Browsing Category

ଦେଶ

ଶେଷ ହେଲା ମହାକୁମ୍ଭ: ଶିବରାତ୍ରି ପାଇଁ ଦିନକରେ ବୁଡ଼ ପକାଇଲେ ୨ କୋଟି ଶ୍ରଦ୍ଧାଳୁ

ପ୍ରୟାଗରାଜ: ସରିଲା ମହାକୁମ୍ଭ । ଗଙ୍ଗା ନଦୀ କୂଳରେ ଶେଷ ହେଲା ଦୁନିଆର ସବୁଠୁ ବଡ ଆଧ୍ୟାତ୍ମିକ ମେଳା । ଯେଉଁଠି ଲାଗିଥିଲା ସାଧୁସନ୍ଥ ଓ ଭକ୍ତଙ୍କ ମିଳନ । ମହାଶିବରାତ୍ରିରେ ଶେଷ ହୋଇଛି ମହାକୁମ୍ଭ । ଅନ୍ତିମ ଅମୃତ ସ୍ନାନ ସହ ମହାକୁମ୍ଭର ମଧ୍ୟ ସରିଛି ।ଶେଷ ଦିନରେ ସଙ୍ଗମ ସ୍ଥଳରେ ଲକ୍ଷାଧିକ…

 ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ

ଖୋଲିବ ବାବା କେଦାରନାଥଙ୍କ ଧାମ । ପବିତ୍ର ମହାଶିବରାତ୍ରି ଅବସରରେ ସ୍ଥିର ହେଲା ତାରିଖ ଓ ସମୟ । ମହାଦେବ ବାବା କେଦାରନାଥଙ୍କ କପାଟ ଖୋଲିବାର ଦିନ ଓ ମୁହୂର୍ତ୍ତର ସ୍ଥିର ହୋଇଛି । ଚଳିତ ବର୍ଷ ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ । ମେ’ ୨ରେ ଠିକ୍ ସକାଳ ୭ଟାରେ ଏହି ଦିବ୍ୟ କାର୍ଯ୍ୟର…

ସେନା ଗାଡ଼ିକୁ ଆତଙ୍କବାଦୀଙ୍କ ଗୁଳିମାଡ଼

ଜାମ୍ମୁ-କାଶ୍ମୀରର ରଜୌରୀ ଅନ୍ତର୍ଗତ ସୁନ୍ଦରବନି ଅଞ୍ଚଳରେ ବୁଧବାର ସେନା ଗାଡ଼ି ଉପରେ ଆକ୍ରମଣ ହୋଇଛି। ସୁନ୍ଦରବନିର ଫଲ ଗ୍ରାମ ନିକଟ ନେଇ ଯବାନମାନେ ଗାଡ଼ିରେ ଯାଉଥିବାବେଳେ ଆତଙ୍କବାଦୀମାନେ ଗାଡ଼ି ଉପରକୁ ଗୁଳିମାଡ଼ କରିଥିଲେ। ଏହି ଘଟଣା​‌ରେ କେହି ମୃତାହତ ହୋଇଥିବା ନେଇ ସୂଚନା…

ନୀତିଶ ସରକାରରେ ବଢ଼ିଲା ବିଜେପିର ଦବଦବା, ମନ୍ତ୍ରୀ ଭାବେ ଶପଥ ନେଲେ ୭ ବିଧାୟକ

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଗୋଟିଏ ପରେ ଗୋଟିଏ ଅନେକ ରାଜ୍ୟ ଜିତିବା ପରେ, କେନ୍ଦ୍ରରେ କ୍ଷମତାରେ ଥିବା ବିଜେପି ଏବେ ବିହାରରେ ସକ୍ରିୟ ହୋଇ ଉଠିଛି। ଏହି ସମୟରେ, ଆଜି ନୀତିଶ କ୍ୟାବିନେଟର ବିସ୍ତାର ହୋଇଛି | ବିଜେପି କୋଟାରୁ…

ହିନ୍ଦୀ ବିବାଦ: ‘ଭାଷା’ ଯୁଦ୍ଧରୁ ପଛକୁ ହଟିଲେ ଷ୍ଟାଲିନ

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଶାସକ ଦ୍ରାବିଡ ମୁନେତ୍ର କାଝଗମ (ଡିଏମକେ) ସଭାପତି ଏମ୍.କେ. ଷ୍ଟାଲିନ୍ ବୁଧବାର କହିଛନ୍ତି ଯେ, ଯଦି ତାମିଲନାଡୁ ଏବଂ ତାମିଲମାନଙ୍କ ସ୍ୱାଭିମାନ ସହିତ ଖେଳ ନ ଖେଳି ହିନ୍ଦୀ ଭାଷାକୁ ବଳପୂର୍ବକ ସେମାନଙ୍କ ଉପରେ ଲଦି ଦିଆ ନଯାଏ, ତେବେ ଆମଦଳ ଏହି…

