Browsing Category

ଦେଶ

ଇସ୍ରାଏଲ-ଆମେରିକା ଟାର୍ଗେଟରେ ଇରାନର ପରମାଣୁ କେନ୍ଦ୍ର

ତେହେରାନ : ଇରାନର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ଆଶଙ୍କା ବଢିଯାଇଛି । ଆମେରିକା ଓ ଇସ୍ରାଏଲ ଏପରି ଆକ୍ରମଣ କରିପାରନ୍ତି । ଏପରି ଗୁଇନ୍ଦା ରିପୋର୍ଟ ମିଳିବା ପରେ ଇରାନ ନିଜର ପରମାଣୁ କେନ୍ଦ୍ରଗୁଡ଼ିକର ସୁରକ୍ଷା ବଢାଇଦେଇଛି ।ଇସ୍ରାଏଲ ଓ ଆମେରିକାର ସମ୍ଭାବ୍ୟ ଆକ୍ରମଣ ଆଶଙ୍କାରେ ଇରାନ…

୯୦ ପ୍ରତିଶତ ଭାରତୀୟଙ୍କ ଶରୀରରେ ଲୁଚି ରହିଛି ବିପଜ୍ଜନକ ଭାଇରସ୍ : ୫୬ ପ୍ରତିଶତ ଏନେଇ ଅଜଣା

ନୂଆଦିଲ୍ଲୀ: ଆମ ମଧ୍ୟରୁ ଅଧିକାଂଶ ଲୋକ ଜାଣନ୍ତି ନାହିଁ ଯେ, ଆମ ଶରୀରରେ ଏକ ଭାଇରସ ଲୁଚି ରହିଛି, ଯାହା ବୟସ ବୃଦ୍ଧି ସହିତ ଏକ ବିପଜ୍ଜନକ ରୂପ ନେଇପାରେ। ଏକ ସଦ୍ୟତମ ସର୍ଭେ ଅନୁଯାୟୀ, ଏହି ଭାଇରସ ୫୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସର ୯୦ ପ୍ରତିଶତ ଭାରତୀୟଙ୍କ ଶରୀରରେ ରହିଛି।କିନ୍ତୁ…

ଗଙ୍ଗା ଜଳରେ ଅଛନ୍ତି ଜୀବାଣୁ, ଲୋକଙ୍କୁ ଭୁଆଁ ବୁଲାଯାଉଛି: ଶିବପାଲ ଯାଦବ

ଲକ୍ଷ୍ନୌ,୨୫।୨: ସମାଜବାଦୀ ପାର୍ଟି ନେତା ଶିବପାଲ ଯାଦବ ମଙ୍ଗଳବାର କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ରିପୋର୍ଟ ଉପରେ ଉଠାଯାଉଥିବା ପ୍ରଶ୍ନ ଉପରେ ଆପତ୍ତି ଉଠାଇଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା ସମୟରେ ସେ କହିଥିଲେ ଯେ ଏବେ ସିପିସିବି ରିପୋର୍ଟ ଉପରେ ମଧ୍ୟ ପ୍ରଶ୍ନ…

ଦିଲ୍ଲୀ ଅବକାରୀ ନୀତି ଯୋଗୁଁ ୨୦୦୦ କୋଟି କ୍ଷତି : ସିଏଜି

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାରେ ଆଗତ ସିଏଜି ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ ପାଇଛି । ଏହି ରିପୋର୍ଟରେ କୁହାଯାଇଛି ଯେ ତତକାଳୀନ କେଜ୍ରିଓ୍ବାଲ ସରକାର ଆଣିଥିବା ଅବକାରୀ ନୀତି ଯୋଗୁଁ ଦିଲ୍ଲୀ ସରକାରଙ୍କ ପ୍ରାୟ ୨ ହଜାର କୋଟି ଟଙ୍କା କ୍ଷତି ହୋଇଥିଲା ।ବିଧାନସଭାରେ ଉପସ୍ଥାପିତ…

