Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଆମ ସମ୍ପର୍କ ଫେଭିକଲ ଭଳି ଅତୁଟ, କେବେ ତୁଟିବନି: ସିନ୍ଦେ
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ମଧ୍ୟରେ ଶୀତଳ ଯୁଦ୍ଧ ଚାଲିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ସିନ୍ଦେ ଏ ସମ୍ପର୍କରେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ଫଡନବିସଙ୍କ ସହିତ ତାଙ୍କ ସମ୍ପର୍କ ଫେଭିକଲ ଅଠା ଭଳି।!-->…
ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ସୋନିଆ
ନୂଆାଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି । ସୋନିଆ ଗାନ୍ଧୀଙ୍କୁ ଗତ ଗୁରୁବାର ସକାଳେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଦିଲ୍ଲୀର ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ଏହା ପୂର୍ବରୁ ଗତ!-->!-->!-->…
ମହାକୁମ୍ଭରୁ ଫେରୁଥିବା ବେଳେ ସାଂସଦ ପପୁ ଯାଦବଙ୍କ ଭାଣିଜୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ
ଲକ୍ଷ୍ମୌ: ଉତ୍ତରପ୍ରଦେଶର ଗାଜିପୁରରେ ହୋଇଥିବା ସଡ଼କ ଦୁର୍ଘଟଣାରେ ସାଂସଦ ପପୁ ଯାଦବଙ୍କ ଭାଣିଜୀଙ୍କ ମୃତ୍ୟୁ ହୋଇଛି। ଏହି ଦୁଃଖଦ ଖବର ପାଇବା ପରେ ବିହାରର ପୁର୍ଣ୍ଣିୟା ସାଂସଦ ଧୌର୍ଯ୍ୟ ଧରି ରହି ପାରୁ ନାହାନ୍ତି। ଭୋଭୋ ହୋଇ କାନ୍ଦୁଛନ୍ତି। ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାଦବଙ୍କ!-->…
ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ଆଇଆଇଟି ବାବାଙ୍କ ଭବିଷ୍ୟବାଣୀ, ଜିତିବ ଏହି ଦଳ
ପ୍ରୟାଗରାଜ: ପ୍ରୟାଗରାଜରେ ହେଉଥିବା ମହାକୁମ୍ଭରେ ଆଇଆଇଟି ବାବା ଅର୍ଥାତ୍ ଅଭୟ ସିଂହଙ୍କ ବିଷୟରେ ବହୁତ ଆଲୋଚନା ହୋଇସାରିଛି। ଅଭୟ ସିଂହ ପ୍ରଥମେ ଆଇଆଇଟିରେ ପଢ଼ିଥିଲେ, ପରେ ସେ ଚାକିରି କରିବାକୁ ବିଦେଶ ଚାଲିଯାଇଥିଲେ। କିନ୍ତୁ ଏବେ ସେ ଧର୍ମ ପଥରେ ଅଛନ୍ତି। ଏବେ ଅଭୟ ସିଂହ ଇଣ୍ଟରନେଟରେ!-->…
ଦିଲ୍ଲୀରେ ରେଖା ସରକାର: ମୁଖ୍ୟମନ୍ତ୍ରୀ ନିଜ ପାଖରେ ରଖିଲେ ୧୦ ବିଭାଗ
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀଙ୍କ ସହ ୬ କ୍ୟାବିନେଟ୍ ମନ୍ତ୍ରୀଙ୍କ ଶପଥ ପରେ ଭାଗବଣ୍ଟା ହୋଇଛି ବିଭାଗ । ବିଭାଗ ବଣ୍ଟନ ପରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସବୁଠୁ ବ୍ୟସ୍ତ ମନ୍ତ୍ରୀ ଭାବେ ଉଭା ହୋଇଛନ୍ତି । ତାଙ୍କ ଅଧିନରେ ଅର୍ଥ, ରାଜସ୍ବ, ମହିଳା ଓ ଶିଶୁ ବିକାଶ ସହ ୧୦ ଟି ବିଭାଗ ରହିଛି!-->…
‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍’ ମାମଲାରେ ନୂଆ ବିବାଦ, ରାକ୍ଷୀ ସାୱନ୍ତଙ୍କୁ ପଠାଗଲା ସମନ
ସମୟ ରୈନାଙ୍କ ଶୋ’ ‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍’ରେ ରଣବୀର ଆଲ୍ଲାହାବାଦିଆ ଏକ ଅଶାଳୀନ ପ୍ରଶ୍ନ ପଚାରିବା ପରେ ବିବାଦ ସୃଷ୍ଟି ହୋଇଛି । ସେ ବାପାମାଆଙ୍କ ବିଷୟରେ ଏକ ଅରୁଚିକର ତଥା ଅଶାଳୀନ ପ୍ରଶ୍ନ ପଚାରିଥିଲେ, ଯାହାକୁ ନେଇ ସୁପ୍ରିମକୋର୍ଟ ତାଙ୍କୁ କଡ଼ା ଭର୍ତ୍ସନା କରିଥିଲେ । ମାମଲାଟି!-->…
ଦୁର୍ଘଟଣାର ଶିକାର ପରେ କାର୍ଯ୍ୟକ୍ରମରେ ସାମିଲ ହୋଇ କଥା ରଖିଲେ ସୌରଭ ଗାଙ୍ଗୁଲି
ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଅଧିନାୟକ ଏବଂ ପୂର୍ବତନ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ସୌଭାଗ୍ୟବଶତଃ ଦୁର୍ଘଟଣାରୁ ସୌରଭ ଗାଙ୍ଗୁଲି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତାଙ୍କୁ କୌଣସି ପ୍ରକାର ଆଘାତ ଲାଗିନାହିଁ।
ପ୍ରକାଶିତ ରିପୋର୍ଟ ଅନୁସାରେ,!-->!-->!-->…
ନାଗପୁରରେ ବାଂଲାଦେଶୀ ବିମାନର ଜରୁରୀକାଳୀନ ଅବତରଣ, ଅନ୍ୟ ଏକ ବିମାନରେ ଗଲେ ଯାତ୍ରୀ
ନାଗପୁର: ପ୍ରାୟ ୪୦୦ ଯାତ୍ରୀ ଥିବା ବାଂଲାଦେଶ ଏୟାରଲାଇନ୍ସ 'ବିମାନ ବାଂଲାଦେଶ'ର ଏକ ବିମାନ ବୁଧବାର ରାତିରେ ମହାରାଷ୍ଟ୍ରର ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା। ଏହି ବିମାନରେ ଧୂଆଁ ଦେଖିବା ପରେ ନାଗପୁର ବିମାନ ବନ୍ଦରରେ ଅବତରଣ କରାଯାଇଥିଲା। ବିମାନଟି ବାଂଲାଦେଶର!-->…
ସମ୍ଭଲରେ ଆଇନଜୀବୀ ବିଷ୍ଣ ଶଙ୍କର ଜୈନଙ୍କୁ ହତ୍ୟା ଷଡ଼ଯନ୍ତ୍ର ହୋଇଥିଲା
ସମ୍ବଲ : ଗତବର୍ଷ ଶେଷ ଆଡ଼କୁ ଉତ୍ତରପ୍ରଦେଶର ସମ୍ଭାଲ ଜିଲ୍ଲା ଚର୍ଚ୍ଚାରେ ରହିଥିଲା। ଗତ ନଭେମ୍ବର ମାସରେ ଏଠାରେ ଥିବା ସାହି ଜାମା ମସଜିଦର ସର୍ଭେ ବେଳେ ହିଂସା କାଣ୍ଡ ଘଟିଥିଲା, ଯେଉଁଥିରେ କିଛି ଲୋକ ପ୍ରାଣ ହରାଇଥିଲେ ଏବଂ ଅନେକ ଆହତ ହୋଇଥିଲେ। ପୋଲିସ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ!-->…
ରେଖା ଗୁପ୍ତା : ପ୍ରଥମ ଥର ପାଇଁ ବିଧାୟକ, ଏବେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଦିଲ୍ଲୀର ଶାଲିମାର ବାଗ ଆସନରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ରେଖି ଗୁପ୍ତା ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସମସ୍ତ!-->…