Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ପୁଲୱାମା ଆଟାକର ଅଭିଯୁକ୍ତ ହାର୍ଟ ଆଟାକରେ ଆଖି ବୁଜିଲା
ଜମ୍ମୁ-କଶ୍ମୀରର ପୁଲୱାମାରେ ୫ ବର୍ଷ ତଳେ ହୋଇଥିବା ଭୟଙ୍କର ହମଲାର ଜଣେ ଅଭିଯୁକ୍ତ ହୃଦଘାତରେ ପ୍ରାଣ ହରାଇଛି। ତା’ ନାଁ ବିଲାଲ ଅହମଦ। ୨୦୧୯ ପେବୃଆରୀ ୧୪ରେ ସିଆରପିଏଫ ଯବାନଙ୍କ କନଭୟ ଉପରେ ହୋଇଥିବା ଭାରତ ଇତିହାସର ସବୁଠାରୁ ବଡ଼ ହମଲାରେ ଦାଖଲ ହୋଇଥିବା ଚାର୍ଜଶିଟରେ ୩୨ ବର୍ଷୀୟ!-->…
ଜମି ଦୁର୍ନୀତି ମାମଲା: ରାଜ୍ୟପାଳଙ୍କ ନିର୍ଦ୍ଦେଶ ବିରୁଦ୍ଧରେ ସିଦ୍ଧରମୈୟା କରିଥିବା ଆବେଦନ ଖାରଜ
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜମି ଦୁର୍ନୀତି ମାମଲା ଉପରେ କରିଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି। ନିକଟରେ ଏହି ମାମଲା ଉପରେ ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ ସିଦ୍ଧରମୈୟାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ!-->…
ଭାରତରେ ଚିହ୍ନଟ ହେଲା ଏମପକ୍ସ କ୍ଲେଡ୍-୧ର ପ୍ରଥମ ମାମଲା
ନୂଆଦିଲ୍ଲୀ: ଭାରତରେ ଏମପକ୍ସ କ୍ଲେଡ୍-୧ର ପ୍ରଥମ ମାମଲା ସାମ୍ନାକୁ ଆସିଛି। ଗତ ସପ୍ତାହରେ କେରଳର ମଲ୍ଲାପୁରମରେ ଏହି ସଂକ୍ରମଣ ଚିହ୍ନଟ ହୋଇଛି। ସଂକ୍ରମିତ ବ୍ୟକ୍ତିଙ୍କ ବୟସ ୩୮ ବର୍ଷ ଏବଂ ସେ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରୁ ଘରକୁ ଫେରିଥିଲେ। ଏହି ଷ୍ଟ୍ରେନ୍ ଚିହ୍ନଟ ହେବା ପରେ ବିଶ୍ୱ!-->…
କଙ୍ଗନାଙ୍କୁ କଂଗ୍ରେସର ଚେତାବାନୀ: ସୋନିଆ ଗାନ୍ଧିଙ୍କୁ କ୍ଷମା ମାଗ
ବିଜେପି ସାଂସଦ କଙ୍ଗନା ରାଣାୱତଙ୍କୁ କଡ଼ା ଚେତାବନୀ ଦେଇଛି କଂଗ୍ରେସ। ହିମାଚଳ ପ୍ରଦେଶର କ୍ଷମତାସୀନ କଂଗ୍ରେସ ସରକାର ବେଆଇନ ଭାବେ ବିପର୍ଯ୍ୟୟ ପରିଚାଳନା ପାଇଁ ଆସୁଥିବା ପାଣ୍ଠିକୁ ସୋନିଆ ଗାନ୍ଧିଙ୍କ ପାଖକୁ ପଠାଉଥିବା କଙ୍ଗନା ଅଭିଯୋଗ କରିଥିଲେ।
ଏହା ଉପରେ ହିମାଚଳର ପୂର୍ତ୍ତ ବିଭାଗ!-->!-->!-->…
କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ଲୋକଙ୍କ ଠାରୁ ଗଣତାନ୍ତ୍ରିକ ଅଧିକାର ଛଡ଼ାଇ ନେଇଛନ୍ତି: ରାହୁଲ
ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ସୋମବାର ପୁଣିଥରେ ଜମ୍ମୁ-କଶ୍ମୀର ପାଇଁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ଦୋହରାଇଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରର ଲୋକଙ୍କ ଠାରୁ ସେମାନଙ୍କର!-->…