ପାକିସ୍ତାନରେ ତ୍ରିରଙ୍ଗା ଉଡ଼ାଇ ଯୁବକ ଗିରଫ

ଲାହୋର: ପାକିସ୍ତାନ ଏବେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ କରୁଛି। ପାକିସ୍ତାନର ଲାହୋର, କରାଚି ଓ ରାୱଲପିଣ୍ଡି ଭଳି ତିନୋଟି ଷ୍ଟାଡିୟମରେ ଚାମ୍ପିୟନ୍ସ ଟ୍ରଫିର ମ୍ୟାଚ୍ ଖେଳାଯାଉଛି। ନିକଟରେ ଲାହୋରରେ ଏକ ମ୍ୟାଚ୍ ବେଳେ ଜଣେ ଯୁବକ ଭାରତୀୟ ଜାତୀୟ ପତାକା ଉଡ଼ାଇ ଗିରଫ ହୋଇଛି । ସୁରକ୍ଷାକର୍ମୀମାନେ…

ଦିଲ୍ଲୀ ଶିଖ୍ ଦଙ୍ଗା ମାମଲା: ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ । ୧୯୮୪ ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ । ଫେବୃଆରୀ ୧୨ ତାରଖରେ ସଜ୍ଜନ ଦୋଷୀ ସାବ୍ୟସ୍ତ ହୋଇଥିବାବେଳେ ଆଜି ଦଣ୍ଡାଦେଶ ହୋଇଛି।୧୯୮୪ ଶିଖ…

ଭୁଶୁଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗର ଛାତ, ଭଗ୍ନାବଶେଷ ତଳେ ଫସି ରହିଛନ୍ତି ୬ରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ: ତେଲେଙ୍ଗାନାର ନାଗକୁରନୂ ଜିଲ୍ଲାରେ ବଡ଼ ଦୁର୍ଘଟଣା । ଶନିବାର ଏଠାରେ ନିର୍ମାଣାଧୀନ ଶ୍ରୀଶୈଲମ ଲେଫ୍ଟ ବ୍ୟାଙ୍କ୍ କେନାଲ (ଏସଏଲବିସି)ର ଏକ ଟେନେଲର କିଛି ଅଂଶ ଭୁଶୁଡ଼ି ପଡ଼ିଛି। ଯାହାର ଭଗ୍ନାବଶେଷ ତଳେ ଫସିଛନ୍ତି ୬ ଶ୍ରମିକ। ସୂଚନା ପାଇ ପ୍ରଶାସନ ଉଦ୍ଧାର କାର୍ଯ୍ୟ ଆରମ୍ଭ…

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା…

୧୩.୯ କୋଟିର କାମ୍ପା ଅର୍ଥରେ କିଣାଯାଇଛି ଆଇଫୋନ, ଫ୍ରିଜ, ଲାପଟପ୍‌

କ୍ଷତିପୂରକ ବନୀକରଣ ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ପାଣ୍ଠି ଅର୍ଥରେ କିଣା ହୋଇ ଆଇଫୋନ, ଫ୍ରିଜ ଏବଂ ଲାପଟପ। ଲକ୍ଷେ କି ୨ ଲକ୍ଷ ନୁହେଁ, ସିଧାସଳଖ ୧୩ କୋଟି ୯୦ ଲକ୍ଷ ଟଙ୍କା ଏଭଳି ଅଯଥା ଖର୍ଚ୍ଚରେ ବିନିଯୋଗ କରାଯାଇଛି। ଏହି ଦୁର୍ନୀତିକୁ ଧରିଛନ୍ତି ସିଏଜି। ଉତ୍ତରାଖଣ୍ଡରେ…

ଏୟାରଇଣ୍ଡିଆର ଦୟନୀୟ ସେବାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ଶିବରାଜ ଚୌହ୍ବାନ

କେନ୍ଦ୍ରୀୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଏୟାରଇଣ୍ଡିଆର ବିମାନ ସେବାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ବିମାନର ସିଟ୍‌ଗୁଡ଼ିକର ଖରାପ ସ୍ଥିତିକୁ ନେଇ ଶିବରାଜ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଶିବରାଜ କହିଛନ୍ତି, ସେ ଭୋପାଳରୁ ଦିଲ୍ଲୀ…