Browsing Category

ଦେଶ

ଦେଶରେ ବଢୁଛି ସ୍ବାଇନ ଫ୍ଲୁ ମାମଲା, ୧୬ ରାଜ୍ୟରେ ୫୧୬ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ସ୍ୱାଇନ୍ ଫ୍ଲୁ ବା ଏଚ୍୧ଏନ୍୧ ଭୂତାଣୁ ସଂକ୍ରମଣ ପୁଣି ବ୍ୟାପିବାରେ ଲାଗିଛି। ଦେଶର ୮ଟି ରାଜ୍ୟରେ ଏହାର ପ୍ରସାର ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଜାନୁଆରୀ ୨୦୨୫ରେ ୧୬ଟି ରାଜ୍ୟରେ ୫୧୬ ଜଣ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ୬ ଜଣଙ୍କ…

ଦିଲ୍ଲୀରେ ବନ୍ଦ ହେବ ପେଟ୍ରୋଲ-ଡିଜେଲ୍ ଗାଡି !

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଇଭି ପଲିସି ୨.୦ ନେଇ ଘୋଷଣା କରିଦେଇଛନ୍ତି । ଏହି ନୂଆ ନିୟମ ଅନୁସାରେ ୨୦୨୭ ସୁଦ୍ଧା ଦିଲ୍ଲୀରେ ପଞ୍ଜୀକରଣ ହୋଇଥିବା ଗାଡିରୁ ୯୫ ପ୍ରତିଶତ କେବଳ ଇଲେକ୍ଟ୍ରିକ୍ ଗାଡି ଭାବେ ପଞ୍ଜୀକୃତ ହେବାକୁ ଲକ୍ଷ୍ୟ ରଖିଛନ୍ତି । ଦିଲ୍ଲୀରେ ଇଭି ନିୟମ ପ୍ରଥମ ଥର ୨୦୨୦…

ହୋଲି ପୂର୍ବରୁ ବଢ଼ିବ କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଚଳିତ ସପ୍ତାହରେ ଅର୍ଥାତ୍ ହୋଲି ପୂର୍ବରୁ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିପାରନ୍ତି। ମୂଳ ଦରମାର ୫୩%ରୁ ୫୫ ପ୍ରତିଶତ ପର୍ଯ୍ୟନ୍ତ ମହଙ୍ଗା ଭତ୍ତା ବଢ଼ିପାରେ। ଏହା ଦ୍ବାରା ପ୍ରାୟ ୧୨ ନିୟୁତ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।ଗୋଟିଏ…

ଆଇପିଏଲରେ ତମାଖୁ ଓ ମାଦକଦ୍ରବ୍ୟ ବିଜ୍ଞାପନ ନିଷେଧ

ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ରେ କୌଣସି ପ୍ରକାର ତମାଖୁ ଏବଂ ମାଦକଦ୍ରବ୍ୟର ବିଜ୍ଞାପନ ପ୍ରସାରିତ ହେବ ନାହିଁ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଇପିଏଲକୁ ନିର୍ଦେଶ ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସ୍ବାସ୍ଥ୍ୟ ସେବା…

ଅଧିକାରୀମାନେ ମୋ‌ତେ ଗାଳିଗୁଲଜ କରିବା ସହିତ ମାନସିକ ନିର୍ଯାତନା ଦେଇଛନ୍ତି

ନୂଆଦିଲ୍ଲୀ: ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ସୁନା ଚୋରା ଚାଲାଣ ମାମଲାରେ ଗିରଫ କରାଯାଇଛି। ଗିରଫ ପରେ ରାଣ୍ୟାଙ୍କୁ କୋର୍ଟରେ ହାଜର କରାଯିବା ସହ ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ସୋମବାର…

ଲଳିତ ମୋଦୀଙ୍କ ନାଗରିକତା ରଦ୍ଦ କଲା ଭାନୁଆଟୁ

ନୂଆଦିଲ୍ଲୀ : ପଳାତକ ଭାରତୀୟ ବ୍ୟବସାୟୀ ଲଳିତ ମୋଦୀଙ୍କୁ ଦିଆଯାଇଥିବା ନାଗରିକତା ବାତିଲ କରିବାକୁ ଭାନୁଆଟୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତି ମାମଲାରେ ସେ ଭାରତରେ ୱାଣ୍ଟେଡ୍ ଅଛନ୍ତି। ପ୍ରଶାନ୍ତ ମହାସାଗରର ୮୦ରୁ ଅଧିକ ଦ୍ୱୀପକୁ ନେଇ ଗଠିତ ଦ୍ୱୀପରାଷ୍ଟ୍ର ଭାନୁଆତୁର…

ଶରୀରର ଅତ୍ୟଧିକ ଓଜନ ମହିଳାଙ୍କୁ ନିର୍ଦ୍ଦୋଷ ବୋଲି ପ୍ରମାଣ କଲା

ନୂଆଦିଲ୍ଲୀ: ସୁସ୍ଥ ଓ ନିରୋଗ ଜୀବନଯାପନ କରିବାକୁ ସର୍ବଦା ଡାକ୍ତରମାନେ ପରାମର୍ଶ ଦେଇ ଆସିଛନ୍ତି। ଶରୀରର ଓଜନକୁ ନିୟନ୍ତ୍ରଣରେ ରଖି ପାରିଲେ ଏକ ସୁସ୍ଥ ଜୀବନ ବଞ୍ଚି ପାରିବା। ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଯାହା ଯେତେବେଳେ ମିଳିଲା ଆମେ ଖାଇଲେ। ଯେତେବେଳେ ପାରିଲେ ଶୋଇ ପଡ଼ିଲେ।…

୨୦ ମିନିଟରେ ଲୁଟିନେଲେ ୨୫ କୋଟିର ଅଳଙ୍କାର

ଆରା: ବିହାରର ଆରାରେ ଥିବା ତନିସ୍କ ଶୋ'ରୁମକୁ ଟାର୍ଗେଟ କରିଛନ୍ତି ଡକାୟତ। ଭୋଜପୁର ଜିଲ୍ଲା ଆରା ବଜାରର ଗୋପାଳି ଛକରେ ଥିବା ତନିସ୍କ ଶୋ'ରୁମ୍ ରେ ଡକାୟତମାନେ ପଶି ସୋ'ରୁମ୍ କର୍ମଚାରୀଙ୍କୁ ବନ୍ଧକ ରଖି ମାତ୍ର ୨୦ ମିନିଟ୍ ମଧ୍ୟରେ ୨୫ କୋଟିରୁ ଅଧିକ ଟଙ୍କାର ଗହଣା ଲୁଟି ନେଇଛନ୍ତି। ଆଇନ…

ତୁଣ୍ଡରେ ଲଗାମ ଲଗାଅ: ଧର୍ମେନ୍ଦ୍ର ଓ ଷ୍ଟାଲିନ ମୁହାଁମୁହିଁ

ନୂଆଦିଲ୍ଲୀ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନର ଜବାବ ଦେଇ ତାଙ୍କୁ 'ଅହଂକାରୀ' ବୋଲି କହିଛନ୍ତି। ପୂର୍ବରୁ, କେନ୍ଦ୍ରମନ୍ତ୍ରୀ ତାମିଲନାଡୁ ସରକାରଙ୍କୁ 'ବେଇମାନ' ବୋଲି କହିଥିଲେ। ଲୋକସଭାରେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଏମ୍ସ  ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ…