Browsing Category

ଦେଶ

ଦିଲ୍ଲୀ ଭୋଟରଙ୍କୁ ମାଗଣା ବିଜୁଳି ଓ ପାଣି ପ୍ରତିଶ୍ରୁତି ଦେବ ବିଜେପି!

ଦିଲ୍ଲୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଜେପି ୩୦୦ ୟୁନିଟ ଯାଏ ମାଗଣା ବିଜୁଳି, ମାଗଣାରେ ପାଇପ ପାଣି ଓ ଲାଡଲି ବେହନା ଭଳି ଯୋଜନା ଲାଗୁ କରିବାର ପ୍ରତିଶ୍ରୁତି ଦେଇପାରେ। ଏହା ବ୍ୟତୀତ କ୍ଷମତା ଦଖଲ ପରେ ବିଜେପି ମନ୍ଦିର, ଗୁରୁଦ୍ୱାର ଓ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ପାଇଁ ୫୦୦ ୟୁନିଟ…

ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ଭିଡିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଟ୍ରେନର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ…

‘ଇଣ୍ଡିଆ’ ମେଣ୍ଟ ଭାଙ୍ଗି ଦେବା ଉଚିତ: ଓମାର ଅବଦୁଲ୍ଲା

ଦିଲ୍ଲୀ ବିଧାନସଭା ନିର୍ବଚନରେ 'ଇଣ୍ଡିଆ' ମେଣ୍ଟ ଫାଟି ଆଁ କଲାଣି। ପ୍ରଥମେ ମେଣ୍ଟର ଦୁଇ ସହଯୋଗୀ କଂଗ୍ରେସ ଓ ଆପ୍ ପରସ୍ପର ବିରୋଧରେ ଲଢ଼ିବାକୁ ଘୋଷଣା କରିଥିଲେ। ଏବେ ବିରୋଧୀ ମେଣ୍ଟର ଅନ୍ୟ ସହଯୋଗୀ ଦଳମାନେ କଂଗ୍ରେସକୁ ଏକପାଖିଆ କରି ଦିଲ୍ଲୀ ନିର୍ବାଚନରେ ଆମ୍ ଆଦମୀ ପାର୍ଟିକୁ…

ବିଷ ପିଇ ଦେଲେ ଆନ୍ଦୋଳନ କରୁଥିବା ଚାଷୀ, ହସ୍ପିଟାଲରେ ଚାଲିଗଲା ଜୀବନ

ପଞ୍ଜାବ-ହରିୟାଣା ସୀମାନ୍ତ ଶମ୍ଭୁ ବର୍ଡରରେ ଆନ୍ଦୋଳନ କରୁଥିବା ଜଣେ ୫୫ ବର୍ଷୀୟ ଚାଷୀ ବିଷ ପିଇ ଜୀବନ ହାରିଛନ୍ତି। ସେ ଆନ୍ଦୋଳନସ୍ଥଳରେ ବିଷ ପିଇ ଦେଇଥିଲେ। ଏହାପରେ ତାଙ୍କୁ ପଟିଆଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ୩…

ପ୍ରବାସୀଙ୍କୁ ଭାରତୀୟଙ୍କୁ ମୋଦି କଲେ ଅପିଲ୍: କହିଲେ, ‘ଲୋକାଲକୁ ଗ୍ଲୋବାଲ କରାନ୍ତୁ’

ଭୁବନେଶ୍ବର: ଆଜି ୧୮ତମ ପ୍ରବାସୀ ଭାରତୀୟ ସମ୍ମେଳନୀର ଦ୍ବିତୀୟ ଦିନରେ ପ୍ରବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେମାନଙ୍କ ପାଇଁ କିପରି ମୋଦି ଗର୍ବ ଅନୁଭବ କରନ୍ତି ତାହା କହି ଧନ୍ୟବାନ ଜଣାଇଛନ୍ତି । ଏଥିସହିତ ସେମାନଙ୍କୁ କିଛି ଅପିଲ୍ ମଧ୍ୟ କରିଛନ୍ତି ମୋଦି । ଏନେଇ ସେ…

କୋଟାରେ ଅଘଟଣ, ୨୪ ଘଣ୍ଟାରେ ଝୁଲି ପଡ଼ିଲେ ଦୁଇ ଛାତ୍ର

ଅଘଟଣ। ପୁଣି ମୃତ୍ୟୁର ରାସ୍ତା ବାଛିଲେ ଛାତ୍ର। ୨୪ ଘଣ୍ଟାରେ ଝୁଲି ପଡ଼ିଲେ JEE ପରୀକ୍ଷା ପାଇଁ କୋଚିଂ ନେଉଥିବା ଦୁଇ ଛାତ୍ର। ରାଜସ୍ଥାନର କୋଟାରୁ ସାମ୍ନାକୁ ଆସିଛି ପୁଣି ଏଭଳି କିଛି ଅଭିଯୋଗ। ସୂଚନା ମୁତାବକ, କୋଟାର ବିଜ୍ଞାନ ନଗରରେ ରହି JEE ପାଇଁ ପ୍ରସ୍ତୁତ ହେଉଥିବା ୨୦…

ପ୍ରବାସୀ ଭାରତୀୟ ସମ୍ମେଳନୀରେ ପ୍ରଧାନମନ୍ତ୍ରୀ, କହିଲେ ‘ପ୍ରବାସୀ ଭାରତର ରାଷ୍ଟ୍ରଦୂତ’

ଭୁବନେଶ୍ବର: ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଉଦ୍ଘାଟନ କରିଛନ୍ତି ମୋଦି । ଏହାପରେ ଜନତା…

ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଇସ୍ରୋ

ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ସ୍ପେଡେକ୍ସ ମିଶନରେ ଯାଇ ମହାକାଶରେ ଘୁରି ବୁଲୁଥିବା ୨ଟି ସ୍ପେସ୍‌କ୍ରାଫ୍ଟ ଚେଜର୍ ଓ ଟାର୍ଗେଟକୁ ଯୋଡ଼ାଯିବା ପାଇଁ ଆଜି ସମୟ ଧାର୍ଯ୍ୟ ହୋଇଥିଲା। ଏବେ ଏହାକୁ ସ୍ଥଗିତ ରଖାଯାଇଥିବା ନେଇ ଇସ୍ରୋ ପକ୍ଷରୁ ସୂଚନା…

ମହାରାଷ୍ଟ୍ରରେ କେଶ ଝଡ଼ିବା ଆତଙ୍କ; ସପ୍ତାହେ ଭିତରେ ଚନ୍ଦା ହୋଇଯାଉଛନ୍ତି ଲୋକେ

ଆଜିର ବ୍ୟସ୍ତବହୁଳ ଜୀବନଶୈଳୀରେ ଉଭୟ ପୁରୁଷ ଏବଂ ମହିଳାଙ୍କ ପାଇଁ କେଶ ଝଡ଼ିବା ସାଧାରଣ କଥା। କେଶ ଝଡ଼ିବା ଏକ ପ୍ରାକୃତିକ ପ୍ରକ୍ରିୟା ବୋଲି ମଧ୍ୟ ଧରିନିଆଯାଏ। ସାଧାରଣତଃ ମୁଣ୍ଡ ସଫା କରିବା କିମ୍ବା ପାନିଆରେ କୁଣ୍ଡାଇବା ସମୟରେ କିଛି କେଶ ଝଡ଼ିଯାଏ। ହେଲେ ମହାରାଷ୍ଟ୍ରର ବୁଲଧାନା…

ଅଖିଲେଶଙ୍କ ପରେ ଦିଲ୍ଲୀ ନିର୍ବାଚନରେ AAPକୁ ସମର୍ଥନ ଘୋଷଣା କଲେ ମମତା

ଦିଲ୍ଲୀ ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ପକ୍ଷରୁ କଂଗ୍ରେସକୁ ଲାଗିଛି ଆଉ ଏକ ଝଟକା। ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ପରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଫେବୃଆରୀ ୫ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟିକୁ ଏହାର ସମର୍ଥନ ଘୋଷଣା କରିଛି।…