Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଅର୍ଥନୈତିକ ଅଭିବୃଦ୍ଧିରେ ଏମଏସଏମଇ କ୍ଷେତ୍ରର ଭୂମିକା ଗୁରୁତ୍ୱପୂର୍ଣ୍ଣ – ମୋଦୀ
ଭାରତର ଅର୍ଥନୈତିକ ଅଭିବୃଦ୍ଧିରେ ଏମଏସଏମଇ ଏକ ପରିବର୍ତନକାରୀ ଭୂମିକା ଗ୍ରହଣ କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଭାରତର ଉତ୍ପାଦନ ଏବଂ ଶିଳ୍ପ ଅଭିବୃଦ୍ଧିର ମେରୁଦଣ୍ଡ ହେଉଛି ଆମର ଏମଏସଏମଇ କ୍ଷେତ୍ର।ମଙ୍ଗଳବାର ବଜେଟ ପରବର୍ତ୍ତୀ ୱେବିନାରରେ ଯୋଗ ଦେଇ ଶ୍ରୀ ମୋଦୀ!-->…
ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍ ଆଶ୍ଵସ୍ତ, ଏତଲା ଦାୟର ନିର୍ଦେଶ ସ୍ଥଗିତ
ମୁମ୍ବଇ: ଶେୟାର ବଜାର ଠକେଇ ମାମଲାରେ ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍ଙ୍କ ଆଶ୍ଵସ୍ତି ମିଳିଛି। ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ(ସେବି)ର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍ ଏବଂ ଅନ୍ୟମାନଙ୍କ ବିରୋଧରେ ଏତଲା ଦାୟର କରିବା ନେଇ ସ୍ଵତନ୍ତ୍ର!-->…
ପଦ ଛାଡ଼ିଲେ ମହାରାଷ୍ଟ୍ର ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଡନାଭିସ୍ଙ୍କୁ ଦେଲେ ଇସ୍ତଫା ପତ୍ର
ମୁମ୍ବଇ: ମହାରାଷ୍ଟ୍ର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ମଙ୍ଗଳବାର ମହାରାଷ୍ଟ୍ର କ୍ୟାବିନେଟ୍ରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହକର୍ମୀ ବାଲ୍ମିକ କରାଡ଼ଙ୍କୁ ସରପଞ୍ଚ ସନ୍ତୋଷ ଦେଶମୁଖଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ କରାଯିବା ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ମୁଣ୍ଡେଙ୍କୁ ମନ୍ତ୍ରୀ ପଦରୁ!-->…
IIT ବାବା ଅଭୟ ସିଂଙ୍କୁ ହୋଟେଲରୁ ଉଠାଇନେଲା ପୋଲିସ, ପାଖରୁ ଗଂଜେଇ ଜବତ
ପ୍ରୟାଗରାଜରେ ହୋଇଥିବା ମହାକୁମ୍ଭ ମେଳାରେ ବେଶ ଚର୍ଚ୍ଚାକୁ ଆସିଥିଲେ ଆଇଆଇଟି ବାବା ଅଭୟ ସିଂ । ଏବେ ଆଇଆଇଟି ବାବାଙ୍କୁ ଅଟକ ରଖିଛି ଜୟପୁର ପୋଲିସ । ସେ ସୋସିଆଲ ମିଡିଆରେ ଜୀବନ ହାରିବାକୁ ଧମକ ଦେଇଥିଲେ । ଏହାପରେ ସେ ରହୁଥିବା ହୋଟେଲକୁ ଯାଇ ବାବାଙ୍କୁ ଅଟକ ରଖିଛି ପୋଲିସ । ବାବାଙ୍କ!-->…
ଚମୋଲି ହିମସ୍ଖଳନ : ବଞ୍ଚିଲା ୪୬ ଜୀବନ, ସମସ୍ତ ଉଦ୍ଧାରକାରୀ ଦଳକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ଧାମି
ଉତ୍ତରାଖଣ୍ଡ ଚମୋଲିର ମାଣାରେ ୩ ଦିନ ପୂର୍ବରୁ ହୋଇଥିବା ହିମସ୍ଖଳନର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ୩ ଦିନ ଧରି ଚାଲିଥିବା ଉଦ୍ଧାର କାର୍ଯ୍ୟ ଆଜି ଶେଷ ହୋଇଛି । ହିମଖଣ୍ଡ ତଳୁ ୪୬ ଜଣଙ୍କୁ ମିଳିଲା ନୂଆ ଜୀବନ । ଉତ୍ତରାଖଣ୍ଡ ବଦ୍ରିନାଥ ହିମସ୍ଖଳନରେ ଫସିଥିବା ୫୪ ଶ୍ରମିକଙ୍କ ମଧ୍ୟରୁ ୮!-->…
