Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
୨୫ କିମି ବାଟ ଚାଲି ଚାଲି କେମିତି ଜଙ୍ଗଲ ଭିତରେ ୩୧ ନକ୍ସଲଙ୍କୁ ନିପାତ କଲେ ସୁରକ୍ଷାକର୍ମୀ ?
ନୂଆଦିଲ୍ଲୀ : ଅବୁଝମାଦର ଘଞ୍ଚ ଓ ରହସ୍ୟମୟ ଜଙ୍ଗଲ। ଛିତଶଗଡ଼ର ବସ୍ତରବାସୀ ସବୁବେଳେ ଏହାକୁ ଅଜଣା ପାହାଡ଼ ଭାବେ ଜାଣନ୍ତି। ଏଥିପାଇଁ ଏହି ଜଙ୍ଗଲ ଓ ପାହାଡ଼ିଆ ଅଞ୍ଚଳ ମାଓବାଦୀଙ୍କ ଗଡ଼ ଭାବେ ପରିଚୟ ହାସଲ କରିଥିଲା। ଜଙ୍ଗଲ ରାସ୍ତା ଅତ୍ୟନ୍ତ ରହସ୍ୟମୟ ଓ ଭିତକୁ ଯିବା ଅତ୍ୟନ୍ତ ଅସମ୍ଭବ। ସେଥିପାଇଁ!-->…
ପିଏମ୍ କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ପୁଣେ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ରିଲିଜ୍ କରିଛନ୍ତି। ଦେଶର କୋଟି କୋଟି ଚାଷୀଙ୍କୁ ନବରାତ୍ରୀ ଉପହାର ଦେଇଛନ୍ତି। ମହାରାଷ୍ଟ୍ର ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୯.୪ କୋଟି ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କା ଟ୍ରାନ୍ସଫର!-->…
୩ କଲେଜକୁ ଇ-ମେଲରେ ବୋମା ବିସ୍ଫୋରଣ ଧମକ
ବେଙ୍ଗାଲୁରୁରେ ଥିବା ୩ ପ୍ରସିଦ୍ଧ କଲେଜକୁ ବୋମା ବିସ୍ଫୋରଣର ଧମକ ମିଳିଛି। ଇ-ମେଲ ଯୋଗେ କେହି ୩ କଲେଜକୁ ଏପରି ଧମକ ଦେଇଛନ୍ତି। ଧମକ ମିଳିବା ପରେ ପୁଲିସ୍ ଓ ବୋମା ନିଷ୍କ୍ରିୟକାରୀ ଟିମ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛନ୍ତି। କିନ୍ତୁ ରିପୋର୍ଟ ଲେଖା ହେବା ଯାଏ କୌଣସି କଲେଜରୁ!-->…
ଦୁଇ ଦିନିଆ ପାକିସ୍ତାନ ଗସ୍ତରେ ଯିବେ ଏସ ଜୟଶଙ୍କର
ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ଇସଲାମବାଦରେ ଆୟୋଜିତ ହେବାକୁ ଥିବା ସଙ୍ଘାଇ ସମ୍ମିଳନୀର ବାର୍ଷିକ ବୈଠକରେ ଯୋଗଦେବାକୁ ସେ ପାକିସ୍ତାନ ଗସ୍ତ କରିବେ।
ଅଗଷ୍ଟ ୩୦ରେ ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଶ୍ଚିତ କରାଯାଇଥିଲା। ସଙ୍ଘାଇ ସମ୍ମିଳନୀରେ ଯୋଗଦେବା ପାଇଁ!-->!-->!-->…
ଆପ୍ ଜରିଆରେ ୫୦୦ କୋଟି ଟଙ୍କା ଠକେଇ; ଭାରତୀ ସିଂହ ଓ ଏଲଭିସ ଯାଦବଙ୍କୁ ସମନ
ୟୁଟ୍ୟୁବର ଏଲଭିସ ଯାଦବଙ୍କ ପାଇଁ ପୁଣି ଅଡୁଆ ବଢିଛି। ଏକ ଆପ୍ ଆଧାରିତ ସ୍କାମରେ ୫୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ସମନ ପଠାଇଛି ଦିଲ୍ଲୀ ପୁଲିସ। ଏଲଭିସ ଯାଦବଙ୍କ ସମେତ ହାସ୍ୟ ଅଭିନେତା ଭାରତୀ ସିଂହ ଏବଂ ଅନ୍ୟ ତିନି ଜଣଙ୍କୁ ମଧ୍ୟ ସମନ କରାଯାଇଛି।
