Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମମି-ପାପା କ୍ଷମା କରିଦେବ; ଜେଇଇରେ ଫେଲ୍ ହେବା ପରେ ଏଭଳି ଲେଖି ଜୀବନ ହାରିଲେ ଯୁବତୀ
ଗୋରଖପୁର: ଆଜିକାଲି ପିଲାମାନେ ବିଫଳତାକୁ ସହ୍ୟ କରିପାରୁ ନାହାନ୍ତି। ଏହା ଆମେ ନୁହେଁ ପ୍ରତିଦିନ ଘଟୁଥିବା ଘଟଣା କହୁଛି। ପରୀକ୍ଷା ବା ପ୍ରେମରେ ବିଫଳ ହେଲେ ପିଲାମାନେ ଆତ୍ମହତ୍ୟାକୁ ବାଛି ନେଉଛନ୍ତି। କୋଟାରେ ପ୍ରତିଦିନ ପିଲାମାନେ ଆତ୍ମହତ୍ୟା କରୁଥିବାର ଖବର ସାମ୍ନାକୁ ଆସୁଛି। ଲଢ଼ିବା!-->…
କୁମ୍ଭମେଳାକୁ ଆସିଥିବା ବିଜନେସମ୍ୟାନ ବାବାଙ୍କ କୋଟିକୋଟି ଟଙ୍କାକୁ ଇଡି ଜବତ କରି ନେଇଛି
ନୂଆଦିଲ୍ଲୀ: ଜାନୁଆରି ୧୪ରୁ ପ୍ରୟାଗରାଜରେ ଆରମ୍ଭ ହୋଇଥିବା ମହାକୁମ୍ଭକୁ ନେଇ ଅନେକ ସାଧୁସନ୍ଥଙ୍କ ଭିଡିଓ ସୋସିଆଲ ମିଡିଆରେ ହେବାରେ ଲାଗିଛି। ପ୍ରତ୍ୟେକ ବାବାଙ୍କ ଜୀବନ କାହାଣୀ ଭିନ୍ନଭିନ୍ନ ରହିଛି। ଏହି କାରଣରୁ ମହାକୁମ୍ଭକୁ ଆସିଥିବା ବାବାମାନଙ୍କ ଜୀବନ କାିହାଣୀ ଜାଣିବା ପାଇଁ!-->…
ବିହାରରେ ୨୪୩ ଆସନରେ ଲଢ଼ିବ ପଶୁପତି ପାରସଙ୍କ ଦଳ
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପଶୁପତି କୁମାର ପାରସ ଏକ ବଡ଼ ଘୋଷଣା କରିଛନ୍ତି। ସେ ଘୋଷଣା କରିଛନ୍ତି ଯେ ଆଗାମୀ ବିହାର ବିଧାନସଭା ନିର୍ବାଚନରେ ରାଷ୍ଟ୍ରୀୟ ଲୋକ ଜନଶକ୍ତି ପାର୍ଟି (RLJP) ସମସ୍ତ ୨୪୩ ଆସନରେ ପ୍ରାର୍ଥୀ ଦେବ। ଦଳ ତୃଣମୂଳ!-->…
ଦଲାଇଲାମାଙ୍କ ସୁରକ୍ଷା ବୃଦ୍ଧି କଲା କେନ୍ଦ୍ର ଗୃହ ମନ୍ତ୍ରଣାଳୟ
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ବୌଦ୍ଧ ଧର୍ମଗୁରୁ ଦଲାଇଲାମାଙ୍କୁ ଜେଡ ବର୍ଗର ସୁରକ୍ଷା ପ୍ରଦାନ କରିଛି। ଦଲାଇ ଲାମାଙ୍କ ସୁରକ୍ଷା ସମ୍ପର୍କରେ ଗୁଇନ୍ଦା ବିଭାଗ ଗୃହ ମନ୍ତ୍ରଣାଳୟକୁ ଏକ ରିପୋର୍ଟ ପ୍ରଦାନ କରିଥିଲା, ଯାହା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ଅଧୀନରେ, ଦଲାଇ!-->…
ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ
ନୂଆଦିଲ୍ଲୀ,୧୩।୨: ମଣିପୁରରେ ଲାଗୁ ହୋଇଛି ରାଷ୍ଟ୍ରପତି ଶାସନ। ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ଇସ୍ତଫା ପରେ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ଏନେଇ ଗୃହ ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରିଛି। ଏନ ବୀରେନ ସିଂହଙ୍କ ଇସ୍ତଫା ପରେ, ନୂଆ ମୁଖ୍ୟମନ୍ତ୍ରୀ ନେଇ ଆଲୋଚନା!-->…
