନୀୟ ନଗର ନିଗମ ନିର୍ବାଚନରେ ମଧ୍ୟ କଂଗ୍ରେସକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ରାଜ୍ୟର ୧୦ଟି ନଗର ନିଗମରୁ ଭାଜପା ୯ଟି ଆସନ ଜିତିଛି। ଯେତେବେଳେ ଗୋଟିଏ ନଗର ନିଗମରେ ଜଣେ ସ୍ବାଧୀନ ପ୍ରାର୍ଥୀ ବିଜୟୀ!-->…
ଟ୍ରେନ ଅପହରଣ ପଛରେ ଭାରତ : ପାକିସ୍ତାନ
ଇସଲାମାବାଦ: ପ୍ରତ୍ୟେକ ସମସ୍ୟା ପାଇଁ ଭାରତକୁ ଦାୟୀ କରିବା ପାକିସ୍ତାନର ଏକ ପୁରୁଣା ଅଭ୍ୟାସ। ଆଜି ଯେତେବେଳେ ବଲୋଚ ବିଦ୍ରୋହୀମାନେ ପାକିସ୍ତାନର ଅତ୍ୟାଚାର ବିରୋଧରେ ଅସ୍ତ୍ରଶସ୍ତ୍ର ଉଠାଇଛନ୍ତି, ସେମାନେ ଏଥିପାଇଁ ଭାରତକୁ ମଧ୍ୟ ଦାୟୀ କରୁଛନ୍ତି।ମଙ୍ଗଳବାର ଦିନ ବଲୋଚ ବିଦ୍ରୋହୀମାନେ!-->…
କୁଆଡେ ଗଲା ମହିଳାଙ୍କୁ ୨୫୦୦ ଟଙ୍କା ଓ ମାଗଣା ଗ୍ୟାସ୍ ? ଦିଲ୍ଲୀ ସରକାରଙ୍କୁ ଆତିଶୀଙ୍କ ନିଶାନା
ନୂଆଦିଲ୍ଲୀ: ଦିଲ୍ଲୀର ବିଜେପି ସରକାରଙ୍କୁ ପୁଣି ଘେରିଲା ଆମ୍ ଆଦମୀ ପାର୍ଟି । ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଟାର୍ଗେଟ୍ କରିବା ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପୁଣି ନିଶାନା କରିଛନ୍ତି ଦିଲ୍ଲୀ ବିଧାନସଭାର ବିରୋଧୀ ଦଳ ନେତା ଆତିଶୀ । ବିଜେପି ଦେଇଥିବା କଥା ରଖି ପାରୁନି, ପ୍ରତିଶ୍ରୁତି!-->…
ନିର୍ବାଚନ ପ୍ରକ୍ରିୟାର ସିଏଜି ଅଡିଟ ଦାବି କରି ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡିର ସଂସଦୀୟ ଟିମ
ନୂଆଦିଲ୍ଲୀ : ନିର୍ବାଚନ ପ୍ରକ୍ରିୟାର ସିଏଜି କିମ୍ବା ନିରପେକ୍ଷ ଅଡିଟରଙ୍କ ଦ୍ବାରା ଅଡିଟ କରିବାକୁ ଦାବି କରିଛି ବିଜେଡି । ଗତ ସାଧାରଣ ନିର୍ବାଚନରେ ହୋଇଥିବା ଅନିୟମିତତା ଅଭିଯୋଗ ପ୍ରସଙ୍ଗରେ ଆଜି ପୁଣି ଥରେ ନିର୍ବାଚନ କମିଶନଙ୍କୁ ଭେଟି ଏହି ଦାବି କରିଛି ବିଜେଡିର ସଂସଦୀୟ ଟିମ ।
!-->!-->!-->…