ଏହି ଆପ୍ ହେଉଛି HiBOX। ଆପ୍!-->!-->!-->…
ତିରୁପତି ଲଡୁ ବିବାଦ; SITକୁ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
ତିରୁପତି ଲଡୁ ବିବାଦ ମାମଲାର ତଦନ୍ତ କରିବ ସ୍ପେଶାଲ ଇନଭେଷ୍ଟିଗେସନ ଟିମ୍ (SIT)। ଆଜି ସୁପ୍ରିମକୋର୍ଟ ତଦନ୍ତ ପାଇଁ ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI)ର ଦୁଇଜଣ ବରିଷ୍ଠ ଅଧିକାରୀ ଏବଂ ସିବିଆଇର ଦୁଇଜଣ ବରିଷ୍ଠ ଅଧିକାରୀଙ୍କୁ ନେଇ ଏହି!-->…
ମଧ୍ୟପ୍ରାଚ୍ୟରେ ଘନଉଛି ସଙ୍କଟ, ମୋଦି ଡାକିଲେ ଜରୁରୀ ବୈଠକ
ମଧ୍ୟପ୍ରାଚ୍ୟରେ ଗମ୍ଭୀର ହେଉଛି ଯୁଦ୍ଧ ସ୍ଥିତି। ସୁଧୁରିବା ବଦଳରେ ଜଟିଳ ରୂପ ନେଲାଣି ଦୁଇ ମହାଶକ୍ତିଙ୍କ ମଧ୍ୟରେ ଫେସ୍ ଟୁ ଫେସ୍ ୱାର୍। ଇରାନର ଆକ୍ରମଣ ପରେ ଚିହିଁକି ଉଠିଥିବା ଇସ୍ରାଏଲ, ବଡ଼ ଧରଣର ଆଟାକ୍ ପାଇଁ ପ୍ରସ୍ତୁତ କରୁଛି ରଣନୀତି। ଯୁଦ୍ଧର ପ୍ରଭାବ ସାରା ବିଶ୍ୱ ଉପରେ ପଡ଼ିଲାଣି।!-->…
ଭାରତର ଧାର୍ମିକ ସ୍ୱାଧୀନତାକୁ ନେଇ ପ୍ରଶ୍ନ ଉଠାଇଲା ଆମେରିକାର ଅନ୍ତର୍ଜାତୀୟ ଧାର୍ମିକ ସ୍ୱାଧୀନତା ଆୟୋଗ USCIRF
ନୂଆଦିଲ୍ଲୀ : ଆମେରିକାର ଅନ୍ତର୍ଜାତୀୟ ଧାର୍ମିକ ସ୍ୱାଧୀନତା ଆୟୋଗ (USCIRF) ଏକ ରିପୋର୍ଟ ପ୍ରକାଶ କରି ଭାରତର ଧାର୍ମିକ ସ୍ୱାଧୀନତାର ଅବସ୍ଥା ବିଗିଡି ଯାଇଥିବା କହି ଚିନ୍ତା ପ୍ରକଟ କରିଛି। ଆମେରିକା ଆୟୋଗର ଏହି ରିପୋର୍ଟକୁ ଭାରତ ଖଣ୍ଡନ କରିବା ସମ୍ପୂର୍ଣ୍ଣ ରୂପେ ପକ୍ଷପାତିତା ଏବଂ!-->…
୫,୦୦୦ କୋଟି ଟଙ୍କାର ନିଶାଦ୍ରବ୍ୟ ଜବତ ମାମଲା, ଗିରଫ କିଙ୍ଗପିନ୍ କଂଗ୍ରେସର ପୂର୍ବତନ କର୍ମୀ
ନୂଆଦିଲ୍ଲୀ : ଦିଲ୍ଲୀରୁ ବିପୁଳ ପରିମାଣର ନିଶାଦ୍ରବ୍ୟ ଜବତ ଘଟଣାର କିଙ୍ଗପିନ ଜଣେ କଂଗ୍ରେସର ପୂର୍ବତନ କର୍ମୀ। ମୁଖ୍ୟ ଅଭିଯୁକ୍ତ ତୁଷାର ଗୋୟଲ କଂଗ୍ରେସର ଜଣେ ପୂର୍ବତନ କର୍ମୀ ଥିବା ସ୍ୱୀକାର କରିଛନ୍ତି। ଗତକାଲି 5 ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ନିଶାଦ୍ରବ୍ୟ ଜବତ ମାମଲାରେ ପୁଲିସ!-->…
ସ୍କୁଲ ଭ୍ୟାନରେ ୨ ଛାତ୍ରୀଙ୍କୁ ଯୌନ ଶୋଷଣ
ନୂଆଦିଲ୍ଲୀ : ଦେଶରେ ମହିଳା ଏବଂ ଶିଶୁଙ୍କୁ ଯୌନ ନିର୍ଯାତନା ଘଟଣା ଥମିବାର ନାଁ ନେଉନାହିଁ। ଦିନକୁ ଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। ଏହି କ୍ରମରେ ମହାରାଷ୍ଟ୍ରର ପୁଣେ ସହରରେ ସ୍କୁଲ ଭ୍ୟାନ ଭିତରେ ୨ ଛାତ୍ରୀଙ୍କୁ ଯୌନ ଶୋଷଣ କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା!-->…