Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
‘ଭାରତ ସରକାରଙ୍କ ନୀତିରେ ପ୍ରତିଫଳିତ ବୁଦ୍ଧଙ୍କ ପ୍ରତି ଶ୍ରଦ୍ଧା’
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥାଇଲ୍ୟାଣ୍ଡରେ ଆୟୋଜିତ ସମ୍ୱାଦ କାର୍ଯ୍ୟକ୍ରମରେ ଭିଡିଓ ବାର୍ତ୍ତା ଜରିଆରେ ନିଜର ବକ୍ତବ୍ୟ ପ୍ରଦାନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଥାଇଲ୍ୟାଣ୍ଡରେ ସମ୍ୱାଦର ସଂସ୍କରଣରେ ଯୋଗଦେବା ତାଙ୍କ ପାଇଁ ସମ୍ମାନର ବିଷୟ। ଏହି କାର୍ଯ୍ୟକ୍ରମକୁ!-->…
ପୂର୍ବ ତୁଳନାରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଅଧିକ ମଜଭୁତ ହେବ ବୋଲି କହିଲେ ଟ୍ରମ୍ପ୍
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାକ୍ଷାତ ହୋଇଛି । ହ୍ବାଇଟ୍ ହାଉସରେ ଟ୍ରମ୍ପଙ୍କୁ ଭେଟିଛନ୍ତି ମୋଦୀ । ଉଭୟ ନେତାଙ୍କ ଫଟୋ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳୁଛି । ଦ୍ବିତୀୟ ଥର ଟ୍ରମ୍ପ ରାଷ୍ଟ୍ରପତି ହେବା ପରେ ମୋଦୀ ପ୍ରଥମ!-->…
ନୂଆ ମୁଖ୍ୟ ନିର୍ବାଚନ କମିସନର ଚୟନ ପାଇଁ ୧୭ରେ ବୈଠକ, ଯୋଗ ଦେବେ ମୋଦୀ, ରାହୁଲ
ନୂଆଦିଲ୍ଲୀ : ଦେଶର ନୂଆ ମୁଖ୍ୟ ନିର୍ବାଚନ କମିସନର (ସିଇସି) ଚୟନ ପାଇଁ ଆଇନ ମନ୍ତ୍ରଣାଳୟ ପକ୍ଷରୁ ଫେବ୍ରୁଆରି ୧୭, ୨୦୨୫ରେ ତିନି ଜଣିଆ କମିଟି ବୈଠକ ଡକାଯାଇଛି। ଚୟନ କମିଟି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଏବଂ ଲୋକସଭାରେ ବିରୋଧୀ ଦଳ!-->…
ଆମେରିକାରେ ମୋଦୀଙ୍କ ବୟାନକୁ ନେଇ ଟାର୍ଗେଟ କଲେ ରାହୁଲ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଆମେରିକା ଗସ୍ତ ସମୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି ସମୟରେ, ଜଣେ ସାମ୍ବାଦିକ ଗୌତମ ଆଦାନୀଙ୍କ ମାମଲା ସମ୍ପର୍କରେ ଏକ ପ୍ରଶ୍ନ ପଚାରିଥିଲେ। ପ୍ରଶ୍ନର ଉତ୍ତର ଦେବା ସମୟରେ ପ୍ରଧାନମନ୍ତ୍ରୀ!-->…
ଆମେ ତୁମକୁ ବହୁତ ‘ମିସ୍’ କରୁଥିଲୁ: ମୋଦୀଙ୍କୁ କହିଲେ ଟ୍ରମ୍ପ୍
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କର "ପ୍ରିୟ ବନ୍ଧୁ" ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବହୁ ପ୍ରତୀକ୍ଷିତ ସାକ୍ଷାତ ସଂପନ୍ନ ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ହ୍ୱାଇଟ୍ ହାଉସରେ ପ୍ରବେଶ କରିବା ସମୟରେ ଏକ ଉଷ୍ମ ଆଲିଙ୍ଗନ ପରେ ହାତ ମିଳାଇ ପାଛୋଟି ନେଇଥିଲେ ଟ୍ରମ୍ପ୍।
!-->!-->!-->…
୧୯ କିମ୍ବା ୨୦ ତାରିଖରେ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ
ନୂଆଦିଲ୍ଲୀ: ଏଥର ଦିଲ୍ଳୀରେ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି (ବିଜେପି)। ଆସନ୍ତା ୧୯ କିମ୍ବା ୨୦ ତାରିଖରେ ଦିଲ୍ଳୀରେ ବିଜେପି ସରକାର ଗଠନ କରିବ ବୋଲି ଶୁଣିବାକୁ ମିଳୁଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ୧୯ କିମ୍ବା ୨୦ ତାରିଖରେ ଅନୁଷ୍ଠିତ ହେବାର!-->…
ହର୍ଷବର୍ଦ୍ଧନ ବସନ୍ତରାଓ ସପକାଲ ହେଲେ ମହାରାଷ୍ଟ୍ର କଂଗ୍ରେସର ନୂତନ ସଭାପତି
ନୂଆଦିଲ୍ଲୀ: କଂଗ୍ରେସ ମହାରାଷ୍ଟ୍ରରେ ଏକ ବଡ଼ ପରିବର୍ତ୍ତନ କରିଛି। ଗୁରୁବାର ଦିନ ଦଳ ନାନା ପାଟୋଲେଙ୍କ ସ୍ଥାନରେ ହର୍ଷବର୍ଦ୍ଧନ ବସନ୍ତରାଓ ସପକାଲଙ୍କୁ ନୂତନ ସଭାପତି ଭାବରେ ନିଯୁକ୍ତ କରିଛି। ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ନାନା ପାଟୋଲେ ସଭାପତି ପଦରୁ ଇସ୍ତଫା ଦେବାକୁ!-->…
ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ: ଲାଲୁ
ପାଟନା,୧୩।୨: ରାଷ୍ଟ୍ରୀୟ ଜନତା ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ ବୋଲି ଲାଲୁ କହିଛନ୍ତି। ଦିଲ୍ଲୀରେ ଅରବିନ୍ଦ କେଜ୍ରିୱାଲଙ୍କ ସରକାରଙ୍କର ପରାଜୟ ସାମ୍ବାଦିକମାନେ ବିହାରରେ!-->…
ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିବେ ମୋଦି, ୨ ନେତାଙ୍କ ମଧ୍ୟରେ ଆଲୋଚନା ହେବ ଏହି ୧୭ ପ୍ରସଙ୍ଗ
ୱାଶିଂଟନ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରେ ଅଛନ୍ତି। ଏହି ସମୟରେ ଆଜି ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୈଠକ ହେବ। ଏହି ବୈଠକ ଭାରତୀୟ ସମୟ ଅନୁସାରେ ରାତି ୨:୩୦ରେ ହ୍ବାଇଟ ହାଉସରେ ଅନୁଷ୍ଠିତ ହେବ।!-->…
ମୋଦି ଆମେରିକା ଗସ୍ତରେ ଥିବାବେଳେ ଭାରତୀୟଙ୍କୁ ବଡ଼ ଝଟକା ଦେଲେ ଟ୍ରମ୍ପ, ନେଲେ ବଡ଼ ନିଷ୍ପତ୍ତି
ୱାଶିଂଟନ, ୧୩।୨: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବା ପାଇଁ ଦୁଇ ଦିନିଆ ଗସ୍ତରେ ୱାଶିଂଟନରେ ପହଞ୍ଚିଛନ୍ତି। ଏସବୁ ମଧ୍ୟରେ ଆମେରିକାରେ ରହୁଥିବା ଅବୈଧ ଭାରତୀୟ ପ୍ରବାସୀଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ!-->…