Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
କଂଗ୍ରେସର ନିର୍ବାଚନୀ ଇସ୍ତାହାର ଘୋଷଣା, ₹୫୦୦ରେ ମିଳିବ ସିଲିଣ୍ଡର, ମହିଳାଙ୍କୁ ମାସକୁ ₹୨୦୦୦
ଚଣ୍ଡୀଗଡ଼ : ବିଧାନସଭା ନିର୍ବାଚନ ପାଇଁ ଆଜି ହରିୟାଣାରେ ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି କଂଗ୍ରେସ। ଆଜି ଦଳ ପକ୍ଷରୁ ୪୦ ପୃଷ୍ଠା ବିଶିଷ୍ଟ ନିର୍ବାଚନୀ ଇସ୍ତାହାର ଘୋଷଣା କରାଯାଇଛି, ଯେଉଁଥିରେ ପ୍ରତ୍ୟକ ବ୍ୟକ୍ତିଙ୍କୁ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସହ ୩୦୦ ୟୁନିଟ!-->…
ନେପାଳରେ ପ୍ରବଳ ବର୍ଷା; ୩୯ ମୃତ, ଏକାଧିକ ନିଖୋଜ
କାଠମାଣ୍ଡୁ : ନେପାଳରେ ଲଗାଣ ବର୍ଷା ପରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କାରଣରୁ ବିଭିନ୍ନ ସ୍ଥାନରେ କାନ୍ଥ ଭୁଶୁଡ଼ି ଏବଂ ଭୂସ୍ଖଳନ ଘଟି ୩୯ ଜଣଙ୍କର ମୃତ୍ୟୁ ଘଟିଲାଣି।ସୂଚନା ଅନୁସାରେ, ଗତକାଲି ନେପାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ରାସ୍ତାଘାଟ ସବୁଠି ଜଳମଗ୍ନ!-->…
କେରଳରେ ଦ୍ୱିତୀୟ MPox ରୋଗୀ ଚିହ୍ନଟ
ଭାରତରେ ବଢୁଛି MPox ମାମଲା । କେରଳରେ ଏବେ ଦ୍ୱିତୀୟ ମାମଲା ରିପୋର୍ଟ କରାଯାଇଛି । ରାଜ୍ୟର ଏର୍ନାକୁଲମ୍ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ରୋଗୀଙ୍କୁ ହସ୍ପିଟାଲରେ ଆଇସୋଲେଟ୍ କରାଯାଇଛି ଏବଂ ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ତେବେ ଏହି ମାମଲାରେ ଏ ପର୍ଯ୍ୟନ୍ତ!-->…
ରାହୁଲ ଗାନ୍ଧିକୁ ପ୍ରଶଂସା କଲେ ସୈଫ ଅଲୀ ଖାନ
ବଲିଉଡ ଅଭିନେତା ସୈଫ ଅଲୀ ଖାନ ଖୋଲାଖୋଲି ଭାବେ କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କୁ ପ୍ରଶଂସା କରିଛନ୍ତି। ରାହୁଲ ଗାନ୍ଧି ଜଣେ ସାହାସୀ ରାଜନେତା ଭାବେ କେମିତି ସମାଲୋଚନାକୁ ହ୍ୟାଣ୍ଡେଲ କରିବାକୁ ହୁଏ ସେକଥା ଜାଣିଥିବା ସୈଫ କହିଛନ୍ତି। ମୁଁ ଜଣେ ସାହାସୀ ଓ!-->…
‘ଯାହାଙ୍କ ନାମରେ ଦୁର୍ନୀତି ଅଭିଯୋଗ ଆଣିଥିଲେ, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କଲେ’
ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶୁକ୍ରବାର ଦିଲ୍ଲୀ ବିଧାନସଭାରେ କହିଛନ୍ତି ଯେ ସମ୍ବୋଧିତ କରିଛନ୍ତି। ସେ ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର ପ୍ରସଙ୍ଗ ଉଠାଇଥିଲେ। ଅଜିତ ପାୱାରଙ୍କ ସମ୍ପର୍କରେ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଯେଉଁ!-->…
