Browsing Category

ଦେଶ

ମମତାଙ୍କ ବଡ଼ ଘୋଷଣା, ଅଙ୍ଗନୱାଡି-ଆଶାକର୍ମୀଙ୍କୁ ମିଳିବ ମୋବାଇଲ ଫୋନ

କୋଲକାତା,୧୨।୨: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ସରକାରୀ କର୍ମଚାରୀଙ୍କ ସହ ଅଙ୍ଗନବାଡି କର୍ମୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ସରକାର। ଅର୍ଥ ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ରାଜ୍ୟ ବଜେଟରେ DA କିମ୍ବା ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହିକ୍ରମରେ…

ନୂଆଦିଲ୍ଲୀ,୧୨।୨: ଜାନୁଆରୀରେ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇ ୪.୩୧ ପ୍ରତିଶତ ହୋଇଛି। ଖାଦ୍ୟ ସାମଗ୍ରୀ ଶସ୍ତା ହେବା ଯୋଗୁଁ ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଡିସେମ୍ବରରେ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (ସିପିଆଇ) ଆଧାରିତ ଖୁଚୁରା ମୁଦ୍ରାସ୍ଫୀତି ୫.୨୨ ପ୍ରତିଶତ ଏବଂ ଗତ ବର୍ଷ ଜାନୁଆରୀରେ…

ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍ ର ସମସ୍ତ ଏପିସୋଡ୍ ଡିଲିଟ୍ କଲେ ଆୟୋଜକ ସମୟ ରାଇନା

ମୁମ୍ବାଇ,୧୨।୨: ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍ ଉପରେ ବିବାଦ ପରେ, ଏବେ ଶୋ’ର ଆୟୋଜକ ସମୟ ରାଇନା ଶୋ’ର ସମସ୍ତ ଏପିସୋଡ୍ ଡିଲିଟ୍ କରିଦେଇଛନ୍ତି। ସେ ଏକ୍ସ’ରେ ପୋଷ୍ଟ କରି ଚାଲିଥିବା ବିବାଦ ଉପରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ଏସବୁକୁ ସମ୍ଭାଳିବା ତାଙ୍କ ପାଇଁ କଷ୍ଟକର…

ନର୍ସିଙ୍ଗ ଛାତ୍ରଙ୍କ ରାଗିଙ୍ଗ: ନିବସ୍ତ୍ର କରିବା ସହ ଦେଲେ ଅକଥନୀୟ ନିର୍ଯାତନା

କୋଟାୟାମ: କେରଳରୁ ରାଗିଙ୍ଗର ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି, ଯାହା ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବ | ବାସ୍ତବରେ, ପାଞ୍ଚ ଜଣ ସିନିୟର ଛାତ୍ର, ତିନିଜଣ ଜୁନିୟର ଛାତ୍ରଙ୍କ ପ୍ରତି ରାଗିଙ୍ଗ କରିଥିବାର ସାମ୍ନାକୁ ଆସିଛି | ସିନିୟର ଛାତ୍ରମାନେ ଜୁନିୟର ଛାତ୍ରମାନଙ୍କୁ ନିବସ୍ତ୍ର…

ଏଲ୍ଓସି ନିକଟରେ IED ବ୍ଲାଷ୍ଟ, ଦୁଇ ଯବାନ ସହିଦ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ଅଖନୁରରେ ମଙ୍ଗଳବାର ଏକ ଆତଙ୍କବାଦୀ ଆକ୍ରମଣରେ ସେନାର ଦୁଇ ଯବାନ ସହିଦ ହୋଇଛନ୍ତି । ଏଲ୍‌ଓସି ନିକଟରେ ଅଖୁନର ସେକ୍ଟରରେ ହୋଇଥିବା ଆଇଇଡି ବିସ୍ଫୋରଣରେ ତିନି ଜଣ ଯବାନ ଆହତ ହୋଇଥିଲେ । ହସ୍ପିଟାଲରେ ଚିକିତ୍ସିତ ହେବା ବେଳେ ଦୁଇ ଯବାନ ପ୍ରାଣ ହରାଇଛନ୍ତି ।…

