Browsing Category

ଦେଶ

ଜାତିସଂଘରୁ ପାକିସ୍ତାନକୁ ଚରମବାଣୀ, ଆତଙ୍କବାଦର ପରିଣାମ ଭୋଗିବାକୁ ପଡ଼ିବ

ଜାତିସଂଘରୁ ପାକିସ୍ତାନକୁ ଜୟଶଙ୍କରଙ୍କ ଚରମବାଣୀ। ନ୍ୟୁୟର୍କରେ ୭୯ତମ ଜାତିସଂଘ ସାଧାରଣ ପରିଷଦ ବୈଠକକୁ ସମ୍ବୋଧିତ କରି ପାକିସ୍ତାନକୁ କଡ଼ା ଭାଷାରେ ଚେତାବନୀ ଦେଇଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କର। ପାକ୍ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଜାତିସଂଘରେ କଶ୍ମୀର ପ୍ରସଙ୍ଗ

ଭାଷଣ ଦେବା ବେଳେ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଷ୍ଟେଜ ଉପରେ ହଠାତ୍‌ ଅସୁସ୍ଥ ହେଲେ କଂଗ୍ରେସର ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ। ଆଜି ସେ ଜମ୍ମୁ-କଶ୍ମୀରର କଠୁଆରେ ଆୟୋଜିତ ଗୋଟିଏ ସାଧାରଣ ସଭାକୁ ସମ୍ବୋଧନ କରୁଥିବା ବେଳେ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥତା ସତ୍ତ୍ୱେ ସେ ନିଜର ଭାଷଣ ଶେଷ କରିବା ସହ ବିଜେପିକୁ ସମାଲୋଚନା

ରାଜଧାନୀରେ ଚାଞ୍ଚଲ୍ୟ: ୪ ଝିଅକୁ ହତ୍ୟା କରି ଆତ୍ମହତ୍ୟା କଲା ବାପା

ନୂଆଦିଲ୍ଲୀ : ଦେଶର ରାଜଧାନୀ ନୂଆଦିଲ୍ଲୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଜଣେ ବାପା ନିଜର ୪ ଝିଅକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ଦକ୍ଷିଣ-ପଶ୍ଚିମ ଦିଲ୍ଲୀର ବସନ୍ତକୁଞ୍ଜ ଅନ୍ତର୍ଗତ ରଙ୍ଗପୁରୀ ପାହାଡ଼ି ଅଞ୍ଚଳରେ ଏହି ଜଘନ୍ୟ କାଣ୍ଡ ଘଟିଛି।ଶୁକ୍ରବାର ସକାଳ ପ୍ରାୟ ୧୦ଟା

ଇସ୍ରାଏଲର ବୋମା ମାଡ଼ ଜାରି, ହେଜବୁଲ୍ଲା ମୁଖ୍ୟଙ୍କ ଝିଅ ନିହତ

ନୂଆଦିଲ୍ଲୀ : ବିଦ୍ରୋହୀ ସଂଗଠନ ହେଜବୁଲ୍ଲା ବିରୋଧରେ ଇସ୍ରାଏଲ ଅପରେସନ ଜାରି ରଖିଛି। ଆଜି ମଧ୍ୟ ହେଜବୁଲ୍ଲାର ଗଡ଼ କୁହାଯାଉଥିବା ଲେବାନନର ରାଜଧାନୀ ବେରୁଟର ଦକ୍ଷିଣ ପ୍ରାନ୍ତରେ ଇସ୍ରାଏଲ ସେନା ଘନଘନ ବୋମା ମାଡ଼ କରିଛନ୍ତି।ଶୁକ୍ରବାର ରାତିରୁ ଏଠାରେ ଆରମ୍ଭ ହୋଇଥିବା ଆକ୍ରମଣ ଆଜି ମଧ୍ୟ

ଜୋମାଟୋରୁ ଇସ୍ତଫା ଦେଲେ ସହ ପ୍ରତିଷ୍ଠାତା ଆକୃତି ଚୋପ୍ରା

ନୂଆଦିଲ୍ଲୀ : ଅନଲାଇନ ଫୁଡ ଡେଲିଭରୀ ସଂସ୍ଥା ଜୋମାଟୋ ସହ ସମ୍ପର୍କଛିନ୍ନ କରିଛନ୍ତି ଏହାର ସହ ପ୍ରତିଷ୍ଠାତା ଆକୃତି ଚୋପ୍ରା। ସେ ଜମାଟୋର ସହ ପ୍ରତିଷ୍ଠାତା ସହ ମୁଖ୍ୟ ଲୋକ ଅଧିକାରୀ ଭାବେ କାମ କରୁଥିଲେ। ହେଲେ ଆଜି ସେ ଇସ୍ତଫା ଦେବା ସହ ଜୋମାଟୋ ସହ ୧୩ ବର୍ଷ ଧରି ଚାଲିଥିବା ତାଙ୍କ