ଆର୍ଥିକ ସଚେତନ ହେଉଛନ୍ତି ମହିଳା – ନୀତି ଆୟୋଗ ରିପୋର୍ଟ
ପୂର୍ବ ବର୍ଷ ତୁଳନାରେ ମହିଳାମାନଙ୍କ ମଧ୍ୟରେ ଆର୍ଥିକ ସଚେତନତା ୪୨% ବୃଦ୍ଧି ପାଇଛି। ସୋମବାର ନୂଆଦିଲ୍ଲୀରେ ନୀତି ଆୟୋଗ ଦ୍ୱାରା ଉନ୍ମୋଚନ କରାଯାଇଥିବା ‘From Borrowers to Builders: Women’s Role in India’s Financial Growth Story’ ଶୀର୍ଷକ ଏକ ରିପୋର୍ଟରେ ଏହା କୁହାଯାଇଛି।!-->…
ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି, ସୋ’ ଆରମ୍ଭ କରିବାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ ୩।୩: ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୋମବାର ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ମାତା-ପିତାଙ୍କୁ ନେଇ ଅଭଦ୍ର ଟିପ୍ପଣୀ କରିଥିବା ରଣବୀରଙ୍କୁ ସୁପ୍ରିମକୋର୍ଟ ଗୋଟିଏ ସର୍ତ୍ତରେ ‘ଦି ରଣବୀର ସୋ’ ପୁଣି ଆରମ୍ଭ କରିବାକୁ ଅନୁମତି ଦେଇଛନ୍ତି। ଏହା ସହିତ ସୁପ୍ରିମକୋର୍ଟ!-->…
ଫେସ୍ବୁକ୍ରେ ବନ୍ଧୁତା, ଝଗଡ଼ା ଓ ମୋବାଇଲ୍ ଚାର୍ଜରରେ ତଣ୍ଟି ଚିପି ହତ୍ୟା
ନୂଆଦିଲ୍ଲୀ: ହରିୟାଣାର ରୋହତକରେ କଂଗ୍ରେସ ନେତ୍ରୀ ହିମାନୀ ନରୱାଲଙ୍କ ହତ୍ୟା ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସଚିନକୁ ଦିଲ୍ଲୀରୁ ଗିରଫ କରିଛି । ଜେରାରେ ସଚିନ ଅନେକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି । ଏଥିରେ ଏହି ହତ୍ୟାକାଣ୍ଡର ପୂରା କାହାଣୀ ସାମନାକୁ ଆସିଛି । ହିମାନୀଙ୍କୁ ତଣ୍ଟି ଚିପି!-->…
‘ସ୍କୁଲକୁ ଛାତ୍ରଛାତ୍ରୀ ସ୍ମାର୍ଟଫୋନ୍ ଆଣିବା ସମ୍ପୂର୍ଣ୍ଣ ବ୍ୟାନ୍ ଅସମ୍ଭବ’; ଗାଇଡଲାଇନ ଜାରି କଲେ…
ନୂଆଦିଲ୍ଲୀ: ବିଦ୍ୟାଳୟରେ ପାଠପଢ଼ା ସମୟରେ ଛାତ୍ରଛାତ୍ରୀମାନେ ମୋବାଇଲ୍ ବ୍ୟବହାର କରିବା ଏକ ବଡ଼ ସମସ୍ୟା ଉଭା ହୋଇଛି । ସ୍କୁଲରେ ଫୋନ୍ ବ୍ୟବହାର କରିବା ବ୍ୟାନ ଥିଲା । ହେଲେ ଦିଲ୍ଲୀ ହାଇକୋର୍ଟ ଏହା ଉପରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଛାତ୍ରଛାତ୍ରୀଙ୍କ ଦ୍ବାରା ସ୍ମାର୍ଟ ଫୋନ୍!-->…
ଅଡୁଆରେ ପୂର୍ବ ସେବି ମୁଖ୍ୟ ମାଧବୀ ପୁରି ବୁଚ୍ : ମାମଲା ରୁଜ୍ଜୁ ପାଇଁ ନିର୍ଦ୍ଦେଶ
ମୁମ୍ବାଇ: ମୁମ୍ବାଇର ଦୁର୍ନୀତି ନିବାରଣ ବ୍ୟୁରୋ (ଏସିବି) ଅଦାଲତ ସେବିର ପୂର୍ବତନ ଅଧ୍ୟକ୍ଷ ମାଧବୀ ପୁରୀ ବୁଚ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲା ଜାଲିଆତି କରି ଏକ କମ୍ପାନିର ଲିଷ୍ଟିଂ ସହ ସଂପର୍କିତ । ଆଇପିସି, ଦୁର୍ନୀତି!-->…