Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବସରେ ଭୟଙ୍କର ବିସ୍ଫୋରଣ, ୧୩ ଯାତ୍ରୀ ମୃତ
କଲମ୍ବିଆ: କଲମ୍ବିଆର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ହିଂସା ପୁଣି ଥରେ ଭୟଙ୍କର ରୂପ ନେଇଛି । ଶନିବାର ଦିନ ଏକ ବସରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତି କମରେ ୩୮ ଜଣ ଆହତ ହୋଇଥିବା ଜଣାପଡ଼ିଛି । ସେନା ମୁଖ୍ୟ ସ୍ପଷ୍ଟ ଭାବରେ ଏହି!-->…
ଡିନର ପାର୍ଟିରେ ଗୁଳିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରାଷ୍ଟ୍ରପତି ଟ୍ରମ୍ପ
ନୂଆଦିଲ୍ଲୀ: ଟ୍ରମ୍ପଙ୍କ ଡିନର ପାର୍ଟିରେ ଆଟାକ । ଘେରିଗଲେ ସୁରକ୍ଷାକର୍ମୀ । ରାତିରେ ୱାଶିଂଟନ ହିଲଟନ୍ ଠାରେ ଆୟୋଜିତ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଡିନର ସମୟରେ ଗୁଳିମାଡ଼ ହୋଇଥିଲା । ଗୁଳି ଶବ୍ଦ ଶୁଣାଯିବା ପରେ ସେଠାରେ ଆତଙ୍କ ଖେଳିଯାଇଥିଲା । ଗୁଳି ଶବ୍ଦ ଶୁଣାଯିବା ମାତ୍ରେ!-->…
ଦୁଇ ମାସ ପରେ ତେହେରାନ ବିମାନବନ୍ଦରରୁ ପ୍ରଥମ ଥର ଉଡ଼ାଣ ଭରିଲା ବିମାନ
ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିବାର ଦୁଇ ମାସ ପରେ ଶନିବାର ପ୍ରଥମ ଥର ପାଇଁ ଇରାନ ରାଜଧାନୀ ତେହେରାନର ଅନ୍ତର୍ଜାତୀୟ ବିମାନବନ୍ଦରରୁ ବାଣିଜ୍ୟିକ ବିମାନ ଉଡ଼ାଣ ଆରମ୍ଭ କରିଛି।
ଇରାନର ସରକାରୀ ଗଣମାଧ୍ୟମ ଅନୁସାରେ ଶନିବାର ଇସ୍ତାନବୁଲ, ମସ୍କଟ!-->!-->!-->…
ହିଂସାତ୍ମକ ମନ୍ତବ୍ୟ ପାଇଁ ଶାହଙ୍କ ବିରୋଧରେ “ଆଇନଗତ ମାମଲା” ରୁଜୁ କରିବେ ମମତା !
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ରାଜନୈତିକ ଉତ୍ତେଜନା ବୃଦ୍ଧି କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର କହିଛନ୍ତି ଯେ ସେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ହିଂସାତ୍ମକ ମନ୍ତବ୍ୟ ପାଇଁ “ଆଇନଗତ ମାମଲା” ରୁଜୁ କରିବାକୁ ଯାଉଛନ୍ତି।ହୁଗୁଳିରେ ଏକ!-->…
ବେଙ୍ଗାଲୁରୁରୁ ଛାଡ଼ିବେ ଅନୁପ୍ରବେଶକାରୀ: ଅମିତ ଶାହାଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ : ବେଙ୍ଗାଲୁରୁରୁ ବାହାରିବେ ଅନୁପ୍ରବେଶକାରୀ । ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାର ବେଳେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରିଛନ୍ତି ଏ ବଡ଼ ଘୋଷଣା । ଅମିତ ଶାହା କହିଛନ୍ତି ଯେ, ମେ ୫ ତାରିଖ ପରେ ଆମେ ପୁରା ପଶ୍ଚିମବଙ୍ଗରୁ ଜଣ ଜଣ କରି ସବୁ ଅନୁପ୍ରବେଶକାରୀଙ୍କୁ!-->…
