Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ପ୍ରଭୁ ରାମଙ୍କର କୌଣସି ଅସ୍ତିତ୍ବ ନଥିଲା: ଷ୍ଟାଲିନଙ୍କ ମନ୍ତ୍ରୀ
ଚେନ୍ନାଇ: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ମନ୍ତ୍ରୀ ଏସ.ଏସ୍ ଶିବଶଙ୍କର ପ୍ରଭୁ ରାମଙ୍କୁ ନେଇ ଦେଇଥିବା ବୟାନକୁ ନେଇ ବିବାଦ ଦେଖାଦେଇଛି | ସେ କହିଥିଲେ ଯେ ରାମଙ୍କ ଅସ୍ତିତ୍ୱର କୌଣସି ଐତିହାସିକ ପ୍ରମାଣ ନାହିଁ | ଏନେଇ ତାମିଲନାଡୁ ବିଜେପି ମୁଖ୍ୟ କେ ଅନ୍ନାମଲାଇ ଡିଏମକେ!-->…
ଦିଲ୍ଲୀ କୋଚିଂ ସେଣ୍ଟର ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ
ନୂଆଦିଲ୍ଲୀ: ପୁରୁଣା ରାଜେନ୍ଦ୍ର ନଗର ଦୁର୍ଘଟଣା ମାମଲାର ଶୁଣାଣି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟରେ ହୋଇଛି। ଦିଲ୍ଲୀ ଏମସିଡି କମିଶନର ଏବଂ ଡିସିପି ଦିଲ୍ଲୀ ଶୁକ୍ରବାର ହାଇକୋର୍ଟରେ ହାଜର ହୋଇଥିଲେ । ଏମସିଡି କହିଛି ଯେ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ଆମେ ଡ୍ରେନ୍ ମଧ୍ୟ ସଫା!-->…
ଦିଲ୍ଲୀରେ ଭୁଶୁଡ଼ିଲା ୨ ମହଲା କୋଠା, ଏକାଧିକ ଲୋକ ଫସି ରହିଥିବା ଆଶଙ୍କା
ଦିଲ୍ଲୀର ଏକ ଦୁଇ ମହଲା କୋଠା ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି। ଉତ୍ତର-ପଶ୍ଚିମ ଦିଲ୍ଲୀର ଜାହାଙ୍ଗିରପୁରରେ ଏହି ଅଘଟଣ ଘଟିଛି। ଭଗ୍ନାବଶେଷ ତଳେ ଏକାଧିକ ଲୋକ ଚାପି ରହିଥିବା ଆଶଙ୍କା କରାଯାଉଛି।
ଖବର ପାଇ ଅଗ୍ନିଶମ ବାହିନୀ ଓ ଅନ୍ୟାନ୍ୟ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି!-->!-->!-->…
ଖଟାଖଟ ନୁହେଁ, ୨୦୨୭ରେ ହେବ ସପାଚଟ୍ : ଯୋଗୀ ଆଦିତ୍ୟନାଥ
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିରୋଧୀଙ୍କୁ କଟାକ୍ଷ କରିଛନ୍ତି। ୨୦୨୭ ଉତ୍ତର ପ୍ରଦେଶ ନିର୍ବାଚନରେ ଖଟାଖଟ ନୁହେଁ, ବରଂ ସପାଚାଟ(ସମାଜବାଦୀ ପାର୍ଟିର ମୂଳପୋଛ) ହେବ। ଏଥିପାଇଁ ବିରୋଧୀ ପ୍ରସ୍ତୁତ ରହିଥାଆନ୍ତୁ ବୋଲି ଯୋଗୀ କହିଛନ୍ତି।
ଉତ୍ତର ପ୍ରଦେଶ ବିଧାନସଭାକୁ!-->!-->!-->…
ରାଷ୍ଟ୍ରପତି ଭବନରେ ରାଜ୍ୟପାଳ ସମ୍ମିଳନୀକୁ ଉଦଘାଟନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ରାଜ୍ୟପାଳ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ସମ୍ମିଳନୀରେ କେବଳ କେନ୍ଦ୍ର-ରାଜ୍ୟ ସମ୍ପର୍କକୁ ଗଢ଼ିତୋଳିବା ନୁହେଁ ବରଂ ସାଧାରଣ ଲୋକଙ୍କ ପାଇଁ କଲ୍ୟାଣକାରୀ ଯୋଜନାକୁ ପ୍ରୋତ୍ସାହିତ କରିବାରେ!-->…
କେରଳ ଟ୍ରାଜେଡି: ଆଜି ଜନ୍ମମାଟିରେ ପହଂଚିବ ବିଷ୍ଣୁ ପ୍ରସାଦଙ୍କ ମରଶରୀର
ଓ୍ୱାୟନାଡ: କେରଳରେ ଘଟିଥିବା ଭୂସ୍ଖଳନରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ ବିଷ୍ଣୁ ପ୍ରସାଦଙ୍କ ମରଶରୀର ଆଣିବାକୁ ପ୍ରୟାସ ଆରମ୍ଭ ହୋଇଛି l ଆଜି ଓଡ଼ିଶାରେ ପହଂଚିବ ଡାକ୍ତର ବିଷ୍ଣୁପ୍ରସାଦଙ୍କ ମରଶରୀର l ଏନେଇ ସୂଚନା ଦେଇଛନ୍ତି କେରଳ ଯାଇଥିବା ବରିଷ୍ଠ ଅଧିକାରୀ ଦିଲ୍ଲୀପ ରାଉତରାୟ lବରିଷ୍ଠ!-->…
ନିର୍ବାଚନୀ ବଣ୍ଡ: ଏସ୍ଆଇଟି ତଦନ୍ତକୁ ସୁପ୍ରିମକୋର୍ଟଙ୍କ ନା
ପ୍ରତ୍ୟାହୃତ ହୋଇ ସାରିଥିବା ନିର୍ବାଚନୀ ବଣ୍ଡ ଦୁର୍ନୀତି ଅଭିଯୋଗର ତଦନ୍ତ ପାଇଁ ହୋଇଥିବା ଆବେଦନକୁ ଆଜି ସୁପ୍ରିମକୋର୍ଟ ଖରାଜ କରି ଦେଇଛନ୍ତି। ନିର୍ବାଚନୀ ବଣ୍ଡ ଜରିଆରେ ବିଭିନ୍ନ ରାଜନୀତିକ ଦଳ ପାଇଥିବା ଚାନ୍ଦାର ଅପବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି। ଏହାର ତଦନ୍ତ ଏସ୍ଆଇଟି ଦ୍ୱାରା!-->…
ଭୂସ୍ଖଳନର ୪ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ୪ ଜଣ
ୱାୟନାଡ ଭୂସ୍ଖଳନର ଦୁଃଖଦ ପରିସ୍ଥିତି ମଧ୍ୟରେ ଏକ ଖୁସି ଖବର ସାମ୍ନାକୁ ଆସିଛି। ଉଦ୍ଧାରାକୀ ଟିମ୍ ୪ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣେ ମହିଳା ଥିବାବେଳେ ୨ ଜଣ ପୁରୁଷ ଅଛନ୍ତି।
ସୂଚନା ଅନୁସାରେ, ଆଜି ଭାରତୀୟ ସେନା ୱାୟନାଡରେ ଉଦ୍ଧାର କରିବା!-->!-->!-->…
ରାହୁଲ ଗାନ୍ଧୀଙ୍କ ଉପରେ ହୋଇପାରେ ଆକ୍ରମଣ: ସଞ୍ଜୟ ରାଉତ
ମୁମ୍ବାଇ: ଶିବସେନା ସାଂସଦ ସଞ୍ଜୟ ରାଉତ ଶୁକ୍ରବାର ଦିନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ ସାଂସଦ ତଥା ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କରାଯାଇପାରେ। ରାଉତ କହିଛନ୍ତି ଯେ ରାହୁଲ ଗାନ୍ଧୀ ଏବଂ ଇଣ୍ଡିଆ ମେଣ୍ଟର ସଦସ୍ୟଙ୍କ!-->…
ୱାୟନାଡରେ ପ୍ରକୃତିର ତାଣ୍ଡବ; ମୃତ୍ୟୁସଂଖ୍ୟା ୩୦୦ ଟପିଲା
କେରଳର ୱାୟନାଡରେ ତାଣ୍ଡବ ରଚିଛି ପ୍ରକୃତି। ବନ୍ୟା ଓ ଭୂସ୍ଖଳନ ଚାଲି ଯାଇଛି ସତ, ହେଲେ ଛାଡ଼ିଯାଇଛି ପ୍ରଳୟର ଛାପ। ଯେଉଁଠି ଖୋଜିଲେ, ସେଇଠୁ ମିଳୁଛି ଶବ। ସଦ୍ୟତନ ରିପୋର୍ଟ ଅନୁସାରେ, ମୃତ୍ୟୁସଂଖ୍ୟା ୩୦୦ ପାର୍ ହୋଇଛି।
ସୂଚନା ଅନୁସାରେ, ୱାୟନାଡ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୩୦୮ରେ!-->!-->!-->…