ICMRର ଚିନ୍ତାଜନକ ରିପୋର୍ଟ: UTI, ଟାଇଫଏଡ ଓ ନିମୋନିଆ ଉପରେ କାମ କରୁନି ଆଣ୍ଟିବାୟୋଟିକ
ୟୁରିନାରୀ ଟ୍ରାକ୍ଟ ଇନଫେକ୍ସ (UTI), ବ୍ଲଡ୍ ଇନଫେକ୍ସନ, ନିମୋନିଆ ଏବଂ ଟାଇଫଏଡ ଭଳି ରୋଗ ଉପରେ ସାଧାରଣ ପ୍ରକାର ଆଣ୍ଟିବାୟୋଟିକ୍ କାମ୍ କରୁନାହିଁ। ଏକଥା ଆମେ କହୁନୁ, ଭାରତର ମେଡିକାଲ ଗବେଷଣା ସଂସ୍ଥା ଆଇସିଏମଆରର ସଦ୍ୟତମ ରିପୋର୍ଟରେ ଏହା ପ୍ରକାଶ ପାଇଛି।
ଇଣ୍ଡିଆନ୍!-->!-->!-->…
୫୦ଜଣ ଯାତ୍ରୀଙ୍କ ସହିତ ୩୦ ଫୁଟ ଗଭୀର ଖାଇକୁ ଖସିଲା ବସ୍
ଅମରାବତୀ: ମହାରାଷ୍ଟ୍ରର ଅମରାବତୀରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସୋମବାର ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ୩୦ଫୁଟ ଗଭୀର ଖାଇକୁ ଖସିପଡିଛି। ଏହି ଦୁର୍ଘଟଣା ଅମରାବତୀ ନିକଟ ମେଲଘାଟ ଅଞ୍ଚଳ ନିକଟରେ ଘଟିଛି। ଦୁର୍ଘଟଣା ସମୟରେ ବସ୍ରେ ୫୦ ଜଣ ଯାତ୍ରୀ ଥିଲେ।
ଏହି ଦୁର୍ଘଟଣାରେ ତିନି!-->!-->!-->…
କେଜ୍ରିଓ୍ୱାଲଙ୍କ ପାଇଁ ଆସନ ଖାଲି ରଖିଲେ ଆତିଶୀ, କହିଲେ- ଭରତ ଭଳି କାମ କରିବି
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଆତିଶୀ। ସୋମବାର ସଚିବାଳୟରେ ପହଞ୍ଚି ସେ ନିଆରା ଢ଼ଙ୍ଗରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି। କେଜ୍ରିଓ୍ୱାଲଙ୍କ ପାଇଁ ସେ ଆସନ ଖାଲି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି।!-->…
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଚନ୍ଦ୍ରବାବୁଙ୍କୁ ‘ମିଛୁଆ’ କହିଲେ ଜଗନ
ତିରୁପତି ମନ୍ଦିର ଲଡ଼ୁ ମାଛ ତେଲ, ଘୁଷିରି ଓ ଗୋରୁ ଚର୍ବିରୁ ପ୍ରସ୍ତୁତ ହେଉଥିବା ନେଇ ଚାଲିଥିବା ବିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି!-->…
ଟ୍ରେନ୍ ଦୁର୍ଘଟଣା ଷଡ଼ଯନ୍ତ୍ର, ଟ୍ରାକ୍ରୁ ମିଳିଲା ଗ୍ୟାସ୍ ସିଲିଣ୍ଡର
ପୁଣି ଥରେ ଟ୍ରେନ୍ ଦୁର୍ଘଟଣା ଘଟାଇବାକୁ ହୋଇଛି ଷଡ଼ଯନ୍ତ୍ର। ପଥର ଖଣ୍ଡ, କାଠ ଓ ଲୁହା ପ୍ଲେଟ୍ ଏବେ ଟ୍ରାକ୍ରୁ ମିଳିଲା ଗ୍ୟାସ୍ ସିଲିଣ୍ଡର। ପୁଣି ଉତ୍ତରପ୍ରଦେଶରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ। ତେବେ କୌଣସି ଅଘଟଣ ଘଟିବା ପୂର୍ବରୁ ଟ୍ରେନ୍ ଅଟକି ଯାଇଛି। ଫଳରେ ଦୁର୍ଘଟଣା!-->…