ମହାକୁମ୍ଭ ସଙ୍ଗମରେ ପବିତ୍ର ସ୍ନାନ କରିଛନ୍ତି ୪୫ କୋଟିରୁ ଅଧିକ

ମହାକୁମ୍ଭ ଶେଷ ହେବାକୁ ଆଉ ମାତ୍ର ୧୫ ଦିନ ବାକି ଥିବା ବେଳେ ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହ ପରଠାରୁ ୪୫ କୋଟିରୁ ଅଧିକ ଲୋକ ସଙ୍ଗମରେ ସ୍ନାନ କରିଛନ୍ତି ବୋଲି ଉତ୍ତରପ୍ରଦେଶ ସରକାର କହିଛନ୍ତି।ମହାକୁମ୍ଭ ଫେବ୍ରୁଆରି ୨୬ ତାରିଖରେ ମହାଶିବରାତ୍ରୀ ଅବସରରେ ଶେଷ ବଡ଼…

ଯୁଗ୍ମ ପ୍ରବେଶିକା ପରୀକ୍ଷା ପ୍ରଥମ ଅଧିବେଶନ ମୁଖ୍ୟ ପରୀକ୍ଷା ଫଳ ପ୍ରକାଶିତ, ୧୪ ପରୀକ୍ଷାର୍ଥୀ ରଖିଲେ ଶତ ପ୍ରତିଶତ…

ଜାତୀୟ ପରୀକ୍ଷଣ ସଂସ୍ଥା – ଏନଟିଏ ଦ୍ୱାରା ପରିଚାଳିତ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ପ୍ରଥମ ଅଧିବେଶନର ମୁଖ୍ୟ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୧୪ ଜଣ ପରୀକ୍ଷାର୍ଥୀ ଶତ ପ୍ରତିଶତ ମାର୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୩ ଜଣ ପୁଅ ଓ ଜଣେ ଝିଅ…

ଦିଲ୍ଲୀ ପରେ ବିଜେପିର ‘ମିସନ ପଶ୍ଚିମବଙ୍ଗ’: ମମତା ସରକାରଙ୍କୁ ହଟାଇବା ଯୋଜନା

ନୂଆଦିଲ୍ଲୀ: ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପି କ୍ଷମତାକୁ ଫେରିବା ପରେ, ଦଳର ପରବର୍ତ୍ତୀ ମିସନ ହେଉଛି ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ଭାଙ୍ଗିବା। ଭାରତୀୟ ଜନତା ପାର୍ଟି ଦିଲ୍ଲୀରେ ଅରବିନ୍ଦ କେଜ୍ରିୱାଲ ସରକାରଙ୍କୁ କ୍ଷମତାଚ୍ୟୁତ କରିଛି। ଏବେ ବିଜେପିର…

କେଜ୍ରିୱାଲ ଆଉ କେବେ ନିର୍ବାଚନ ଜିତିପାରିବେ ନାହିଁ: ବ୍ରଜଭୂଷଣ ଶରଣ ସିଂହ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ଶୋଚନୀୟ ପରାଜୟ ହୋଇଛି। ଆମ ଆଦମୀ ପାର୍ଟିର ପରାଜୟ ପରେ ପୂର୍ବତନ ବିଜେପି ସାଂସଦ ବ୍ରଜଭୂଷଣ ଶରଣ ସିଂହ ଦାବି କରି କହିଛନ୍ତି ,‘ ପଞ୍ଜାବରେ ଆମ ଆଦମୀ ପାର୍ଟି (ଆପ୍) ସରକାର ଯେକୌଣସି ସମୟରେ ପତନ ହୋଇପାରେ। ଅରବିନ୍ଦ…

ଇଭିଏମ୍ ତଥ୍ୟ ଡିଲିଟ୍ କରନାହିଁ : ନିର୍ବାଚନ କମିସନଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଇଭିଏମ୍ ଯାଞ୍ଚ ସଂକ୍ରାନ୍ତ ଏକ ପିଟିସନ୍ ଉପରେ ଜବାବ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ବାଚନ କମିଶନଙ୍କୁ କହିଛନ୍ତି। ଏହା ସହିତ ନିକଟରେ ହୋଇଥିବା ନିର୍ବାଚନ ସଂପର୍କିତ ତଥ୍ୟ ଇଭିଏମରୁ ନ ଲିଭାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍…