Browsing Category

ଦେଶ

‘ମାଫିଆଙ୍କ ଅଧୀନରେ ଅଛି ୱାକଫ ବୋର୍ଡ’, ଲୋକସଭାରେ ସଂଶୋଧନ ବିଲ୍ ଆଗତ

ନୂଆଦିଲ୍ଲୀ : ଆଜି ଲୋକସଭାରେ ୱାକଫ ସଂଶୋଧନ ବିଲ୍ 2024 ଉପସ୍ଥାପିତ କରିଛନ୍ତି ସଂଖ୍ୟାଲଘୁ ମନ୍ତ୍ରୀ କିରଣ ରିଜିଜୁ। ପୁରୁଣା ୱାକଫ ନିୟମରେ ପରିବର୍ତ୍ତନ ପାଇଁ ୱାକଫ ସଂଶୋଧନ ବିଲ୍ 2024 ଆଗତ କରାଯାଇଛି। ଏହି ବିଲ୍ ଆଗତ ହେବା ମାତ୍ରେ ଗୃହରେ ପ୍ରବଳ ହଟ୍ଟଗୋଳ କରିଛନ୍ତି ବିରୋଧୀ।ଅଲ୍ ଇଣ୍ଡିଆ

ତୁମେ ଚାମ୍ପିଅନ୍‌, ଆମେ ସମସ୍ତେ ତୁମ ସହ ଅଛୁ… ଭିନେଶଙ୍କୁ ସାନ୍ତ୍ୱନା ଦେଲେ ମୋଦି

ପ୍ୟାରିସ ଅଲିମ୍ପିକ୍ସରୁ ଭିନେଶ ଫୋଗାଟ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ୫୦ କିଲୋଗ୍ରାମ କ୍ତସ୍ତି ଇଭେଣ୍ଟର ଫାଇନପାଲ ପୂର୍ବରୁ ତାଙ୍କୁ ଡିସ୍‌କ୍ୱାଲିଫାଏଡ୍‌ କରାଯାଇଛି। ଏହାପରେ ଭିନେଶଙ୍କୁ ସାନ୍ତ୍ୱନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପିଏମ୍‌ ମୋଦି ସୋଶାଲ ମିଡିଆ ହ୍ୟାଣ୍ଡେଲରେ

ସେପ୍ଟେମ୍ବର ୩ରେ ହେବ ଓଡ଼ିଶା ସମେତ ୯ ରାଜ୍ୟର ୧୨ ରାଜ୍ୟସଭା ଉପନିର୍ବାଚନ

ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୧୨ଟି ରାଜ୍ୟସଭା ଆସନ ପାଇଁ ଆସନ୍ତା ୩ ତାରିଖରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଏହି ୧୨ଟି ଆସନ ମଧ୍ୟରେ ଓଡ଼ିଶାର ଗୋଟିଏ ରାଜ୍ୟସଭା ଆସନ ରହିଛି। ବିଜେଡି ପକ୍ଷରୁ ରାଜ୍ୟସଭାକୁ ଯାଇଥିବା ମମତା ମହାନ୍ତ ସାଂସଦ ପଦରୁ ଇସ୍ତଫା ଦେବା ପରେ ଓଡ଼ିଶାର ଗୋଟିଏ ଆସନ

ଜମ୍ମୁ କଶ୍ମୀର ଡିଜିପି ହେବେ ଓଡ଼ିଆ ଆଇପିଏସ୍‌ ରଶ୍ମୀ ରଞ୍ଜନ ସ୍ୱାଇଁ

ଜମ୍ମୁକଶ୍ମୀର ପୁଲିସ ଡିଜି ହେବେ ଜଣେ ଓଡ଼ିଆ ଆଇପିଏସ୍‌ ଅଫିସର । ଓଡ଼ିଶାର ରଶ୍ମୀ ରଞ୍ଜନ ସ୍ୱାଇଁ ହେବେ ପରବର୍ତ୍ତୀ ଜମ୍ମୁ ଓ କଶ୍ମୀର ଡିଜିପି। ରଶ୍ମୀ ରଞ୍ଜନଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। AGMUT କ୍ୟାଡରର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଫିଜିର ସର୍ବୋଚ୍ଚ ସମ୍ମାନ

ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମିଳିଛି ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ। ଫିଜିର ରାଷ୍ଟ୍ରପତି ରାତୁ ୱିଲିୟମ ମିଆଭାଲିଲି କାଟୋନିଭେରେ ତାଙ୍କୁ ‘Companion of the Order of Fiji’ ସମ୍ମାନରେ ସମ୍ମାନୀତ କରିଛନ୍ତି। ରାଷ୍ଟ୍ରପତି ମୁର୍ମୁ ଏବେ ଦୁଇ ଦିନିକିଆ ଫିଜି ଗସ୍ତରେ