ଭାରତ-ବାଂଲାଦେଶ ସୀମାରେ ଅସମ୍ପୂର୍ଣ୍ଣ ଫେନସିଂ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଲୋକସଭାରେ କହିଛନ୍ତି ଯେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସୀମାର ପରିସର ୪୦୯୬.୭ କିଲୋମିଟର ଥିବାବେଳେ ଏପର୍ଯ୍ୟନ୍ତ ୮୬୪.୫ କିଲୋମିଟର ପରିସରରେ ତାର ବାଡ଼ ଲଗାଯାଇପାରିନାହିଁ | ଏଥିମଧ୍ୟରୁ ୧୭୪.୧୫ କିଲୋମିଟର ଅଞ୍ଚଳ ଖାଲରେ ପରିପୂର୍ଣ୍ଣ | ତୃଣମୂଳ କଂଗ୍ରେସ!-->…
ଭାରତରୁ ପିନାକ ରକେଟ ଲଂଚର କିଣିବ ଫ୍ରାନ୍ସ
ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗକୁ ପ୍ରୋତ୍ସାହିତ କରିବାକୁ ଆହ୍ୱାନ ଦେଇଛନ୍ତି। ଭାରତ-ପ୍ରଶାନ୍ତ ମହାସାଗରୀୟ ତଥା ବିଭିନ୍ନ ବିଶ୍ୱସ୍ତରୀୟ ଫୋରମରେ ସେମାନଙ୍କର!-->…
ଆଖି ବୁଜିଲେ ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ: ୮୫ ବର୍ଷ ବୟସରେ ଦେହାନ୍ତ
ଲକ୍ଷ୍ନୌ: ଆଉ ନାହାନ୍ତି ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ । ୮୫ ବର୍ଷ ବୟସରେ ପୂଜକ ସତୈନ୍ଦ୍ର ଦାସଙ୍କ ପରଲୋକ । ବ୍ରେନ ଷ୍ଟ୍ରୋକ ପରେ ଫେବ୍ରୁଆରୀ ୩ ତାରିଖରୁ ଲକ୍ଷ୍ନୌ ପିଜିଆଇ ହସ୍ପିଟାଲରେ ସତୈନ୍ଦ୍ରଙ୍କ ଚିକିତ୍ସା ଚାଲିଥିଲା । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ!-->…
ମସ୍କ ଜଣେ ଅସୁରକ୍ଷିତ ବ୍ୟକ୍ତି: ସାମ୍ ଅଲ୍ଟମନ
ନୂଆଦିଲ୍ଲୀ: ଓପନ୍ ଏଆଇର ପ୍ରତିଷ୍ଠାତା ସାମ୍ ଅଲ୍ଟମନ ଓ ଟେସ୍ଲାର ସିଇଓ ଏଲନ୍ ମସ୍କଙ୍କ ମଧ୍ୟରେ ବିବାଦ ଥମିବାର ନାଁ ଧରୁନାହିଁ। ସେମାନଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବାରେ ଲାଗିଛି।ଅଲ୍ଟମ୍ୟାନ୍ ତାଙ୍କର ସଦ୍ୟତମ ମନ୍ତବ୍ୟରେ ମସ୍କଙ୍କୁ ଅସୁରକ୍ଷିତ ବ୍ୟକ୍ତି ବୋଲି!-->…
ଟେକ୍ନୋଲୋଜି ମଣିଷର ସ୍ଥାନ ନେଇପାରିବ କି? ଫ୍ରାନ୍ସରେ ସବୁଠୁ ଅଧିକ ପଚରାଯାଇଥିବା ପ୍ରଶ୍ନର ଉତ୍ତର ଦେଲେ…
ନୂଆଦିଲ୍ଲୀ: ଫ୍ରାନ୍ସରେ ଏଆଇ ଶିଖର ସମ୍ମିଳନୀରେ ଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବୁଠାରୁ ବେଶୀ ପଚରା ଯାଇଥିବା ପ୍ରଶ୍ନର ଉତ୍ତର ଦେଇଛନ୍ତି। ତାହା ହେଉଛି, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ମାନବ ଚାକିରିର ସ୍ଥାନ ନେଇପାରିବ କି?ଉତ୍ତରରେ ପ୍ରଧାନମନ୍ତ୍ରୀ କହିଥିଲେ,!-->…