ସିଏଜି ରିପୋର୍ଟଠାରୁ ସିବିଆଇ ଓ ଇଡି ଅଧିକ ତଥ୍ୟ ଦେଇଥିଲେ: ସନ୍ଦୀପ ଦୀକ୍ଷିତ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ଗତକାଲି ସିଏଜି ରିପୋର୍ଟ ଉପସ୍ଥାନ କରାଯାଇଥିଲା | ଅବକାରୀ ନୀତି ଉପରେ ଉପସ୍ଥାପନ ହୋଇଥିବା ସିଏଜି ରିପୋର୍ଟରୁ ଜଣାପଡ଼ିଥିଲା ଯେ ପୂର୍ବତନ ଆପ୍‌ ସରକାରଙ୍କ ଅବକାରୀ ନୀତି ଯୋଗୁଁ ୨୦୦୨ କୋଟି ଟଙ୍କାର ରାଜସ୍ବ ‌କ୍ଷତି ହୋଇଛି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା…

ସୁଟଆଉଟରେ ନେଦରଲ୍ୟାଣ୍ଡକୁ ପରାସ୍ତ କଲା ଭାରତ

ଭୁବନେଶ୍ୱର: ମଙ୍ଗଳବାର ଦିନ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏଫଆଇଏଚ୍ ହକି ପ୍ରୋ ଲିଗ୍ (ମହିଳା) ଖେଳରେ ୨-୨ ଗୋଲରେ ଏକ ରୋମାଞ୍ଚକର ଡ୍ର ପରେ, ଭାରତ ନେଦରଲ୍ୟାଣ୍ଡକୁ ସୁଟଆଉଟରେ ୨-୧ ଗୋଲରେ ପରାସ୍ତ କରି ବୋନସ୍ ପଏଣ୍ଟ ହାସଲ କରିଛି। ଦୁଇ ଗୋଲ ପଛରେ ରହିବା ସତ୍ତ୍ୱେ, ଭାରତ…

ସମ୍ଭଲରେ ୪୬ ବର୍ଷ ପରେ ଖୋଲିଲା ଶିବ ମନ୍ଦିର, ଶିବରାତ୍ରିରେ କରାଯିବ ରୁଦ୍ରାଭିଷେକ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ସମ୍ଭଲରେ ୪୬ ବର୍ଷ ଧରି ବନ୍ଦ ଥିବା ଶିବ ମନ୍ଦିର ଖୋଲାଯାଇଛି। ହିନ୍ଦୁ ସଂଗଠନର ଲୋକମାନେ ମନ୍ଦିରରେ ଜଳାଭିଷେକ କରିଛନ୍ତି । ଏହି ଶିବ ମନ୍ଦିରରେ ଦୀର୍ଘ ୪୬ ବର୍ଷ ଧରି ଜଳାଭିଷେକ କରାଯାଇନଥିଲା। ମନ୍ଦିର ବନ୍ଦ ଥିବାରୁ ଲୋକମାନେ ପୂଜା ମଧ୍ୟ କରିପାରୁନଥିଲେ।…

ୟୁନୁସଙ୍କୁ ହଟାଇବ ବାଂଲାଦେଶର ସେନା ?

ଢାକା : ବାଂଲାଦେଶରେ ପୁଣି ଥରେ କ୍ଷମତା ପରିବର୍ତ୍ତନ ହେବାର ଆଶଙ୍କା ରହିଛି କି ? ସେନାମୁଖ୍ୟ ଜେନେରାଲ ୱାକର-ଉଜ୍-ଜମାନ ନିଜ ବୟାନ ମାଧ୍ୟମରେ ଏପରି କିଛି ସଂକେତ ଦେଇଛନ୍ତି । ସେ କହିଛନ୍ତି ଯେ ଦେଶର ସ୍ୱାଧୀନତା ଓ ସାର୍ବଭୌମତ୍ୱ ପ୍ରତି ସମ୍ଭାବ୍ୟ ବିପଦ ମୁଁ ଦେଖିପାରୁଛି। ମୋର ଅନ୍ୟ…

୧୪୪ ବର୍ଷ ପରେ ବାଲିରେ ହେବ ମହାକୁମ୍ଭ !

ନୂଆଦିଲ୍ଲୀ: ଆମେରିକା ଗସ୍ତରୁ ଫେରିଥିବା ଜଳବାୟୁ ଓ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଖୋଲା ଚିଠି ଲେଖି କହିଛନ୍ତି ଯେ ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ପାଇଁ ଭାରତ ଆଗେଇ ଆସିବା ଉଚିତ। ସେ କହିଛନ୍ତି ଯେ ଗଙ୍ଗା ନଦୀ ଶୁଖିଯିବାର ଆଶଙ୍କା…