ଲଡ଼ୁ ବିବାଦ: ତିରୁମାଲା ମନ୍ଦିର ଯାଇ ପାରିଲେନି ଜଗନ, କହିଲେ- କ୍ଷମତାରେ ଅଛନ୍ତି ରାକ୍ଷସ
ଆନ୍ଧ୍ର ପ୍ରଦେଶର କ୍ଷମତାସୀନ ଡିଟିପି ସରକାର ଉପରେ ଆଜି ବର୍ଷିଛନ୍ତି ୱଇଏସଆର କଂଗ୍ରେସର ମୁଖ୍ୟ ତଥା ପୂର୍ବତନ ମନ୍ତ୍ରୀ ଜଗନ ମୋହନ ରେଡ୍ଡୀ। ରାଜ୍ୟରେ ବର୍ତ୍ତମାନ ରାକ୍ଷସମାନେ କ୍ଷମତାରେ ରହିଛନ୍ତି। ମନ୍ଦିରକୁ ଯିବାରେ ମଧ୍ୟ ବିଭ୍ରାଟ ସୃଷ୍ଟି କରୁଥିବା ଏପରି ଏକ ରାଜନୀତିକ ଦଳକୁ!-->…
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ମାମଲା ରୁଜୁ
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଛି। ଜମି ଦୁର୍ନୀତି ମାମଲାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ଦୁର୍ନୀତି ନିବାରଣ ସଂସ୍ଥା ଲୋକାୟୁକ୍ତ ଏକ ମାମଲା ରୁଜୁ କରିଛି। ଏଫାଇଆରରେ ସିଦ୍ଧରମୈୟାଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ନାମିତ କରାଯାଇ ଥିବାବେଳେ!-->…
ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ ଉପରେ ବର୍ଷିଲେ ସୁପ୍ରିମକୋର୍ଟ
କେନ୍ଦ୍ରୀୟ ବାୟୁ ଗୁଣବତ୍ତା ପରିଚାଳନା କମିଟି ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ଦିଲ୍ଲୀର ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି, କିନ୍ତୁ ଉତ୍ତର ରାଜ୍ୟଗୁଡିକରେ ନଡ଼ା ଜାଳିବା ଉପରେ ଅଧିକାରୀଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନଥିବା କହି ବାୟୁ ଗୁଣବତ୍ତା!-->…
ବାଂଲାଦେଶୀ ପର୍ଣ୍ଣ ଷ୍ଟାରଙ୍କୁ ବାନ୍ଧିଲା ମହାରାଷ୍ଟ୍ର ପୁଲିସ
ବେଆଇନ ଭାବେ ଭାରତରେ ରହୁଥିବା ଅଭିଯୋଗରେ ବାଂଲାଦେଶୀ ପର୍ଣ୍ଣ ଷ୍ଟାର ରିୟା ବର୍ଡେ ଓରଫ ଆରୋହୀ ବର୍ଡେ ଓରଫ ବନ୍ନା ଶେଖଙ୍କୁ ଗିରଫ କରିଛି ମହାରାଷ୍ଟ୍ର ପୁଲିସ। ମୁମ୍ବାଇଠାରୁ ପ୍ରାୟ ୫୦ କିମି ଦୂର ଉଲ୍ଲାସନଗରର ହିଲ୍ ଲାଇନ ଥାନା ପୁଲିସ ତାଙ୍କୁ ଗିରଫ କରିଛି।
ରିୟା ବର୍ଡେ!-->!-->!-->…
ସନ୍ଦୀପ ଘୋଷଙ୍କ ବିରୋଧରେ ଥିବା ଚାର୍ଜ ଅତ୍ୟନ୍ତ ସାଂଘାତିକ, ମିଳିପାରେ ମୃତ୍ୟୁଦଣ୍ଡ: କୋର୍ଟ
କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଓ ତାଲା ପୁଲିସ୍ ଷ୍ଟେସନର ପୂର୍ବତନ ଓଆଇସି ଅଭିଜିତ ମଣ୍ଡଳଙ୍କ ବିରୋଧରେ ଥିବା ଚାର୍ଜ ଅତ୍ୟନ୍ତ ସାଂଘାତିକ। ଯଦି ଏହା ପ୍ରାମଣିତ ହୋଇଯାଏ, ତା’ହେଲେ ସେମାନଙ୍କୁ କ୍ୟାପିଟାଲ ପନିଶମେଣ୍ଟ ବା ମୃତ୍ୟୁଦଣ୍ଡ!-->…