ଭାରତ ଆସିବାକୁ ଅନୁମତି ମାଗିଥିଲେ ଶେଖ୍ ହସିନା

ଦେଶରେ ଚାଲିଥିବା ହିଂସା ମଧ୍ୟରେ କିଛି ସମୟ ପାଇଁ ଭାରତରେ ରହିବାକୁ ଅନୁମତି ମାଗିଥିଲେ ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା। ଆଜି ରାଜ୍ୟସଭାରେ ବକ୍ତବ୍ୟ ରଖିବା ସମୟରେ ଏହି ସୂଚନା ଜେଇଛନ୍ତି ବୈଦେଶିକ ମନ୍ତ୍ରୀ ଡ. ଏସ୍ ଜୟଶଙ୍କର। ସେ କହିଛନ୍ତି,

ପ୍ରଧାନ ବିଚାରପତିଙ୍କୁ ହତ୍ୟା ଧମକ, ମାମଲା ରୁଜୁ

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କୁ ହତ୍ୟା ଧମକ। ସିଜେଆଇ ଜିଷ୍ଟିସ ଡିଓ୍ୱାଇ ଚନ୍ଦ୍ରଚୂଡଙ୍କୁ ଜୀବନରେ ମାରିଦେବାକୁ ମିଳିଛି ହତ୍ୟା ଧମକ। ସୁପ୍ରିମକୋର୍ଟଙ୍କ କୋଟା ଭିତରେ କୋଟା ନିଷ୍ପତ୍ତିରେ ଅସନ୍ତୋଷ ହୋଇ ଜଣେ ବ୍ୟକ୍ତି ସୋଶାଲ ମିଡିଆରେ ପୋଷ୍ଟ ଲେଖି ଏଭଳି ଧମକ ଦେଇଛନ୍ତି। ଏହାପରେ

ବାଂଲାଦେଶ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ

ବାଂଲାଦେଶରେ ଜାରି ରହିଥିବା ସ୍ଥିତି ଉପରେ ଭାରତ ସରକାରଙ୍କ ରହିଛି ତୀଖ୍ଣ ନଜର। ପରିସ୍ଥିତି ଯାହା ବି ହେବ ସେ ସମ୍ପର୍କରେ ସୂଚିତ କରାଯିବ। ପଡୋଶୀ ରାଷ୍ଟ୍ର ବାଂଲାଦେଶରେ ହଂସାତ୍ମକ ପରିବେଶ ଓ ଶେଖ ହସିନା ସରକାରଙ୍କ ପତନ ସମ୍ପର୍କରେ ଆଲୋଚନା ପାଇଁ ସରକାର ମଙ୍ଗଳବାର ଡାକିଥିବା ସର୍ବଦଳୀୟ

ୱାୟନାଡ ଭୂସ୍ଖଳନ: ଅଜଣା ମୃତଦେହଗୁଡ଼ିକର ହେଲା ଶେଷକୃତ୍ୟ ସମ୍ପନ୍ନ

ୱାୟନାଡ ଭୂସ୍ଖଳନ ପରି ପ୍ରାକୃତିକ ବିପର୍ଯ୍ୟୟକୁ ସପ୍ତାହେ ବିତି ସାରିଥିବା ବେଳେ ଶତାଧିକ ଲୋକ ଏଥିରେ ପ୍ରାଣ ହରାଇଛନ୍ତି। ଏଯାବତ ଚିହ୍ନଟ ହୋଇ ନଥିବା ବହୁ ମୃତଦେହର ପରିଚୟ ମିଳି ପାରି ନ ଥିବା ବେଳେ ସେମାନଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ଜଣାଯାଇଛି। ପୁଥୁମାଲାରେ ପ୍ରଶାସନ

ଶେଖ୍ ହସିନାଙ୍କ ଇଂଲଣ୍ଡ ଯିବା ରାସ୍ତା ବନ୍ଦ

ବ୍ୟାପକ ହିଂସା ପରେ ଦେଶ ଛାଡି ପଳାଇ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଆଉ କିଛି ଦିନ ଭାରତରେ ରହିପାରନ୍ତି। ସେ ଏଠାରୁ ଇଂଲଣ୍ଡ ଯିବା ନେଇ ଯେଉଁ ଯୋଜନା ଚାଲିଥିଲା ତାହା ସ୍ପଷ୍ଟ ହୋଇପାରି ନାହିଁ। ତେଣୁ ସେ ଆଉ କିଛି ଦିନ ଭାରତରେ ରହିବାର ସମ୍ଭାବନା ରହିଛି।