Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଶିକ୍ଷା, ସ୍ୱାସ୍ଥ୍ୟ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଅତୁଳନୀୟ କାର୍ଯ୍ୟ ପାଇଁ ନୀତା ଅମ୍ବାନୀ ମାସାଚୁସେଟ୍ସର…
ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଆମେରିକାର ମାସାଚୁସେଟ୍ସର ଗଭର୍ଣ୍ଣର ମୌରା ହେଲି ସମ୍ମାନଜନକ ଗଭର୍ଣ୍ଣର ପ୍ରଶଂସାପତ୍ରରେ ସମ୍ମାନିତ କରିଛନ୍ତି। ଏହି ପ୍ରଶଂସାପତ୍ରରେ ନୀତା ଅମ୍ବାନୀଙ୍କୁ ଜଣେ ଦୂରଦର୍ଶୀ ନେତ୍ରୀ, ସମାଜସେବୀ ଏବଂ ପ୍ରକୃତ ବିଶ୍ୱ!-->…
ମହାକୁମ୍ଭରେ ପୁଣି ଅଘଟଣ, ସେକ୍ଟର ୮ରେ ଥିବା ଏକ ଶିବିରରେ ଅଗ୍ନିକାଣ୍ଡ
ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଛି ପବିତ୍ର ମହାକୁମ୍ଭ ମେଳା । ଏଠାକୁ ଦେଶ ବିଦେଶରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଘଟିବା ପରେ ତୁରନ୍ତ ଆୟତ୍ତ କରିବା ପାଇଁ!-->…
କର୍ମଚାରୀଙ୍କୁ ୧୪ କୋଟି ଟଙ୍କା ବୋନସ୍
ନୂଆଦିଲ୍ଲୀ: କୋଏମ୍ବାଟୁରର ଏକ ଏଆଇ ଷ୍ଟାର୍ଟଅପ୍ କମ୍ପାନୀ ବର୍ତ୍ତମାନ ବେଶ୍ ଚର୍ଚ୍ଚାରେ ରହିଛି। କୋଭାଇ.କୋ ନାମକ ଏହି କମ୍ପାନୀ ନିଜର ୧୪୦ଜଣ କର୍ମଚାରୀଙ୍କୁ ବୋନସ ବାବଦରେ ୧୪ କୋଟି ଟଙ୍କା ପ୍ରଦାନ କରିଥିବା ଜଣାପଡ଼ିଛି। ଏହି କମ୍ପାନୀ ବିବିସି, ବୋଇଂ ଓ ସେଲ୍ ଭଳି ବଡ଼ ସଂସ୍ଥାକୁ!-->…
ଅମିତାଭଙ୍କ ଜ୍ବାଇଁଙ୍କ ଉପରେ ଲାଗିଲା ଜୀବନ ହାରିବା ପାଇଁ ପ୍ରବର୍ତ୍ତାଇଥିବାର ଅଭିଯୋଗ
ଲକ୍ଷ୍ନୌ: ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଜ୍ବାଇଁ ନିଖିଲ ନନ୍ଦାଙ୍କ ବିରୋଧରେ ରୁଜୁ ହେଲା ମାମଲା। ଉତ୍ତର ପ୍ରଦେଶର ବଦାୟୁଁ ଜିଲ୍ଲାର ଦାନଗଞ୍ଜ ପୁଲିସ ଷ୍ଟେସନରେ ନିଖିଲ ନନ୍ଦାଙ୍କ ସମେତ ଟ୍ରାକ୍ଟର କମ୍ପାନର ଅନେକ ଅଧିକାରୀଙ୍କ ବିରୋଧରେ ଠକେଇ ଏବଂ ଆତ୍ମହତ୍ୟା ପାଇଁ!-->…
ମୋଦୀଙ୍କ ଫେରିବାର ସପ୍ତାହେ ବିତିନି ଭାରତକୁ ଆଉ ଏକ ଝଟ୍କା ଦେଲା ଆମେରିକା: ବନ୍ଦ କଲା ନିର୍ବାଚନ ପାଣ୍ଠି
ନୂଆଦିଲ୍ଲୀ: ମୋଦୀଙ୍କ ଆମେରିକା ଗସ୍ତ ସାରି ଫେରିବାର ସପ୍ତାହ ବିତିନି ଭାରତକୁ ଆଉ ଏକ ଶକ୍ତ ଝଟ୍କା ଦେଲା ଆମେରିକା। ଭାରତରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ଆମେରିକା ଦେଉଥିବା ୨୧ ନିୟୁତ ଡଲାର ପାଣ୍ଠିକୁ ରଦ୍ଦ କରି ଦେଇଛି। କେବଳ ସେତିକି ନୁହେଁ, ବାଂଲାଦେଶରେ ରାଜନୈତିକ ସ୍ଥିତି!-->…
୨୬ ପର୍ଯ୍ୟନ୍ତ ଗଙ୍ଗା ଆଳତି ବନ୍ଦ, ବାରାଣସୀରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା
ବାରାଣସୀ : ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ଯୋଗୁଁ ରାଜ୍ୟର ଅନ୍ୟ ପ୍ରମୁଖ ତୀର୍ଥସ୍ଥାନ ଯଥା ଅଯୋଧ୍ୟା ରାମ ମନ୍ଦିର, ବାରାଣସୀ, କାଶୀ ବିଶ୍ବନାଥ ଓ ଅନ୍ୟାନ୍ୟ ସ୍ଥାନରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି। ଏପରି ଭିଡକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ପ୍ରଶାସନ ପକ୍ଷରୁ!-->…
ୟୁକ୍ରେନକୁ ୧ ଲକ୍ଷ ସୈନିକ ଦେବ ୟୁରୋପ!
କିଭ୍: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧକୁ ବନ୍ଦ କରିବା ପାଇଁ ଚୀନ୍ର ପ୍ରୟାସ ସାମ୍ପ୍ରତିକ ସମୟରେ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ସାଉଦି ଆରବରେ ଏହି ପ୍ରସଙ୍ଗରେ ରୁଷିଆ ଏବଂ ଆମେରିକା ମଧ୍ୟରେ ଆଲୋଚନା ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏସବୁ ମଧ୍ୟରେ,!-->…
ଜାତିସଂଘ ରିପୋର୍ଟ: ଭାରତରେ ବଡ଼ ଧରଣର ଆକ୍ରମଣ ଯୋଜନା କରିଥିଲା ଇସଲାମିକ୍ ଷ୍ଟେଟ୍, ସବୁ ପଣ୍ଡ କରିଦେଲେ ମୋଦି ସରକାର
ନୂଆଦିଲ୍ଲୀ, ୧୬।୨: ମିଳିତ ଜାତିସଂଘ (UN)ର ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ଅନୁଯାୟୀ, ଇସଲାମିକ୍ ଷ୍ଟେଟ୍ (IS) ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନା କରିଥିଲା। କିନ୍ତୁ ଭାରତ ସରକାରଙ୍କ ସତର୍କତା ଯୋଗୁଁ ଆତଙ୍କବାଦୀଙ୍କ ସବୁ ଯୋଜନା ବିଫଳ ହୋଇଯାଇଛି। ତଥାପି, ଆତଙ୍କବାଦୀ!-->…
୧୮ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ
ନୂଆଦିଲ୍ଲୀ: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ପାଇଁ ତାରିଖ ଘୋଷଣା କରାଯାଇଛି। ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ୧୮ ଫେବ୍ରୁଆରି ମଧ୍ୟାହ୍ନ ୧୨ଟାରେ ରାଜଧାନୀର ରାମଲୀଳା ମଇଦାନରେ ଶପଥ ଗ୍ରହଣ କରିବେ।ଏହା ପୂର୍ବରୁ ସୋମବାର ବିଜେପି ବିଧାୟକ ଦଳର ବୈଠକ ବସିବ, ଯେଉଁଥିରେ!-->…
କଂଗ୍ରେସ ସହ ମେଣ୍ଟ ପାଇଁ ଚାଁହୁଥିଲେ କେଜ୍ରିୱାଲ? କଣ ହେଲା ସମସ୍ୟା କହିଲେ ସଞ୍ଜୟ
ମୁମ୍ବାଇ: ଅରବିନ୍ଦ କେଜରିୱାଲ କଂଗ୍ରେସ ସହ ମେଣ୍ଟ କରି ହରିୟାଣା ଏବଂ ଦିଲ୍ଲୀ ବିଧାନସଭା ନିର୍ବାଚନ ଲଢ଼ିବାକୁ ଚାହୁଁଥିଲେ କି? ଯଦି ହଁ, ଏହି ମେଣ୍ଟ କାହିଁକି ହେଲା ନାହିଁ ? ଏବେ ଏହାର କାରଣ ସଞ୍ଜୟ ରାଉତ ଶିବସେନା(ୟୁବିଟି) ମୁଖପତ୍ର 'ସାମନା'ରେ ଲେଖିଛନ୍ତି | ଦିଲ୍ଲୀରେ ଆଦିତ୍ୟ ଠାକରେ!-->…