Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବୀମା ପ୍ରିମିୟମ ଉପରେ ଲାଗୁ ଜିଏସଟି କମିବ
ନୂଆଦିଲ୍ଲୀ : ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି କାଉନସିଲ ବୈଠକରେ ନିଆଯାଇଛି ବଡ ନିଷ୍ପତ୍ତି । ବୀମା ପ୍ରିମୟମ ଉପରେ ଲାଗୁ ୧୮% ଦ୍ରବ୍ୟ ଓ ସେବା ଟିକସ (ଜିଏସଟି) ହାର ହ୍ରାସ କରିବାକୁ ବୈଠକରେ ସହମତି ହୋଇଛି । କେତେ କମିବ ତାହା!-->…
ରାଜଧାନୀ ଦିଲ୍ଲୀରେ ସମସ୍ତ ପ୍ରକାର ବାଣକୁ ବ୍ୟାନ
ବର୍ଦ୍ଧିତ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ବଡ଼ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ଦେଶର ରାଜଧାନୀ ଦିଲ୍ଲୀରେ ସମସ୍ତ ପ୍ରକାରର ବାଣକୁ କରାଯାଇଛି ବ୍ୟାନ। ଦିଲ୍ଲୀରେ କେହି ବି ବାଣ ତିଆରି, ବିକ୍ରି ଓ ବ୍ୟବହାର କରିପାରିବେ ନାହିଁ।
ସବୁଜ ବାଣର ବ୍ୟବହାର ମଧ୍ୟ ହୋଇପାରିବ ନାହିଁ।!-->!-->!-->…
୧୦ ତାରିଖ ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗଦେବାକୁ ଡାକ୍ତରଙ୍କୁ କହିଲେ ସୁପ୍ରିମକୋର୍ଟ
କୋଲାକାତା ଦୁଷ୍କର୍ମ ଓ ହତ୍ୟା ଘଟଣା ବିରୋଧରେ ମାସେ ହେଲାଣି ବିକ୍ଷୋଭ କରୁଥିବା ଡାକ୍ତରମାନଙ୍କୁ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ସୁପ୍ରିମକୋର୍ଟ କହିଛନ୍ତି। ଡାକ୍ତରମାନେ କାର୍ଯ୍ୟକୁ ଥରେ ଫେରିବା ପରେ ସେମାନଙ୍କ ବିରୋଧରେ ଅଧିକାରୀମାନେ କୌଣସି!-->…
ରାଗିଗଲେ, ଓକିଲଙ୍କୁ ଉଚ୍ଚ ସ୍ୱରରେ କଥା ନ କହିବାକୁ ତାଗିଦ କଲେ ସିଜେଆଇ
କୋଲକାତା ଦୁଷ୍କର୍ମ ଓ ହତ୍ୟା ଘଟଣାର ଶୁଣାଣି ବେଳେ ଜଣେ ଓକିଲଙ୍କ ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼। ନିକଟରେ ବିଜେପିରେ ମିଶିଥିବା ଓକିଲ ଜଣଙ୍କ ଉଚ୍ଚ ସ୍ୱରରେ ବାରମ୍ବାର ଶୁଣାଣିରେ ହସ୍ତକ୍ଷେପ କରିବାରୁ ତାଙ୍କ ଉପରେ ଚିଢ଼ି ଯାଇଛନ୍ତି!-->…
ହରିୟାଣାରେ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ଆପ୍
ହରିୟାଣାରେ କଂଗ୍ରେସ ସହ ମେଣ୍ଟ କରି ବିଧାନସଭା ନିର୍ବାଚନ ଲଢ଼ିବାକୁ ଚାହୁଁଥିବା ଆପ୍ ଆଜି ବଡ଼ ପଦକ୍ଷେପ ନେଇଛି। କଂଗ୍ରେସ ସହ ହରିୟାଣା ପାଇଁ ସିଟ ଶେୟାରିଂ ଫର୍ମୁଲା ନ ଛିଡ଼ିବାରୁ ଆଜି ଆପ୍ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି।
!-->!-->!-->…
ଅଭିଷେକ ବାନାର୍ଜୀଙ୍କ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
ତୃଣମୂଳ କଂଗ୍ରେସ ସାଂସଦ ତଥା ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଲାଗିଛି ବଡ଼ ଝଟକା। ପଶ୍ଚିମ ବଙ୍ଗରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ମନି ଲଣ୍ଡରିଂ ଦିଗରେ ଖୋଳତାଡ଼ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଜାରି ସମନ!-->…
ଭାରତରେ ମଙ୍କିପକ୍ସ ଆକ୍ରାନ୍ତ, ସନ୍ଦିଗ୍ଧ ଯୁବକଙ୍କ ରିପୋର୍ଟ ପଜିଟିଭ୍
ଭାରତରେ ପ୍ରବେଶ କରିଛି ମକ୍ସିପକ୍ସ ଭୂତାଣୁ। ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଯୁବକ ଜଣଙ୍କ ମକ୍ସିପକ୍ସ ଚିହ୍ନଟ ହୋଇଥିବା ପଶ୍ଚିମ ଆଫ୍ରିକା ଦେଶରୁ ଆସିଥିଲେ। ସେ ମକ୍ସିପକ୍ସରେ ଆକ୍ରାନ୍ତ ଥିବା ପୂର୍ବରୁ ସନ୍ଦେହ କରାଯାଉଥିଲା। ତାଙ୍କୁ ଏକାନ୍ତବାସରେ ରଖାଯିବା ସହ ତାଙ୍କ!-->…
TMC ସାଂସଦ ଜବାହର ସରକାରଙ୍କ ଇସ୍ତଫା
କୋଲକାତାର ଆର.ଜି କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଇସ୍ତଫା ଦେଇଛନ୍ତି ରାଜ୍ୟସଭା ସାଂସଦ ଜବାହର ସରକାର। ସେ ଆଜି ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟକୁ ପଠାଇଛନ୍ତି। ଦୁଷ୍କର୍ମ ଓ ହତ୍ୟା ଘଟଣାକୁ!-->…
J&K ନିର୍ବାଚନ; ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା BJP
ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ତାଲିକାରେ 10 ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ଥିବାବେଳେ ବାଦ୍ ପଡ଼ିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତା। ଗାନ୍ଧି ନଗର (ବର୍ତ୍ତମାନର!-->…
ଦୁଇ ଦିନିଆ ରୁଷ ଗସ୍ତରେ ଯିବେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ
ନୂଆଦିଲ୍ଲୀ: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ ଭାରତ ଉଦ୍ୟମ ଜାରି ରଖିଥିବା ଜଣାପଡିଛି। ବର୍ତ୍ତମାନ ଅଜିତ ଡୋଭାଲ ମସ୍କୋ ଯାଉଛନ୍ତି। ଫଳରେ ଏହି ଅନୁମାନ ଏବେ ଦୃଢ଼ ହେବାରେ ଲାଗିଛି। କେବଳ ଏତିକି ନୁହେଁ, ରୁଷ-ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ ବିଶ୍ୱର ସମସ୍ତ ଦେଶ ଭାରତୀୟ!-->…