ଅକ୍ଟୋବରରେ ଭାରତ ଆସିବେ ମାଳଦ୍ଵୀପ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଅକ୍ଟୋବର ମାସରେ ଭାରତ ଆସିବେ ମାଳଦ୍ଵୀପ ରାଷ୍ଟ୍ରପତି। ମାଳଦ୍ଵୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଅକ୍ଟୋବର ଦ୍ଵିତୀୟ ସପ୍ତାହରେ ଭାରତ ଗସ୍ତରେ ଆସିବେ ବୋଲି ଜଣାପଡିଛି। ୨୦୨୩ ନଭେମ୍ବର ମାସରେ ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମୁଇଜୁଙ୍କର ଏହା ପ୍ରଥମ ଭାରତ ଗସ୍ତ। ଏହି ଅବସରରେ

ହେଜବୁଲ୍ଲାର ମୁଖ୍ୟ ଶେଖ ହାସନ ନସ୍ରଲ୍ଲା ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ମୃତ

ନୂଆଦିଲ୍ଲୀ : ଇରାନ ସମର୍ଥିତ ବିଦ୍ରୋହୀ ସଂଗଠନ ହେଜବୁଲ୍ଲାର ମୁଖ୍ୟ ଶେଖ ହାସନ ନସ୍ରଲ୍ଲା ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ପ୍ରାଣ ହରାଇଥିବା ଦାବି କରାଯାଉଛି। ଶୁକ୍ରବାର ଇସ୍ରାଏଲ ସେନା ଲେବାନନର ରାଜଧାନୀ ବେରୁଟରେ ଥିବା ହେଜବୁଲ୍ଲାର ମୁଖ୍ୟାଳୟ ଉପରେ ବୋମା ମାଡ଼ କରିଥିଲା। ଏଥିରେ ହାସନ

ଇସ୍ରାଏଲ ପାଇଁ ଭାରତ ବନ୍ଧୁ, ଇରାନ ଅଭିଶାପ- ଜାତିସଂଘରେ ୨ଟି ମାନଚିତ୍ର ଦେଖାଇ ଏପରି କହିଲେ ନେତାନ୍ୟାହୁ

ନୂଆଦିଲ୍ଲୀ : ଇସ୍ରାଏଲ-ହେଜବୋଲ୍ଲା ଯୁଦ୍ଧ ଚାଲିଥିବାବେଳେ ଜାତିସଂଘରେ ଭାରତକୁ ଭୂୟସୀ ପ୍ରଶଂସା କରିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ। ସେ ଜାତିସଂଘ ସାଧାରଣ ସଭା ବୈଠକରେ ପୋଡ଼ିୟମରେ ଛିଡ଼ା ହୋଇ ଦୁଇ ହାତରେ ୨ଟି ମାନଚିତ୍ର ଧରି ସମସ୍ତଙ୍କୁ ଦେଖାଇଥିଲେ। ଗୋଟିଏ

ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ଆଲର୍ଟ, ଆକ୍ସନ ମୁଡ୍‌ରେ ପୁଲିସ

ମୁମ୍ବାଇ : ମୁମ୍ବାଇରେ ହୋଇପାରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ। ଏନେଇ ଗୁଇନ୍ଦା ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଏହି ଖବର ସାମ୍ନାକୁ ଆସିବା ପରେ ଆକ୍ସନମୁଡ୍‌କୁ ଆସିଛି ପୁଲିସ। ମୁମ୍ବାଇରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଭିନ୍ନ ସ୍ଥାନରେ ପୁଲିସ ଫୋର୍ସ ମୁତୟନ

ଅର୍ଥ ମନ୍ତ୍ରୀଙ୍କ ନାଁରେ ରୁଜୁ ହେବ ମାମଲା, କୋର୍ଟ ଦେଲେ ଆଦେଶ

ନୂଆଦିଲ୍ଲୀ : ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନାଁରେ ରୁଜୁ ହେବ ମାମଲା। ଏଥିନିମନ୍ତେ ବାଙ୍ଗାଲୁରର ଏକ କୋର୍ଟ ଦେଇଛନ୍ତି ଆଦେଶ । ନିର୍ବାଚନୀ ବଣ୍ଡ ଜରିଆରେ ଜୋରଜବରଦସ୍ତି ଭାବେ ଚାନ୍ଦା ଆଦାୟ ଅଭିଯୋଗରେ ଏହି ମାମଲା ରୁଜୁ ହେବ ।ଜନାଧିକାର ସଂଘର୍ଷ ସଙ୍ଗଠନ ପକ୍ଷରୁ ଏନେଇ ସୀତାରମଣ ଓ