ଟ୍ରଲର ସହ ଧକ୍କା ହେଲା ସ୍କୋର୍ପିଓ, ଏକାସାଙ୍ଗରେ ଚାଲିଗଲା ଗୋଟିଏ ପରିବାରର ୫ ଜୀବନ
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ମଉ ଜିଲ୍ଲାର ଦୋହରୀଘାଟ ଥାନା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣା ଗତକାଲି ବିଳମ୍ବିତ ରାତିରେ ଘଟିଥିବା ଜଣାପଡିଛି । ରାଞ୍ଚିର ଏକ ବିବାହ ଉତ୍ସବ ସାରି ସ୍କର୍ପିଓ ଗାଡିରେ ପରିବାର ଲୋକ ଫେରୁଥିବାବେଳେ ଭୟଙ୍କର ଦୁର୍ଘଟଣା!-->…
ପକ୍ଷପାତିତା ଅଭିଯୋଗରେ ୫ ପୋଲିସ୍ ଅଧିକାରୀ ନିଲମ୍ବିତ
କୋଲକାତା : ନିର୍ବାଚନ ଆୟୋଗ ଶୁକ୍ରବାର ଅର୍ଥାତ୍ ଗତକାଲି ଡାଇମଣ୍ଡ ହାର୍ବର ପୋଲିସ ଜିଲ୍ଲାର ୫ ଜଣ ପୋଲିସ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି । ନିଲମ୍ବିତ ହୋଇଥିବା ଅଧିକାରୀଙ୍କ ମଧ୍ୟରେ ଏଏସପି ଏବଂ ଏସଡିପିଓ ସାମିଲ ରହିଛନ୍ତି । ଏହି ଅଧିକାରୀମାନଙ୍କ ବିରୋଧରେ ନିର୍ବାଚନର ପ୍ରଥମ!-->…
ଚିତାବାଘ ସହ ଲଢ଼ି ୪ ବର୍ଷର ଝିଅକୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ ବାପା
ଗୁଜରାଟ: ଗୁଜରାଟରୁ ଆସିଛି ଏକ ବଡ଼ ଖବର । ଯାହା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ଗୁଜରାଟର ଛୋଟା ଉଦୟପୁର ଜିଲ୍ଲାର ରାସାଲି ଗାଁରେ ଘଟିଛି ଏହି ଘଟଣା । ଜଣେ ବାପା ତାଙ୍କ ଚାରି ବର୍ଷର ଝିଅର ଜୀବନ ବଞ୍ଚାଇବା ପାଇଁ ଚିତାବାଘ ସହିତ ଲଢ଼ିଲେ । ଆଦିବାସୀ ସୁରେଶ ରାଥୱା କୌଣସି ଅସ୍ତ୍ର!-->…
ଯୁଦ୍ଧ ରୋକିବାକୁ ପାକିସ୍ତାନରେ ବଡ଼ ବୈଠକ, ଆମେରିକା ଓ ଇରାନ ମଧ୍ୟରେ ସ୍ଥିତି ଗମ୍ଭୀର
ନୂଆଦିଲ୍ଲୀ: ପାକିସ୍ତାନରେ ଇରାନର ବୈଦେଶିକ ମନ୍ତ୍ରୀ ଅବ୍ବାସ ଆରାଗଚି । ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ମନ୍ତ୍ରୀ ଇଶାକ୍ ଦାର୍, ଇରାନର ବୈଦେଶିକ ମନ୍ତ୍ରୀ ଅବ୍ବାସ ଆରାଘଚିଙ୍କୁ ଇସଲାମାବାଦରେ ସ୍ୱାଗତ କରିଛନ୍ତି । ଏହି ଅବସରରେ ପାକିସ୍ତାନ ସେନା ମୁଖ୍ୟ ଫିଲ୍ଡ!-->…
ଆପ୍ ଛାଡ଼ି ବିଜେପିରେ ମିଶିଥିବା ସାଂସଦମାନଙ୍କୁ ଦେଶଦ୍ରୋହୀ କହିଲେ ଭଗବତ ମାନ
ନୂଆଦିଲ୍ଲୀ: ରାଜ୍ୟସଭାରେ ରାଘବ ଚଢ଼ାଙ୍କ ସହ ଆପର ୭ଜଣ ସାଂସଦ ବିଜେପିରେ ମିଶିବା ଘୋଷଣା ପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ଏନେଇ ପ୍ରତିକ୍ରିୟା ରଖିଛନ୍ତି।
ସେ କହିଛନ୍ତି, ବିଜେପି ପଞ୍ଜାବ ବାସୀଙ୍କ ପ୍ରତି ବିଶ୍ୱାସଘାତ କରିଛି। ଶରଦ ପାୱାରଙ୍କ ଶିବସେନା (ୟୁବିଟି) ଏବଂ କଂଗ୍ରେସ!-->!-->!-->…